ଡି ଭିଲର୍ସ, ପାଡିକ୍କଲଙ୍କ ଅର୍ଦ୍ଧଶତକ; ହାଇଦ୍ରାବାଦ ସାମ୍ନାରେ ୧୬୪ ରନ୍ ଟାର୍ଗେଟ୍ ରଖିଲା ବାଙ୍ଗାଲୋର
ଦୁବାଇ, ୨୧।୯: ଆଇପିଏଲ୍-୧୩ତମ ସିଜନର ୩ୟ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ୍ରାଇଜର୍ସ ହାଇଦ୍ରାବାଦ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ...
୪୧ ବର୍ଷରେ ପଦାର୍ପଣ କଲେ କ୍ରିସ୍ ଗେଲ୍, ଖାଇବା ଲାଗି ଦିନେ କରିବାକୁ ପଡ଼ିଥିଲା ଚୋରି
ନୂଆଦିଲ୍ଲୀ, ୨୧।୯: ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ୍ କ୍ରିସ୍ ଗେଲ୍ ସୋମବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ପଡ଼ିଆ ଭିତରେ ବଡ଼ ବଡ଼ ଛକା ମାରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗେଲ୍ ପଡ଼ିଆ ବାହାରେ ମଧ୍ୟ ନିଜର ଅଲଗା...
ଟସ୍ ହାରି ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଲେ କୋହଲି
ଦୁବାଇ, ୨୧।୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣର ୩ୟ ମ୍ୟାଚ୍ରେ ସୋମବାର ସନ୍ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍...
ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପୁରସ୍କାର ବାବଦକୁ ଦିଆଗଲା ୨.୫ କେଜିର ମାଛ
ନୂଆଦିଲ୍ଲୀ, ୨୧।୯: କୌଣସି ମ୍ୟାଚ୍ରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖେଳାଳିଙ୍କୁ ‘ମ୍ୟାନ୍ ଅଫ୍ ଦି ମ୍ୟାଚ୍’ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି ସମୟରେ ଖେଳାଳିଙ୍କୁ ଟ୍ରଫି କିମ୍ବା ଅର୍ଥ ରାଶି ପ୍ରଦାନ କରାଯାଇଥାଏ। କିନ୍ତୁ ନିକଟରେ କଶ୍ମୀରର ଟେକିପୋରା କୁପ୍ଓ୍ବାରାଠାରେ ଏକ...
ଧୋନୀଙ୍କ ପାଇଁ ଖୁସି ଖବର; କରୋନାରୁ ସୁସ୍ଥ ହେଲେ ଏହି ଖେଳାଳି
ଦୁବାଇ, ୨୧।୯: ଚେନ୍ନାଇ ସୁପର୍ କିଙ୍ଗ୍ (ସିଏସ୍କେ) ପାଇଁ ଖୁସି ଖବର। ଦଳର ଯୁବ ବ୍ୟାଟ୍ସମ୍ୟାନ ରୁତୁରାଜ ଗାଏକ୍ୱାଡ କରୋନା ଭାଇରସ୍ରୁ ଆରୋଗ୍ୟ ଲାଭ କରିଛନ୍ତି। ଲଗାତର ୨ ଦିନରେ ଦୁଇଟି ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ରୁତୁରାଜ...
ସାଙ୍ଗାକରାଙ୍କୁ ପଛରେ ପକାଇବେ ଓ୍ବାର୍ନର
ଦୁବାଇ, ୨୧।୯: ଆଇପିଏଲ୍-୧୩ର ଏକ ମ୍ୟାଚ୍ରେ ସୋମବାର ସନ୍ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ହାଇଦ୍ରାବାଦର ଡେଭିଡ୍ ଓ୍ବାର୍ନର...
ରାଗିଲେ ପଞ୍ଜାବ ମାଲିକାଣୀ
ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କିଙ୍ଗସ ଏକାଦଶ ପଞ୍ଜାବ ମଧ୍ୟରେ ଖେଳାଯାଇଥିବା ୍ମ୍ୟାଚରେ ଶସ୍ତା ଅମ୍ପାୟାରକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ କିଙ୍ଗସ ଏକାଦଶ ପଞ୍ଜାବର ମାଲିକାଣୀ ପ୍ରୀତି ଜିଣ୍ଟା ଅମ୍ପାୟାରଙ୍କ ଉପରେ ମଧ୍ୟ କ୍ରୋଧ...
୧୨ ବର୍ଷରୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଏହି ଖେଳାଳି, ଏବେ ଆଇପିଏଲରେ କଲେ ଧମାକା
ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ଦ୍ୱିତୀୟ ମ୍ୟାଚରେ କିଙ୍ଗସ ଏକାଦଶ ପଞ୍ଜାବ ପାଇଁ ଆଇପିଏଲରେ ଡେବ୍ୟୁ କରିଛନ୍ତି ରବି ବିଷ୍ଣୋଇ। କ୍ରିକେଟର ଭବିଷ୍ୟତ କୁହାଯାଉଥିବା ରବିଙ୍କ ପାଇଁ ପ୍ରଥମ ମ୍ୟାଚ୍ରେ ଅନିଲ କୁମ୍ବଲେଙ୍କ ପରି ଜଣେ ଭେଟେରାନ ଠିଆ...
ଆଇପିଏଲ୍: ନୂଆ ଆରମ୍ଭ ଲକ୍ଷ୍ୟରେ କୋହଲି
ଦୁବାଇ,୨୧।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ସୋମବାର ସୁପରଷ୍ଟାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଡେଭିଡ୍ ଓ୍ବାର୍ନରଙ୍କ ଲୋପ୍ରୋଫାଇଲ ଦଳ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ଦଳରେ ବିଶ୍ୱର ନାମୀଦାମୀ ଖେଳାଳି ଥିଲେ ମଧ୍ୟ ବାଙ୍ଗାଲୋର...
କ୍ୱାର୍ଟରରେ ହାରିଲେ ନାଡାଲ
ରୋମ୍, ୨୧ା୯ (ଏପି)-ରାଫାଲ ନାଡାଲ ଏଠାରେ ଚାଲିଥିବା ଇଟାଲିଆନ ଓପନ୍ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ଡିଏଗୋ ସ୍କ୍ବାର୍ଜମ୍ୟାନ ତାଙ୍କୁ ୬-୨, ୭-୫ ସେଟରେ ହରାଇ ଦେଇଛନ୍ତି। ୭ ମାସ ମଧ୍ୟରେ ନାଡାଲଙ୍କର ଏହା ଥିଲା ପ୍ରଥମ ଟୁର୍ନାମେଣ୍ଟ।...
ମୁମ୍ବାଇରେ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ବିସିସିଆଇକୁ ଅନୁରୋଧ
ମୁମ୍ବାଇ,୨୧।୯ (ପି.ଟି.): ଦେଶର ସର୍ବବୃହତ୍ ଘରୋଇ ଟି୨୦ ଟୁର୍ନାମେଣ୍ଟ ମୁସ୍ତାକ ଅଲୀ ଟ୍ରଫିକୁ ମୁମ୍ବାଇରେ ଆୟୋଜନ କରିବାକୁ ଆଗ୍ରହ ପ୍ରକାଶ କରାଯାଇଛି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ମୁମ୍ବାଇ କ୍ରିକେଟ ଆସୋସିଏଶନ ଆପେକ୍ସ କାଉନ୍ସିଲ ସଦସ୍ୟ...
ବ୍ରାଭୋ କେତୋଟି ମ୍ୟାଚ୍ ଖେଳିବେନି
ଆବୁଧାବି,୨୧।୯(ପି.ଟି.): ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଗାମୀ କେତୋଟି ମ୍ୟାଚ୍ ଖେଳିବେ ନାହିଁ ବୋଲି ଚେନ୍ନାଇ ସୁପର କିଙ୍ଗ୍ସ ହେଡ୍ କୋଚ୍ ଷ୍ଟିଫାନ ଫ୍ଲେମିଂ କହିଛନ୍ତି। ବ୍ରାଭୋଙ୍କ ଅନୁପସ୍ଥିତି ସତ୍ତ୍ୱେ ଚେନ୍ନାଇ ତା’ର ପ୍ରଥମ ମ୍ୟାଚ୍ରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ...
Archives


