ସିନିୟର ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର
ମୁମ୍ବାଇ,୨ା୧- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ମୁମ୍ବାଇର ସିନିୟର ଦଳରେ ଯାଗା ମିଳିଛି। ଏହା ସ୍ପଷ୍ଟ କରିଛନ୍ତି ମୁମ୍ବାଇ ଦଳର ମୁଖ୍ୟ ଚୟନକର୍ତ୍ତା ସଲିଲ ଅଙ୍କୋଲା। ଆଗକୁ ଖେଳାଯିବାକୁ ଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ ଲାଗି…
ଅଷ୍ଟ୍ରେଲିଆରେ ଆଇସୋଲେଶନ ନିୟମ ଭାଙ୍ଗିଲେ ୫ ଖେଳାଳି: ତଦନ୍ତ ନିର୍ଦ୍ଦେଶ ରିପୋର୍ଟକୁ ଖଣ୍ଡନ କଲା ବିସିସିଆଇ
ନୂଆଦିଲ୍ଲୀ,୨ା୧- ଅଷ୍ଟ୍ରେଲିଆରେ ଥିବା ଟିମ୍ ଇଣ୍ଡିଆର ୫ ଖେଳାଳି ଆେଇସୋଲେଶନ ନିୟମ ଭଙ୍ଗ କରିଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହି ଅଭିଯୋଗ କରିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘଟଣାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛି। ଏ ସମ୍ପର୍କରେ…
୨୦୨୧ ଆଇପିଏଲରେ ଖେଳିବେ ନାହିଁ ଷ୍ଟେଇନ
ନୂଆଦିଲ୍ଲୀ,୨ା୧- ଦକ୍ଷିଣ ଆଫ୍ରିକୀୟ ପେସର ଡେଲ ଷ୍ଟେଇନ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରୁ ଓହରି ଯାଇଛନ୍ତି। କ୍ରିକେଟରୁ କିଛି ସମୟ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଛନ୍ତି ଷ୍ଟେଇନ। ତାଙ୍କ ସହ ୨୦୨୦ ସଂସ୍କରଣରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)…
କ୍ରିସ୍ ଗେଲ୍ଙ୍କ ଘୋଷଣା: ୪୫ ବର୍ଷ ଯାଏ ସନ୍ୟାସ ନେବେ ନାହିଁ, ବୋଲର୍ଙ୍କ ନିଦ ହଜାଇବେ
ଦୁବାଇ,୨।୧: ୟୁନିଭର୍ସ ବସ୍ ନାମରେ ଖ୍ୟାତ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍ କ୍ରିସ୍ ଗେଲ କ୍ରିକେଟରୁ ସନ୍ୟାସ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଏବେ ସନ୍ୟାସ ନେବା କଥା ଚିନ୍ତା କରିନାହିଁ। ମୋ ପାଖରେ ଆହୁରି ୫ ବର୍ଷ…
ଭାରତୀୟ ଖେଳାଳିଙ୍କ ଅଜାଣତରେ ହୋଟେଲ୍ ବିଲ୍ ଦେଲେ ପ୍ରଶଂସକ: ରୋହିତ ଶର୍ମା ଜାଣିବା ପରେ…
ମେଲବୋର୍ନ,୨।୧: ଭାରତରେ କ୍ରିକେଟର କ୍ରେଜ ଅଧିକ। ଖେଳ ପ୍ରତି ସମ୍ମାନ ତଥା ଖେଳାଳିଙ୍କ ପ୍ରତି ଥିବା ଭଲପାଇବାକୁ ଭଳିକି ଭଳି ଉପାୟରେ ଦେଖାଇଥାନ୍ତି ପ୍ରଶଂସକ। ସେଭଳି ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ବଡ଼ ପ୍ରଶଂସକ ସୁଧିର ଗୌତମ ଭାରତୀୟ ଟିମ୍ର ସମସ୍ତ…
ଆସିଫଙ୍କ ବଡ଼ ଖୁଲାସା: ନିଜକୁ ୧୭-୧୮ ବର୍ଷ କହୁଥିବା ପାକିସ୍ତାନର ବୋଲର୍ ବାସ୍ତବରେ ୨୭-୨୮ ବର୍ଷ ବୟସ୍କ
କରାଚି,୨।୧: କ୍ରିକେଟରେ ଖେଳାଳିଙ୍କ ବୟସଜନିତ ଠକେଇ ବେଶ ଚିନ୍ତାର ବିଷୟ ପାଲଟେ। ବର୍ତ୍ତମାନ ସମୟରେ ପାକିସ୍ତାନ କ୍ରିକେଟର ଅନେକ ଖେଳାଳି ବୟସକୁ ନେଇ ରାଡାରରେ ଅଛନ୍ତି। ତେବେ ନିଜକୁ ୧୭-୧୮ ବର୍ଷ ବୟସର ବୋଲି ଦାବି କରୁଥିବା କିଛି ପାକିସ୍ତାନୀ ବୋଲର୍…
ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି କ୍ରିକେଟର
ଇଂଲଣ୍ଡର ଭେଟେରାନ ବୋଲର ଷ୍ଟୁଆର୍ଟ ବ୍ରଡ୍ ନଜର ପ୍ରେମିକା ମୋଲି କିଙ୍ଗ୍ଙ୍କ ସହ ନିର୍ବନ୍ଧ କରିଛନ୍ତି। ବ୍ରେଡ୍ ସୋସିଆଲ ମିଡିଆରେ ଏକ ଫଟୋ ଶେୟାରକରି ଏହି ସୂଚନା ଦେଇଛନ୍ତି। ମୋଲି ପେଶାରେ ଜଣେ ମଡେଲର। ୨୦୧୮ ମସିହାରୁ ମୋଲି ଏବଂ ବ୍ରଡଙ୍କ…
ହସ୍ପିଟାଲରେ ଭର୍ତ୍ତି ହେଲେ ସୌରଭ ଗାଙ୍ଗୁଲୀ
କୋଲକାତା,୨।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଶନିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଜ ଘରେ ଜିମ୍ରେ ବ୍ୟାୟାମ କରୁଥିବା ସମୟରେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ। ହାତ, ଛାତି ଏବଂ ପିଠିରେ ଯନ୍ତ୍ରଣା…
ଓଡ଼ିଶା ଟି୨୦ କ୍ରିକେଟ ଲିଗ୍ : ପାନ୍ଥର୍ସର ଚତୁର୍ଥ ବିଜୟ
ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍ଜିଏମ୍ ଟି୨୦ କ୍ରିକେଟ ଲିଗ୍ର ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୭ ଉଇକେଟରେ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ପକ୍ଷରୁ ଧାର୍ଯ୍ୟ…
ହକି ଷ୍ଟାଡିୟମରେ ମାଇକେଲଙ୍କୁ ଗାର୍ଡ ଅଫ୍ ଅନର
ରାଉରକେଲା ଅଫିସ,୨ା ୧- ବିଶିଷ୍ଟ ହକି ତାରକା ମାଇକେଲ କିଣ୍ଡୋଙ୍କ ଶେଷକୃତ୍ୟ ଶୁକ୍ରବାର ଖ୍ରୀଷ୍ଟୀୟ ରୀତିନୀତିରେ ହମିରପୁର ଚର୍ଚ୍ଚରେ ଶେଷ ହୋଇଛି। ପୂର୍ବାହ୍ନରେ ତାଙ୍କ ମୃତଦେହ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍)ରୁ ବାସଭବନ ସେକ୍ଟର-୬କୁ ଅଣାଯାଇଥିଲା। ପରେ ସେକ୍ଟର-୫ ବିଜୁ…
କନ୍ୟାସନ୍ତାନର ଜନକ ହେଲେ ଉମେଶ
ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆ ଗସ୍ତରେ ଆହତ ସମସ୍ୟା ମଧ୍ୟରେ ଭାରତୀୟ ଦ୍ରୁତ ବୋଲର ଉମେଶ ଯାଦବଙ୍କ ପାଇଁ ନୂଆ ବର୍ଷର ପ୍ରଥମ ଦିନରେ ଆସିଛି ଖୁସି ଖବର। ସ୍ତ୍ରୀ ତାନ୍ୟା ଓ୍ବାଧଓ୍ବା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିବାରୁ ଉମେଶ ଟୁଇଟର ମାଧ୍ୟମରେ…
ରୋହିତ ଉପଅଧିନାୟକ
ନୂଆଦିଲ୍ଲୀ, ୨।୧(ପି.ଟି.)- ସିନିୟର ଓପନର ରୋହିତ ଶର୍ମା କ୍ୟାରିୟରରେ ପ୍ରଥମଥରପାଇଁ ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଉପଅଧିନାୟକ ମନୋନୀତ ହୋଇଛନ୍ତି। ଚେତେଶ୍ୱର ପୂଜାରାଙ୍କ ସ୍ଥାନରେ ରୋହିତଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ଆଡିଲେଡ୍ରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ପରେ ନିୟମିତ…

