ଖେଳ

ଭାରତର ଐତିହାସିକ ବିଜୟ

ମେଲବୋର୍ନ,୨୯।୧୨: ବକ୍ସିଂ ଡେ’ ଟେଷ୍ଟରେ କଙ୍ଗାରୁ ଟିମକୁ ଧୂଳି ଚଟାଇଛି ଭାରତୀୟ ଦଳ। ଟିମ ଇଣ୍ଡିଆ ଏହି ଐତିହାସିକ ଟେଷ୍ଟରେ ୮ ଉଇକେଟରେ ଅଷ୍ଟ୍ରେଲିଆକୁ ହରାଇ ହିସାବ ବରାବର କରିଛି। ଏହି ବିଜୟ ସହ ଚାରିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୧-୧ରେ…

ଡୁ’ପ୍ଲେସି ୧୯୯: ଦକ୍ଷିଣ ଆଫ୍ରିକା ୬୨୧

ସେଞ୍ଚୁରିଅନ୍‌ (ଦକ୍ଷିଣ ଆଫ୍ରିକା), ୨୯ା୧୨ (ଏପି)-ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟର ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୨୨୫ରନର ବୃହତ୍‌ ଅଗ୍ରଣୀ ଲାଭ କରିଛି। ଜବାବରେ ଭ୍ରମଣକାରୀ ଦଳ ସୋମବାର ଖେଳ ଶେଷ ସୁଦ୍ଧା…

ପ୍ରଥମ ଟେଷ୍ଟ:ଫଲୋଅନ ଏଡ଼ାଇଲା ପାକିସ୍ତାନ

ମାଉଣ୍ଟ ମାଉଗାନୁଇ,୨୯।୧୨(ଏପି): ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ପରେ ନୂଆ ଟେଷ୍ଟ ଅଧିନାୟକ ମହମ୍ମଦ ରିଜ୍‌ଓ୍ବାନ ଓ ଫହିମ ଆଶ୍ରଫ ଲଢୁଆ ବ୍ୟାଟିଂ କରି ଘରୋଇ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନକୁ ଫଲୋଅନରୁ ବଞ୍ଚାଇଛନ୍ତି। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ…

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁକୁ ହରାଇଲା ଜାମସେଦପୁର

ଫତୋର୍ଦା, ୨୯।୧୨-ଇଣ୍ଡିଆନ ସୁପରଲିଗ୍‌ର ସୋମବାର ଅନୁଷ୍ଠିତ ମ୍ୟାଚରେ ଜାମସେଦପୁର ଏଫସି ୧-୦ ଗୋଲରେ ବେଙ୍ଗାଲୁରୁ ଏଫସିକୁ ପରାସ୍ତ କରିଛି। ମ୍ୟାଚର ୭୯ତମ ମିନିଟରେ ଷ୍ଟିଫେନ୍‌ ଏଜେ ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଅନିକେତ ଯାଦବ ତାଙ୍କୁ ଗୋଲ ଦେବାରେ…

ଏସ୍‌ଆର ଅନ୍‌ଲାଇନ୍‌ ଓପନ ଚେସ୍‌: ଟାଇଟଲରେ ନିଖିଲଙ୍କ ହ୍ୟାଟ୍ରିକ

ଭୁବନେଶ୍ୱର, ୨୯।୧୨(କ୍ରୀଡ଼ା ପ୍ରତିନିଧି)- ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୪ତମ ଅନ୍‌ଲାଇନ୍‌ ଚେସ୍‌ ପ୍ରତିଯୋଗିତାରେ ଷ୍ଟିଓ୍ବାର୍ଟ ସ୍କୁଲର ନିଖିଲ ସାହୁ ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ନିଖିଲ ୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛି। ଏଥିସହ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଚିତାସ୍‌ର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ଚିତାସ ୬ ଉଇକେଟରେ ଜାଗୁଆର୍ସକୁ ପରାସ୍ତ କରିଛି। ଜାଗୁଆର୍ସ ୨୦ ଓଭରରେ ୫ ଉଇକେଟ ହରାଇ…

ଦ୍ୱିଶତକରୁ ଅଳ୍ପକେ ବଞ୍ଚିତ ହେଲେ ଡୁ’ପ୍ଲେସି

ସେଞ୍ଚୁରିଅନ୍‌, ୨୮ା୧୨: ଶ୍ରୀଲଙ୍କା ବିପକ୍ଷରେ ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ମାତ୍ର ୧ ରନ୍‌ରେ ଦ୍ୱିଶତକରୁ ବଞ୍ଚତ୍ତ ହୋଇଛନ୍ତି ଦକ୍ଷିଣ ଆଫ୍ରିକାର ବରିଷ୍ଠ ବ୍ୟାଟ୍ସମ୍ୟାନ ଫାପ ଡୁ’ପ୍ଲେସି। ୧୯୯ ରନ୍‌ କରି ଖେଳୁଥିବାବେଳେ ଡୁ’ପ୍ଲେସି ଦୁର୍ଭାଗ୍ୟବଶତଃ…

ବିରାଟ କୋହଲିଙ୍କୁ ଶକ୍ତ ଚାପୁଡା ମାରିଥିଲେ ଏହି ବ୍ୟକ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ ଉଚ୍ଚ…

ଦାବି ପ୍ରତ୍ୟାହାର ପାଇଁ ବେଦୀଙ୍କୁ ଅନୁରୋଧ କରିବ ଡିଡିସିଏ

ନୂଆଦିଲ୍ଲୀ,୨୮ା୧୨- କିମ୍ବଦନ୍ତୀ ଭାରତୀୟ ସ୍ପିନର ବିଶନ ସିଂ ବେଦୀଙ୍କୁ ଦିଲ୍ଲୀ କ୍ରିକେଟର ‘ବିସ୍ମ ପିତାମହ’ ଅଭିହିତ କରିଛନ୍ତି ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ସଭାପତି ରୋହନ ଜେଟଲି। ଆଉ ଫିରୋଜା ଶାହା କୋଟଲା ଗ୍ରାଉଣ୍ଡର ଏକ ଷ୍ଟାଣ୍ଡରୁ ନାମ ହଟାଇବା…

ଲର୍ଡ୍ସ ଶତକ ମୋ କ୍ୟାରିୟରର ଶ୍ରେଷ୍ଠ ଇନିଂସ : ରାହାନେ

ମେଲବୋର୍ନ,୨୮ା୧୨- ଅଷ୍ଟ୍ରେଲିଆ ବିପକ୍ଷରେ ଏମ୍‌ସିଜିଠାରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଶତକୀୟ ପାଳିକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ହେଲେ ଏହାକୁ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ଶତକ ଭାବେ ବିବେଚନା କରୁ ନହାନ୍ତିଁ ରାହାନେ। ତାଙ୍କ ୧୧୨…

ଦଶନ୍ଧିର ସର୍ବଶ୍ରେଷ୍ଠ ଖେଳାଳି ହେଲେ ବିରାଟ କୋହଲି, ଧୋନୀଙ୍କୁ ମିଳିଲା ଖାସ୍‌ ପୁରସ୍କାର

ଦୁବାଇ,୨୮।୧୨: ଆଇସିସି ସୋମବାର ଅନେକ ପୁରସ୍କାର ଘୋଷଣା କରିଛି। ଏଥିରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଦୁଇଟି ପୁରସ୍କାର ଜିତିଥିବାବେଳେ ଧୋନୀଙ୍କୁ ଖେଳ ଭାବନା ପାଇଁ ବିଶେଷ ସମ୍ମାନ ପ୍ରଦାନ କରାଯାଇଛି। ବିରାଟଙ୍କୁ ଆଇସିସି ଦ୍ୱାରା ଦଶନ୍ଧିର ଶ୍ରେଷ୍ଠ ଏକଦିବସୀୟ…

୨୭ଥର ଅଶ୍ୱିନ ପାଇଁ ଏହି କାମ କରିଛନ୍ତି ଅଜିଙ୍କେ ରାହାନେ

ମେଲବୋର୍ନ,୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଥିବା ବକ୍ସିଂ ଡେ’ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଅଜିଙ୍କେ ରାହାନେ ମିଶି ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ବୋଲର ଏବଂ ଫିଲ୍ଡର ଏକାଠି ସର୍ବାଧିକ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?