ଖେଳ

ଝିଅ ହେବା ପରେ ଟୁଇଟର୍‌ ବାୟୋ ପରିବର୍ତ୍ତନ କଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ଏକ କନ୍ୟା ସନ୍ତାନର ପିତା ହୋଇଛନ୍ତି। ଜାନୁଆରୀ ୧୧ରେ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହା ପରେ ବିରାଟ…

ସାଥୀ ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ଗଲ,୧୮।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡ ମଧ୍ୟରେ ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏକ ମଜାଦାର ଘଟଣା ଘଟିଥିଲା। ଚତୁର୍ଥ ଦିନରେ ଲାହିରୁ ଥିରିମାନଙ୍କ ଶତକ ଯୋଗୁ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ୩୫୯ ରନ ସଂଗ୍ରହ କରିଥିଲା ଏବଂ ଇଂଲଣ୍ଡ…

ଚମତ୍କାର ଇନିଂସ ଖେଳିବା ସତ୍ତ୍ୱେ ୱାଶିଂଟନ ସୁନ୍ଦରଙ୍କ ଉପରେ ରାଗିଲେ ବାପା

ଚେନ୍ନାଇ,୧୮।୧: ଡେବ୍ୟୁ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଥିବା ୱାଶିଂଟନ ସୁନ୍ଦରଙ୍କ ପ୍ରଶଂସା କରୁଛନ୍ତି। କିନ୍ତୁ ପୁଅ ଏକ ଶତକ ସ୍କୋର କରିବାରେ ବିଫଳ ହୋଇଥିବାରୁ ତାଙ୍କ ପିତା ଅସନ୍ତୋଷ ପ୍ରକାଶ କରିଛନ୍ତି। ବ୍ରିସବେନ ଟେଷ୍ଟର ତୃତୀୟ ଦିନରେ ୱାଶିଂଟନ ସୁନ୍ଦର ୧୪୪…

ସିରାଜ୍‌ଙ୍କ ଜାଲରେ ଫସିଲେ ଓ୍ବେଡ୍‌, ଲଜ୍ଜାଜନକ ରେକର୍ଡର ହେଲେ ଅଧିକାରୀ

ବ୍ରିସବେନ୍‌,୧୭।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ସିରାଜ ପ୍ରଥମେ ମାର୍ନୁସ ଲାବୁଶେନଙ୍କୁ ୨୫ ରନରେ ପାଭିଲିୟନରୁ ବିଦା କରିଥିବାବେଳେ ମାଥ୍ୟୁ ୱେଡଙ୍କ ଉଇକେଟ୍‌…

ଭୁବନେଶ୍ୱର ଓପନ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଘାଟିକିଆ କଳିଙ୍ଗ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ରବିବାର ଅନୁଷ୍ଠିତ ୩୪ତମ ଭୁବନେଶ୍‌ବର ଓପନ ଚେସ୍‌ରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ହର୍ଷିତ…

ନାମକରଣ ଜରିଆରେ ସମ୍ମାନିତ ହେବେ କ୍ରୀଡ଼ାବିତ୍‌

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-ଦେଶ ପାଇଁ ଗୌରବ ଆଣିଥିବା କ୍ରୀଡ଼ାବିତଙ୍କୁ ଭିନ୍ନ ଏକ ଉପାୟରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ସ୍ପୋଟର୍‌ସ ଅଥରିିଟି ଅଫ୍‌ ଇଣ୍ଡିଆ (ସାଇ)ରେ ଯେଉଁ ସୁବିଧାସୁଯୋଗ ରହିଛି, ଭବିଷ୍ୟତରେ ସେଗୁଡ଼ିକର ଆଧୁନିକୀକରଣ ସହ ଖ୍ୟାତିସମ୍ପନ୍ନ…

ଜିମ୍ମି ନିଶାମଙ୍କ ଆଙ୍ଗୁଠିରେ ଅସ୍ତ୍ରୋପଚାର

ଓ୍ବେଲିଂଟନ୍‌, ୧୮ା୧ (ପି.ଟି.)-ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି ନିଶାମଙ୍କ ମଧ୍ୟମା ଆଙ୍ଗୁଠିରେ ଶନିବାର ଅସ୍ତ୍ରୋପଚାର ହୋଇଛି। କ୍ରିକେଟ ଓ୍ବେଲିଂଟନ ତରଫରୁ ଏହା ଘୋଷଣା କରାଯାଇଛି। ସପ୍ତାହକ ମଧ୍ୟରେ ଜଣେ ହ୍ୟାଣ୍ଡ୍‌ ସ୍ପେଶାଲିଷ୍ଟଙ୍କ ଦ୍ୱାରା ତାହାର ସମୀକ୍ଷା କରାଯିବ। ନିଶାମ ଗତବର୍ଷ ଇଣ୍ଡିଆନ ପ୍ରିମିୟର…

ପଦାର୍ପଣରେ ୩ ଉଇକେଟ ଓ ଅର୍ଦ୍ଧଶତକ

ବ୍ରିସ୍‌ବେନ,୧୮।୧: ପଦାର୍ପଣରେ ଭାରତୀୟ ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ନେଇ ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ଅଷ୍ଟ୍ରେଲିଆରେ ଦୀର୍ଘ ୭୪ ବର୍ଷ ପରେ ସେ ପ୍ରଥମ ଭ୍ରମଣକାରୀ କ୍ରିକେଟର ଭାବେ ଅର୍ଦ୍ଧଶତକ…

୩୦ ବର୍ଷର ରେକର୍ଡ ଭାଙ୍ଗିଲେ ଠାକୁର- ସୁନ୍ଦର

ବ୍ରିସ୍‌ବେନ,୧୮।୧: ଗାବା ଗ୍ରାଉଣ୍ଡରେ ଭାରତ ପାଇଁ ସପ୍ତମ ଉଇକେଟରେ ସବୁଠାରୁ ଅଧିକ ରନ ସଂଗ୍ରହ କରି ଶାର୍ଦ୍ଦୁଳ ଠାକୁର ଓ ଓ୍ବାଶିଂଟନ ସୁନ୍ଦର ୩୦ ବର୍ଷ ତଳର ରେକର୍ଡ ଭାଙ୍ଗିଛନ୍ତି। ଏହି ଯୋଡି ୬୭ ରନକରିବା ପରେ ଏହି ସଫଳତା ପାଇଥିଲେ।…

ଇଣ୍ଡିଆନ ସୁପର ଲିଗ୍‌: ବିଜୟଧାରକୁ ଫେରିଲା ନର୍ଥଇଷ୍ଟ

ଭାସ୍କୋ,୧୮।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ୨-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ ୭ଟି ମ୍ୟାଚ୍‌ ପରେ ବିଜୟୀ ହୋଇଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି…

ପ୍ରଥମ ଟେଷ୍ଟ: ଲିଚ୍‌ଙ୍କୁ ୫ ଉଇକେଟ, ବିଜୟ ଦ୍ୱାରରେ ଇଂଲଣ୍ଡ

ଗାଲେ,୧୮।୧(ଏପି): ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ଇଂଲଣ୍ଡ ବିଜୟ ଦ୍ୱାରରେ ପହଞ୍ଚିଛି। ଶ୍ରୀଲଙ୍କା ପ୍ରଥମ ଇିନିଂସରେ ୪୬.୧ ଓଭରରେ ୧୩୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ରୁଟ୍‌ଙ୍କ ଦ୍ୱିଶତକୀୟ ପାଳି ବଳରେ ୧୧୭…

ଭାଇରାଲ ହେଉଛି ଭାରତନାଟ୍ୟମ ଷ୍ଟାଇଲର ବୋଲିଂ ଭିଡିଓ

ନୂଆଦିଲ୍ଲୀ, ୧୭।୧ : ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି) ଇନ୍‌ଷ୍ଟାଗ୍ରାମରେ ବିଭିନ୍ନ ପ୍ରକାର ଭିଡିଓ ଶେୟାର କରନ୍ତି। ମଜାଳିଆ ହେଉ କି, ପ୍ରେରଣାଦାୟକ ପୋଷ୍ଟ ସର୍ବଦା ତାଙ୍କ ଫଲୋଅର୍ସଙ୍କୁ ଚକିତ କରିଥାଏ। ନିକଟରେ ସେ ଶେୟାର କରିଛନ୍ତି, ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?