ଖେଳ

୪ ବର୍ଷରେ ଜିଭା ହେଲେ ବ୍ରାଣ୍ଡ୍‌ ଆମ୍ବାସଡର୍‌: ଏମ୍‌ଏସ୍‌ଙ୍କ ମନରେ ଖୁସି

ନୂଆଦିଲ୍ଲୀ,୫।୧: ମାତ୍ର ୪ ବର୍ଷ ବୟସରେ କ୍ରିକେଟର ମହେନ୍ଦ୍ର ସିଂ ଧୋନିଙ୍କ ଝିଅ ଜିଭା ବ୍ରାଣ୍ଡ୍‌ ଆମ୍ବାସଡ଼ର ପାଲଟିଛନ୍ତି। ପାପା ଧୋନିଙ୍କ ସହିତ ଜିଭା କାଡବୁରୀ ଓରିଓ ବିସ୍କୁଟ ବିଜ୍ଞାପନରେ କାମ କରିଛନ୍ତି। ଏନେଇ ପ୍ରଶଂସକଙ୍କ ମଧ୍ୟରେ ବାପ ଝିଅଙ୍କୁ ନେଇ…

୪୩ ବର୍ଷର ରେକର୍ଡ ଭାଙ୍ଗିପାରିବ କି ଟିମ୍‌ ଇଣ୍ଡିଆ

ସିଡନୀ,୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଜାନୁଆରୀ ୭ରୁ ଅଷ୍ଟ୍ରେଲିଆରେ ସିଡନୀରେ ଖେଳାଯିବ। ମେଲବୋନର୍ର୍ ଟେଷ୍ଟରେ ଆୟୋଜକ ଦଳକୁ ହରାଇଥିବା ଟିମ ଇଣ୍ଡିଆ ସିରିଜକୁ ୧-୧ରେ ବରାବର କରିଛି। ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଅଜିଙ୍କେ…

ଛୁଟି ନେଇ ଘରକୁ ଯିବା ଏହି କ୍ରିକେଟରଙ୍କୁ ପଡିଲା ମହଙ୍ଗା; ଦଳରୁ ପଡିଲେ ବାଦ୍‌

ସିଡନୀ,୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଜାନୁଆରୀ ୭ରୁ ଅଷ୍ଟ୍ରେଲିଆରେ ସିଡନୀରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ଚାରିଟି ଟେଷ୍ଟ ମ୍ୟାଚର ସିରିଜ ୧-୧ ବରାବର ରହିଛି। କିନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଆୟୋଜକ ଅଷ୍ଟ୍ରେଲିଆ…

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଆହତ ହୋଇ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷ ବାକି ଦୁଇଟି ଟେଷ୍ଟରୁ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ଓପନିଂ ବ୍ୟାଟିଂ, ମିଡିଲ ଅର୍ଡର ବ୍ୟାଟିଂ ତଥା ଉଇକେଟ କିପିଂର ବିକଳ୍ପ ଭାବେ ରାହୁଲଙ୍କୁ ଏପର୍ଯ୍ୟନ୍ତ ଟେଷ୍ଟ ସିରିଜରେ ସୁଯୋଗ ମିଳି ନ…

ଶ୍ରୀଲଙ୍କାରେ ପହଞ୍ଚିବା ପରେ କରୋନା ପଜିଟିଭ ହେଲେ ଏହି ଖେଳାଳି

କଲମ୍ବୋ, ୫।୧: ଇଂଲଣ୍ଡର ଅଲରାଉଣ୍ଡର ମୋଇନ ଅଲି ଦଳ ସହ ଶ୍ରୀଲଙ୍କାରେ ପହଞ୍ଚିବା ପରେ କରୋନା ଟେଷ୍ଟ ହେବାରୁ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ସେ କ୍ୱାରାଣ୍ଟାଇନରେ ରହିବେ। ଇଂଲଣ୍ଡ ଏବଂ ଓ୍ବେଲ୍ସ କ୍ରିକେଟ ବୋର୍ଡ…

ଓ୍ବିଲିୟମସନଙ୍କ ଶତକ: ଦୃଢ଼ ସ୍ଥିତିରେ ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ, ୫।୧(ଏପି)- କେନ୍‌ ଓ୍ବିଲିୟମସନ୍‌ଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ଏଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ଟେଷ୍ଟରେ ନିଜର ସ୍ଥିତିକୁ ମଜଭୁତ କରିଛି। ଓ୍ବିଲିୟମସନ ଓ ହେନରି ନିକୋଲ୍ସ ଅସମାପ୍ତ ୪ର୍ଥ ଉଇକେଟରେ ୨୧୫ ରନ ସଂଗ୍ରହ କରି ନ୍ୟୁଜିଲାଣ୍ଡକୁ ଅଗ୍ରଣୀ ପଥରେ…

ଅଉ ୨୦୦ ଦିନ ରହିଲା ଅଲିମ୍ପିକ୍ସ

ଟୋକିଓ, ୫ା୧ (ଏପି): ଟୋକିଓ ଅଲିମ୍ପିକ୍ସର କାଉଣ୍ଟ ଡାଉନ୍‌ ଘଣ୍ଟା ହେଉଛିି ଟିକ୍‌-ଟକ୍‌-ଟିକ୍‌। ଗେମ୍ସ ଆୟୋଜନ ପାଇଁ ସୋମବାରଠାରୁ ଆହୁରି ୨୦୦ଦିନ ବାକି ରହିଥିବା ଏହା ସୂଚାଇ ଦେଉଛି। ଟୋକିଓ ସହର ଓ ଏହାର ଆଖପାଖ ଅଞ୍ଚଳରେ କିଛି ଦିନ ହେଲା…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଜାଗୁଆର୍ସର ପ୍ରଥମ ବିଜୟ

ଭୁବନେଶ୍ୱର, ୫।୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ଜାଗୁଆର୍ସ ୪୮ ରନରେ ଚିତାସ୍‌କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା…

ତୃତୀୟ ଟେଷ୍ଟରୁ ପ୍ୟାଟିନସନ ଓହରିଲେ

ସିଡ୍‌ନୀ, ୫।୧(ପି.ଟି.)-ପଞ୍ଜରାରେ ଆଘାତ ଯୋଗୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜେମ୍ସ ପ୍ୟାଟିନସନ ଭାରତ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରୁ ଓହରି ଯାଇଛନ୍ତି। ସୋମବାର କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ…

ବିଶ୍ୱ ଫର୍ନାଣ୍ଡୋଙ୍କୁ ୫ ଉଇକେଟ ସଫଳତା

ଜୋହାନ୍ସବର୍ଗ, ୫ା୧ (ଏପି)-ବିଶ୍ୱ ଫର୍ନାଣ୍ଡୋଙ୍କ ୫ ଉଇକେଟ ସଫଳତା ସତ୍ତ୍ୱେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ବୃହତ୍‌ ଅଗ୍ରଣୀ ହାସଲ କରିଛି। ସୋମବାର ଥିଲା ମ୍ୟାଚର ଦ୍ୱିତୀୟ ଦିବସ।…

‘ଭାରତର ରେକର୍ଡ ପଦକ ଆଶା’

ନୂଆଦିଲ୍ଲୀ,୫ ।୧(ପି.ଟି.)-ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ସହ ରେକର୍ଡ ସଂଖ୍ୟକ ପଦକ ହାସଲ କରିବ ବୋଲି ଆଶାପୋଷଣ କରିଛନ୍ତି ତାରକା ଶୁଟର ଅଭିନବ ବିନ୍ଦ୍ରା। ଦେଶର ପ୍ରତ୍ୟେକ ଆଥଲେଟ୍‌ଙ୍କୁ ଏବେ ବାସ୍ତବ ଦୃଷ୍ଟିକୋଣରୁ ପଦକ ଦାବିଦାର ବିବେଚନା କରାଯାଉଛି…

ଇଣ୍ଡିଆନ ସୁପରଲିଗ୍‌: ଚେନ୍ନାଇନ୍‌କୁ ହରାଇଲା ହାଇଦ୍ରାବାଦ୍‌

ବାମ୍ବୋଲିମ୍‌, ୫।୧-ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ହାଇଦ୍ରାବାଦ୍‌ ଏଫ୍‌ସି ୪-୧ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିବାବେଳେ ଦ୍ୱିତୀୟାର୍ଦ୍ଧରେ ୫ଟି ଯାକ ଗୋଲ ହୋଇଥିଲା। ହାଇଦ୍ରାବାଦ୍‌ ଦଳ ପକ୍ଷରୁ ହାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?