ଖେଳ

ସିଡନୀରେ ପନ୍ତଙ୍କ ବ୍ୟାଟିଂ ଗାର୍ଡ ଘୋଡାଇବା ନେଇ ଏଭଳି ସ୍ପଷ୍ଟୀକରଣ ଦେଲେ ସ୍ମିଥ୍‌: କହିଲେ..

ବ୍ରିସ୍‌ବେନ୍‌,୧୩।୧: ଭାରତ ବିପକ୍ଷରେ ସିଡନୀରେ ଖେଳାଯାଇଥିବା ସିରିଜର ତୃତୀୟ ଟେଷ୍ଟରେ ରିଷଭ ପନ୍ତଙ୍କ ବ୍ୟାଟିଂ ଗାର୍ଡକୁ ଗୋଡରେ ଘୋଡାଉଥିବାର ନଜର ଆସିଥିଲେ ପୂର୍ବ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌। ଏହାକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଉଛି। ଘଟଣା ଜଣାପଡ଼ିବା…

ଧୋନୀଙ୍କ ଫାର୍ମ ପାଇଁ ମିଳିଲାନି କଡ଼କନାଥ କୁକୁଡ଼ା

ଇନ୍ଦୋର,୧୩।୧: ଭାରତର ୧୦ଟି ରାଜ୍ୟରେ ବାର୍ଡ ଫ୍ଲୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବାର୍ଡ ଫ୍ଲୁ ଯୋଗୁ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଧୋନୀଙ୍କ କୁକୁଡ଼ା ଫାର୍ମ ପାଇଁ ଝାବୁଆର ରୁଣ୍ଡିପଡ଼ା ଗାଁରେ ଥିବା କୁକୁଡ଼ା ଫାର୍ମରୁ…

ଏହି ବିଳାସପୂର୍ଣ୍ଣ ଫ୍ଲାଟ୍‌ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍‌ଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି ତାଙ୍କ ଝିଅର ଗୃହ ପ୍ରବେଶରେ କୌଣସି ଅଭାବ ରଖିବାକୁ ଚାହୁଁ ନାହାନ୍ତି। ଏମିତିରେ ସେ…

ଟଏଲେଟ୍‌ ସଫା କରୁଛନ୍ତି ଭାରତୀୟ ଖେଳାଳି

ବ୍ରିସବେନ୍‌,୧୩।୧: ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ବ୍ରିସବେନ୍‌ରେ ପହଞ୍ଚିଛି। ଏଠାରେ ଦଳ ଉପରେ ଅନେକ ‘ପ୍ରତିବନ୍ଧକ’ ଅଛି। ଖେଳାଳିମାନେ ହୋଟେଲରେ ବିଭିନ୍ନ ସୁବିଧା ପାଉନାହାଁନ୍ତି। ଯେଉଁ ହୋଟେଲରେ ଭାରତୀୟ ଦଳ ରହିଛନ୍ତି, ସେଠାରେ ଖେଳାଳିମାନେ ହାଉସକିପିଂ ସେବା…

ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ ରୂପ ଦେଖି ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। କେହି ତାଙ୍କୁ ଚୋର…

ପିତାଙ୍କୁ ହରାଇବା ପରେ ୫ ଦିନ ପର୍ଯ୍ୟନ୍ତ ନିଖୋଜ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ବ୍ରିସବେନ୍‌,୧୩।୧: ଅଷ୍ଟ୍ରେଲିଆ ଗସ୍ତରେ ହନୁମା ବିହାରୀ ଅନେକ ସମାଲୋଚନାର ସମ୍ମୁଖୀନ ହୋଇଥିଲେ। ପ୍ରଥମେ ଖରାପ ବ୍ୟାଟିଂ ପାଇଁ ଏବଂ ପରେ ଖରାପ ଫିଲ୍ଡିଂ ପାଇଁ । ପ୍ରଶଂସକମାନେ ଏହା ମଧ୍ୟ କହିଥିଲେ ଯେ ବିହାରୀ ଅନ୍ତର୍ଜାତୀୟ ସ୍ତରର ଖେଳାଳି ନୁହଁନ୍ତି। ସିଡନୀ…

ଭାରତୀୟ ଦଳର ୯ ଖେଳାଳି ଆହତ:ସେହ୍ବାଗ କହିଲେ, ମୁଁ ଅଷ୍ଟ୍ରେଲିଆ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧: ବ୍ରିସବେନ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିଛି। ଭାରତୀୟ କ୍ରିକେଟ ଦଳ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ତଥା ଅନ୍ତିମ ମ୍ୟାଚ୍‌ ପୂର୍ବରୁ ଅନ୍ତିମ-୧୧ ଖେଳାଇବାକୁ ନେଇ ଚିନ୍ତାରେ ପଡିଛି। ଅଷ୍ଟ୍ରେଲିଆ ଗସ୍ତରେ ଥିବା ଟେଷ୍ଟ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ପାନ୍ଥର୍ସ-ଲାୟନ୍ସ ଫାଇନାଲ

ଭୁବନେଶ୍ୱର, ୧୩।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଫାଇନାଲରେ ଓଡ଼ିଶା ପାନ୍ଥର୍ସ ଓ ଲାୟନ୍ସ ମଧ୍ୟରେ ମୁକାବିଲା ହେବ। ବୁଧବାର ଫାଇନାଲ ଅନୁଷ୍ଠିତ ହେବ। ମଙ୍ଗଳବାର ଅନୁଷ୍ଠିତ…

ବ୍ରିସ୍‌ବେନରେ ମୌଳିକ ସୁବିଧାକୁ ନେଇ ବିସିସିଆଇର ହସ୍ତକ୍ଷେପ

ନୂଆଦିଲ୍ଲୀ, ୧୩ା୧ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷରେ ଚତୁର୍ଥ ଓ ଫାଇନାଲ ଟେଷ୍ଟ ଖେଳିବା ଲାଗି ଭାରତୀୟ କ୍ରିକେଟ ଦଳ ବ୍ରିସ୍‌ବେନ୍‌ରେ ପହଞ୍ଚତ୍ଛି। ହୋଟେଲରେ ମୌଳିକ ସୁବିଧାର ଅଭାବ ଥିବା ଟିମ୍‌ ଇଣ୍ଡିଆ ଅଭିଯୋଗ କରିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନ ହରାଇଲେ କୋହଲି

ଦୁବାଇ, ୧୩।୧(ପି.ଟି.)- ମଙ୍ଗଳବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟ୍ସମ୍ୟାନ ତାଲିକାରେ ଦ୍ୱିତୀୟ ସ୍ଥାନ ହରାଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ମାତ୍ର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା…

ଅଙ୍କିତା ଫାଇନାଲ ରାଉଣ୍ଡରେ

ମେଲବୋର୍ନ, ୧୩ା୧ (ପି.ଟି.)-ଭାରତର ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ଖେଳାଳି ଅଙ୍କିତା ରାଇନା ଅଷ୍ଟ୍ରେଲିଆନ ଓପନ୍‌ କ୍ୱାଲିଫାୟର୍ସ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ଏକ ୩ ସେଟ୍‌ବିଶିଷ୍ଟ ମ୍ୟାଚରେ ସେ ବିଶ୍ୱର ୧୧୮ ର଼୍ୟାଙ୍କିଙ୍ଗପ୍ରାପ୍ତ କାଟାରିନା ଜାଭାତ୍‌ସ୍କାଙ୍କୁ ହରାଇ ଦେଇଛନ୍ତି। କିନ୍ତୁ ପୁରୁଷ…

ବାହାରିନ୍‌ରେ ଆରମ୍ଭ ହେବ ଫର୍ମୁଲା ଓ୍ବାନ ସିଜନ

ଲଣ୍ଡନ, ୧୩ା୧ (ଏପି)-ଚଳିତବର୍ଷ ଫର୍ମୁଲା ଓ୍ବାନ ସିଜନ ଗୋଟିଏ ସପ୍ତାହ ବିଳମ୍ବ ଘଟିଛି। କୋଭିଡ୍‌ ଯୋଗୁ ଅଷ୍ଟ୍ରେଲିଆନ ଗ୍ରାଁପ୍ରି ମାର୍ଚ୍ଚରୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଥିବାରୁ ଏଥର ଫର୍ମୁଲା ଓ୍ବାନ ସିଜନ ବାହାରିନରେ ଆରମ୍ଭ ହେବ। ମାର୍ଚ୍ଚ ୨୧ରେ ମେଲବୋର୍ନରେ ଅଷ୍ଟ୍ରେଲିଆନ ରେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?