ଖେଳ

୨ ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ୪୯ ଓଭର ବୋଲିଂ କରି ଦଳକୁ ବିଜୟ ଦେଲେ ଏହି ବୋଲର୍‌

ମାଉଣ୍ଟ ମୁଙ୍ଗାନୁଇ,୩୧।୧୨: ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ନିଲ ୱାଗନରଙ୍କ ସାହସକୁ ପ୍ରଶଂସା କରିଛନ୍ତି କିଓ୍ବି ଅଧିନାୟକ କେନ ୱିଲିୟମସନ ଏବଂ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ। ୱାଗନର ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ଦୁଇଟି ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ଚମତ୍କାର ବୋଲିଂ…

୫ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ ଧୋନୀ

ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୪ରେ ଆଜିର ଦିନରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୬ ବର୍ଷ ପୂର୍ବେ ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଧୋନୀ ହଠାତ୍‌ ଅବସର ଘୋଷଣା କରି…

ଜାନୁୟାରୀରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନା ଟୁରରେ ଯିବ

ନୂଆଦିଲ୍ଲୀ,୩୧।୧୨(ପି.ଟି.): ଖୁବ୍‌ଶୀଘ୍ର ଭାରତୀୟ ମହିଳା ହକି ଦଳ ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। ଜାନୁୟାରୀରେ ମହିଳା ଦଳ ଆର୍ଜେଣ୍ଟିନା ଟୁର କରିବ। ଏଥିସହିତ ଭାରତୀୟ ମହିଳା ଦଳ ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ଫେରିବା ନିଶ୍ଚିତ ହୋଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ସାରା…

ସ୍ବାମୀଙ୍କ ସହ କ୍ଲିନିକ୍‌ ଗଲେ ଅନୁଷ୍କା ଶର୍ମା

ମୁମ୍ବାଇ,୩୧।୧୨: ଆଜିକାଲି ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଗର୍ଭଧାରଣ ସମୟକୁ ଉପଭୋଗ କରୁଛନ୍ତି। ଏହି ସମୟରେ ସେ କୌଣସି କାରଣରୁ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ଫଟୋଶୁଟ୍‌ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ଏବେ ସ୍ବାମୀ ତଥା ଭାରତୀୟ କ୍ରିକେଟ୍‌…

ସିଡ୍‌ନୀ ଟେଷ୍ଟ: ଟିମ୍‌ କମ୍ବିନେଶନ ଉପରେ ନଜର, ମୟଙ୍କ କିମ୍ବା ବିହାରୀଙ୍କ ମଧ୍ୟରୁ ଜଣେ ଖେଳିବେ

ନୂଆଦିଲ୍ଲୀ,୩୧।୧୨(ପି.ଟି.): ୫ ବୋଲରଙ୍କୁ ନେଇ ଖେଳିବା ରଣନୀତି କାମ ଦେଲା ଓ ଭରତ ମେଲବୋର୍ନ ଟେଷ୍ଟ ଜିତିଲା। କିନ୍ତୁ ତୃତୀୟ ଟେଷ୍ଟ ପୂର୍ବରୁ ଅଜିଙ୍କ୍ୟ ରାହନେଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ପାଇଁ ବ୍ୟାଟିଂ ବିଭାଗରେ ଓପନିଂ ସ୍ଥାନ ନେଇ ପ୍ରଶ୍ନବାଚୀ ସୃଷ୍ଟି…

ରୋହିତ ଦଳରେ ଯୋଗଦେଲେ

ମେଲବୋର୍ନ, ୩୧।୧୨(ପି.ଟି.)- ସିଡ୍‌ନୀରେ ଦୁଇ ସପ୍ତାହ କ୍ୱାରାଣ୍ଟାଇନ୍‌ରେ ରହିବାପରେ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ବୁଧବାର ଭାରତୀୟ ଦଳରେ ଯୋଗ ଦେଇଛନ୍ତି। ଦ୍ୱିତୀୟ ଟେଷ୍ଟରେ ବିଜୟୀ ହୋଇଥିବା ଭାରତୀୟ ଦଳର ବ୍ୟାଟିଂ ବିଭାଗ ଏହାଦ୍ୱାରା ଅଧିକ ଶକ୍ତିଶାଳୀ ହୋଇଛି। କ୍ୱାରାଣ୍ଟାଇନ୍‌ ଅବଧି…

ବର୍ନ୍ସ ବାଦ୍‌, ଓ୍ବାର୍ନର, ପୁକୋଭସ୍କି ସାମିଲ

ମେଲବୋର୍ନ, ୩୧।୧୨(ପି.ଟି.)- ଭାରତ ବିପକ୍ଷ ଟେଷ୍ଟ ସିରିଜର ଅବଶିଷ୍ଟ ୨ଟି ମ୍ୟାଚ ପାଇଁ ଅଷ୍ଟ୍ରେଲିଆ ଦଳରୁ ଓପନର ଜୋ ବର୍ନ୍ସ ବାଦ୍‌ ପଡ଼ିଛନ୍ତି। ଡେଭିଡ ଓ୍ବାର୍ନର ଓ ଓ୍ବିଲ୍‌ ପୁକୋଭସ୍କି ଦଳରେ ସାମିଲ ହୋଇଛନ୍ତି। ପ୍ରଥମ ଦୁଇ ଟେଷ୍ଟର ୪ ଇନିଂସରେ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଟାଇଗର୍ସର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଟାଇଗର୍ସ ୨୮ ରନରେ ଜାଗୁଆର୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍‌ରେ ପ୍ରଥମେ…

ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍‌ନୀ ଯିବେନି: ହୋକ୍‌ଲି

ମେଲବୋର୍ନ,୩୧।୧୨ (ପି.ଟି.): ଜାନୁୟାରୀ ୪ ତାରିଖ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ କ୍ରିକେଟ ଦଳ ସିଡ୍‌ନୀ ଗସ୍ତ କରିବେ ନାହିଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହୋକ୍‌ଲି କହିଛନ୍ତି। ଦୁଇ ଦଳ ଆଉ କିଛିଦିନ ମେଲବୋର୍ନରେ ଟ୍ରେନିଂ…

ଥାଇଲାଣ୍ଡ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ: ସହଜ ଡ୍ର’ରେ ସିନ୍ଧୁ, ସାଇନାଙ୍କ ପାଇଁ କଷ୍ଟସାଧ୍ୟ

ନୂଆଦିଲ୍ଲୀ, ୩୧।୧୨(ପି.ଟି.)- କୋଭିଡ-୧୯ ମହାମାରୀ ପାଇଁ ପାଖାପାଖି ୧୦ ମାସର ବ୍ରେକ୍‌ ପରେ ଭାରତର ଦୁଇ ତାରକା ମହିଳା ଖେଳାଳି ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନକୁ ଫେରିବାକୁ ଯାଉଛନ୍ତି। ଥାଇଲାଣ୍ଡରେ ହେବାକୁ ଯାଉଥିବା ଟୁର୍ନାମେଣ୍ଟ ପାଇଁ ସିନ୍ଧୁ…

ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ୍‌: ଭାରତ ଦ୍ୱିତୀୟ ସ୍ଥାନ ବଜାୟ ରଖିଲା

ଦୁବାଇ,୩୧।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ର଼୍ୟାଙ୍କିଙ୍ଗ୍‌ରେ ଭାରତ ତା’ର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ମେଲବୋର୍ନରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବିଜୟୀ ହୋଇ ଭାରତ ଅପରିବର୍ତ୍ତିତ ରହିଛି।…

ସଚିନଙ୍କ ‘ହ୍ୟାଲୋ’ ଶୁଣି ଏହି ଖେଳାଳିଙ୍କୁ ହାତରୁ ଖସିପଡିଥିଲା ଖାଦ୍ୟ ଥାଳି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବିଶ୍ୱର ଜଣେ ମହାନ ବ୍ୟାଟ୍ସମ୍ୟାନ୍‌ ଭାବେ ଜଣାଶୁଣା। ଜଣେ ମହାନ କ୍ରିକେଟର୍‌ ହୋଇଥିବାରୁ ଯୁବ କ୍ରିକେଟରମାନେ ତାଙ୍କୁ ଭେଟିବାକୁ ମଧ୍ୟ ଡରନ୍ତି। ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସହ ମଧ୍ୟ ଏମିତି ହୋଇଥିଲା। ସଚିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?