ଖେଳ

ଅନ୍ତିମ ବଲରେ ଛକା ମାରି ବରୋଦାକୁ ସେମିଫାଇନାଲ ଟିକେଟ୍‌ ଦେଲେ ସୋଲାଙ୍କି

ଅହମ୍ମଦାବାଦ,୨୭ା୧- ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ବୁଧବାର ଏକ ରୋମାଞ୍ଚକ ମ୍ୟାଚ୍‌ରେ ହରିୟାଣାକୁ ୮ ଉଇକେଟରେ ହରାଇ ଦେଇଛି ବରୋଦା। ଏହି ବିଜୟ ସହ ଦଳ ସେମିଫାଇନାଲରେ ପ୍ରବେଶ କରିଛି। ମାତ୍ର ୧୪୯ ରନ୍‌ର ଟାର୍ଗେଟ ପିଛା କରୁଥିଲା…

୧୮ରେ ଆଇପିଏଲ ଖେଳାଳିଙ୍କ ନିଲାମ ପ୍ରକ୍ରିୟା

ନୂଆଦିଲ୍ଲୀ,୨୭ା୧- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣ ଲାଗି ନିଲାମ ପ୍ରକ୍ରିୟା ଆସନ୍ତା ମାସ ୧୮ ତାରିଖରେ ଚେନ୍ନାଇଠାରେ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ଟୁଇଟର ଯୋଗେ ଆଇପିଏଲର ଆୟୋଜକମାନେ ଘୋଷଣା କରିଛନ୍ତି। ଚେନ୍ନାଇରେ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର…

ରୋହିତଙ୍କ ବିବାଦୀୟ ଆଚରଣ: ଅନୁଷ୍କାଙ୍କ ବିରୋଧରେ ଦିଆଯାଇଥିବା ବକ୍ତବ୍ୟକୁ…

ନୂଆଦିଲ୍ଲୀ,୨୭।୧: ୨୦୧୮ରେ ଇଂଲଣ୍ଡ ଗସ୍ତରେ ଯାଇଥିଲା ଭାରତୀୟ ଟିମ୍‌। ସେତେବେଳେ ବିବାଦରେ ଫସିଥିଲେ ଅଭିନେତ୍ରୀ ଅନୁଷ୍କା ଶର୍ମା। ଟିମ୍‌ ଇଣ୍ଡିଆ ଏବଂ ସପୋର୍ଟ ଷ୍ଟାଫ୍‌ ଲଣ୍ଡନରେ ଭାରତର ହାଇ କମିଶନରଙ୍କୁ ଭେଟିବାକୁ ଯାଇଥିଲା । ଏହି ସମୟରେ ଅନୁଷ୍କା ବିରାଟଙ୍କ ସହ…

ଘରୋଇ ମଇଦାନରେ ରୋହିତଙ୍କ ରହିଛି ଏଭଳି ରେକର୍ଡ, ଫିକା ପଡ଼ିପାରନ୍ତି ଇଂଲଣ୍ଡ ବୋଲର୍‌

ନୂଆଦିଲ୍ଲୀ,୨୭।୧: କୋଭିଡ-୧୯ ପରେ ଭାରତରେ ପ୍ରଥମ ଥର ପାଇଁ ଅନ୍ତଃରାଷ୍ଟ୍ରୀୟ କ୍ରିକେଟ ଖେଳାଯିବ। ଇଂଲଣ୍ଡର ଟିମ୍‌ ସିରିଜ୍‌ ଖେଳିବା ଲାଗି ଭାରତ ଗସ୍ତରେ ଆସିବ। ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା…

ବିରାଟଙ୍କୁ ନେଇ ନାସିର ହୁସେନଙ୍କ ବଡ଼ ମନ୍ତବ୍ୟ: କହିଲେ କେବଳ ତାଙ୍କ ପାଇଁ…

ନୂଆଦିଲ୍ଲୀ,୨୭।୧: ଇଂଲଣ୍ଡର ପୂର୍ବ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି। କେବଳ ବିରାଟ ଭାରତର ବର୍ତ୍ତମାନର ଟିମ୍‌ ମନରେ ଉତ୍ସାହ ଭରି ଦେଇଛନ୍ତି। ଏବେର ଟିମ୍‌ ହାର୍‌ ମାନିବାକୁ ପ୍ରସ୍ତୁତ ନୁହେଁ।…

ଗାଙ୍ଗୁଲୀ ପୁଣି ହସ୍ପିଟାଲରେ ଭର୍ତ୍ତି: ଛାତିରେ ଯନ୍ତ୍ରଣା

କୋଲକାତା, ୨୭।୧: ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ ହସସ୍ପିଟାଲ ଭର୍ତ୍ତି କରାଯାଇଛି। ଜାନୁୟାରୀ ୨ରେ ଛାତିରେ ଯନ୍ତ୍ରଣା ଯୋଗୁ ତାଙ୍କୁ ଉଡ୍‌ଲାଣ୍ଡ୍‌ ହସ୍ପିଟାଲରେ…

ଭାରତ ଗସ୍ତ ପୂର୍ବରୁ ଚିନ୍ତାରେ ଇଂଲଣ୍ଡ କୋଚ୍‌: ସିରିଜକୁ ନେଇ କହିଲେ ଏଭଳି…

ନୂଆଦିଲ୍ଲୀ,୨୭।୧: ଚିନ୍ତାରେ ଇଂଲଣ୍ଡ କୋଚ୍‌ କ୍ରିସ୍‌ ସିଲ୍‌ଭରହୁଡ୍‌। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଦେଖିବା ପରେ ଭାରତୀୟ ଟିମ୍‌କୁ ହରାଇବା କଠିନ ହେବ। ଆଗାମୀ ଟେଷ୍ଟ ସିରିଜ୍‌ରେ ଭାରତକୁ ହରାଇବା ପାଇଁ ଇଂଲଣ୍ଡକୁ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ପଡ଼ିପାରେ ବୋଲି ସେ କହିଛନ୍ତି।…

ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଅଧିନାୟକ ପୂରଣ କରିବେ ନିଜର ଏହି ‘ସ୍ବତନ୍ତ୍ର ଶତକ’

ନୂଆଦିଲ୍ଲୀ,୨୭।୧: ଭାରତ-ଇଂଲଣ୍ଡ ମଧ୍ୟରେ ଫେବୃୟାରୀ ୫ରୁ ଆରମ୍ଭ ହେବ ଟେଷ୍ଟ ସିରିଜ। ଚେନ୍ନାଇରେ ଏହାର ପ୍ରଥମ ମୁକାବିଲା ଖେଳାଯିବ। ଅଷ୍ଟ୍ରେଲିଆ ବିପକ୍ଷ ସିିରିଜ୍‌ରେ ଦମ୍‌ଦାର ବିଜୟ ପରେ ଏବେ କ୍ରିକେଟ ପ୍ରଶଂସକଙ୍କ ନଜର ଏହି ମ୍ୟାଚ୍‌ ଉପରେ ରହିଛି। ଏହାଛଡ଼ା କରୋନା…

ବାହୁବଳୀ ସାଜିଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍‌ ଡେଭିଡ୍‌ ଓ୍ବାର୍ନର ଜଣେ ପ୍ରସିଦ୍ଧ କ୍ରିକେଟର୍‌ ଭାବେ ଜଣାଶୁଣା। ଏହା ବାଦ୍‌ ସେ ଜଣେ ଏଣ୍ଟରଟେନର୍‌ ଭାବେ ମଧ୍ୟ ଖ୍ୟାତି ଅର୍ଜନ କରିଛନ୍ତି। ସୋସିଆଲ ମିଡିଆରେ ମଜାଳିଆ ଭିଡିଓ ଶେୟାର କରି ସେ ବେଶ୍‌ ଚର୍ଚ୍ଚାରେ ଥାନ୍ତି।…

ଧୋନୀ-ସାକ୍ଷୀଙ୍କ ମଧ୍ୟରେ କଣ୍ଟା ସାଜିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ ଖେଳରୁ ସନ୍ୟାସ ନେବା ପରେ ପରିବାର ସହ ସମୟ ବିତାଉଛନ୍ତି। କେତେବେଳେ ତାଙ୍କୁ ଦୁବାଇ ତ ଆଉ କେତେବେଳେ ମୁମ୍ବାଇରେ ସ୍ତ୍ରୀ ସାକ୍ଷୀଙ୍କ ସହ ମସ୍ତି କରୁଥିବାର ଦେଖିବାକୁ…

କ୍ରିକେଟ୍‌ ଖେଳୁଛନ୍ତି ସନ୍ନି ଲିଓନି, ପ୍ରଶଂସକଙ୍କୁ ପଚାରିଲେ ଏମିତି ପ୍ରଶ୍ନ

ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ଆଜିକାଲି କ୍ରିକେଟ୍‌ ଖେଳୁଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କ୍ରିକେଟ୍‌ ଖେଳୁଥିବା ନଜର ଆସିଛନ୍ତି। କ୍ରିକେଟ୍‌ ଖେଳି ସେ ବେଶ୍‌ ଖୁସି ଥିବା ଜଣାପଡୁଛନ୍ତି। ଏହାସହ ସେ ପ୍ରଶଂସକଙ୍କୁ ଏକ ପ୍ରଶ୍ନ…

ଶୁବମନଙ୍କୁ ମୁଣ୍ଡରେ ବସାନ୍ତୁ ନାହିଁ, କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିବା ଓପନିଂ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ତାଙ୍କର ପ୍ରଥମ ଟେଷ୍ଟ ସିରିଜରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ମେଲବୋର୍ନ ଟେଷ୍ଟରେ ଡେବ୍ୟୁ କରିବା ସମୟରେ ଗିଲ ସୁପର ଇନିଂସ ଖେଳିଥିଲେ। ସମସ୍ତେ ଗିଲଙ୍କ କୌଶଳକୁ ପ୍ରଶଂସା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?