ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଜିଦ୍ ଧରିଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର...
ରାଇନାଙ୍କ ପ୍ରତ୍ୟାବର୍ତ୍ତନ ନେଇ ଟିମ୍ ମ୍ୟାନେଜମେଣ୍ଟ ନିଷ୍ପତ୍ତି ନେବ: ଶ୍ରୀନିବାସନ
ନୂଆଦିଲ୍ଲୀ, ୩।୮(ପି.ଟି.): ସୁରେଶ ରାଇନା ମୋ ପୁଅ ଭଳି। ତେବେ ମୁଁ ତାଙ୍କ ମାଲିକ ନୁହେଁ। ଏକଥା କହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ମାଲିକ ଏନ୍ ଶ୍ରୀନିବାସନ। ରାଇନା ହଠାତ୍ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରୁ ଓହରିବା ପରେ...
କୋହଲି, ଧୋନୀ, ରୋହିତଙ୍କଠାରୁ ନେତୃତ୍ୱ ନେବାର କଳା ଶିଖିଛି: ରାହୁଲ
ନୂଆଦିଲ୍ଲୀ,୩।୯(ପି.ଟି.): ଭାରତୀୟ ଯୁବ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ଫ୍ରାଞ୍ଚାଇଜ୍ କିଙ୍ଗ୍ସ ଇଲେଭେନ୍ ପଞ୍ଜାବର ଅଧିନାୟକ ନିଯୁକ୍ତ କରାଯାଇଛି। ପ୍ରଥମଥର ପାଇଁ ତାଙ୍କ ଏଭଳି ଏକ ହାଇପ୍ରୋଫାଇଲ ଦଳରେ ନେତୃତ୍ୱ ପ୍ରଦାନ କରାଯାଇଛି। ନୂଆ ଦାୟିତ୍ୱ...
ମେସିଙ୍କ ଭବିଷ୍ୟତ ସମ୍ପର୍କରେ ବିଚାର ପାଇଁ ବାର୍ସିଲୋନାରେ ପହଞ୍ଚିଲେ ପିତା
ବାର୍ସିଲୋନା,୩।୯(ଏପି): ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ପିତା ଜର୍ଜ ଆର୍ଜେଣ୍ଟିନାରୁ ସିଧା ବାର୍ସିଲୋନାରେ ପହଞ୍ଚିଛନ୍ତି। ମେସିଙ୍କ ଭବିଷ୍ୟତ ସଂକ୍ରାନ୍ତରେ ଆଲୋଚନା କରିବାକୁ ସେ ବାର୍ସିଲୋନା କ୍ଲବର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବେ। ଜର୍ଜ ମଧ୍ୟ ମେସିଙ୍କ ଏଜେଣ୍ଟ...
ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ
ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ପାକିସ୍ତାନ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ...
ମାଲିଙ୍ଗାଙ୍କ ସ୍ଥାନରେ ପ୍ୟାଟିନସନ
ଆବୁ ଧାବି, ୩।୯(ପି.ଟି.)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗାଙ୍କ ବଦଳ ଖେଳାଳିଭାବେ ଗତଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆନ ସ୍ପିଡ୍ଷ୍ଟର ଜେମ୍ସ ପ୍ୟାଟିନସନ। ମୁମ୍ବାଇ ଫ୍ରାଞ୍ଚାଇଜ୍ ପକ୍ଷରୁ ବୁଧବାର ଏହା ଘୋଷଣା କରାଯାଇଛି। ବ୍ୟକ୍ତିଗତ କାରଣ ଦର୍ଶାଇ...
ଉବର କପ୍ରୁ ଓହରିଲେ ସିନ୍ଧୁ
ନୂଆଦିଲ୍ଲୀ,୩।୯(ପି.ଟି.): ବିଶ୍ୱ ଚାମ୍ପିୟନ ତଥା ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ପି.ଭି. ସିନ୍ଧୁ ଆସନ୍ତାମାସରେ ଆୟୋଜନ ହେବାକୁ ଥିବା ଉବର କପ୍ ଫାଇନାଲ୍ସରୁ ଓହରିଯାଇଛନ୍ତି। ବ୍ୟକ୍ତିଗତ କାରଣରୁ ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟରୁ ସେ ଓହରିଯାଇଛନ୍ତି। ସେ ମଧ୍ୟ ଡେନ୍ମାର୍କରେ ଖେଳାଯିବାକୁ ଥିବା...
ଆଇପିଏଲ୍ ୨୦୨୦: ପ୍ରତ୍ୟାବର୍ତ୍ତନ ଆଶାରେ ରାଇନା
ନୂଆଦିଲ୍ଲୀ,୩।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରୁ ଓହରିବା ପରେ ଭାରତୀୟ ପୂର୍ବତନ କ୍ରିକେଟର ସୁରେଶ ରାଇନା ମୁହଁ ଖୋଲିଛନ୍ତି। ନିଜ ପରିବାର ପାଇଁ ଭାରତ ପ୍ରତ୍ୟାବର୍ତ୍ତନ କରିଥିଲି। ତେବେ ପୁଣି ଥରେ ଦୁବାଇ ଯାଇ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)...
ୟୁଏସ୍ ଓପନ: ଗ୍ରାଣ୍ଡସ୍ଲାମ ଟେନିସରେ ନାଗାଲଙ୍କ ଚମକ
ନ୍ୟୁୟର୍କ, ୩।୯(ପି.ଟି.)- ଦୀର୍ଘ ୭ ବର୍ଷ ବ୍ୟବଧାନରେ ପ୍ରଥମ ଭାରତୀୟ ଭାବେ ସୁମିତ ନାଗାଲ କୌଣସି ଏକ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ ଜିତିଛନ୍ତି। ଏଠାରେ ଚାଲିଥିବା ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସର ପୁରୁଷ ସିଙ୍ଗଲ୍ସ ପ୍ରଥମ...
ସେରେନା ଜିତିଲେ, ଭେନସ ହାରିଲେ
ନୁୟର୍କ, ୩।୯(ଏପି)- ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ସେରେନା ଓ୍ବିଲିୟମ୍ସ ବିଜୟୀ ହୋଇଥିବାବେଳେ ତାଙ୍କ ବଡ଼ ଭଉଣୀ ଭେନସ ପରାଜିତ ହୋଇଛନ୍ତି। ଚଳିତ ମାସରେ ୩୯ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ସେରେନା...
ଓଡ଼ିଶା ଏଫସି ଦଳରେ ମାର୍ସେଲିନୋ
ଭୁବନେଶ୍ୱର, ୩।୯(କ୍ରୀଡ଼ା ପ୍ରତିନିଧି)- ଅଭିଜ୍ଞ ବ୍ରାଜିଲିଆନ ଫରଓ୍ବାର୍ଡ ମାର୍ସେଲିନୋ(ମାର୍ସେଲୋ ଲେଇଟେ ପେରେରା)ଙ୍କ ସହିତ ଚୁକ୍ତି କରିଛି ଓଡ଼ିଶା ଏଫସି। ତେଣୁ ଏହି ତାରକା ଖେଳାଳି ଆଗାମୀ ଇଣ୍ଡିଆନ ସୁପରଲିଗ୍ (ଆଇଏସଏଲ) ସିଜନରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ପକ୍ଷରୁ ପ୍ରତିନିଧିତ୍ୱ କରିବା...
ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍କା: ଆଇପିଏଲ୍ ଖେଳିବେନି ମାଲିଙ୍ଗା
ଦୁବାଇ, ୨।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଝଟ୍କା ଲାଗିଛି। ଆଇପିଏଲ୍ ଇତିହାସର ସବୁଠାରୁ ଶ୍ରେଷ୍ଠ ବୋଲର ଲସିଥ୍ ମାଲିଙ୍ଗା...
Archives


