ଟେଷ୍ଟ ର଼୍ୟାଙ୍କିଙ୍ଗ୍: ପୂଜାରା ୬ଷ୍ଠ ସ୍ଥାନକୁ ଉନ୍ନୀତ
ଦୁବାଇ, ୩୧ା୧ (ପି.ଟି.)-ଶନିବାର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟ୍ସମ୍ୟାନ ତାଲିକାରେ ୪ର୍ଥ ସ୍ଥାନ ବଜାୟ ରଖିଛନ୍ତି। ଚେତେଶ୍ୱର ପୂଜାରା ୬ଷ୍ଠ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। କୋହଲି (୮୬୨) ଓ ପୂଜାରା (୭୬୦)ଙ୍କ ବ୍ୟତୀତ…
୮୭ ବର୍ଷରେ ପ୍ରଥମ ଥର ହେବନି ରଣଜୀ ଟ୍ରଫି
ନୂଆଦିଲ୍ଲୀ, ୩୧ା୧ (ପି.ଟି.)- କୋଭିଡ୍ କାରଣରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୮୭ ବର୍ଷରେ ପ୍ରଥମ ଥର ଏହାର ପ୍ରମୁଖ ପ୍ରଥମ ଶ୍ରେଣୀ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ଆୟୋଜନ କରିବ ନାହିଁ। କାରଣ ଅଧିକାଂଶ ରାଜ୍ୟ ୟୁନିଟ୍ ବିଜୟ…
ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବନର୍ସ
ଚେନ୍ନାଇ,୩୧।୧: ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ, ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ରିଜର୍ଭ ଓପନର ରୋରି ବନର୍ସ ଶନିବାର ପ୍ରଥମଥର ପାଇଁ ଅଭ୍ୟାସ କରିଛନ୍ତି। ୬ ଦିନର ହାର୍ଡ କ୍ୱାରାଣ୍ଟାଇନ୍ ପରେ ସ୍ଥାନୀୟ ଚିପକ ଷ୍ଟାଡିୟମରେ…
ଏମ୍ଜିଏମ୍ ଓଡ଼ିଶା ମହିଳା ଟି୨୦ ଲିଗ୍: ଓଡ଼ିଶା ରେଡ୍ର ସହଜ ବିଜୟ
ଭୁବନେଶ୍ୱର,୩୧।୧(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଏମ୍ଜିଏମ୍ ଓଡ଼ିଶା ମହିଳା ଟି୨୦ ଲିଗ୍ରେ ଓଡ଼ିଶା ରେଡ୍ ଶନିବାର ୫୯ଟି ବଲ ବାକି ରଖି ୧୦ ଉଇକେଟରେ ଓଡ଼ିଶା ୟେଲୋକୁ ଅତି ସହଜରେ ପରାସ୍ତ କରିଛି। ଟୁର୍ନାମେଣ୍ଟର ୧୭ତମ ମ୍ୟାଚ୍ରେ ୟେଲୋ ଟସ୍ ଜିତି…
ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ
ନୂଆଦିଲ୍ଲୀ,୩୧।୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହାଙ୍କୁ ଆଉ ଏକ ନୂଆ ଗୁରୁଦାୟିତ୍ୱ ମିଳିଛି। ସେ ଏସିଆନ୍ କ୍ରିକେଟ କାଉନସିଲ (ଏସିସି)ର ଅଧ୍ୟକ୍ଷ ଭାବେ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ନାଜମୁଲ…
ଆଇ- ଲିଗ୍: ଆଇଜଲ ଏଫ୍ସି ବିଜୟୀ
କୋଲକାତା,୩୧।୧(ପି.ଟି.): ସ୍ଥାନୀୟ ମୋହନ ବାଗାନ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଆଇ- ଲିଗ୍ର ଏକ ମ୍ୟାଚ୍ରେ ଆଇଜଲ ଏଫ୍ସି ୨-୧ ଗୋଲରେ ନେରେକା ଏଫ୍ସିକୁ ପରାସ୍ତ କରିଛି। ଆଇଜଲ ତରଫରୁ ପିସି ଲାଲଡିନପୁଇଆ ୩୭ତମ ମିନିଟ୍ରେ ପ୍ରଥମ ଗୋଲ ଦେଇ ଦଳକୁ ୧-୦ରେ…
ଆସାମରେ ଏସ୍ଟିସି ଉଦ୍ଘାଟନ କଲେ କ୍ରୀଡ଼ାମନ୍ତ୍ରୀ
ନୂଆଦିଲ୍ଲୀ,୩୧।୧(ପି.ଟି.): ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲଙ୍କ ଉପସ୍ଥିତିରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶନିବାର ଆସାମର ନର୍ଥ ଲକ୍ଷ୍ମୀପୁର ଟାଉନ୍ସ୍ଥିତ ସୋଲାଲ ଗାଓଁରେ ସାଇ ଟ୍ରେନିଂ ସେଣ୍ଟର (ଏସ୍ଟିସି) ଉଦ୍ଘାଟନ କରିଛନ୍ତି। ଏହି ଟ୍ରେନିଂ ସେଣ୍ଟରରେ ଆଥ୍ଲେଟଙ୍କ ପାଇଁ ହଷ୍ଟେଲ ଓ ମଲ୍ଟି…
ଇଣ୍ଡିଆନ ସୁପର ଲିଗ୍: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ
ବାମ୍ବୋଲିମ୍, ୩୧।୧: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍ରେ ନର୍ଥଇଷ୍ଟ ୟୁନାଇଟେଡ ୨-୧ ଗୋଲରେ ଟେବୁଲ ଟପ୍ପର ମୁମ୍ବାଇ ସିଟି ଏଫ୍ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ମୁମ୍ବାଇର କ୍ରମାଗତ…
ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ
ନୂଆଦିଲ୍ଲୀ,୩୦।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହ ଆଉ ଏକ ନୂଆ ଗୁରୁଦାୟିତ୍ୱ ମଳିଛି। ସେ ଏସିଆନ୍ କ୍ରିକେଟ କାଉନସିଲ (ଏସିସି)ର ଅଧ୍ୟକ୍ଷ ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ…
ସିଡନୀରେ ଟ୍ୟାକ୍ସି ଚଳାଉଛନ୍ତି ବାପା, ଅଷ୍ଟ୍ରେଲିଆ କ୍ରିକେଟ ଟିମ୍ରେ ସ୍ଥାନ ପାଇବା ପରେ ଚର୍ଚ୍ଚାରେ ଏହି ଭାରତୀୟ…
ସିଡନୀ,୩୦।୧: ଅଷ୍ଟ୍ରେଲିଆ ଯୁବ ଲେଗ୍ ସ୍ପିନର ତନବୀର ସାଂଘା ଭାରତୀୟ ବଂଶୋଦ୍ଭବ ବୋଲି ଜଣାପଡ଼ିଥିଲା। ଏବେ ତାଙ୍କ ବାପା ଜଣେ ଟ୍ୟାକ୍ସି ଡ୍ରାଇଭର ବୋଲି ଜଣାପଡ଼ିଛି। ସାଂଘାଙ୍କ ବାପା ୧୯୯୭ରେ ପଞ୍ଜାବ ଜଳନ୍ଧରରେ ରହିମପୁର ଅଞ୍ଚଳରୁ ଅଷ୍ଟ୍ରେଲିଆ ଚାଲିଯାଇଥିଲେ। ସେ ସିଡନୀରେ…
ରେକର୍ଡ କଲେ ଏହି ପାକିସ୍ତାନୀ ବୋଲର୍; ୮୭ ବର୍ଷ କ୍ରିକେଟ ଇତିହାସରେ ଘଟି ନ ଥିଲା…
କରାଚି,୩୦।୧: ପାକିସ୍ତାନର ବାମହାତୀ ସ୍ପିନର ନୌମାନ ଅଲୀ ୩୪ ବର୍ଷ ବୟସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ନିଜର ଟେଷ୍ଟ ଡେବ୍ୟୁ ଖେଳିଥିଲେ। ପ୍ରଥମ ଟେଷ୍ଟର ଦ୍ୱିତୀୟ ପାଳିରେ ସେ ୫ ଉଇକେଟ ନେଇ ସେ ଇତିହାସ ରଚିଛନ୍ତି। ନୌମାନ ୫ ଉଇକେଟ…
ମର୍ମନ୍ତୁଦ ଦୁର୍ଘଟଣାରେ ଓ୍ବେଷ୍ଟଇଣ୍ଡିଜ୍ର ଏହି ଲୋକପ୍ରିୟ କ୍ରିକେଟରଙ୍କ ନିଧନ! ଭିଡିଓ ଭାଇରାଲ ପରେ ଜଣାପଡ଼ିଲା…
ନୂଆଦିଲ୍ଲୀ, ୩୦।୧: ସୋସିଆଲ ମିଡିଆରେ ଅନେକ କିଛି ଗୁଜବ ଭାଇରାଲ ହୋଇଥାଏ। ଏହି କ୍ରମରେ ନିକଟରେ ଓ୍ବେଷ୍ଟଇଣ୍ଡିଜ୍ର ଅଭିଜ୍ଞ ଅଲ୍ରାଉଣ୍ଡର କିରୋନ ପୋଲାର୍ଡଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଖବର ଶୁଣିବାକୁ ମିଳିଥିଲା। ଏପରିକି କାର୍ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ…

