ଖେଳ

ଆଇପିଏଲ୍‌ରେ ସର୍ବାଧିକ ମ୍ୟାଚ୍‌ ଖେଳିଛି ଏହି ଟିମ୍‌

ନୂଆଦିଲ୍ଲୀ, ୧୪।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ବାକି ରହିଛି। ଏହି ହାଇଭୋଲଟେଜ୍‌ ଟୁର୍ନାମେଣ୍ଟ ଆସନ୍ତା ୧୯ରୁ ଏହା ୟୁଏଇରେ...

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩, ୭-୬ (୮/୬) ସେଟ୍‌ରେ ଜର୍ମାନୀର ଆଲେକ୍ସଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରିଛନ୍ତି। ଏଥିସହ ଥିମ୍‌...

ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଏହି କ୍ରିକେଟର୍‌ଙ୍କ ବାଇକ୍‌

ନୂଆଦିଲ୍ଲୀ, ୧୪।୯: ନେପାଳ କ୍ରିକେଟ୍‌ ଦଳର ବାମହାତୀ ଦ୍ରୁତ ବୋଲର୍‌ ଲଳିତ ଭଣ୍ଡାରୀ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆଘାତ ପାଇଛନ୍ତି। ରିପୋର୍ଟ ମୁତାବକ, ଲଳିତ ଭଣ୍ଡାରୀ ବାଇକ ଚଳାଇ ଯାଉଥିବାବେଳେ ଏକ ଟ୍ରକ୍‌ ସହ ମୁହଁାମୁହିଁ...

୬୩ ରନରେ ୭ ଉଇକେଟ୍‌ ହରାଇ ମ୍ୟାଚ୍‌ ହାରିଲା ଅଷ୍ଟ୍ରେଲିଆ

ମାଞ୍ଚେଷ୍ଟର, ୧୪।୯: ଘରୋଇ ଇଂଲଣ୍ଡ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୨୪ ରନରେ ହାରିଯାଇଛି। ଏହି ଲୋ-ସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ ଇଂଲଣ୍ଡ ୫୦ ଓଭରରେ ୯ ଉଇକେଟ୍‌ ହରାଇ...

ପଡିଆରେ ନାଚିଲେ କୋହଲି, ଜାଣନ୍ତୁ କାହିଁକି

କରୋନା ଯୋଗୁ ଏଥର ଆଇପିଏଲ ୟୁଏଇରେ ଆୟୋଜିତ ହେଉଛି। ମ୍ୟାଚ୍‌ ପୂର୍ବରୁ ସବୁ ଦଳ ଅଭ୍ୟାସ ଆରମ୍ଭ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ କଠିନ ଅଭ୍ୟାସ ଏକ ମଜାଳିଆ ବୋଲିଂ ଅଧିବେଶନ କରୁଥିବା ଦେଖିବାକୁ ମିଳିଥିଲା। ଏହି ଅଧିବେଶନରେ...

୫୬୦ ଆଦିବାସୀ ପିଲାଙ୍କୁ ସହାୟତାର ହାତ ବଢାଇଲେ ମାଷ୍ଟରବ୍ଲାଷ୍ଟର

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେଇସାରିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ୍‌ ସକ୍ରିୟ। ନିକଟରେ ସଚିନ ୫୬୦ ଆଦିବାସୀ ପିଲାଙ୍କୁ ସାହାଯ୍ୟ କରିଛନ୍ତି। ମଧ୍ୟପ୍ରଦେଶର ସିହୋର ଜିଲାର କେତେକ ଗ୍ରାମରେ...

ଓନୁଙ୍କ ସହ ଓଡ଼ିଶା ଏଫସିର ଚୁକ୍ତି

ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)-  ସ୍ପାନିଶ୍‌ ଫୁଟବଲର ମାନୁଏଲ ଓନୁଙ୍କ ସହ ଓଡ଼ିଶା ଏଫସି ଏକବର୍ଷିଆ ଚୁକ୍ତି କରିଛି। ଫଳରେ ଏହି ସେଣ୍ଟର ଫରଓ୍ବାର୍ଡ ଭୁବନେଶ୍ୱର ଭିତ୍ତିକ ଦଳ ପକ୍ଷରୁ ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ୭ମ ସଂସ୍କରଣରେ ଖେଳିବା ନିଶ୍ଚିତ ହୋଇ ଯାଇଛି।...

ଆଉ ୨ ଟେଷ୍ଟର ସମ୍ମୁଖୀନ ହେବେ ଋତୁରାଜ: ସିଏସ୍‌କେ ବାୟୋ-ବବଲକୁ ଫେରିଲେ ୧୧ ସଦସ୍ୟ

ଦୁବାଇ,୧୪।୯(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ୍‌ ଆଉ ୨ଟି କୋଭିଡ୍‌ ଟେଷ୍ଟର ସମ୍ମୁଖୀନ ହେବେ। ଗତମାସ ସେ କୋଭିଡ୍‌-୧୯ ପଜିଟିଭ ବୋଲି ଟେଷ୍ଟରୁ ଜଣାପଡିଥିଲା। ତେଣୁ ରବିବାର ସେ ଆଉ ଦୁଇଟି ଟେଷ୍ଟର ସମ୍ମୁଖୀନ...

ଆଇପିଏଲ୍‌: ଦଳ ଚୟନ ନେଇ ପଣ୍ଟିଂଙ୍କ ଆଗରେ ଚ୍ୟାଲେଞ୍ଜ

ଦୁବାଇ,୧୪।୯ (ପି.ଟି): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ଦିଲ୍ଲଈ କ୍ୟାପିଟାଲ୍ଟ କୋଚ୍‌ ରିକି ପଣ୍ଟିଂଙ୍କ ପାଇଁ ଏକ ନୂଆ ଚ୍ୟାଲେଞ୍ଜ୍‌ ସୃଷ୍ଟି ହୋଇଛି। ଅଭିଜ୍ଞ ଦ୍ରୁତ ବୋଲର ଈଶାନ୍ତ ଶର୍ମା, ତାରକା ବ୍ୟାଟ୍ସମ୍ୟାନ ଆଜିଙ୍କ୍ୟ ରାହାନେ ଓ ଅଭିଜ୍ଞ...

ହାମିଲଟନଙ୍କୁ ୯୦ତମ ଗ୍ରାଁ ପ୍ରି ଟାଇଟଲ

ମୁଗେଲୋ, ୧୪ା୯ (ଇଟାଲି): ରବିବାର ଅନୁଷ୍ଠିତ ପ୍ରଥମ ଟସ୍କାନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ମୋଟର ରେସ୍‌ରେ ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲ୍‌ଟେରି ବୋଟାସଙ୍କ ପଛରେ ପକାଇ ଟାଇଟଲ ବିଜୟୀ ହୋଇଛନ୍ତି। ଏହା ହେଉଛି...

ବ୍ରାଏଣ୍ଟଙ୍କ ବିଚାର ଓ ପରମ୍ପରାକୁ ବଞ୍ଚାଇ ରଖିବାକୁ ଚାହାନ୍ତି ଓସାକା

ନ୍ୟୁୟର୍କ,୧୪।୯(ପି.ଟି.): ୟୁଏସ୍‌ ଓପନ୍‌ ଚାମ୍ପିୟନ ଜାପାନର ନାଓମି ଓସାକା ଆମେରିକା ତଥା ସାରା ବିଶ୍ୱରେ ଥିବା ବର୍ଣ୍ଣବୈଷମ୍ୟବାଦ ବିରୋଧରେ ଏକ ପ୍ରକାର ଯୁଦ୍ଧ ଘୋଷଣା କରିଛନ୍ତି। ଆମେରିକାରେ ଚାଲିଥିବା କୃଷ୍ଣକାୟ ବ୍ୟକ୍ତିଙ୍କ ଉପରେ ଅତ୍ୟାଚାର ବିରୋଧରେ ସେ ସ୍ବର ଉତ୍ତୋଳନ...

ୟୁଏସ୍‌ ଓପନ୍‌ ଟେନିସ୍‌: ଓସାକାଙ୍କୁ ତୃତୀୟ ଗ୍ରାଣ୍ଡସ୍ଲାମ ଟାଇଟଲ

ନ୍ୟୁୟର୍କ,୧୪।୯ (ଏପି): ଜାପାନର ନାଓମି ଓସାକା ଏଥର ୟୁଏସ୍‌ ଓପନ୍‌ ଟେନିସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଶନିବାର ସ୍ଥାନୀୟ ଆର୍ଥର ଆସ୍‌ଲେ ଷ୍ଟାଡିୟମରେ ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ୨୨ ବର୍ଷୀୟା ଓସାକା ୧-୬, ୬-୩, ୬-୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri