ଖେଳ

ମାସ୍କ ନ ପିନ୍ଧି ପୋଲିସ ସହ ଝଗଡ଼ା କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ରାଜକୋଟ, ୧୧।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ମାସ୍କ ପରିଧାନ ନ କରି ଗୁଜରାଟର ରାଜକୋଟ ସହରରେ ବୁଲୁଥିବାର ଦେଖିବାକୁ ମିଳିଥିଲା। କରୋନା ନିୟମ ଉଲ୍ଲଘଂନ କରିଥିବା କରିଥିବା ହେତୁ ଯେତେବେଳେ ଜଣେ...

ରେଷ୍ଟୁରାଣ୍ଟର ମାଲିକାଣୀ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ ଇଣ୍ଡିଆର ଷ୍ଟାର ଉଇକେଟ କିପର ରିଦ୍ଧିମାନ ସାହା ୨୦୧୧ରେ ରୋମି ମିତ୍ରଙ୍କୁ ବିବାହ କରିଥିଲେ। ବିବାହ ପରେ ରୋମି ତାଙ୍କ ନାମ ଦେବାରତୀ ସାହା ପରିବର୍ତ୍ତନ କରିଥିଲେ। ସାହାଙ୍କ ପତ୍ନୀ ହେଉଛନ୍ତି ଏକ ରେଷ୍ଟୁରାଣ୍ଟର ମାଲିକ। କୋଲକାତାରେ ତାଙ୍କ...

୨୦ ବର୍ଷ ହେବ ଅକ୍ଷୟ କୁମାରଙ୍କ ଅପେକ୍ଷାରେ ଥିଲେ ଏହି ଯୁବତୀ, ମିଳିଲା ଏମିତି ଉତ୍ତର

ବଲିଉଡର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ଅକ୍ଷୟ କୁମାର। ତାଙ୍କର ପ୍ରଶଂସକ ମଧ୍ୟ ଅନେକ ଅଛନ୍ତି। ନିକଟରେ ଅକ୍ଷୟଙ୍କ ବାର୍ତ୍ତାକୁ ୨୦ ବର୍ଷ ଅପେକ୍ଷା କରିଥିବା ଜଣେ ପ୍ରଶଂସକ ଟୁଇଟରରେ ଅଭିନେତାଙ୍କୁ ମେସେଜ କରିଥିଲେ। ଶେଷରେ, ଅକ୍ଷୟ ଏହି ପ୍ରଶଂସକଙ୍କୁ...

ଅନୁଷ୍କା ଶର୍ମାଙ୍କ ବେବି ବମ୍ପ୍‌ ସହ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ କୋହଲିଙ୍କୁ ଅନୁଷ୍କାଙ୍କ ବେବି ବମ୍ପ୍‌ ସହ ଦେଖିବାକୁ ମିଳୁଛି। ଏହି ଫଟୋର ସତ୍ୟତା...

ପୁଣି ପିତା ହେଲେ କି ଧୋନୀ, ଝିଅ ଜିଭା ସହ କୁନି ଶିଶୁକୁ ନେଇ ଚର୍ଚ୍ଚା

ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆଠାରୁ ବହୁ ଦୂରରେ ଥାନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଅଛନ୍ତି। ଲକଡାଉନରେ ପ୍ରଶଂସକମାନେ ଧୋନୀଙ୍କ ବିଷୟରେ ସୋଶୀ ମିଡିଆ ଆକାଉଣ୍ଟ ଜରିଆରେ...

ପାକିସ୍ତାନୀ କ୍ରିକେଟର ହେଲେ ରାମଭକ୍ତ…

ଇସଲାମାବାଦ୍‌, ୧୧।୮: ଅଯୋଧ୍ୟାରେ ରାମଲଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ଭାରତ ସରକାରଙ୍କ ଅନୁମତି ଲୋଡ଼ିବେ ବୋଲି...

ଆଇସିସି ଚେୟାରମ୍ୟାନ ନିର୍ବାଚନ: ସର୍ବସମ୍ମତ ପ୍ରାର୍ଥୀ ସପକ୍ଷରେ ବୋର୍ଡ

ନୂଆଦିଲ୍ଲୀ, ୧୧ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୋର୍ଡ ଅଫ୍‌ ଡାଇରେକ୍ଟର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାର ସଦସ୍ୟମାନେ ଶଶାଙ୍କ ମନୋହରଙ୍କ ସ୍ଥାନରେ ବିଶ୍ୱ କ୍ରିକେଟ ପରିଚାଳନା ସଂସ୍ଥାର ପରବର୍ତ୍ତୀ ଚେୟାରମ୍ୟାନ ବାଛିବା ନେଇ କୌଣସି ସିଦ୍ଧାନ୍ତରେ...

ଆଇପିଏଲ-୨୦୨୦: ଅଗଷ୍ଟ ୧୮ ସୁଦ୍ଧା ପ୍ରାୟୋଜକ ଚୂଡ଼ାନ୍ତ

ନୂଆଦିଲ୍ଲୀ, ୧୧।୮(ପି.ଟି.)- ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ-୨୦୨୦) ଆୟୋଜନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁଷ୍ଠାନିକଭାବେ ଭାରତ ସରକାରଙ୍କଠାରୁ ଅନୁମତି ପାଇଛି। ଆଇପିଏଲ ଅଧ୍ୟକ୍ଷ ବ୍ରିଜେଶ ପଟେଲ ସୋମବାର ଏହା ପ୍ରକାଶ କରିଛନ୍ତି। ଟୁର୍ନାମେଣ୍ଟର...

ବାଂଲାଦେଶର ପୂର୍ବତନ ସ୍ପିନର ମୋଶାରାଫ୍‌ ପଜିଟିଭ୍‌

ଢାକା, ୧୧ା୮ (ପି.ଟି.)-ବାଂଲାଦେଶର ପୂର୍ବତନ ବାମହାତୀ ସ୍ପିନର ମୋଶାରାଫ୍‌ ହୋସେନ୍‌ଙ୍କ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଛି। ଜାତୀୟ ଦଳ ତରଫରୁ ଏହି ଖେଳାଳି ୫ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ବ୍ରେନ୍‌ ଟ୍ୟୁମର ଯୋଗୁ ସେ ୪ ମାସ ହେଲା ଚିକିତ୍ସାଧୀନ...

ଷ୍ଟାର୍କଙ୍କ ବୀମା ରାଶି ବିବାଦର ସମାଧାନ

ମେଲବୋର୍ନ, ୧୧ା୮ (ପି.ଟି.)-ଅଷ୍ଟ୍ରେଲିଆର ଷ୍ଟାର୍‌ ପେସ୍‌ ବୋଲର ମିଚେଲ ଷ୍ଟାର୍କଙ୍କ ବୀମା ରାଶିକୁ ନେଇ ହୋଇଥିବା ବିବାଦର ସମାଧାନ ହୋଇଛି। ୨୦୧୮ରେ ଏକ ଇଞ୍ଜୁରି ପାଇଁ ସେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସହିତ ଆଇପିଏଲ୍‌ ଚୁକ୍ତି ହରାଇଥିଲେ। ଏଥିପାଇଁ...

ଫେରୋ ଜିତିଲେ ପାଲ୍‌ରେମୋ ଓପନ

ପାଲେରମୋ, ୧୧ା୮(ଏପି)-ଫ୍ରାନ୍ସର ଫିଓନା ଫେରୋ ପାଲ୍‌ରମୋ ଲେଡିଜ୍‌ ଓପନ୍‌ ଟେନିସ୍‌ ଚାମ୍ପିୟନ ହୋଇଛନ୍ତି। ସେ ଫାଇନାଲରେ ଚତୁର୍ଥ ସିଡ୍‌ ଇସ୍ତୋନିଆର ଆନେଟ୍‌ କୋଣ୍ଟାଭିଟ୍‌କୁ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ୫ ମାସ ମଧ୍ୟରେ ଏହା ତାଙ୍କର ପ୍ରଥମ ଟୁର୍‌...

ମନ୍‌ଦୀପ ସିଂଙ୍କୁ କରୋନା

ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍‌ ଫରଓ୍ବାର୍ଡ ମନ୍‌ଦୀପ ସିଂଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri