ଖେଳ

୩୨ ଛକା, ୩୫ଚଉକା; ୪୬୯ ରନ୍‌: ଭାରତ-ଓ୍ବେଷ୍ଟଇଣ୍ଡିଜର ଏହି ରୋମାଞ୍ଚକର ମ୍ୟାଚ୍‌ରେ କିଛି ଏଭଳି ଥିଲା ପରିଣାମ

ଫ୍ଲୋରିଡା,୧୯।୧: ବିଶ୍ୱର ଦୁଇ ଟି୨୦ ଚାମ୍ପିୟନ୍‌ ଟିମ୍‌ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ୍‌ ରୋମାଞ୍ଚକର ହୋଇଥାଏ। ଉଭୟ ଟିମ୍‌ ୨୦୧୬ରେ ଫ୍ଲୋରିଡାରେ ଟି୨୦ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଖେଳିବାକୁ ପହଞ୍ଚିଥିଲା। ସେତେବେଳେ ଭାରତୀୟ ଦଳର ଅଧିନାୟକ ଥିଲେ ମହେନ୍ଦ୍ର ସିଂହ ଧୋନୀ।…

ସିରିଜ ଜିତିବା ପରେ ଅଷ୍ଟ୍ରେଲିୟ ସ୍ପିନର୍‌ଙ୍କୁ ଉପହାର ଦେଇ ଉଦାହରଣ ସୃଷ୍ଟି କଲା ଟିମ୍‌ ଇଣ୍ଡିଆ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଐତିହାସିକ ବିଜୟ ହାସଲ କରିଛି ଭାରତ। ସିରିଜ ଜିତିବା ପରେ ଭାରତୀୟ ଟିମ୍‌ ଅଷ୍ଟ୍ରେଲିୟ ଅଫ୍‌ ସ୍ପିନର ନାଇନ ଲିୟୋନଙ୍କୁ ୧୦୦ତମ ଟେଷ୍ଟ ଖେଳିବାକୁ ନେଇ ଉପହାର ଦେଇ ଉଦାହରଣ ସୃଷ୍ଟି…

ଐତିହାସିକ ବିଜୟକୁ ନେଇ ଏଭଳି କହିଲେ ଅଧିନାୟକ: ଦୁଇ ଖେଳାଳିଙ୍କୁ ଦେଲେ ଶ୍ରେୟ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଐତିହାସିକ ବିଜୟ ପରେ କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାଣେ ଖୁସି ପ୍ରକଟ କରିଛନ୍ତି। ଏହି ବିଜୟର ଗୁରୁତ୍ୱ ଅଧିକ। ଏହାକୁ କିଭଳି କହିବି ତାହା ଜଣାନାହିଁ। ଦଳର ଖେଳାଳିମାନଙ୍କ ଉପରେ ମୁଁ ଗର୍ବ କରେ। ଆମେ…

୪ ବର୍ଷ ତଳେ ବାରବାଟୀ ଷ୍ଟାଡିୟମରେ ହୋଇଥିଲା ଛକା ବର୍ଷା

କଟକ,୧୯।୧: ଠିକ୍‌ ୪ ବର୍ଷ ତଳେ ଅର୍ଥାଥ ୨୦୧୭ ଜାନୁୟାରୀ ୧୯ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦେଖିବାକୁ ମିଳିଥିଲା ଛକା ବର୍ଷା। ଇଂଲଣ୍ଡ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ଦିବାରାତ୍ର ମ୍ୟାଚ୍‌ ଖେଳାଯାଉଥାଏ।…

ଏହି ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ବାରମ୍ବାର ଆଘାତ ଦେଇଥିଲା ଅଷ୍ଟ୍ରେଲିଆନ ପେସରଙ୍କ ବାଉନ୍ସର

ନୂଆଦିଲ୍ଲୀ,୧୯।୧: ଅଷ୍ଟ୍ରେଲିଆର ବ୍ରିସବେନଠାରେ ଖଳାଯାଇଥିବା ଚତୁର୍ଥ ଟେଷ୍ଟକୁ ୩ ଉଇକେଟରେ ଜିତି ଭାରତୀୟ ଦଳ ଇତିହାସ ସୃଷ୍ଟି କରିଛି। ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ ଋଷଭ ପନ୍ତ ଓ ଶୁବମନ ଗିଲ। ଏହି ଦୁଇ ଖେଳାଳିଙ୍କ ବ୍ୟତୀତ ଦଳର ସିନିୟର ବ୍ୟାଟ୍ସମ୍ୟାନ…

ଭାରତୀୟଙ୍କୁ ହେୟ ମନେ କରିବା ଉଚିତ ନୁହେଁ : ଅଷ୍ଟ୍ରେଲିଆନ କୋଚ୍‌

ବ୍ରିସବେନ,୧୯।୧: ଚଳିତ ବର୍ଡର-ଗାଭାସ୍କର ସିରିଜ୍‌ରୁ ଗୋଟେ ଶିକ୍ଷା ପାଇଛୁ। ଭାରତୀୟ ଖେଳାଳିଙ୍କୁ କଦାପି ହେୟ ମନେ କରିବା ଉଚିତ ନୁହେଁ। ଭାରତଠାରୁ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ହାରିବା ପରେ କିଛି ଏଭଳି କହିଛନ୍ତି ଅଷ୍ଟ୍ରେଲିଆ ଦଳର ମୁଖ୍ୟ କୋଚ୍‌ ଜଷ୍ଟିନ…

ଭାରତର ଐତିହାସିକ ବିଜୟ ପରେ ଏମିତି କହିଲେ କୋହଲି

ମୁମ୍ବାଇ,୧୯।୧: ବ୍ରିସବେନରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଐତିହାସିକ ବିଜୟ ପରେ ଭାରତୀୟ ଅଧିନାକୟ ବିରାଟ କୋହଲି ଦଳର ବିଜୟକୁ ଐତିହାସିକ ବୋଲି କହିଛନ୍ତି। ଏହାସହ ସାଥୀ ଖେଳାଳିଙ୍କ ‘ଧୈର୍ଯ୍ୟ ଏବଂ ନିଷ୍ଠା’କୁ ପ୍ରଶଂସା କରିବା ସହ ଦଳର ସିରିଜ ବିଜୟକୁ ‘ଆଦର୍ଶ’…

ଯାହା ସ୍ବପ୍ନ ଦେଖିଥିଲି, ଆଜି ପୂରଣ କରିଦେଲି: ପନ୍ତ

ନୂଆଦିଲ୍ଲୀ,୧୯।୧: ବ୍ରିସବେନ ଟେଷ୍ଟରେ ଟିମ ଇଣ୍ଡିଆ ନିଷ୍ଠା ଏବଂ ସାହସ କରି ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଭାରତୀୟ ଦଳ ଗାବା ଭଳି ଏକ କଠିନ ପିଚରେ ପ୍ରଥମ ବିଜୟ ହାସଲ କରିଛି।ଏହି ମ୍ୟାଚ ଜିତିବା ପରେ ଭାରତ ମଧ୍ୟ ସିରିଜ ୨-୧ରେ…

ପୁଣି ନମ୍ବର-୧ ହେଲା ଭାରତ

ନୂଆଦିଲ୍ଲୀ,୧୯।୧: ଗାବା ଟେଷ୍ଟରେ ଆୟୋଜକ ଅଷ୍ଟ୍ରେଲିଆକୁ ପରାସ୍ତ କରିବା ପରେ ଟିମ ଇଣ୍ଡିଆ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ଏକ ନମ୍ବରରେ ପହଞ୍ଚିଛି। ଏଥି ସହିତ ଅଷ୍ଟ୍ରେଲିଆ ତୃତୀୟ ନମ୍ବରକୁ ଖସି ଆସିଛି। ୪୩୦ ପଏଣ୍ଟ ସହ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପକୁ…

ଭାରତର ବିଜୟରେ ଏହି ୬ ଖେଳାଳି ହେଲେ ହିରୋ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ଐତିହାସିକ ବିଜୟ ପରେ ଦେଶରେ ଉତ୍ସାହର ମାହୋଲ ରହିଛି। ଏହି ବିଜୟ ସହିତ ଭାରତ ଗାବାରେ ୭୦ ବର୍ଷ ପୁରୁଣା…

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ ଭାରତୀୟ ଦଳକୁ ଚାରିଆଡୁ ଶୁଭେଚ୍ଛା ମିଳିଛି। ଏଥିରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ…

ଭାରତର ବିଜୟରେ ଶତମୁଖ ବିସିସିଆଇ: ଖେଳାଳିଙ୍କ ପାଇଁ ଘୋଷଣା କଲା ପୁରସ୍କାର

ବ୍ରିସବେନ୍‌, ୧୯।୧: ବ୍ରିସ୍‌ବେନ୍‌ର ଗାବା ଷ୍ଟାଡିୟମରେ ଅଷ୍ଟ୍ରଲିଆକୁ ପରାସ୍ତ କରି ଭାରତୀୟ ଚାଖିଛି ବିଜୟର ସ୍ବାଦ। ଯୁବ କ୍ରgିକେଟରଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁ ଭାରତ ୨-୧ରେ ଜିତି ଇତିହାସ ସୃଷ୍ଟି କରିଛି। ଭାରତର ଏହି ଐତିହାସିକ ବିଜୟରେ ବିସିସିଆଇ ମଧ୍ୟ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?