ଗାଳି କରି ପାରିଲେନି, ଶେଷରେ ମାଗିଲେ କ୍ଷମା
ସିଡନୀ,୧୨।୧: ସିଡନୀ ଟେଷ୍ଟ ସମୟରେ ପଡ଼ିଆରେ ହୋଇଥିବା ଆଚରଣ ପାଇଁ ଅଷ୍ଟ୍ରେଲିଆ ଅଧିନାୟକ ଟିମ ପେନ୍ ଭାରତୀୟ ଖେଳାଳିଙ୍କୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି ଯେ ତାଙ୍କ ଅଧିନାୟକତ୍ୱ ଭଲ ନ ଥିଲା ଏବଂ ସେ ରବିଚନ୍ଦ୍ରନ ଅଶ୍ୱିନଙ୍କ ସହ ଯୁକ୍ତିତର୍କ…
ଭାରତୀୟ ଦଳକୁ କ୍ଷମା ମାଗିଲେ ଏହି ଖେଳାଳି
ସିଡ୍ନୀ, ୧୨।୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ଣ୍ଣର ମଙ୍ଗଳବାର ଭାରତୀୟ ଖେଳାଳିଙ୍କ ଉପରେ ଜାତିଆଣ ମନ୍ତବ୍ୟକୁ ବିରୋଧ କରି ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ନିକଟରେ କ୍ଷମା ମାଗିଛନ୍ତି। ଓ୍ବାର୍ଣ୍ଣର କହିଛନ୍ତି, ତୃତୀୟ ଟେଷ୍ଟ ସମୟରେ ଯାହା ଘଟିଥିଲା ଏବଂ…
ବେଷ୍ଟଫ୍ରେଣ୍ଡ୍ ହୋଇପାରନ୍ତି ଧୋନୀ-କୋହଲିଙ୍କ ଝିଅ
ପୁରୁଣା ବନ୍ଧୁ ଏବଂ ସମ୍ପର୍କ କେବେବି ଭୁଲିହୁଏ ନାହିଁ। ଏମିତି ସମ୍ପର୍କ ଭାରତର ଏବେକାର ଅଧିନାୟକ ବିରାଟ କୋହଲି ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀଙ୍କ ମଧ୍ୟରେ ରହିଛି। ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବ ଯେ, କୋହଲିଙ୍କ ସ୍ତ୍ରୀ…
୭ ବର୍ଷ ପରେ ପ୍ରଥମ ଉଇକେଟ୍ ନେଇ କାନ୍ଦିଲେ ଏହି କ୍ରିକେଟର୍
ଥିରୁଭାନନ୍ତପୁରମ,୧୨।୧: ଭାରତୀୟ ବୋଲର ଏସ ଶ୍ରୀସନ୍ଥ ୭ ବର୍ଷ ପରେ କ୍ରିକେଟ ପଡ଼ିଆକୁ ଫେରିଛନ୍ତି। ସୟଦ ମୁସ୍ତାକ ଅଲି ଟ୍ରଫିରେ ସେ କେରଳ ପକ୍ଷରୁ ଖେଳୁଛନ୍ତି। କେରଳ ଦଳର ପେସ୍ ଆକ୍ରମଣର ନେତୃତ୍ୱ ନେଇଥିବା ଶ୍ରୀସନ୍ଥ ପୁଡୁଚେରୀ ବିପକ୍ଷରେ ଚାରି ଓଭରରେ…
ସାଇନା ନେହଓ୍ବାଲ ଥାଇଲାଣ୍ଡରେ କ୍ୱାରାଣ୍ଟାଇନ୍
ନୂଆଦିଲ୍ଲୀ,୧୨।୧: ବ୍ୟାଡ଼ମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ରିପୋର୍ଟ ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଥାଇଲାଣ୍ଡରେ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ସେ ବ୍ୟାଡ଼ମିଣ୍ଟନ ଟୁର୍ନାମେଣ୍ଟ୍ ଖେଳିବା ପାଇଁ ଥାଇଲାଣ୍ଡ ଯାଇଥିଲେ। ଏଠାରେ ଜାନୁୟାରୀ ୧୨ରୁ…
ଏହି ଘଟଣା ଦେଖି ଭୟଭୀତ ହୋଇଯାଇଥିଲେ ରାମ
ବହୁଚର୍ଚ୍ଚିତ ମେଗା ସିରିଏଲ୍ ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରୁଣ ଗୋବିଲ ଆଜି ୬୨ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପିଲାଦିନ ଉତ୍ତରପ୍ରଦେଶର ମେରୁଟରେ ଅତିବାହିତ ହୋଇଥିଲା। ସେ ମେରୁଟ ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ କରିଥିଲେ ଏବଂ ୧୭ ବର୍ଷ…
ବିରାଟ-ଅନୁଷ୍କା ଝିଅର ନାମ କ’ଣ ରଖିଲେ ଜାଣନ୍ତୁ…
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋମବାର ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ଅନୁଷ୍କା ଏବଂ ଝିଅ ଉଭୟ ଭଲରେ ଥିବା ବିରାଟ କହିଛନ୍ତି।…
କୋହଲି ପିତା ହେବା ପରେ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ଏହି କ୍ରିକେଟର୍
ଜାନୁଆରୀ ୧୧ ତାରିଖ ଟିମ ଇଣ୍ଡିଆର ପ୍ରଶଂସକଙ୍କ ପାଇଁ ଦ୍ୱିଗୁଣ ଖୁସି ଆଣିଛି। ଗୋଟିଏ ପଟେ ଭାରତୀୟ କ୍ରିକେଟ ଦଳ ସିଡନୀରେ ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଟେଷ୍ଟକୁ ଚମତ୍କାର ଢଙ୍ଗରେ ଡ୍ର କରିଥିବାବେଳେ ଅନ୍ୟ ପଟେ ମୁମ୍ବାଇରେ ସେହି ଦଳର ଅଧିନାୟକ…
ମା’ ହେଲେ ଏହି ପ୍ରସିଦ୍ଧ ଖେଳାଳି
ରେସଲର ବବିତା ଫୋଗାଟ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସେ ସୋସିଆଲ ମିଡିଆରେ ପୁଅର ପ୍ରଥମ ଫଟୋ ଶେୟାର କରିଥିଲେ। ଫଟୋ ଶେୟାର କରି ହରିୟାଣାର ଚାରଖୀ ଦାଦ୍ରି ଜିଲାର ବଲାଲି ଗାଁରେ ରହୁଥିବା ବବିତା ଏକ ସୁନ୍ଦର ବାର୍ତ୍ତା…
ହନୁମା ବିହାରୀ ‘କ୍ରିକେଟର୍ ହତ୍ୟାକାରୀ’
କୋଲକତା,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍ ବିନା ହାର୍ ଜିତ୍ରେ ଶେଷ ହୋଇଛି। ୪୦୭ ରନ୍ର ବିଜୟ ଲକ୍ଷ୍ୟ ପିଛା କରି ଭାରତୀୟ ବ୍ୟାଟ୍ସମ୍ୟାନ୍ ହାର୍ ନ ମାନି ମ୍ୟାଚ୍କୁ ଡ୍ର’ କରିବାରେ ସକ୍ଷମ…
ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଡବଲ୍ ଝଟ୍କା
ସିଡନୀ,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଖେଳାଳି ଆହତ ହେବା ଜାରି ରହିଛିି। ଏହା ସତ୍ତ୍ୱେ ଟିମ ଇଣ୍ଡିଆ ମେଲବୋର୍ନରେ ଏକ ଐତିହାସିକ ବିଜୟ ହାସଲ କରି ସିଡନୀରେ ଡ୍ର ’କରିଥିଲା। ଭାରତ ପାଇଁ ଏକ…
ସାମ୍ନାକୁ ଆସିଲା ବିରାଟ-ଅନୁଷ୍କାଙ୍କ ଝିଅର ପ୍ରଥମ ଫଟୋ
ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିରାଟ ସୋସିଆଲ ମିଡିଆରେ ଏକ ନୋଟ ଲେଖି ନିଜ ପ୍ରଶଂସକଙ୍କ ସହ…

