ଖେଳ

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ବିଦେଶ ଗସ୍ତ ସମୟରେ ଖେଳାଳିମାନେ ବିଭିନ୍ନ ପ୍ରକାରର ନିଶା ବା ଭାଇସ୍‌ରେ…

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ କରି ତାଙ୍କର ପ୍ରଭାବଶାଳୀ କ୍ୟାରିଅର୍‌ ଜାରି ରଖିଛନ୍ତି। ୧୪ ବର୍ଷୀୟ ଖେଳାଳି ଡିସେମ୍ବର ୧୨…

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT ଟୁର୍’ ଆରମ୍ଭ ହେବ। ଏହା ତାଙ୍କର ଦ୍ୱିତୀୟ ଭାରତ ଗସ୍ତ। ଡିସେମ୍ବର ୧୩ରୁ ୧୫…

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ…

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ ୫୧ ରନରେ…

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ ଦମଦାର ପରାଜୟ ବରଣ କରିଥିଲା। ଭାରତୀୟ…

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮ ପର୍ଯ୍ୟାୟ ଏବଂ ଏକ ନକଆଉଟ ପର୍ଯ୍ୟାୟ ରହିବ। ୨୦ ଦଳ ମଧ୍ୟରେ ମୋଟ ୫୫…

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୫୧ ରନରେ ପରାସ୍ତ ହୋଇଥିଲା ଏବଂ ସିରିଜ ୧-୧ରେ…

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୨୧୩ ରନର ବିଶାଳ ସ୍କୋର କରିଥିବା ବେଳେ ଭାରତୀୟ ଦଳ…

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ଏହି ଚାର୍ଜଶିଟ୍‌ ଓମେନ ଆଣ୍ଡ୍‌ ଚିଲଡ୍ରେନ ରିପ୍ରେଶ…

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଦୁର୍ବଳ ପ୍ରଦର୍ଶନ ଯୋଗୁଁ ଭାରତକୁ ଏହି…

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଭାରତୀୟ ଦଳକୁ ଏହି ବଡ଼ ବ୍ୟବଧାନରେ ହାରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?