ଖେଳ

ଭାରତକୁ ପୁଣି ଝଟ୍‌କା, ମ୍ୟାଚ୍‌ ଅଧାରୁ ପଡିଆ ଛାଡି ଚାଲିଗଲେ ଏହି କ୍ରିକେଟର୍‌

ବ୍ରିସବେନ୍‌,୧୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚ ବ୍ରିସବେନରେ ଆରମ୍ଭ ହୋଇଛି। ସିରିଜର ଏହି ନିର୍ଣ୍ଣାୟକ ମ୍ୟାଚରେ ଭାରତୀୟ ଦଳ ଅନେକ ବଡ଼ ପରିବର୍ତ୍ତନ ଏବଂ ତାରକା ଖେଳାଳିଙ୍କ ବିନା ଅବତରଣ କରିଥିଲା। ଭାରତର ବୋଲିଂ…

୧୪୫ କିମି ବେଗରେ ପଡିଲା ବଲ୍‌, ବ୍ୟାଟ୍ସମ୍ୟାନ୍‌ଙ୍କ ହେଲା ଏମିତି ଅବସ୍ଥା

କଲମ୍ବୋ,୧୫।୧: ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଇଂଲଣ୍ଡରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଏକ ବିରଳ ଘଟଣା ଦେଖିବାକୁ ମିଳିଥିଲା। ଇଂଲଣ୍ଡର ପେସ ବୋଲର ମାର୍କ ଉଡ୍‌ ୧୪୫ କିମି ବେଗରେ ବୋଲିଂ କରି ଶ୍ରୀଲଙ୍କାର ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସଙ୍କ ବ୍ୟାଟକୁ…

ଏମିତି ଛକା ମାରିଲେ ବ୍ୟାଟ୍ସମ୍ୟାନ୍‌, କୁନି ଝିଅ ମୁଣ୍ଡରେ ବାଜିଲା ବଲ୍‌: ଆଉ ତା’ପରେ

ଅକଲାଣ୍ଡ,୧୫।୧: ନ୍ୟୁଜିଲ୍ୟାଣ୍ଡର ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୋଫି ଡିଭାଇନ ସୁପର ସ୍ମାସ ଟି -୨୦ ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମାତ୍ର ୩୬ ବଲରେ ଶତକ ହାସଲ କରିଛନ୍ତି। ୱେଲିଙ୍ଗଟନରେ ଖେଳୁଥିବା ସୋଫି ଓଟେଗା ବିପକ୍ଷ ୩୮ ବଲରୁ ୧୦୮ ସ୍କୋର କରିଥିଲେ।…

ଗୋଟିଏ କାନରେ ଶୁଣିପାରୁ ନ ଥିଲେ ଏହି କ୍ରିକେଟର୍‌, ଦେଶ ପାଇଁ କଲେ ଡେବ୍ୟୁ

ବ୍ରିସବେନ,୧୫।୧: ବର୍ଡର-ଗାଭାସ୍କର ସିରିଜର ଶେଷ ଟେଷ୍ଟ ବ୍ରିସବେନ୍‌ରରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ଅନଭିଜ୍ଞ ବୋଲିଂ ଆଟାକ ସହ ଅଷ୍ଟ୍ରେଲିଆ ବିପକ୍ଷରେ ମଇଦାନକୁ ଓହ୍ଲାଇଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ…

ବିଦାୟ ନେବ ଏମିତି: କ୍ୟାରିୟରର ଶେଷ ମ୍ୟାଚ୍‌ରେ ଏମିତି କରିଥିଲେ ଧମାକା

ଜଣେ ଖେଳାଳି ପାଇଁ ତା କ୍ୟାରିୟରର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କ୍ରିକେଟରେ ଡେବ୍ୟୁ କରିଥିବା ଖେଳାଳି ତାଙ୍କର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ସ୍ମରଣୀୟ କରିବାକୁ ଚାହାନ୍ତି। କେତେକ ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ରେ ଶହେ ରନ୍‌କରି…

ଡେବ୍ୟୁ ମ୍ୟାଚ୍‌ରେ ବିରଳ ରେକର୍ଡର ଅଧିକାରୀ ହେଲେ ଏହି କ୍ରିକେଟର୍‌

ବ୍ରିସବେନ,୧୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନ୍‌ରରେ ଶେଷ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅନେକ ଖେଲାଳି ଆହତ ଥିବାରୁ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ…

ଅନଭିଜ୍ଞ ବୋଲିଂ ଆଟାକ୍‌ ସହ ପଡିଆକୁ ଓହ୍ଲାଇଲା ଭାରତ

ବ୍ରିସବେନ,୧୫।୧: ବର୍ଡର-ଗାଭାସ୍କର ସିରିଜର ଶେଷ ଟେଷ୍ଟ ବ୍ରିସବେନ୍‌ରରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ଅନଭିଜ୍ଞ ବୋଲିଂ ଆଟାକ ସହ ଅଷ୍ଟ୍ରେଲିଆ ବିପକ୍ଷରେ ମଇଦାନକୁ ଓହ୍ଲାଇଛି। ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌ ପେନ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଦଳକୁ…

ପଡିଆରେ କାଟୁଥିଲେ ଘାସ, ଏବେ ଦେଶ ପାଇଁ ଖେଳିବେ ୧୦୦ତମ ଟେଷ୍ଟ

ବ୍ରିସବେନ୍‌,୧୪।୧: ଆସନ୍ତା ଜାନୁୟାରୀ ୧୫ରୁ ବ୍ରିସବେନ୍‌ରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଫ୍‌ ସ୍ପିନର୍‌ ନାଥାନ ଲିଅନଙ୍କ ପାଇଁ ଖାସ୍‌ ହେବ। କାରଣ ତାଙ୍କର ଏହା ୧୦୦ତମ ଟେଷ୍ଟ ହେବ।…

ସୟଦ ମୁସ୍ତାକ ଅଲୀ ଟି୨୦: ଓଡ଼ିଶାର କ୍ରମାଗତ ତୃତୀୟ ପରାଜୟ

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ପ୍ରତିଯୋଗିତାରେ ଓଡ଼ିଶା କ୍ରମାଗତ ତୃତୀୟ ପରାଜୟ ବରଣ କରିଛି। କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୮ ଉଇକେଟରେ ତାମିଲନାଡ଼ୁଠାରୁ ପରାଜିତ ହୋଇଛି। ଓଡ଼ିଶା ପକ୍ଷରୁ…

ରାଜ ଅଥଓ୍ବାଲ ଓଡ଼ିଶା ଏଫ୍‌ସିର ନୂଆ ସଭାପତି

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ନୈରାଶ୍ୟଜନକ ପ୍ରଦର୍ଶନ ସହ ସଂଘର୍ଷ ଜାରି ରଖିଥିବା ଓଡ଼ିଶା ଏଫ୍‌ସି କ୍ଲବର ନୂଆ ସଭାପତି ହୋଇଛନ୍ତି ରାଜ ଅଥଓ୍ବାଲ। ପୂର୍ବରୁ ସେ ଗ୍ଲାସ୍‌ଗୋ ରେଞ୍ଜର୍ସ, କୋଭେଣ୍ଟ୍ରି ସିଟି ଏବଂ ଓ୍ବାଟଫୋର୍ଡ କ୍ଲବ…

ଖେଲୋ ଇଣ୍ଡିଆ ଜୁଡ଼ୋ ପ୍ରତିଭା ବାଛିବେ କନ୍ଦନ

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ଜୁଡୋ ପ୍ରତିଭା ଅନ୍ବେଷଣ ଦାୟିତ୍ୱ ପାଇଛନ୍ତି ଓଡ଼ିଶାର କନ୍ଦନ ମୁର୍ମୁ। ସେ ଖେଲୋ ଇଣ୍ଡିଆର ପୂର୍ବାଞ୍ଚଳ (ପଶ୍ଚିମବଙ୍ଗ, ଓଡ଼ିଶା, ବିହାର, ଝାଡ଼ଖଣ୍ଡ,…

ଇଣ୍ଡିଆନ ସୁପରଲିଗ୍‌: ଜାମସେଦପୁରକୁ ହରାଇ ତୃତୀୟରେ ଗୋଆ

ଫତୋର୍ଦା, ୧୫।୧: ଜର୍ଜ ଓର୍ଟିଜ୍‌ଙ୍କ ଡବଲ ଗୋଲ ବଳରେ ଗୋଆ ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଜାମସେଦପୁର ଏଫ୍‌ସିକୁ ୩-୦ରେ ପରାସ୍ତ କରିଛି। ଓର୍ଟିଜ ମ୍ୟାଚର ୧୯ ଓ ୫୨ତମ ମିନିଟରେ ୨ଟି ଗୋଲ ଦେଇଥିଲେ। ଆଲେକଜାଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?