ଖେଳ

ହାଇଦ୍ରାବାଦ୍‌କୁ ଝଟ୍‌କା, ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୨୩।୯: ଆଇପିଏଲ୍‌-୧୩ତମ ସଂସ୍କରଣ ଆରମ୍ଭରୁ ସନ୍‌ରାଉଜର୍ସ ହାଇଦ୍ରାବାଦ୍‌ ଟିମ୍‌କୁ ଝଟ୍‌କା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଠାରୁ ହାରିଥିବା ହାଇଦ୍ରାବାଦର ଅଭିଜ୍ଞ ଅଲ୍‌ରାଉଣ୍ଡ ମିଚେଲ୍‌ ମାର୍ଶ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଆଘାତଜନିତ ସମସ୍ୟା ଲାଗି ମାର୍ଶ ଆଇପିଏଲ୍‌ର...

ଧୋନୀଙ୍କୁ ହାତଯୋଡି ନମସ୍କାର କଲେ ଏହି କ୍ରିକେଟର୍‌

ଶାରଜା,୨୩।୯: ଚଳିତବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଡେବ୍ୟୁ କରିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ନିଜ ଆଇପିଏଲ୍‌ କ୍ୟାରିୟରର ପ୍ରଥମ ମ୍ୟାଚ୍‌ ଖେଳିଛନ୍ତି। ଯଦିଓ ସେ ମାତ୍ର...

ପ୍ରବଳ ରାଗିଗଲେ ଧୋନୀ

ସାଧାରଣତଃ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ କୁଲ୍‌ କ୍ୟାପ୍‌ଟେନ୍‌ ବୋଲି କୁହାଯାଏ। ସବୁ ପରିସ୍ଥିତିରେ ସେ ନିଜକୁ ନିୟନ୍ତ୍ରଣରେ ରଖିଥାନ୍ତି। ସେ ପଡିଆରେ ରାଗିବା କୁଚିତ୍‌ ଦେଖାଯାଏ। ନିକଟରେ ଧୋନୀ ରାଗିଥିବା ଏକ ଭିଡିଓ...

କ୍ୱାଲିଫାଇଂ ପୂର୍ବରୁ ମହିଳା ଟେନିସ ଖେଳାଳି ପଜିଟିଭ୍‌

ପ୍ୟାରିସ, ୨୩ା୯ (ଏପି)- ଫ୍ରେଞ୍ଚ୍‌ ଓପନ୍‌ କ୍ୱାଲିଫାଇଂ ପୂର୍ବରୁ ଜଣେ ମହିଳା ଟେନିସ ଖେଳାଳି କରୋନା ପଜିଟିଭ୍‌ ଜଣାପଡ଼ିବାରୁ ତାଙ୍କୁ ମ୍ୟାଚ ଖେଳିବାରୁ ବାରଣ କରାଯାଇଛି। ଫ୍ରେଞ୍ଚ ଟେନିସ ଫେଡେରେଶନ (ଏଫ୍‌ଟିଏଫ୍‌) ଖେଳାଳିଙ୍କ ନାମ ପ୍ରକାଶ କରି ନାହିଁ। ତେବେ...

ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ, ରାମକୁମାର ପରାସ୍ତ

ପ୍ୟାରିସ୍‌, ୨୩ା୯ (ପି.ଟି.)-ଭାରତର ଅଙ୍କିତା ରାଇନା ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସେ ସର୍ବୀୟାର ଜୋଭାନା ଜୋଭିଚ୍‌ଙ୍କୁ ୬-୪, ୪-୬, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ...

ହକି ଆନାଲିଟିକାଲ କୋଚ୍‌ ସିରିଲୋଙ୍କ ଇସ୍ତଫା

ନୂଆଦିଲ୍ଲୀ, ୨୩ା୯ (ପି.ଟି.)-ସ୍ବାସ୍ଥ୍ୟ ପ୍ରସଙ୍ଗ ଦର୍ଶାଇ ଭାରତୀୟ ପୁରୁଷ ହକି ଦଳର କୋଚ୍‌ ଖ୍ରିସ୍‌ ସିରିଲୋ ତାଙ୍କ ପଦତ୍ୟାଗ କରିଛନ୍ତି। କିଛିଦିନ ପୂର୍ବେ ଡେଭିଡ୍‌ ଜନ୍‌ ହାଇ ପର୍ଫର୍ମାନ୍ସ ଡାଇରେକ୍ଟର ପଦବୀରୁ ଇସ୍ତଫା ପ୍ରଦାନ କରିଥିଲେ। ଫଳରେ ଟୋକିଓ ଅଲିମ୍ପିକ୍ସ...

ଜୋକୋଭିଚ୍‌ ଜିତିଲେ ପୁରୁଷ ସିଙ୍ଗଲ୍ସ ଟାଇଟଲ

ରୋମ, ୨୩ା୯ (ଏପି)-ସର୍ବୀୟାର ନୋଭାକ୍‌ ଜୋକୋଭିଚ୍‌ ଇଟାଲିଆନ ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଏଥରକୁ ମିଶାଇ ସେ ୫ମ ଥର ପାଇଁ ଇଟାଲିଆନ ଓପନ...

ଶୁବମନଙ୍କ ଉପରେ କାର୍ତ୍ତିକଙ୍କ ଭରସା

ଆବୁଧାବି, ୨୩।୯(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ କୋଲକାତା ନାଇଟ ରାଇଡର୍ସ ବୁଧବାର ଏହାର ପ୍ରଥମ ମ୍ୟାଚ ଖେଳିବାକୁ ଯାଉଛି। ସମ୍ମୁଖରେ ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଥିବାରୁ ଦଳ ପାଇଁ ଭଲ ଆରମ୍ଭ କରିବା ଚ୍ୟାଲେଞ୍ଜ ସଦୃଶ...

ଛକା, ଚୌକା ବର୍ଷା ମ୍ୟାଚରେ ରୟାଲ୍ସ ବିଜୟୀ

ଶାରଜା, ୨୩।୯ – ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ଛକା, ଚୌକା ବର୍ଷା ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିଜୟୀ ହୋଇଛି। ହାଇସ୍କୋରିଂ ଗେମ୍‌ରେ ଷ୍ଟିଭ୍‌ ସ୍ମିଥଙ୍କ ନେତୃତ୍ୱାଧୀନ ରୟାଲ୍ସ ମହେନ୍ଦ୍ର ସିଂ ଧୋନୀଙ୍କ ଶକ୍ତିଶାଳୀ ଚେନ୍ନାଇ ସୁପରକିଙ୍ଗ୍ସକୁ ୧୬...

ଟେନିସ ହଲ୍‌ ଅଫ୍‌ ଫେମ୍‌ ଦୌଡ଼ରେ ରେମଣ୍ଡ, ହଓ୍ବେିଟ୍‌

ନ୍ୟୁପୋର୍ଟ,୨୩।୯(ଏପି): ପୂର୍ବତନ ଆମେରିକା ପେସାଦାର ଟେନିସ୍‌ ଖେଳାଳି ଲିସା ରେମଣ୍ଡଙ୍କ ସମେତ ଅନ୍ୟ ୫ ଖେଳାଳି ଆସନ୍ତାବର୍ଷ ପାଇଁ ଅନ୍ତର୍ଜାତୀୟ ଟେନିସ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେବା ପାଇଁ ନୋମିନେଟ ହୋଇଛନ୍ତି। ସୋମବାର ଏ ନେଇ ଆନୁଷ୍ଠାନିକ ଭାବେ...

କୋଲକାତା- ମୁମ୍ବାଇ ମୁକାବିଲା: ବ୍ୟାଟ୍ସମ୍ୟାନଙ୍କ ଲଢ଼େଇ

ଆବୁଧାବି,୨୩।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପଞ୍ଚମ ମୁକାବିଲାରେ ବୁଧବାର ଦିନେଶ କାର୍ତ୍ତିକଙ୍କ ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ ଓ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ମୁହଁାମୁହିଁ ହେବେ। ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ ପ୍ରତିପକ୍ଷ ଚେନ୍ନାଇ ସୁପର କିଙ୍ଗ୍ସଠାରୁ ପରାସ୍ତ...

ସାମ୍‌ସନଙ୍କ ବିସ୍ଫୋରକ ଅର୍ଦ୍ଧଶତକ; ଚେନ୍ନାଇ ସାମ୍ନାରେ ୨୧୭ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଶାରଜା, ୨୨।୯: ଆଇପିଏଲ୍‌-୧୩ର ୪ର୍ଥ ମୁକାବିଲାରେ ମଙ୍ଗଳାବର ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏଥିରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri