ଟି୨୦ ର଼୍ୟାଙ୍କିଙ୍ଗ୍: ଆଜମ୍ଙ୍କୁ ହଟାଇଲେ ମଲନ
ଦୁବାଇ, ୧୦।୯(ପି.ଟି.)- ପାକିସ୍ତାନର ବାବର ଆଜମଙ୍କୁ ହଟାଇ ଆଇସିସି ଟି୨୦ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ୍ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଇଂଲଣ୍ଡର ଦାଓ୍ବିଦ ମଲନ। ଅଷ୍ଟ୍ରେଲିଆ ବିପକ୍ଷ ସଦ୍ୟ ସମାପ୍ତ ଟି୨୦ ସିରିଜରେ ସ୍ଥିର ପ୍ରଦର୍ଶନ ଦେଇ ୩୩ ବର୍ଷୀୟ ମଲନ ର଼୍ୟାଙ୍କିଙ୍ଗ୍ରେ...
କାରିବିୟନ ପ୍ରିମିୟର ଲିଗ୍: ନାଇଟ ରାଇଡର୍ସ-ଜୌକ୍ସ ଫାଇନାଲ
ଟାରୌବା, ୧୦।୯(ପି.ଟି.)- ତ୍ରିନିଦାଦ ନାଇଟ ରାଇଡର୍ସ ଓ ସେଣ୍ଟ ଲୁସିଆ ଜୌକ୍ସ ବିଜୟ ହାସଲ କରି ଚଳିତ କାରିବିୟନ ପ୍ରିମିୟର ଲିଗ୍(ସିପିଏଲ)ର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ନାଇଟ ରାଇଡର୍ସ ସିପିଏଲ ଇତିହାସରେ ପ୍ରଥମ ଦଳଭାବେ ଅଲ୍-ଓ୍ବିନ ସହ ସିଜନ...
ବିଜୟ ସହ ନମ୍ବରଓ୍ବାନକୁ ଫେରିଲା ଅଷ୍ଟ୍ରେଲିଆ
ସାଉଥାମ୍ପଟନ, ୧୦।୯(ଏପି)- ରୋଜ ବାଓଲ ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆ ୫ ଉଇକେଟରେ ଇଂଲଣ୍ଡକୁ ହରାଇ ସାନ୍ତ୍ୱନା ମୂଳକ ବିଜୟ ହାସଲ କରିଛି। ପ୍ରଥମ ୨ଟି ମ୍ୟାଚ ଜିତିଥିବାରୁ ଘରୋଇ ଇଂଲଣ୍ଡ ୨-୧ରେ ସିରିଜ ଜିତିଛି। ତେବେ...
ଆଇପିଏଲ୍ : ପ୍ରସ୍ତୁତି ସମୀକ୍ଷା ପାଇଁ ଦୁବାଇରେ ଗାଙ୍ଗୁଲି
ନୂଆଦିଲ୍ଲୀ,୧୦।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଦୁବାଇରେ ପହଞ୍ଚିଛନ୍ତି। ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆଇପିଏଲ୍ ଆରମ୍ଭ ହେବାକୁ...
ଟେଷ୍ଟୋଷ୍ଟେରୋନ ନିୟମ: ଲମ୍ବା ଲଢେଇରେ ହାରିଲେ ସିମେନ୍ୟା
ଜେନିଭା,୧୦।୯ (ଏପି): ଦୁଇଥର ଅଲିମ୍ପିକ୍ ଚାମ୍ପିୟନ ଦକ୍ଷିଣ ଆଫ୍ରିକା ମିଡିଲ ଡିଷ୍ଟାନ୍ସ ରନର କାଷ୍ଟର ସିମେନ୍ୟା ଏକ ଲମ୍ବା ତଥା ଗୁରୁତ୍ୱପୂର୍ଣ୍ଣ ଆଇନଗତ ଲଢେଇରେ ପରାସ୍ତ ହୋଇଛନ୍ତି। ପୁରୁଷ ହରମୋନ ଟେଷ୍ଟୋଷ୍ଟେରୋନ ନିୟମ ନେଇ ସେ ଏହି ଲଢେଇ ସୁଇଜରଲାଣ୍ଡ...
ପର୍ତ୍ତୁଗାଲ ପାଇଁ ୧୦୦ତମ ଗୋଲ ସ୍କୋର କଲେ ରୋନାଲ୍ଡୋ
ଷ୍ଟକହାମ,୧୦।୯(ଏପି): ପର୍ତ୍ତୁଗାଲ ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଏକ ଅସାଧାରଣ ସଫଳତା ଅର୍ଜନ କରିଛନ୍ତି। ସେ ନିଜ ଦେଶ ପାଇଁ ୧୦୦ତମ ଅନ୍ତର୍ଜାତୀୟ ଗୋଲ ସ୍କୋର କରି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି। ନେସନ୍ସ ଲିଗ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ...
ୟୁଏସ୍ ଓପନ୍: ବୁଷ୍ଟାଙ୍କୁ ସେମିରେ ଭେଟିବେ ଜେଭେରେଭ
ନ୍ୟୁୟର୍କ,୧୦।୯(ଏପି): ୟୁଏସ୍ ଓପନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୫ମ ସିଡ୍ ମାନ୍ୟତା ପାଇଥିବା ଜର୍ମାନୀର ଆଲେକଜାଣ୍ଡାର ଜେଭେରେଭ ଓ ୨୦ତମ ସିଡ୍ ଖେଳାଳି ସ୍ପେନ୍ର ପାବ୍ଲୋ କାରେନୋ ବୁଷ୍ଟାର ପରସ୍ପରକୁ ସେମିରେ ଭେଟିବେ।...
ୟୁଏସ୍ ଓପନ୍:ବ୍ରାଡି- ଓସାକା ସେମିଫାଇନାଲ
ନ୍ୟୁୟର୍କ,୧୦।୯(ଏପି): ୟୁଏସ୍ ଓପନ୍ ଟେନିସ ଟୁର୍ନାମେଣ୍ଟର ୯ମ ଦିବସରେ ମହିଳା ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଚତୁର୍ଥ ସିଡ୍ ଖେଳାଳି ଜାପାନର ନାଓମି ଓସାକା ଓ ୨୮ତମ ସିଡ୍ ଆମେରିକାର ଜେନିଫର ବ୍ରାଡି ପରସ୍ପରକୁ ସେମିରେ...
ଅବସରରୁ ପ୍ରତ୍ୟାବର୍ତ୍ତନ ପାଇଁ ବିସିସିଆଇକୁ ଚିଠି ଲେଖିଲେ ଯୁବି
ନୂଆଦିଲ୍ଲୀ,୯।୯(ପି.ଟି.): ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ମହାନ ଅଲରାଉଣ୍ଡର ଯୁବରାଜ ସିଂ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଚିଠି ଲେଖି ଜଣାଇଛନ୍ତି। ଅବସର ନେବା ପରେ ପଞ୍ଜାବ...
ବାବର ଆଜମଙ୍କୁ ହଟାଇ ଏହି ଖେଳାଳି ହେଲେ ବିଶ୍ୱର ଏକ ନମ୍ବର ଟି୨୦ ବ୍ୟାଟ୍ସମ୍ୟାନ
ଦୁବାଇ, ୯।୯: ଅଷ୍ଟ୍ରେଲିଆ ଓ ଘରୋଇ ଇଂଲଣ୍ଡ ମଧ୍ୟରେ ସଦ୍ୟସମାପ୍ତ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ ପରେ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପକ୍ଷରୁ ର଼୍ୟାଙ୍କିଙ୍ଗ୍ ପ୍ରକାଶ ପାଇଛି। ସଦ୍ୟ ପ୍ରକାଶିତ ତାଲିକା ଅନୁଯାୟୀ ପାକିସ୍ତାନର ବାବର ଆଜମଙ୍କୁ ହଟାଇ...
ଡିସେମ୍ବରରେ ଏହି ଦେଶରେ ଆରମ୍ଭ ହେବ ଟି୧୦ ଲିଗ୍
କଲୋମ୍ବୋ, ୯।୯: ସାରା ବିଶ୍ୱରେ ଟି୨୦ କ୍ରିକେଟ୍ର ଲୋକପ୍ରିୟତା ପରେ ଏବେ ଟି୧୦ କ୍ରିକେଟ୍ ଆରମ୍ଭ ହେବାକୁ ଯାଉଛି। ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡ (ଏସ୍ଏଲ୍ସି) ଡିସେମ୍ବରରେ କ୍ରିକେଟ୍ର ସବୁଠାରୁ ଏହି ଛୋଟିଆ ଫର୍ମାଟ୍କୁ ନେଇ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଲକ୍ଷ୍ୟ...
ଦୀର୍ଘଦିନ ପରେ ସ୍ତ୍ରୀ ସାନିଆଙ୍କୁ ଭେଟିଲେ ସୋଏବ
ନୂଆଦିଲ୍ଲୀ, ୯।୯: ପାକିସ୍ତାନ କ୍ରିକେଟ୍ ଦଳର ଷ୍ଟାର୍ ଅଲ୍ରାଉଣ୍ଡର ସୋଏବ ମଲିକ ତାଙ୍କ ସ୍ତ୍ରୀ ତଥା ଭାରତୀୟ ଟେନିସ ଖେଳାଳି ସାନିଆ ମିର୍ଜାଙ୍କୁ ଭେଟିବା ପାଇଁ ଶେଷରେ ବହୁ ପ୍ରତୀକ୍ଷାର ଅନ୍ତ ହୋଇଛି। ଦୀର୍ଘ ଦିନର ବ୍ୟବଧାନରେ ଉଭୟ ଦୁବାଇରେ...
Archives


