ଖେଳ

ତୃତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ସିଡନୀ, ୪।୧୨: ଆୟୋଜକ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଚାରୋଟି ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ବରାବର ହୋଇଛି। ଉଭୟ ଦଳ ମଧ୍ୟରେ ତୃତୀୟ ମ୍ୟାଚ ଜାନୁଆରୀ ୭ରୁ ସିଡନୀରେ ଖେଳାଯିବ। ଏଥିପାଇଁ ଟିମ ଇଣ୍ଡିଆ ସୋମବାର ଏକ ଚାର୍ଟାର୍ଡ ବିମାନରେ…

ଓଡ଼ିଶାରେ ଦ୍ୱିତୀୟଥର ହେବ ଜାତୀୟ ସିନିୟର ଭଲିବଲ

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରମାଗତ ଦ୍ୱିତୀୟଥରପାଇଁ ହେବ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌। ଭଲିବଲ ଇତିହାସରେ ପ୍ରଥମଥରପାଇଁ ଗତବର୍ଷ ଏହି ପ୍ରତିଯୋଗିତା ଆୟୋଜନ କରି ରାଜ୍ୟ ପ୍ରଶଂସା ସାଉଁଟିଥିଲା। ଜାତୀୟ ସିନିୟର ଭଲିବଲର ୬୮ତମ ସଂସ୍କରଣ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ…

ଭାରତୀୟ ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ, ୪।୧: ରାଣୀ ରାମପାଲଙ୍କ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ରବିବାର ଆର୍ଜେଣ୍ଟିନା ଗସ୍ତ କରିଛି। ହକି ଇଣ୍ଡିଆ ପକ୍ଷରୁ ଘୋଷିତ ୨୫ ଜଣିଆ ଦଳରେ ଓଡ଼ିଶାର ୪ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଦୀପ୍‌ ଗ୍ରେସ୍‌ ଏକ୍କା,…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ସୁପର ଓଭରରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ରବିବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ସୁପର ଓଭରରେ ବିଜୟୀ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା…

ଇଣ୍ଡିଆନ ସୁପରଲିଗ୍‌: ଓଡ଼ିଶା ଏଫ୍‌ସିର ୬ଷ୍ଠ ପରାଜୟ

ଭାସ୍କୋ, ୪।୧- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସିର ଦୟନୀୟ ପ୍ରଦର୍ଶନ ଜାରି ରହିଛି। ଭୁବନେଶ୍ୱରଭିତ୍ତିକ ଏହି ଦଳ ରବିବାର ଇଷ୍ଟବେଙ୍ଗଲ ନିକଟରୁ ୧-୩ ଗୋଲରେ ହାରି ଯାଇଛି। ୮ ମ୍ୟାଚରୁ ଓଡ଼ିଶା ଏଫ୍‌ସିର ଏହା ୬ଷ୍ଠ ପରାଜୟ। ଅନ୍ୟପକ୍ଷରେ…

ଶ୍ରୀଲଙ୍କା ୧୫୭ ରନରେ ଅଲ୍‌ଆଉଟ

ଜୋହାନ୍ସବର୍ଗ, ୪ା୧(ଏପି)-ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଆଘାତଜନିତ ସମସ୍ୟାରେ ଥିବା ଶ୍ରୀଲଙ୍କା ୧୫୭ ରନରେ ଅଲଆଉଟ ହୋଇଯାଇଛି। ସେଞ୍ଚୁରିଅନଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୪୫ ରନରେ…

ଏମିତି ଛକା ମାରିଲେ ବ୍ୟାଟ୍ସମ୍ୟାନ୍‌, ବିୟର୍‌ ଗ୍ଲାସ୍‌ରେ ପଡିଲା ବଲ୍‌

କ୍ରିକେଟ ପଡ଼ିଆରେ ବ୍ୟାଟ୍ସମ୍ୟାନ୍‌ ଛକା ମାରିକା ଏକ ସାଧାରଣ କଥା। ବ୍ୟାଟ୍ସମ୍ୟାନ୍‌ ଛକା ମାରିଲେ ବଲ୍‌ ବାଉଣ୍ଡ୍ରି ବାହାରେ କିମ୍ବା ଗ୍ୟାଲୋରୀରେ ବସୁଥିବା ପ୍ରଶଂସକଙ୍କ ନିକଟକୁ ଯାଇଥାଏ। ବେଳେବେଳେ ପ୍ରଶଂସକମାନେ ବଲ ଧରିଥାନ୍ତି। କିନ୍ତୁ ଅଷ୍ଟ୍ରେଲିଆରେ ଚାଲିଥିବା ବିଗ ବ୍ୟାସ ଲିଗ…

ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଉରକେଲା ବିଜୟୀ

ସମ୍ବଲପୁର,୩।୧(ବ୍ୟୁରୋ): ରାଜ୍ୟସ୍ତରୀୟ ମହେଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ସ୍ବର୍ଣ୍ଣାବୁରେଇ ଖେଳ ପଡ଼ିିଆରେ ଚାଲିଛି। ରବିବାର କ୍ବାର୍ଟର ଫାଇନାଲ ମ୍ୟାଚ୍‌ ବରଗଡ ଜିଲା ବ୍ଲୁ ଡାଇମଣ୍ଡ ଓ ରାଉରକେଲା ମଧ୍ୟରେ ହୋଇଥିଲା। ବରଗଡ ଦଳ ଟସ୍‌ ଜିତି ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଥିଲା।…

ଦ୍ୱିତୀୟ ଟେଷ୍ଟ: ଜେମିସନଙ୍କୁ ୫ ଉଇକେଟ

ଖ୍ରୀଷ୍ଟଚର୍ଚ୍ଚ,୩।୧: ନ୍ୟୁଜିଲାଣ୍ଟ ଯୁବ ଦ୍ରୁତ ବୋଲର କାଏଲ ଜେମିସନ ମାତ୍ର ୬ଟି ଟେଷ୍ଟ ଖେଳି ତୃତୀୟଥର ପାଇଁ ଟେଷ୍ଟରେ ୫ ଉଇକେଟ ସଫଳତା ଅର୍ଜନ କରିଛନ୍ତି। ରବିବାରଠାରୁ ସ୍ଥାନୀୟ ହଗଲି ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ…

ଗାଙ୍ଗୁଲିଙ୍କ ସ୍ତ୍ରୀଙ୍କୁ ଫୋନ୍‌ କଲେ ସଚିନ ତେନ୍ଦୁଲକର

ଭାରତୀୟ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୃଦଘାତରେ ଆକ୍ରାନ୍ତ ହୋଇ କୋଲକତାର ବୁଡଲ୍ୟାଣ୍ଡ୍ସ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗାଙ୍ଗୁଲିଙ୍କ ସଫଳ ଆଞ୍ଜିଓପ୍ଲାଷ୍ଟି ହୋଇଛି। ଗାଙ୍ଗୁଲି ପୂର୍ବ ଅପେକ୍ଷା ଭଲ ଏବଂ ତାଙ୍କ ଅବସ୍ଥା ସ୍ଥିର ରହିଛି। ଖବର…

ଅଷ୍ଟ୍ରେଲୀୟ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିୟମ ନ ମାନି ପାରିଲେ ବ୍ରିସବେନ୍‌ ନ ଆସୁ ଭାରତୀୟ ଦଳ

ବ୍ରିସବେନ୍‌,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। କୁଇନ୍ସଲ୍ୟାଣ୍ଡରେ ଆଇସୋଲେଶନର କଡା ନିୟମ ଯୋଗୁ ଭାରତୀୟ ଦଳ ବ୍ରିସବେନ ଯିବାକୁ ଚାହୁଁନାହାଁନ୍ତି ଏବଂ ଏହା ବଦଳରେ ସିଡନୀରେ କ୍ରମାଗତ ଦୁଇଟି…

ସ୍ତ୍ରୀ ଜାଣିଲେ ମାରିବେ, କାହିଁକି ଏମିତି କହିଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲିଆ କ୍ରିକେଟର୍‌ ଡେଭିଡ୍‌ ଓ୍ବାର୍ନର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି। ସେ ଟିକ୍‌ଟକ୍‌ରେ ଭିଡିଓ କରି ନିଜ ସୋସିଆଲ ଆକାଉଣ୍ଟରେ ଶେୟାର କରିଥାନ୍ତି। ସେ ବେଳେବେଳେ ଭାରତୀୟ ଅଭିନେତାଙ୍କ ନକଲ କରିଥାନ୍ତି। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?