ଖେଳ

ଏସିଆ କପ୍ ହକି ୨୦୨୫: ଭାରତୀୟ ଦଳରେ ଓଡ଼ିଶାରୁ ୩ ଖେଳାଳି

ବେଙ୍ଗାଲୁରୁ,୨୦ା୮: ଆସନ୍ତା ଏସିଆ କପ୍ ହକି ୨୦୨୫ ପାଇଁ ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ତିନି ଖେଳାଳି ଅମିତ ରୋହିଦାସ, ଶିଳାନନ୍ଦ ଲାକ୍ରା ଓ ନୀଲମ ସଞ୍ଜୀପ…

ପୃଥ୍ୱୀ ଶ’ଙ୍କ ଦମଦାର କମବ୍ୟାକ୍: ପଦାର୍ପଣରେ ହାସଲ କଲେ ଦ୍ରୁତ ଶତକ

ମୁମ୍ବାଇ,୨୦ା୮: ଭାରତୀୟ କ୍ରିକେଟରେ ପୃଥ୍ୱୀ ଶ’, ଯିଏ ଏକଦା ସଚିନ ତେନ୍ଦୁଲକରଙ୍କ ଉତ୍ତରାଧିକାରୀ ଭାବେ ଗଣା ଯାଉଥିଲେ, ଗତ କିଛି ବର୍ଷରେ ଅନେକ ପ୍ରତିବନ୍ଧକ ସତ୍ତ୍ୱେ ପୁନର୍ବାର ନିଜକୁ ଗଢ଼ିବାକୁ ଚେଷ୍ଟା କରୁଛନ୍ତି। ୨୫ ବର୍ଷୀୟ ଏହି ଓପନିଂ ବ୍ୟାଟର ବୁଚି…

ଛାଡ଼ପତ୍ର ପରେ ପ୍ରଥମଥର ମୁହଁ ଖୋଲିଲେ ଧନଶ୍ରୀ: ଚହଲଙ୍କୁ ନେଇ କଲେ ବଡ଼ ଖୁଲାସା

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା କିଛି ମାସ ପୂର୍ବରୁ ଛାଡପତ୍ର ନେଇଥିଲେ। କିନ୍ତୁ ଉଭୟ ପ୍ରାୟତଃ ଖବରରେ ଅଛନ୍ତି। କିଛି ଦିନ ପୂର୍ବରୁ ଚହଲ ପ୍ରଥମ ଥର ପାଇଁ ଛାଡପତ୍ର ବିଷୟରେ କହିଥିଲେ। କୋରିଓଗ୍ରାଫର ଏବଂ ଅଭିନେତ୍ରୀ…

ରାଷ୍ଟ୍ରପତିଙ୍କ ମଞ୍ଜୁରୀ: ଆଇନରେ ପରିଣତ ହେଲା ଜାତୀୟ କ୍ରୀଡ଼ା ଶାସନ ବିଲ୍‌

ନୂଆଦିଲ୍ଲୀ,୧୯ା୮: ଭାରତୀୟ କ୍ରୀଡ଼ା ପ୍ରଶାସନରେ ସଂସ୍କାର ଆଣିବା ଉଦ୍ଦେଶ୍ୟ ସହିତ ପ୍ରସ୍ତୁତ ଜାତୀୟ କ୍ରୀଡ଼ା ଶାସନ ବିଲ୍‌ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ ପରେ ଆଇନରେ ପରିଣତ ହୋଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ସୋମବାର ମିଳିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ…

ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା

ମୁମ୍ବାଇ,୧୯।୮: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ହରମନପ୍ରୀତ କୌର ପ୍ରଥମ ଥର ପାଇଁ ୫୦ ଓଭର ବିଶ୍ୱକପରେ ଭାରତୀୟ ଦଳର ନେତୃତ୍ୱ ନେବେ। ଷ୍ଟାର ଓପନର…

ଏଥର ଏସିଆ କପ ଦଳରେ ବଡ଼ ପରିବର୍ତ୍ତନ: ଦଳରୁ ବାଦ୍‌ ପଡ଼ିଲେ ଏହି ସବୁ ନାମୀଦାମୀ ଖେଳାଳି, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୯।୮: ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବ ଦଳର ଅଧିନାୟକ, ଶୁବମନ ଗିଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି, ଏହା ପୂର୍ବରୁ ଅକ୍ଷର ପଟେଲଙ୍କୁ ଦଳର ଉପ-ଅଧିନାୟକ ଭାବରେ ଦେଖାଯାଉଥିଲା। ଜସପ୍ରୀତ…

ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୯।୮: ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବ ଦଳର ଅଧିନାୟକ, ଶୁବମନ ଗିଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି, ଏହା ପୂର୍ବରୁ ଅକ୍ଷର ପଟେଲଙ୍କୁ ଦଳର ଉପ-ଅଧିନାୟକ ଭାବରେ ଦେଖାଯାଉଥିଲା। ଜସପ୍ରୀତ…

ଏସିଆ କପ ଦଳରେ ସ୍ଥାନ ନ ମିଳିବାରୁ ଅବସର ଘୋଷଣା କଲେ ବାବର! ଭାଇରାଲ ପୋଷ୍ଟ ପଛରେ…

ନୂଆଦିଲ୍ଲୀ,୧୯।୮: ଏସିଆ କପ ପାଇଁ ପାକିସ୍ତାନ ଦଳରେ ଚୟନ ନହେବା ପରେ ବାବର ଆଜମ ଅବସର ନେଇଛନ୍ତି। ଏପର୍ଯ୍ୟନ୍ତ କେବଳ ପାକିସ୍ତାନ ଏସିଆ କପ ପାଇଁ ଦଳ ଘୋଷଣା କରିଛି, ଯେଉଁଥିରୁ ବାବର ଆଜମ ଏବଂ ମହମ୍ମଦ ରିଜୱାନଙ୍କ ରୂପରେ ୨…

ପ୍ୟାରିସ ବିଶ୍ଵ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଟଲର ଭଗିନୀ ଋତୁପର୍ଣ୍ଣା, ଶ୍ୱେତପର୍ଣ୍ଣା

ଭୁବନେଶ୍ୱର,୧୮।୮: ଓଡ଼ିଶାର ପ୍ରଥମ ଭଗିନୀ ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ଓ ଶ୍ୱେତପର୍ଣ୍ଣା ପଣ୍ଡା ଅଗଷ୍ଟ ୨୫ରୁ ୩୧ ତାରିଖ ମଧ୍ୟରେ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସାକ୍ଷାତ…

ଭାରତୀୟ କ୍ରିକେଟ୍‌ରେ ହଲଚଲ: ଚମକିଲେ ଆଉ ଜଣେ କ୍ରିକେଟର୍‌

ନୂଆଦିଲ୍ଲୀ,୧୮।୮: ଭାରତରେ ରାଜ୍ୟସ୍ତରୀୟ କ୍ରିକେଟ ଲିଗ ଆରମ୍ଭ ହେବା ମାତ୍ରେ ନୂଆ ଖେଳାଳି ମଧ୍ୟ ଉଭା ହେବା ଆରମ୍ଭ କରିଛନ୍ତି। ସୁମିତ କୁମାର ବେନିୱାଲ ଏପରି ଏକ ନାମ, ଯିଏ ଡିପିଏଲ ୨୦୨୫ରେ ନିଜର ଛାପ ଛାଡି ଚମକିଛନ୍ତି। ଦିଲ୍ଲୀ ପ୍ରିମିୟର…

ଈଶାନ କିଷାନଙ୍କ ବଦଳରେ ଏହି ଦଳରେ ଓଡ଼ିଆ ଖେଳାଳି ଆଶୀର୍ବାଦ ସ୍ୱାଇଁଙ୍କୁ ମିଳିଲା ସୁଯୋଗ

ଭୁବନେଶ୍ୱର,୧୭ା୮: ଓଡ଼ିଶାର ଉଇକେଟ୍‌କିପର-ବ୍ୟାଟ୍‌ସମ୍ୟାନ୍‌ ଆଶୀର୍ବାଦ ସ୍ୱାଇଁଙ୍କୁ ଦୁଲିପ ଟ୍ରଫି ୨୦୨୫-୨୬ରେ ଇଷ୍ଟ ଜୋନ୍‌ ଦଳରେ ଚୟନ କରାଯାଇଛି। ଇଷାନ କିଶନଙ୍କ ସ୍ଥାନରେ ତାଙ୍କୁ ଏହି ସୁଯୋଗ ମିଳିଛି। ସେ ସନ୍ଦୀପ ପଟ୍ଟନାୟକଙ୍କ ସହ ଦଳରେ ଯୋଗ ଦେଇଛନ୍ତି, ଅନ୍ୟପଟେ ସ୍ୱସ୍ତିକ ସାମାଲଙ୍କୁ…

ସୁନୀଲ ଛେତ୍ରୀଙ୍କ ଲାଗି ଦ୍ୱାର ଖୋଲା ଅଛି: ମୁଖ୍ୟ କୋଚ୍‌

ବେଙ୍ଗାଲୁରୁ,୧୭ା୮: ଆସନ୍ତା ମାସରେ ହେବାକୁ ଥିବା କାଫା ନେଶନ୍ସ କପ୍‌ ନ୍ୟାଶନାଲ କ୍ୟାମ୍ପ ଲାଗି ଘୋଷିତ ୩୫ ଜଣିଆ ସମ୍ଭାବ୍ୟ ଖେଳାଳିଙ୍କ ତାଲିକାରୁ ଭେଟେରାନ ଷ୍ଟ୍ରାଇକର ସୁନୀଲ ଛେତ୍ରୀଙ୍କୁ ବାଦ୍‌ ଦିଆଯାଇଥିଲା। ଏ ସମ୍ପର୍କରେ ନବନିଯୁକ୍ତ ଭାରତୀୟ ଫୁଟ୍‌ବଲ ଦଳର ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri