ଖେଳ

ରକ୍‌ଷ୍ଟାର ଠାରୁ କମ୍‌ ନୁହନ୍ତି ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧଓ୍ବନ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ଥାଆନ୍ତି। ନିକଟରେ ଭାରତୀୟ ଦଳର ଏହି ଗବ୍ବର ନିଜର କିଛି ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଏଥିରେ ତାଙ୍କର ଭିନ୍ନ ଲୁକ୍‌ ଦେଖିବାକୁ ମିଳୁଛି। ବେକରେ ମୋଟା…

କ୍ୱାରାଣ୍ଟାଇନ୍‌ରେ କୋହଲି: ଆବଶ୍ୟକ ପଡୁଛି ଏହି ୨ ଜିନିଷ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃଆରୀ ୫ରୁ ଏକ ୪ ଟେଷ୍ଟ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଉଭୟ ଦଳ ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଚେନ୍ନାଇରେ ପହଞ୍ଚିସାରିଛନ୍ତି। ଏହି ସମୟରେ ସେମାନେ କ୍ୱାରାଣ୍ଟାଇନରେ ପିଡିୟଡରେ ରହିଛନ୍ତି। ଭାରତୀୟ ଦଳର ଅଧିନାୟକ…

ସ୍ପାଇଡରମ୍ୟାନ୍‌ ସାଜିଲେ ଏହି ଖେଳାଳି: ପ୍ରଶଂସକ କହୁଛନ୍ତି ଏମିତି…

ଗାବା ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିରୋଧରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଖେଳାଳି ରିଷଭ ପନ୍ତ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି । ଏହି ଯୁବ ଖେଳାଳିଙ୍କୁ ଭାରତୀୟ ଜର୍ସି ପିନ୍ଧିବାର ଆମେ ବହୁବାର ଦେଖିଛୁ। କିନ୍ତୁ ଏବେ ତାଙ୍କର ସ୍ପାଇଡରମ୍ୟାନ୍‌…

ଗାଙ୍ଗୁଲୀଙ୍କୁ ହସ୍ପିଟାଲରୁ ମିଳିବ ଛୁଟି

କୋଲକାତା, ୩୦।୧: ବିସିସିଆଇ ଅଧ୍ୟକ୍ଷ କ୍ରିକେଟର କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ଖୁବ୍‌ ଶୀଘ୍ର ଆପୋଲ ହସ୍ପିଟାଲରୁ ଛୁଟି ମିଳିବ। ଶନିବାର ଅବା ରବିବାର ଅପରାହ୍ନରେ ସେ ଘରକୁ ଫେରିପାରନ୍ତି ବୋଲି ହସ୍ପିଟାଲ ପକ୍ଷରୁ ପ୍ରକାଶ ପାଇଛି। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ…

କ୍ରିକେଟ ଇତିହାସର ସବୁଠାରୁ ଛୋଟ ମୁକାବିଲା: ୬୧ ବଲରେ ଶେଷ ହୋଇଥିଲା ମ୍ୟାଚ୍‌, କାରଣ ଥିଲା…

ନୂଆଦିଲ୍ଲୀ,୨୯।୧: କ୍ରିକେଟର ଦୀର୍ଘତମ ଫର୍ମାଟରେ ଏଭଳି କିଛି ମ୍ୟାଚ୍‌ ଖେଳାଯାଇଛି ଯାହା ବହୁତ୍‌ ଛୋଟ। ସେଥିରୁ କିଛିର ଫଳାଫଳ ବାହାରିଥିବା ବେଳେ କିଛି ଡ୍ର ରହିଛି। ସେଭଳି ଏକ ସ୍ବତନ୍ତ୍ର ମ୍ୟାଚ୍‌ ୧୯୯୮ରେ ଖେଳାଯାଇଥିଲା। ଜାମାଇକାଠାରେ ଖେଳାଯାଇଥିବା ଟେଷ୍ଟରେ ଇଂଲଣ୍ଡ ଏବଂ…

ମାର୍ସେଲିନୋଙ୍କ ବଦଳରେ ଓଡ଼ିଶା ଏଫ୍‌ସିରେ ଇନ୍‌ମ୍ୟାନ

ଭୁବନେଶ୍ୱର, ୩୦।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ରେ ଖେଳାଳି ବିନିମୟ ଚୁକ୍ତି କ୍ରମରେ ଓଡ଼ିଶା ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି ଅଷ୍ଟ୍ରେଲିଆ ଜନ୍ମିତ ସ୍କଟିଶ୍‌ ମିଡ୍‌ଫିଲ୍ଡର ବ୍ରାଡ୍‌ ଇନ୍‌ମ୍ୟାନ। ଚଳିତ ସିଜନ୍‌ରେ ସେ ପୂର୍ବରୁ ଏଟିକେ ମୋହନବାଗାନ ଦଳରେ ସାମିଲ ଥିଲେ।…

ସେରେନା, ନାଡାଲ, ହାଲେପ ବିଜୟୀ

ଆଡିଲେଡ୍‌, ୩୦ା୧(ଏପି)-ଆଡିଲେଡ ପ୍ରଦର୍ଶନୀ ଟୁର୍ନାମେଣ୍ଟରେ ସେରେନା ଓ୍ବିଲିୟମ୍ସ, ରାଫାଲ ନାଡାଲ ଓ ସିମୋନା ହାଲେପ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆର କୋଭିଡ୍‌ ନିୟମ ଅନୁସାରେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ଏମାନେ ଏହି ଟୁର୍ନାମେଣ୍ଟରେ ଭାଗ ନେଇଛନ୍ତି।…

ଭାରତୀୟ ମହିଳା ହକି ଦଳର ପରାଜୟ

ବୁଏନ୍ସଏୟାର୍ସ, ୩୦ା୧(ପି.ଟି.)- ଭାରତୀୟ ମହିଳା ହକି ଦଳ ବିପକ୍ଷରେ ଆର୍ଜେଣ୍ଟିନା ୨-୦ ଗୋଲରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳର ଏହାର କ୍ରମାଗତ ଦ୍ୱିତୀୟ ପରାଜୟ। ଦୁଇଦିନ ପୂର୍ବେ ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଭାରତ ଆୟୋଜକ ଦେଶଠାରୁ ୨-୩ ଗୋଲରେ ହାରିଯାଇଥିଲା।…

ପଏଣ୍ଟ ବାଣ୍ଟିଲେ ଗୋଆ ଓ ଇଷ୍ଟବେଙ୍ଗଲ

ମାର୍ଗାଓ, ୩୦ା୧: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମ୍‌ରେ ଶୁକ୍ରବାର ଏଫ୍‌ସି ଗୋଆ ଓ ଏସ୍‌ସି ଇଷ୍ଟବେଙ୍ଗଲ ମଧ୍ୟରେ ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଏକ ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି। ଇଗୋର ଆଙ୍ଗୁଲୋ ଖେଳର ୩୯ତମ ମିନିଟ୍‌ରେ…

ଅଲିମ୍ପିକ୍ସ ଆୟୋଜନ କରିବାକୁ ପ୍ରତିବଦ୍ଧ: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୩୦।୧(ଏପି): ଜାପାନରେ କରୋନା ଭାଇରସ ମହାମାରୀର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଟୋକିଓରେ ଅଲିମ୍ପିକ୍ସ ଆୟୋଜନ ନେଇ ଅନିଶ୍ଚିତତା ଦେଖାଦେଇଛି। ଏହା ସତ୍ତ୍ୱେ ଅଲିମ୍ପିକ୍ସ ଆୟୋଜନ କରିବାକୁ ପ୍ରତିବଦ୍ଧ ଅଛୁ ବୋଲି ଜାପାନ ପ୍ରଧାନମନ୍ତ୍ରୀ ୟୋଶିହିଡେ ସୁଗା କହିଛନ୍ତି। ମହାମାରୀ…

ମୁସ୍ତାକ ଅଲୀ ଟି୨୦: ତାମିଲନାଡୁ- ବରୋଦା ଫାଇନାଲ

ଅହମ୍ମଦାବାଦ,୩୦।୧(ପି.ଟି.): ଦେଶର ସର୍ବବୃହତ୍‌ ଘରୋଇ ଟି୨୦ ଟୁର୍ନାମେଣ୍ଟ ମୁସ୍ତାକ ଅଲୀ ଟ୍ରଫିରେ ତାମିଲନାଡୁ ଫାଇନାଲରେ ପ୍ରବେଶ କରିଛି। ୩୧ ତାରିଖ ରବିବାର ତାମିଲନାଡୁ ଫାଇନାଲରେ ବରୋଦାକୁ ଭେଟିବ। ପ୍ରଥମ ସେମିରେ ତାମିଲନାଡୁ ରାଜସ୍ଥାନକୁ ହରାଇ ଓ ଦ୍ୱିତୀୟ ସେମିରେ ବରୋଦା ପଞ୍ଜାବକୁ…

ପ୍ରଥମ ଟେଷ୍ଟ: ପାକିସ୍ତାନ ୭ ଉଇକେଟରେ ବିଜୟୀ :ଫଓ୍ବାଦ ଆଲାମ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌

କରାଚୀ,୩୦।୧(ଏପି): ଦୁଇ ସ୍ପିନର ନୌମାନ ଅଲୀ ଓ ୟାସିର ଶାହାଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ପାକିସ୍ତାନ ଏଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୪ ଦିନରେ ୭ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପଦାର୍ପଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?