ଖେଳ

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌: ୟେଲୋର ପ୍ରଥମ ବିଜୟ

ଭୁବନେଶ୍ୱର, ୨୫।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଚାଲିଥିବା ଏମଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ୟେଲୋ ୬ ଉଇକେଟରେ ଭାଓଲେଟ୍‌କୁ ପରାସ୍ତ କରିଛି। ପୂର୍ବରୁ ଗ୍ରୀନ୍‌…

ପ୍ରେମରେ ଉବୁଟୁବୁ ଏହି କ୍ରିକେଟର୍‌: ଗର୍ଲଫ୍ରେଣ୍ଡଙ୍କ ସହ କଲେ ପାର୍ଟି

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ…

ଐତିହାସିକ ବିଜୟ ପରେ ବିରାଟ କୋହଲିଙ୍କ ବିଷୟରେ ମୁହଁ ଖୋଲିଲେ ରାହାନେ

ଭାରତୀୟ କ୍ରିକେଟ୍‌ ଦଳର କାମଚଳା ଅଧିନାୟକ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଭାରତ ଅଷ୍ଟ୍ରେଲିଆରେ ଐତିହାସିକ ଟେଷ୍ଟ ସିରିଜ୍‌ ବିଜୟ ହାସଲ କରିଥିଲା। ଏହାପରେ ରାହାନେଙ୍କ ନେତୃତ୍ୱକୁ ନେଇ ଚାଲିଆଡେ ପ୍ରଶଂସା କରାଯାଉଛି। ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ…

ଭାରତରେ ଚମକିବେ ଇଂଲଣ୍ଡର ଏହି ସ୍ପିନର, ବଲ୍‌କୁ ଖେଳି ପାରିବେନି ଭାରତୀୟ ଖେଳାଳି :ସ୍ବାନ୍‌

ଲଣ୍ଡନ,୨୪।୧: ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌। ଏହାପୂର୍ବରୁ ଇଂଲଣ୍ଡର ପୂର୍ବ ଅଫ୍‌ ସ୍ପିନର ଗ୍ରିମ୍‌ ସ୍ବାନ ଦଳର ଜ୍ୟାକ୍‌ ଲିଚ୍‌ ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି। ସ୍ପିନରମାନଙ୍କୁ ପ୍ରସ୍ତୁତ ରହିବାକୁ ହେବ। ତେବେ…

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି ଇଂଲଣ୍ଡ ଖେଳାଳିମାନେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ରାହୁଲ ଦ୍ରାଭିଡଙ୍କ ଟିପ୍ସ ମାନିରେ…

୨୨ ବର୍ଷ ଧରି ଚେନ୍ନାଇରେ ହାରିନାହିଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୧: ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ପ୍ରଶଂସକଙ୍କ ହୃଦୟ ଜିତିଛି। ଏପରିସ୍ଥଳେ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଘରୋଇ ସିରିଜ ଉପରେ ସମସ୍ତଙ୍କ ନଜର ରହିଛି। ଫେବୃୟାରୀ ୫ରୁ ଚେନ୍ନାଇରେ ଟେଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ।…

୯୭ ରନ୍‌ର ପାଳି ଖେଳିବା ପୂର୍ବରୁ ୨ ଇଞ୍ଜେକ୍ସନ ନେଇଥିଲେ ଏହି ଭାରତୀୟ କ୍ରିକେଟର, କହିଲେ ଏଭଳି..

ନୂଆଦିଲ୍ଲୀ,୨୪।୧: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ରେ ଭାରତର ବିଜୟରେ ପ୍ରମୁଖ ଭୂମିକା ତୁଲାଇଥିଲେ ଯୁବ ଉଇକେଟକିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ। ଗାବା ଟେଷ୍ଟରେ ପନ୍ତ ୮୯ ଅପରାଜିତ ରନ୍‌ କରିଥିଲେ। ଏହାପୂର୍ବରୁ ସିଡନୀରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ସେ ୯୭ ରନ୍‌ର…

କ୍ରିକେଟର୍‌ରୁ ସନ୍ୟାସ ନ ନେଇ ଅମ୍ପାୟାର୍‌ ହୋଇଗଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଖ୍ରୀଷ୍ଟଚର୍ଚ୍ଚ,୨୪।୧: ଖ୍ରୀଷ୍ଟଚର୍ଚ୍ଚର ହେଗେଲ ଓଭାଲରେ ଟିମ କ୍ରିକେଟ ଏବଂ ଟିମ ରଗବୀ ମଧ୍ୟରେ ଏକ ରୋମାଞ୍ଚକର କ୍ରିକେଟ ମ୍ୟାଚ ଖେଳାଯାଇଥିଲା। ଟିମ କ୍ରିକେଟ ଷ୍ଟିଫେନ ଫ୍ଲେମିଂଙ୍କ ନେତୃତ୍ୱରେ ଟିମ ରଗବୀ ସାର୍‌ ଗ୍ରାହାମ ହେନେରୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଉଭୟଙ୍କ ମଧ୍ୟରେ…

ବଲ୍‌ ବଦଳରେ ନେଟ୍‌ରେ ଝୁଲି ରହିଲେ ଖେଳାଳି, ଆଉ ତା’ ପରେ…

ଯେକୌଣସି ଖେଳ ସମୟରେ ଖେଳାଳିଙ୍କ ମଧ୍ୟରେ ଉତ୍ସାହ ବଢ଼ିବା ସ୍ବାଭାବିକ କଥା। ମାତ୍ର ଜଣେ ଖେଳାଳିଙ୍କ ଉତ୍ସାହ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ବାସ୍କେଟ ବଲ୍‌ ମ୍ୟାଚ ଚାଲିଥିବା ସମୟରେ ଅଧିକ ଉତ୍ସାହିତ ହୋଇପଡ଼ିଥିବା ଖେଳାଳି ଜଣକ ବଲ ବଦଳରେ…

ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କହିଲେ, ମୋ ଟେଷ୍ଟ କ୍ୟାରିୟର୍‌ ଶେଷ

ଅଷ୍ଟ୍ରେଲିଆ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଗ୍ଲେନ ମାକ୍ସଓ୍ବେଲ କ୍ରିକେଟ୍‌ କ୍ୟାରିୟର୍‌ ସଂଙ୍କଟରେ ପଡିଛି। ସେ ଆଉ ଆଗଭଳି ବ୍ୟାଟିଂରେ ଜଲଓ୍ବା ଦେଖାଇବାରେ ବିଫଳ ହୋଇଛନ୍ତି। ନିଜଟରେ ଆଇପିଏଲ୍‌ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ତାଙ୍କୁ ଦଲରୁ ବିଦା କରିଛି। ଏହାପରେ ମାକ୍ସଓ୍ବେଲ କହିଛନ୍ତି, ମୋ…

ମହାନତା ଦେଖାଇଲେ ରାହୁଲ ଦ୍ରାବିଡ

ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରି ସିରିଜ୍‌ ୨-୧ରେ ଜିତିଥିଲା। ଏହି ଐତିହାସିକ ବିଜୟ ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ କୋଚ ରବି ଶାସ୍ତ୍ରୀଙ୍କୁ ନୁହେଁ, ପୂର୍ବତନ…

ନେଗେଟିଭ୍‌ ଆସିଲା ସମସ୍ତ ଖେଳାଳିଙ୍କ ରିପୋର୍ଟ

ଅହମ୍ମଦାବାଦ,୨୪।୧: ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ନକ୍‌ଆଉଟ୍‌ ପର୍ଯ୍ୟାୟର ୮ ଦଳର କୋଭିଡ୍‌ ରିପୋର୍ଟ ଆସିଛି। ନେଗେଟିଭ୍‌ ଆସିଛି ସବୁ ଦଳର ଖେଳାଳିମାନଙ୍କ ରିପୋର୍ଟ। ଏବେ ସବୁ ଖେଳାଳି ଅହମ୍ମଦାବାଦରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଜାନୁୟାରୀ ୨୬ରୁ ୩୧ ତାରିଖ ମଧ୍ୟରେ ଟୁର୍ନାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?