ଷ୍ଟାର୍କଙ୍କ ବୀମା ରାଶି ବିବାଦର ସମାଧାନ
ମେଲବୋର୍ନ, ୧୧ା୮ (ପି.ଟି.)-ଅଷ୍ଟ୍ରେଲିଆର ଷ୍ଟାର୍ ପେସ୍ ବୋଲର ମିଚେଲ ଷ୍ଟାର୍କଙ୍କ ବୀମା ରାଶିକୁ ନେଇ ହୋଇଥିବା ବିବାଦର ସମାଧାନ ହୋଇଛି। ୨୦୧୮ରେ ଏକ ଇଞ୍ଜୁରି ପାଇଁ ସେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ସହିତ ଆଇପିଏଲ୍ ଚୁକ୍ତି ହରାଇଥିଲେ। ଏଥିପାଇଁ...
ଫେରୋ ଜିତିଲେ ପାଲ୍ରେମୋ ଓପନ
ପାଲେରମୋ, ୧୧ା୮(ଏପି)-ଫ୍ରାନ୍ସର ଫିଓନା ଫେରୋ ପାଲ୍ରମୋ ଲେଡିଜ୍ ଓପନ୍ ଟେନିସ୍ ଚାମ୍ପିୟନ ହୋଇଛନ୍ତି। ସେ ଫାଇନାଲରେ ଚତୁର୍ଥ ସିଡ୍ ଇସ୍ତୋନିଆର ଆନେଟ୍ କୋଣ୍ଟାଭିଟ୍କୁ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ୫ ମାସ ମଧ୍ୟରେ ଏହା ତାଙ୍କର ପ୍ରଥମ ଟୁର୍...
ମନ୍ଦୀପ ସିଂଙ୍କୁ କରୋନା
ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍ ଫରଓ୍ବାର୍ଡ ମନ୍ଦୀପ ସିଂଙ୍କର କୋଭିଡ୍-୧୯ ଟେଷ୍ଟରେ ପଜିଟିଭ୍ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫...
କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର
ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ। ମାତ୍ର ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଏବେ ମଧ୍ୟ ଦର୍ଶକଙ୍କ ପସନ୍ଦର...
ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍
ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ପ୍ରକାଶ କରିଛନ୍ତି। ୨୦୨୧-୨୨ ଆଶେସ ସିରିଜ...
୯ ବର୍ଷ ବୟସରେ ପଣ୍ଟିଂଙ୍କ ବ୍ୟାଟିଂ ଦେଖି ଭୟରେ ନିୟମ ବଦଳାଇ ଦେଇଥିଲା ସ୍କୁଲ
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପ୍ରାକ୍ତନ ଅଧିନାୟକ ରିକି ପଣ୍ଟିଂ ତାଙ୍କ ନେତୃତ୍ୱରେ ଦେଶକୁ ୨ଥର ବିଶ୍ୱ ଚାମ୍ପିୟନ କରାଇଛନ୍ତି। ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ ବିବେଚନା କରାଯାଏ। ପଣ୍ଟିଂଙ୍କ ନେତୃତ୍ୱଶୈଳୀ ଯେଉଁଭଳି ଉଚ୍ଚକୋଟୀର ବ୍ୟାଟିଂ ଦକ୍ଷତା ମଧ୍ୟ ସେହିଭଳି...
ପଟିଆଲା ରାଜାଙ୍କ ନାମରେ ନାମିତ ହେବ ଏହି କ୍ରିକେଟ୍ ଷ୍ଟାଡିୟମ
ଚଣ୍ଡିଗଡ଼, ୧୦।୮: ମୁଲାନପୁରଠାରେ ନିର୍ମାଣ ଚାଲିଥିବା ନୂଆ କ୍ରିକେଟ୍ ଷ୍ଟାଡିୟମର ନାମ ପଟିଆଲାର ଅନ୍ତିମ ରାଜା ସ୍ବର୍ଗତ ମହାରାଜା ଯାଦବିନ୍ଦ୍ର ସିଂଙ୍କ ନାମରେ ନାମିତ କରାଯିବ। ପଞ୍ଜାବ କ୍ରିକେଟ୍ ଆସୋସିଏଶନ (ପିସିଏ) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମହାରାଜ ଯାଦବିନ୍ଦ୍ର...
କରୋନା ଆକ୍ରାନ୍ତ ହେଲେ ଏହି ଭାରତୀୟ ଖେଳାଳି
ବେଙ୍ଗାଲୁରୁ, ୧୦।୮: ଭାରତୀୟ ହକି ଦଳର ଫର୍ଓ୍ବାର୍ଡ ମନ୍ଦୀପ୍ ସିଂ ମହାମାରୀ କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଛନ୍ତି। ଘାତକ କରୋନା ଭାଇରସ୍ରେ ଆକ୍ରାନ୍ତ ହେବାରେ ସେ ୬ଷ୍ଠ ଭାରତୀୟ ହକି ଖେଳାଳି ହୋଇଛନ୍ତି। ମନ୍ଦୀପ୍ଙ୍କ ପୂର୍ବରୁ ଅଧିନାୟକ ମନ୍ପ୍ରୀତ୍ ସିଂ,...
ଏହି କ୍ରିକେଟରଙ୍କୁ ବ୍ରେନ୍ ଟ୍ୟୁମର, କରୋନା ଆକ୍ରାନ୍ତ ଜଣାପଡିବା ପରେ ମେଡିକାଲରେ ଭର୍ତ୍ତି
ଢାକା,୧୦।୮: ପୂର୍ବତନ ବାମହାତୀ ବାଂଲାଦେଶୀ ସ୍ପିନର ମୁଶରଫ ହୁସେନ କରୋନା ସଂକ୍ରମିତ ହୋଇଛନ୍ତି। ମୁଶରଫଙ୍କ ପିତା କରୋନା ଆକ୍ରାନ୍ତ ହୋଇଥିବାରୁ ସଂସ୍ପର୍ଶରେ ଆସି ତାଙ୍କୁ କରୋନା ହୋଇଥିବା ଜଣାପଡିଛି। ଏବେ ତାଙ୍କ ମେଡିକାଲରେ ଭର୍ତ୍ତି କରାଯାଇଛି। କରୋନାରୁ ମୁକ୍ତି ପାଇବା...
ଆଉ ଅପେକ୍ଷା କରି ହେଉନାହିଁ, କାହିଁକି ଏମିତି କହିଲେ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦେଶ ପାଇଁ ଖେଳିବାବେଳେ ଅନେକ ଐତିହାସିକ ବିଜୟ ହାସଲ କରିଛନ୍ତି। କିନ୍ତୁ ଆଇପିଏଲରେ ତାଙ୍କ ଅଧିନାୟିକତ୍ୱରେ ରୟାସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏପର୍ଯ୍ୟନ୍ତ ସେତେଟା ଆଖିଦୃଶିଆ ପ୍ରଦର୍ଶନ କରିପାରି ନାହିଁ। ଦଳ ଏପର୍ଯ୍ୟନ୍ତ...
ଜୁଭେଣ୍ଟସ ଛାଡ଼ି ପାରନ୍ତି ରୋନାଲ୍ଡୋ
ଟୁରିନ, ୧୦।୮: ଚାମ୍ପିୟନ୍ସ ଲିଗ୍ରୁ ଜୁଭେଣ୍ଟସ ବାଦ୍ ପଡ଼ିବାପରେ ଫୁଟବଲ ତାରକା କ୍ରିଷ୍ଟିଆନୋ ରୋନାଲ୍ଡୋ ଏହି କ୍ଲବ ଛାଡ଼ିବା ସମ୍ପର୍କରେ ଚିନ୍ତା କରୁଛନ୍ତି। ବ୍ୟକ୍ତିଗତଭାବେ ସେ ସିଜନକୁ ଉପଭୋଗ କରିଥିଲେ ହେଁ ତାଙ୍କର ଟ୍ରଫି ଜିତିବା ଅଭିଳାଷ ପୂରଣ ହୋଇ...
ପାକିସ୍ତାନ ବିପକ୍ଷ ଅବଶିଷ୍ଟ ୨ ଟେଷ୍ଟ ଖେଳିବେନି ଷ୍ଟୋକ୍ସ
ମାଞ୍ଚେଷ୍ଟର, ୧୦ା୮ (ପି.ଟି.)- ପାରିବାରିକ କାରଣ ଦର୍ଶାଇ ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ଓହରିଯାଇଛନ୍ତି। ଦେଶର କ୍ରିକେଟ ବୋର୍ଡ ତରଫରୁ ରବିବାର ଏହା ଘୋଷଣା କରାଯାଇଛି।...
Archives


