ମା’ଙ୍କ ଦେହ ଖରାପ ଯୋଗୁ ଦଳ ସହ ଯିବେ ନାହିଁ ହରଭଜନ
ଚେନ୍ନାଇ, ୨୦।୮: ଆଇପିଏଲ୍ର ତ୍ରୟୋଦଶ ସଂସ୍କରଣରେ ଭାଗନେବା ଲାଗି କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ରାଜସ୍ଥାନ ରୟାଲ୍ସ ଦଳ ଗୁରୁବାର ୟୁଏଇ ଅଭିମୁଖେ ଯାତ୍ରା କରିଛନ୍ତି। ସେହିଭଳି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ଶୁକ୍ରବାର...
ପ୍ରଥମ ଦଳ ଭାବେ ଆଇପିଏଲ୍ ଖେଳିବା ପାଇଁ ୟୁଏଇ ଗଲା ଏହି ଫ୍ରାଞ୍ଚାଇଜ୍
ନୂଆଦିଲ୍ଲୀ, ୨୦।୮: ସେପ୍ଟେମ୍ବର ୧୯ରୁ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍ ପ୍ରତିଯୋଗିତା ୟୁଏଇରେ ଖେଳାଯିବ। ଏଥିଲାଗି ଗୁରୁବାର ପ୍ରଥମ ଦୁଇ ଫ୍ରାଞ୍ଚାଇଜ ଭାବେ ରାଜସ୍ଥାନ ରୟାଲ୍ସ...
ପିପିଇ କିଟ୍ ପିନ୍ଧି ଆଇପିଏଲ୍ ଖେଳିବାକୁ ଗଲେ ଖେଳାଳି
ଜୟପୁର, ୨୦।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି ୟୁଏଇରେ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୯ରୁ ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି...
କରୋନା ଆକ୍ରାନ୍ତ ହେଲେ ଏହି ୨ କ୍ରିକେଟର୍
ଜୋହାନ୍ସବର୍ଗ, ୨୦।୮: ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଦଳର ୨ ଜଣ ଖେଳାଳି କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। କ୍ରିକେଟ୍ ଦକ୍ଷିଣ ଆଫ୍ରିକା (ସିଏସ୍ଏ) ପକ୍ଷରୁ ଗୁରୁବାର ଏହା ସ୍ପଷ୍ଟ କରାଯାଇଛି। ତେବେ କେଉଁ ଦୁଇଜଣ ଖେଳାଳି ଏହି ଭାଇରସ୍...
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧୋନୀ
ନୂଆଦିଲ୍ଲୀ,୨୦।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ଶନିବାର ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହି ଅବସରରେ ବହୁ ବଡ ବଡ ବ୍ୟକ୍ତି ବିଶେଷ ତାଙ୍କ କ୍ୟାରିୟରକୁ ନେଇ ଧୋନୀଙ୍କୁ ଖୁବ୍ ପ୍ରଶଂସା...
କାରିବିୟନ ପ୍ରିମିୟର ଲିଗ୍ ଆରମ୍ଭ: ଟ୍ରିନବାଗୋ, ବାର୍ବାଡୋସ ବିଜୟୀ
ଟାରୌବା, ୨୦।୮- କାରିବିୟନ ପ୍ରିମିୟର ଲିଗ୍(ସିପିଏଲ) ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଅନୁଷ୍ଠିତ ୨ଟି ମ୍ୟାଚରେ ଟ୍ରିନବାଗୋ ନାଇଟ ରାଇଡର୍ସ ଓ ବାର୍ବାଡୋସ ଟ୍ରାଇଡେଣ୍ଟ୍ସ ବିଜୟ ହାସଲ କରିଛନ୍ତି। ୩୦ଟି ଲିଗ୍ ମ୍ୟାଚ ପରେ ଦୁଇ ସେମିଫାଇନାଲ ସେପ୍ଟେମ୍ବର...
ଇଂଲଣ୍ଡ କୋଚିଂ ଷ୍ଟାଫ୍ରେ ଆଝାର ମେହମୁଦ୍: ଇଂଲଣ୍ଡ ଟି୨୦ ଦଳ ଘୋଷିତ
ଲଣ୍ଡନ,୨୦।୮(ପି.ଟି.): ଆସନ୍ତା ୨୮ତାରିଖରୁ ଆରମ୍ଭ ହେବାକୁ ଥିବା ପାକିସ୍ତାନ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ପାଇଁ ଆୟୋଜକ ଇଂଲଣ୍ଡ ଏକ ଭିନ୍ନ ପ୍ରକାର ରଣନୀତି ଆପଣାଇଛି। ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ଅଝାର ମେହମୁଦ୍ଙ୍କୁ ଇଂଲଣ୍ଡ ତା’ର କୋଚିଂ...
ଆଇପିଏଲ୍ ଟାଇଟଲ ରାଇଟ୍: ଡ୍ରିମ୍ ୧୧ର ୨୦୨୧,୨୦୨୨ ବିଡ୍କୁ ବିସିସିଆଇର ପ୍ରତ୍ୟାଖ୍ୟାନ
ନୂଆଦିଲ୍ଳୀ,୨୦।୮(ପି.ଟି.): ୨୦୨୦ ପାଇଁ ଜଣାଶୁଣା ଫାଣ୍ଟାସୀ ଗେମିଂ ପ୍ଲାଟଫର୍ମ ଡ୍ରିମ୍ ୧୧ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଟାଇଟଲ ସ୍ପୋନ୍ସରଶିପ୍ ଅଧିକାର ହାସଲ କରିଛି। ଆଇପିଏଲ୍ର ୨୦୨୦ ସଂସ୍କରଣ ପାଇଁ ଡ୍ରିମ୍ ୧୧ ନୂଆ ଟାଇଟଲ ସ୍ପୋନସର ବୋଲି ଲିଗ୍...
କ୍ୱାର୍ଟର ଫାଇନାଲରେ ନାଗାଲ
ପ୍ରାଗ୍(ଚେକ୍ ରିପବ୍ଲିକ), ୨୦।୮(ପି.ଟି.)- ଭାରତର ଶୀର୍ଷସ୍ଥାନୀୟ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ପ୍ରାଗ୍ ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ସେଟ୍ରେ ପରାଜୟ ସତ୍ତ୍ୱେ ସେ ସଫଳ ପ୍ରତ୍ୟାବର୍ତ୍ତନ କରି ୬ଷ୍ଠ ସିଡ୍...
ଫିଟ୍ନେସ ଚିନ୍ତାରେ କ୍ରିକେଟ ପ୍ରତିଭା: ନଦୀ ବାଲିରେ ଦୌଡ଼, କିଲାପଡ଼ିଆରେ ୱାର୍ମଅପ
କଟକ ଅଫିସ,୨୦ା୮- ଖେଳ ପଡ଼ିଆରେ ବି କରୋନା କଟକଣା ଲାଗିଛି। ଗତ ମାର୍ଚ୍ଚ ୨୨ରୁ ଏ ପର୍ଯ୍ୟନ୍ତ ଖେଳାଳିମାନେ ପଡ଼ିଆକୁ ଓହ୍ଲାଇ ନାହାନ୍ତି। ଅଭ୍ୟାସ ବନ୍ଦ ଯୋଗୁଁ ସେମାନଙ୍କ ଫିଟନେସ ଉପରେ ପ୍ରଭାବ ପଡ଼ୁଛି। ଏଭଳି ସ୍ଥିତିରେ ରାଜ୍ୟର ୪ମହିଳା...
କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍
ବାର୍ସିଲୋନା, ୨୦।୮(ଏପି)- ନେଦରଲାଣ୍ଡ୍ସର ରୋନାଲ୍ଡ କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍ ନିଯୁକ୍ତ ହୋଇଛନ୍ତି। ବୁଧବାର ଏହା କ୍ଲବ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଚାମ୍ପିୟନ୍ସ ଲିଗ୍ର କ୍ୱାର୍ଟର ଫାଇନାଲରେ ବେୟରନ ମ୍ୟୁନିଚ୍ଠାରୁ ୨-୮ ଗୋଲରେ ଲଜ୍ଜାଜନକ ପରାଜୟର ୫ ଦିନ...
୨୦୨୩ ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ ଚାହାନ୍ତି ଏହି ଅଷ୍ଟ୍ରେଲୀୟ ଖେଳାଳି
ମେଲବୋର୍ନ, ୧୯।୮(ପି.ଟି.)- କୋରୋନ ଭାଇରସ ସଂକ୍ରମଣ ଜନିତ ବ୍ରେକ୍ ଯୋଗୁ ଅଷ୍ଟ୍ରେଲିଆର ସୀମିତ ଓଭର କ୍ରିକେଟ ଅଧିନାୟକ ଆରୋନ ଫିଞ୍ଚ୍ ୨୦୨୩ ଆଇସିସି ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ ଚାହାନ୍ତି ବୋଲି ପ୍ରକାଶ କରିଛନ୍ତି। ଭାରତରେ ହେବାକୁଥିବା ଏହି ବିଶ୍ୱକପରେ ଭଲ...
Archives


