ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା
ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି। କ୍ରିକେଟ୍ ମଇଦାନକୁ ବିଦାୟ ଦେବା ପରେ ଏବେ ସେ…
୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍
କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ ଘୋଷଣା କରାଯାଇଛି । ୩୦ ବର୍ଷୀୟ ସମର୍ସ ପ୍ରାରମ୍ଭରେ କୋର୍ଟରେ ନିଜକୁ ନିର୍ଦ୍ଦୋଷ…
ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…
ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ ଥରର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପଟେନ ଅଛନ୍ତି। ହାର୍ଦ୍ଦିକ ବର୍ଷ ୨୦୨୪ରେ ଦ୍ୱିତୀୟ…
ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍ଙ୍କୁ ବାନ୍ଧିଲା ପୋଲିସ
ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ ଅଭିଯୋଗ ପରେ ଗିରଫ କରାଯାଇଛି। ଛାତ୍ରୀ ଜଣକ ବଳାତ୍କାର, ଧମକ ଏବଂ ଅନ୍ୟାନ୍ୟ…
ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍, ଜାଣନ୍ତୁ…
କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ ତାଙ୍କୁ ୩ ବର୍ଷ ବାସନ୍ଦ କରାଯାଇଛି। ୟୁ.ଏସ୍. ଆଣ୍ଟି ଡୋପିଙ୍ଗ ଏଜେନ୍ସି (ୟୁସାଡା)…
ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!
ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ ହାସଲ କରିବା ସହ ତାଙ୍କ ସେହି ସମାଲୋଚକମାନଙ୍କୁ ଜବାବ ଦେଇଥିଲେ, ଯେଉଁମାନେ ବାରମ୍ବାର…
କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!
ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର ଆସିବେ । ‘ହିଟମ୍ୟାନ୍’ ଭାବେ ପରିଚିତ ରୋହିତ ଏବେ ଛୋଟ ପରଦାରେ ନିଜର…
ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା
ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ ତାଙ୍କର ୧୦ ବର୍ଷିୟ ଅନ୍ତର୍ଜାତୀୟ କ୍ୟାରିଅରର ଅନ୍ତ ଘଟିଛି। ଏହାପରଠାରୁ ରାହାଣେ ବେଶ…
ରାଜ୍ୟଗୋଷ୍ଠୀ ଫେନ୍ସିଂରେ ଭାରତ ଜିତିଲା ୧୭ ପଦକ
ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍ ରାଜ୍ୟଗୋଷ୍ଠୀ ଫେନ୍ସିଂ ଚାମ୍ପିୟନଶିପ୍ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର ପ୍ରଥମ ଦିବସରେ ଭାରତ ୪ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୯ଟି ବ୍ରୋଞ୍ଜ…
ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ
ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସି ଓ ଆନନ୍ଦ ପରିବେଶ ସୃଷ୍ଟି ହୋଇଛି।…
କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ
ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ ବାଳିକା ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବ୍ରହ୍ମପୁର, ଝାରସୁଗୁଡା…
ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!
ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର ସଭାପତି ଗାଙ୍ଗୁଲି ତାଙ୍କ କୋଲକାତା କାର୍ଯ୍ୟାଳୟରେ ଏହି ଧମକପୂର୍ଣ୍ଣ ଚିଠି ପାଇଛନ୍ତି।…

