ଖେଳ

ଦଳରେ କରାଯାଇଥିଲା ଅଣଦେଖା: ଗୋଟିଏ ଓଭରରେ ୨ ଆଇପିଏଲ୍‌ ଅଧିନାୟକଙ୍କ ଉଇକେଟ ନେଇ ଚର୍ଚ୍ଚାରେ ହେଜଲଉଡ୍‌

ସିଡନୀ,୨୭।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ଏକଦିବସୀୟ ସିିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯାଇଛି। ଏଥିରେ କଙ୍ଗାରୁ ଟିମ୍‌ ଜବରଦସ୍ତ ପ୍ରଦର୍ଶନ କରି ଭାରତ ସମ୍ମୁଖରେ ୩୭୫ ରନ୍‌ର ବିଶାଳ ସ୍କୋର ରଖିଛି। ଏହାର ଜବାବ ଦେବାକୁ ଯାଇ ପଡ଼ିଆକୁ ଓହ୍ଲାଇଥିବା ଭାରତୀୟ ଦଳ…

କୋହଲି-ରୋହିତଙ୍କ ମଧ୍ୟରେ ଯାହା ଚାଲିଛି ତାହା ଦୁଃଖଦ: ନେହେରା

ନୂଆଦିଲ୍ଲୀ,୨୭।୧୧: ଗୋଟିଏ ପଟେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଏକଦିବସୀୟ କ୍ରିକେଟ ସିରିଜ୍‌ ଆରମ୍ଭ ହୋଇଥିବା ବେଳେ ଅନ୍ୟପକ୍ଷେ ରୋହିତ ଶର୍ମାଙ୍କୁ ନେଇ ବୟାନବାଜି ଜାରି ରହିଛି। ଅଷ୍ଟ୍ରେଲିଆ ପାଇଁ ଚୟନ କରାଯାଇଥିବା ଖେଳାଳି ତାଲିକାରେ ରୋହିତଙ୍କ ନାମ ନ ଥିବାରୁ ପ୍ରଶଂସକଙ୍କୁ ଝଟକା…

ଗାଙ୍ଗୁଲିଙ୍କ ନଜରରେ ଏହି ଦୁଇ ଖେଳାଳି ଭାରତର ଶ୍ରେଷ୍ଠ ଉଇକେଟକିପର: ପ୍ରଶଂସାରେ କହିଲେ ଏଭଳି

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅଗଷ୍ଟରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହାପରେ ଭାରତୀୟ ଦଳରେ ଉଇକେଟ୍‌କିପର କିଏ ହେବ ସେ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏଥିପାଇଁ ପ୍ରଥମ ପସନ୍ଦ ଋଷଭ…

ଅଷ୍ଟ୍ରେଲିଆ ସମୀକ୍ଷକଙ୍କ ବଡ଼ ଭୁଲ: ସିରାଜଙ୍କ ପରିବର୍ତ୍ତେ ନବଦିପଙ୍କ ପିତାଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି

ସିଡନୀ, ୨୭।୧୧: କରୋନା ମହାମାରି ମଧ୍ୟରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ୍‌ ଶୁକ୍ରାବରଠାରୁ ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ତେବେ ମ୍ୟାଚ୍‌ ଚାଲିଥିବା ବେଳେ ଅଷ୍ଟ୍ରେଲିୟାର ୨…

ପ୍ରତ୍ୟେହ ଟ୍ରେନିଂ ପାଇଁ ଯିବାକୁ ପଡ଼ୁଥିଲା ୮୦ କିମି: ଗୋଟିଏ ମ୍ୟାଚ୍‌ ବଦଳାଇ ଦେଇଥିଲା ଏହି ମହିଳା କ୍ରିକେଟରଙ୍କ ଜୀବନ

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଷ୍ଟାର ବୋଲର୍‌ ହେଉଛନ୍ତି ଝୁଲନ ଗୋସ୍ବାମୀ। ସେ ମହିଳା ଏକଦିବସୀୟ ମ୍ୟାଚ୍‌ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି। ୧୮୫ ମ୍ୟାଚ୍‌ରେ ୨୨୫ଟି ଉଇକେଟ ନେଇଛନ୍ତି ସେ। ଏହାଛଡ଼ା ଟି୨୦ ମ୍ୟାଚ୍‌ରେ ସେ ୫୬ଟି ଉଇକେଟ…

ପଡୋଶୀଙ୍କୁ କ୍ଷମା ମାଗିଲେ ଏହି ଭାରତୀୟ କ୍ରିକେଟର: ଜାଣନ୍ତୁ କାହିଁକି…

କରୋନା ମହାମାରୀ ମଧ୍ୟରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ୍‌ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ଭାରତୀୟ ଖେଳାଳିମାନେ ବହୁତ ପରିଶ୍ରମ ମଧ୍ୟ କରିଛନ୍ତି। ତେବେ ଟେଷ୍ଟ ଉପ-ଅଧିନାୟକ ଆଜିଙ୍କ୍ୟ ରାହାଣେଙ୍କ ଉପରେ ସମସ୍ତଙ୍କର ନଜର ରହିଛି। କାରଣ…

୬ ହଜାର ବର୍ଗ ଫୁଟ ଅଞ୍ଚଳରେ ନିର୍ମାଣ ହୋଇଛି ହାର୍ଦ୍ଦିକଙ୍କ ପେଣ୍ଟହାଉସ୍‌: ଭିତରୁ ଦେଖିବାକୁ ଏଭଳି

ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଖେଳାଳି ହେଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ଜାତୀୟ ତଥା ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ନିଜର ଦମଦାର ପ୍ରଦର୍ଶନ ଜରିଆରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ନିଜ ବ୍ୟାଟିଂରେ ବୋଲର୍‌ଙ୍କ ନିଦ ହଜାଉଥିବା ହାର୍ଦ୍ଦିକ ଗୁଜରାଟର ବଦୋଦରା…

ଭାରତକୁ ୩୭୫ ରନର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଏକଦିବସୀୟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ସିଡନୀରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ଭାରତୁ ୩୭୫ରନର ବିଶାଳ ଲକ୍ଷ୍ୟ ଦେଇଛି। ଅଧିନାୟକ ଅରୋନ ଫିଞ୍ଚ ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଶତକ ବଳରେ ଅଷ୍ଟ୍ରେଲିଆ…

କ୍ରିକେଟରେ ସବୁଠୁ ଦୁଃଖଦ ଦିନ: ସମଗ୍ର କ୍ରିକେଟ ଜଗତ ଶୋକରେ ଯାଇଥିଲା ବୁଡି

ସିଡନୀ,୨୭।୧୧:ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ୬ ବର୍ଷ ପୂର୍ବେ ଆଜିର ଦିନରେ ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌ ଫିଲ ହ୍ୟୁଜ ଜୀବନର ଯୁଦ୍ଧରେ ହାରି ଯାଇଥିଲେ। ୨୦୧୪, ନଭେମ୍ବର ୨୭ରେ ଏହି ଅଷ୍ଟ୍ରେଲୀୟ କ୍ରିକେଟରଙ୍କ ଅକାଳ…

ହାତରେ କଳା ଫିତା, ଖାଲି ପାଦରେ ପଡିଆକୁ ଆସିଲେ ଖେଳାଳି

ସିଡନୀ,୨୭।୧୧: କରୋନା ମହାମାରୀ ଭିତରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ…

ବୁମ୍‌ରାଙ୍କ ବଲ୍‌ରେ ଇତିହାସ ରଚିଲେ ଏହି ଅଷ୍ଟ୍ରେଲିଆ ଖେଳାଳି

ସିଡନୀ,୨୭।୧୧: ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଇତିହାସ ସୃଷ୍ଟି କରିଛନ୍ତି। କିମ୍ବଦନ୍ତୀ କ୍ରିକେଟର ଡିନ ଜୋନ୍ସଙ୍କୁ ପଛରେ ପକାଇ ସେ ଏକ ରେକର୍ଡ ହାସଲ କରିଛନ୍ତି। ଫିଞ୍ଚ ଏକଦିବସୀୟ କ୍ରିକେଟରେ ୫୦୦୦ ରନ ପୂରଣ…

ରୋହିତ ଶର୍ମାଙ୍କୁ ନେଇ ଚକିତ କଲା ଭଳି କଥା କହିଲେ କୋହଲି

ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ରୋହିତ ଶର୍ମା ପ୍ରସଙ୍ଗରେ ନିଜ ମତ ରଖିଛନ୍ତି। ୟକୋହଲି କହିଛନ୍ତି ଯେ ରୋହିତ ଶର୍ମା କାହିଁକି ଅଷ୍ଟ୍ରେଲିଆ ଗସ୍ତ କରିନାହାଁନ୍ତି ସେ ଜାଣି ନାହାଁନ୍ତି। ବିରାଟ କୋହଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri