ଖେଳ

ରାହାନେଙ୍କ ନେତୃତ୍ୱକୁ ନେଇ ଏମିତି କହିଦେଲେ ବିରାଟ କୋହଲି

ମେଲବୋର୍ନ,୨୯।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଦଳ ୮ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ସିରିଜ୍‌ ୧-୧ ବରାବର ରହିଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ନେତୃତ୍ୱ ନେଉଥିବା ଅଜିଙ୍କେ ରାହାନେ ପୂରା ମ୍ୟାଚରେ ଚମତ୍କାର ଅଧିନାୟକ ଦାୟିତ୍ୱ ତୁଲାଇ…

ଅନ୍ନଦାତାଙ୍କୁ ସମର୍ଥନ: ପୁରସ୍କାର ଫେରାଇଲେ ନବ ଭାଟିଆ

ଟରୋଣ୍ଟୋ,୩୦।୧୨: ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କୁ ସମର୍ଥନ ବିଦେଶରୁ ମଧ୍ୟ ମିଳିବାରେ ଲାଗିଛି। ଏହି ସମର୍ଥନ ତାଲିକାରେ ବ୍ରିଟେନ୍‌ ଏବଂ କାନାଡ଼ା ଶୀର୍ଷରେ ରହିଛନ୍ତି। ଭାରତୀୟ ବଂଶୋଭବ ନବ ଭାଟିଆ ଗ୍ଲୋବାଲ ଇଣ୍ଡିଆନ୍‌ ଆଓ୍ବାର୍ଡ ଗ୍ରହଣ କରିବାର ଗୋଟିଏ ଦିନ ପରେ…

ଆର ଅଶ୍ୱିନଙ୍କୁ ନେଇ ବଡ ଖୁଲାସା କଲେ ସ୍ତ୍ରୀ

ମେଲବୋର୍ନ,୨୯।୧୨: ଐତିହାସିକ ମେଲବୋର୍ନ ଟେଷ୍ଟରେ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଚାରି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଆୟୋଜକ ଅଷ୍ଟ୍ରେଲିଆଠାରୁ ଏକ ଲଜ୍ଜାଜନକ ପରାଜୟ ପରେ ଟିମ ଇଣ୍ଡିଆ ଦ୍ୱିତୀୟ ଟେଷ୍ଟ…

ଏହି ଭାରତୀୟ କ୍ରିକେଟର୍‌ ରଚିଲେ ଇତିହାସ

ମେଲବୋର୍ନ,୨୯।୧୨: ମେଲବୋର୍ନରେ ଖେଳାଯାଇଥିବା ଭାରତ ଏବଂ ଅଷ୍ଟ୍ରେଲିଆ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆର ବିଜୟରେ ରବିନ୍ଦ୍ର ଜାଡେଜା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ପ୍ରଥମ ଇନିଂସରେ ୫୭ ରନ ସଂଗ୍ରହ କରିଥିବା ଜାଡେଜା ମଧ୍ୟ ଏହି ମ୍ୟାଚରେ…

ନ୍ୟୁଜିଲାଣ୍ଡ ବିଜୟ ନିକଟତର: ସୌଦିଙ୍କୁ ୩୦୦ତମ ଟେଷ୍ଟ ଉଇକେଟ

ମାଉଣ୍ଟ ମଙ୍ଗାନୁଇ, ୩୦ା୧୨ (ଏପି)-ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ବିଜୟ ନିକଟତର ହୋଇଛି। ପ୍ରଥମ ଇନିଂସରେ ୧୯୨ରନ ଅଗ୍ରଣୀ ଲାଭ କରିବାପରେ ଘରୋଇ ଦଳ ମଙ୍ଗଳବାର ଚତୁର୍ଥ ଦିବସ ଖେଳରେ ୧୮୦/୫ରେ ଏହାର ଦ୍ୱିତୀୟ ଇନିଂସ ଘୋଷଣା କରିଛି।…

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌-ଏଟିକେ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୩୦।୧୨-ଇଣ୍ଡିଆନ ସୁପରଲିଗ୍‌ରେ ମଙ୍ଗଳବାର ଚେନ୍ନାଇନ୍‌ ଏଫ୍‌ସି-ଏଟିକେ ମୋହନବାଗାନ ମ୍ୟାଚ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ କରିପାରି ନ ଥିଲେ। ଫଳରେ ମ୍ୟାଚଟି ଗୋଲଶୂନ୍ୟଭାବେ ଶେଷ ହୋଇଛି। ପଏଣ୍ଟ ଭାଗ କରିବା…

ଦକ୍ଷିଣ ଆଫ୍ରିକାର ଇନିଂସ ବିଜୟ

ସେଞ୍ଚୁରିଅନ, ୩୦ା୧୨- ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କଠାରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୧ ଇନିଂସ ଓ ୪୫ ରନରେ ବିଜୟ ହାସଲ କରିଛି। ମ୍ୟାଚବେଳେ ଶ୍ରୀଲଙ୍କାର ୫ ବୋଲରଙ୍କ ମଧ୍ୟରୁ ୪ଜଣ ଆଘାତପ୍ରାପ୍ତ ହୋଇଛନ୍ତି।…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଲାୟନ୍ସକୁ ହରାଇଲା ପାନ୍ଥର୍ସ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୭ ଉଇକେଟରେ ଲାୟନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଲାୟନ୍ସ ୨୦ ଓଭରରେ ୯…

ପ୍ରଶିକ୍ଷକ ଦୀପ୍ତିରଞ୍ଜନଙ୍କୁ ୧୦ ଡାନ ରେଡ୍‌ ବେଲ୍ଟ

ଭୁବନେଶ୍ୱର,୨୯।୧୨(ସ୍ପୋଟର୍‌ସ ବ୍ୟୁରୋ): ପ୍ରଶିକ୍ଷକ ଦୀପ୍ତିରଞ୍ଜନ ମହାପାତ୍ର କୁମ୍ଫୋ କରାଟେରେ ସମ୍ମାନଜନକ ୧୦ ଡାନ ରେଡ୍‌ ବେଲ୍ଟ ପାଇଛନ୍ତି। ଆତ୍ମରକ୍ଷା କୌଶଳ କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ଆଧାରରେ ବିଶ୍ୱ ଗ୍ରାଣ୍ଡମାଷ୍ଟର ପରିଷଦ ପକ୍ଷରୁ ବିଶ୍ୱର ୫ ଜଣ ଗ୍ରାଣ୍ଡମାଷ୍ଟରଙ୍କୁ ଏହି ଉପାଧି…

ଭାରତ-ଅଷ୍ଟ୍ରେଲିଆ ସିରିଜ୍‌: କାର୍ଯ୍ୟସୂଚୀରେ ହେବ ନାହିଁ ପରିବର୍ତ୍ତନ

ସିଡ୍‌ନୀ,୨୯।୧୨: ଭ୍ରମଣକାରୀ ଭାରତୀୟ ଦଳ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର କାର୍ଯ୍ୟସୂଚୀରେ ହେବ ନାହିଁ କୌଣସି ପରିବର୍ତ୍ତନ। କୋଭିଡ୍‌-୧୯ ଯୋଗୁ ସିରିଜ୍‌ର ତୃତୀୟ ମ୍ୟାଚ୍‌ ସିଡ୍‌ନୀ ପରିବର୍ତ୍ତେ ମେଲବୋର୍ନଠାରେ ଆୟୋଜିତ ହେବା ନେଇ ସମ୍ଭାବନା…

କଟିଲା ଅଷ୍ଟ୍ରେଲିଆ ଖେଳାଳିଙ୍କ ମ୍ୟାଚ୍‌ ଫି’

ମେଲବୋର୍ନ,୨୯।୧୨: ଏଠାରେ ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧିମା ବୋଲିଂ ପାଇଁ ଅଷ୍ଟ୍ରେଲିଆ ଦଳକୁ ଦଣ୍ଡିତ କରାଯାଇଛି। ଏଥି ଯୋଗୁ ଦଳୀୟ ଖେଳାଳିଙ୍କ ୪୦ ପ୍ରତିଶତ ମ୍ୟାଚ୍‌ ଫି’ କାଟ କରାଯିବା ସହ ହ୍ରାସ ପାଇଛି ଦଳର ଆଇସିସି ବିଶ୍ୱ ଟେଷ୍ଟ…

ଧୋନୀ, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ଜାଡେଜା

ମେଲବୋର୍ନ,୨୯।୧୨: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ମଙ୍ଗଳବାର ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ବର୍ତ୍ତମାନ କ୍ୟାପଟେନ ବିରାଟ କୋହଲିଙ୍କ ଭଳି ମହାନ ଭାରତୀୟ କ୍ରିକେଟରଙ୍କ କ୍ଲବରେ ସ୍ଥାନ ହାସଲ କରିଛନ୍ତି ଜାଡେଜା। ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?