ଭାରତର ଐତିହାସକ ବିଜୟ ପରେ ଅଜବ କଥା ଦାବି କରି ଚର୍ଚ୍ଚାରେ ବୀରେନ୍ଦ୍ର ସେହ୍ବାଗ
ବ୍ରିସବେନ୍,୨୦।୧: ଯୁବ ଭାରତୀୟ ଦଳ ଅଷ୍ଟ୍ରେଲିୟ ଦଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛନ୍ତି। ବ୍ରିସବେନ୍ର ଗାବା ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ତଥା ଅନ୍ତିମ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରି ଟିମ ଇଣ୍ଡିଆ ଟେଷ୍ଟ ସିରିଜ ୨-୧ରେ…
ଐତିହାସିକ ବିଜୟ ପରେ କୋଚ୍ ନୁହେଁ, ରାହୁଲ ଦ୍ରାବିଡଙ୍କୁ ପ୍ରଶଂସାରେ ପୋତି ପକାଉଛନ୍ତି ଲୋକେ, ଜାଣନ୍ତୁ କାହିଁକି
ବ୍ରିସବେନ୍,୨୦।୧: ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରିଛି। ଜିତିବା ପାଇଁ ଭାରତ ୩୨୮ ରନର ଲକ୍ଷ୍ୟ ରଖିଥିଲା ଏବଂ ଦଳ ୯୭ ତମ ଓଭରରେ ୭ ଉଇକେଟ…
ଅଷ୍ଟ୍ରେଲିଆର ଲଜ୍ଜାଜନକ ପରାଜୟ ପରେ ‘ସ୍ତବ୍ଧ’ ଏହି ପ୍ରସିଦ୍ଧ କ୍ରିକେଟର୍
ବ୍ରିସବେନ୍,୨୦।୧: ବ୍ରିସ୍ବେନ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଭାରତ ବର୍ଡର-ଗାଭାସ୍କର ଟ୍ରଫି ବିଜୟୀ ହୋଇଛି। ଏଥିରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ସ୍ତବ୍ଧ ହୋଇଯାଇଛନ୍ତି। ଭାରତୀୟ ଏ ଟିମ୍ ଅଷ୍ଟ୍ରେଲିଆକୁ ନିଜ ମାଟିରେ ହରାଇ ଦେଲା ଏକଥା ସେ ବିଶ୍ୱାସ କରିପାରୁନାହାନ୍ତି।…
‘ଭାରତକୁ ହେୟଜ୍ଞାନର ଫଳ’
ବ୍ରିସ୍ବେନ୍, ୨୦ା୧ (ପି.ଟି.)- ଅନଭିଜ୍ଞ ତଥା ଇଞ୍ଜୁରିଗ୍ରସ୍ତ ଭାରତଠାରୁ ତାଙ୍କ ଦଳର ପରାଜୟ ଅଷ୍ଟ୍ରେଲିଆ କ୍ରିକେଟ ଦଳର ମୁଖ୍ୟ କୋଚ୍ ଜଷ୍ଟିନ ଲାଙ୍ଗରଙ୍କୁ ଖୁବ୍ ବାଧିଛି। ସେ କହିଛନ୍ତି, ଏଥିରୁ ସେ ଗୋଟିଏ ଶିକ୍ଷା ମିଳିଛି ଯେ, ଭାରତକୁ କେବେ ହେୟଜ୍ଞାନ…
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା- ହାଇଦ୍ରାବାଦ ମ୍ୟାଚ୍ ଡ୍ର
ମାର୍ଗାଓ,୨୦।୧: ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି ଆଉ ଏକ ମ୍ୟାଚ୍ ଡ୍ର ରଖିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଓଡ଼ିଶା ଓ ହାଇଦ୍ରାବାଦ ଏଫ୍ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି…
ଇଂଲଣ୍ଡ ବିପକ୍ଷ ପ୍ରଥମ ୨ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷିତ : କୋହଲି, ହାର୍ଦ୍ଦିକ, ଈଶାନ୍ତଙ୍କ ପ୍ରତ୍ୟାବର୍ତ୍ତନ
ନୂଆଦିଲ୍ଲୀ, ୨୦।୧-ଅଷ୍ଟ୍ରେଲିଆର ଗାବା ଗଡ଼ରେ ଟିମ୍ ଇଣ୍ଡିଆର ମହାବିଜୟ ପାଳନ ହେଉଥିବାବେଳେ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ପାଇଁ ମଙ୍ଗଳବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ବିରାଟ କୋହଲି, ଅଲରାଉଣ୍ଡର ହାର୍ଦ୍ଦିକ…
ମହିଳା କ୍ରିକେଟ ଲିଗ୍: ୟେଲୋ, ଭାଓଲେଟ୍, ରେଡ୍ ବିଜୟୀ
ଭୁବନେଶ୍ୱର,୨୦।୧(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ମହିଳା ସୀମିତ ଓଭର ଦିନିକିଆ କ୍ରିକେଟ ଲିଗ୍ରେ ମଙ୍ଗଳବାର ଓଡ଼ିଶା ୟେଲୋ, ଓଡ଼ିଶା ଭାଓଲେଟ ଓ ଓଡ଼ିଶା ରେଡ୍ ବିଜୟ ହାସଲ କରିଛନ୍ତି। ସସ୍ମିତା, ଅଞ୍ଜଳି, କାଜଲଙ୍କ ଅର୍ଦ୍ଧଶତକ ସ୍ଥାନୀୟ…
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା- ହାଇଦ୍ରାବାଦ ମ୍ୟାଚ୍ ଡ୍ର
ମାର୍ଗାଓ,୧୯।୧: ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି ଆଉ ଏକ ମ୍ୟାଚ୍ ଡ୍ର ରଖିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଓଡ଼ିଶା ଓ ହାଇଦ୍ରାବାଦ ଏଫ୍ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି…
ରାଞ୍ଚିକୁ ହରାଇ ରାଉରକେଲା ଚାମ୍ପିୟନ
ବ୍ରଜରାଜନଗର,୧୯।୧: ସ୍ଥାନୀୟ ଆମ୍ବିସନ କ୍ଲବ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ନକ୍ଆଉଟ୍ କ୍ରିକେଟ ପ୍ରତିଯୋଗିତାର ଅନ୍ତିମ ମ୍ୟାଚ ମଙ୍ଗଳବାର ଜିମଖାନା ରାଉରକେଲା ଏବଂ ରକଅନ୍ ରାଞ୍ଚି ମଧ୍ୟରେ ହୋଇଥିଲା। ରାଉରକେଲା ଜିମଖାନା ବ୍ୟାଟିଂ କରି ନିର୍ଦ୍ଧାରିତ ୪୦ ଓଭରରେ ୮ ଉଇକେଟ ହରାଇ…
ଦଳକୁ ଫେରିଲେ କୋହଲି, ହାର୍ଦ୍ଦିକ, ଈଶାନ୍ତ
ନୂଆଦିଲ୍ଲୀ, ୧୯।୧- ଅଷ୍ଟ୍ରେଲିଆରେ ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିବା ପରେ ଟିମ୍ ଇଣ୍ଡିଆର ପରବର୍ତ୍ତୀ ଟାର୍ଗେଟରେ ହେଉଛି ଇଂଲଣ୍ଡ। ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ପାଇଁ ମଙ୍ଗଳବାର ଘୋଷିତ ହୋଇଯାଇଛି ୧୮ ଜଣିଆ ଭାରତୀୟ ଦଳ।…
ଖୁସିର ମାହୋଲ ମଧ୍ୟରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା: ଫେରିଲେ କୋହଲି ଆଉ…
ନୂଆଦିଲ୍ଲୀ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ରେ ଦମ୍ଦାର ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତି ଏବଂ ଅନେକ ଖେଳାଳି ଆହତ ଥିବା ସତ୍ତ୍ୱେ ଭାରତୀୟ ଟିମ୍ ଅବିଶ୍ୱସନୀୟ ଭାବେ ସିରିଜ ହାତେଇଛି।…
୩୨ ବର୍ଷରେ ପ୍ରଥମ ଥର ପାଇଁ ଲଜ୍ଜିତ ହେଲା କଙ୍ଗାରୁ ଟିମ୍
ଗାବା,୧୯।୧: ଇତିହାସ ରଚିଛି ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ନିର୍ଣ୍ଣାୟକ ଟେଷ୍ଟରେ ବିଜୟ ହାସଲ ସହ ୩୨ ବର୍ଷର ଗର୍ବ ଭାଙ୍ଗିଛି ଟିମ୍ ଇଣ୍ଡିଆ। ଗାବାର ମଇଦାନରେ ଘରୋଇ ଟିମ୍କୁ ହରାଇବାରେ ପ୍ରଥମ ଟିମ୍ ହୋଇଛି ଭାରତ। ୧୯୮୮ରେ ଶେଷ ଥର…

