ଖେଳ

ଧୋନୀଙ୍କ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ନ ଥାଏ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍‌ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ଲଗାଇ ବ୍ୟାଟିଂ କରୁଥିବାର ଦେଖାଯାଏ। ଏହି ଟ୍ରେଣ୍ଡ୍‌ ପ୍ରଥମେ ଆରମ୍ଭ କରିଥିଲେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ତାଙ୍କ ପରେ ଗୌତମ ଗମ୍ଭୀର, ବିରେନ୍ଦ୍ର ସେହଓ୍ବାଗ୍‌ ଏବଂ ବିରାଟ କୋହଲିଙ୍କ...

ଟେଷ୍ଟ ପଦାର୍ପଣରେ ଦ୍ୱିଶତକ ହାସଲ କରିଥିଲେ ଏହି ୫ ବ୍ୟାଟ୍ସମ୍ୟାନ

ଅନ୍ତର୍ଜାତୀୟ ପଦାର୍ପଣ ମ୍ୟାଚ୍‌କୁ ସ୍ମରଣୀୟ କରିବା ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଯଦି କୌଣସି କ୍ରିକେଟର୍‌ ପଦାର୍ପଣ ମ୍ୟାଚ୍‌ରେ ଶତକ ହାସଲ କରନ୍ତି ତେବେ ଏହା ତାଙ୍କ ଲାଗି ବେଶ୍‌ ସ୍ବତନ୍ତ୍ର ହୋଇଥାଏ। ସେହିଭଳି ଟେଷ୍ଟ କ୍ରିକେଟ୍‌ରେ ଏମିତି ୫...

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇରେ ଅଭ୍ୟାସ କରିବେ ଧୋନୀ, ରାଇନା

ଚେନ୍ନାଇ, ୯।୮: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌କୁ ଭାରତ ବଦଳରେ ୟୁଏଇରେ...

୩୯ ବର୍ଷ ବୟସରେ ଏହି ଭାରତୀୟ ଫୁଟବଲ ଖେଳାଳିଙ୍କ ପରଲୋକ

କୋଲକାତା,୯।୮(ପି.ଟି.): ପୂର୍ବତନ ଭାରତୀୟ ଡିପେଣ୍ଡର ତଥା ଜଣାଶୁଣା କ୍ଲବ ମୋହନ ବାଗାନ ଅଧିନାୟକ ମାନିଟୋମ୍ବି ସିଂ ମାତ୍ର ୩୯ ବର୍ଷରେ ପରଲୋକ ଗମନ କରିଛନ୍ତି। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣପୁର ରାଜଧାନୀ ଇମ୍ପାଲ ନିକଟସ୍ତ ନିଜ ଗ୍ରାମରେ ସେ ମୃତ୍ୟୁ ବରଣ...

ଟ୍ରେନିଂ ଆରମ୍ଭ କଲେ ସାଇନା ନେହ୍ବାଲ

ନୂଆଦିଲ୍ଳୀ,୯।୮(ପି.ଟି.): ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ୍‌ ପଦକ ବିଜୟିନୀ ସାଇନା ନେହ୍ବାଲ ଦୀର୍ଘ ଦିନ ପରେ ପୁଣି ଟ୍ରେନିଂ ଆରମ୍ଭ କରିଛନ୍ତି। ହାଇଦ୍ରାବାଦ୍‌ର ଏକ ସ୍ବତନ୍ତ୍ର ସ୍ଥାନରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। କରୋନା ଭାଇରସ ସଂକ୍ରମଣ କାରଣରୁ କିଛି ମାସ...

ନିର୍ବନ୍ଧ ଶେଷ ହେବାପରେ ବି ଚହଲଙ୍କୁ ଛାଡିଲେନି ଏହି କ୍ରିକେଟର, କହିଲେ ଏମିତି

ଭାରତୀୟ କ୍ରିକେଟ ଦଳର ଯୁବ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ନିର୍ବନ୍ଧ ଶେଷ ହୋଇଛି। ଡାକ୍ତର, କୋରିଓଗ୍ରାଫର ତଥା ୟୁଟ୍ୟୁବର ଧନଶ୍ରୀ ବର୍ମାଙ୍କୁ ନିଜ ଜୀବନ ସାଥୀ ରୂପେ ବାଛିଛନ୍ତି ଚହଲ। ନିର୍ବନ୍ଧ ଶେଷ ପରେ ସେ ନିଜ ସୋସିଆଲ ଆକାଉଣ୍ଟରେ...

ବିବାହ ସ୍ଥିର ହେବାକୁ ନେଇ ଚହଲଙ୍କ ଗୋଡ଼ ଟାଣିଲେ ସେହଓ୍ବାଗ୍‌, କହିଲେ ଏପରି କିଛି

ନୂଆଦିଲ୍ଲୀ,୯।୮: ଭାରତୀୟ ରିଷ୍ଟ ସ୍ପିନର ୟୁଜବେନ୍ଦ୍ର ଚହଲ ଲୋକପ୍ରିୟ କୋରିଓଗ୍ରାଫର ଧନଶ୍ରୀଙ୍କ ସହ ନିର୍ବନ୍ଧ କରିଛନ୍ତି। ଶନିବାର ଚହଲ ନିଜର ଅଫିସିଆଲ ଟୁଇଟର ପୃଷ୍ଠାରେ ଧନଶ୍ରୀଙ୍କ ସହ ନିଜର ଏକ ସୁନ୍ଦର ଫଟୋ ଶେୟାର କରି ଏହି ସୂଚନା ଦେଇଥିଲେ।...

ଆର୍ଥିକ ସଙ୍କଟରେ ସ୍ବସ୍ତିକା

କୋଲକାତା, ୯ା୮ (ପି.ଟି.)-କରୋନା ଭାଇରସ୍‌ ଯୋଗୁ ଲକ୍‌ଡାଉନ୍‌ ଚାଲିଥିବାରୁ ବିଶ୍ୱର ୫ ନମ୍ବର ମାନ୍ୟତାପ୍ରାପ୍ତ ଜୁନିୟର ଟେବୁଲ ଟେନିସ (ଟିଟି) ଖେଳାଳି ସ୍ବସ୍ତିକା ଘୋଷ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି। ମୁମ୍ବାଇରେ ଘର ଭଡ଼ା ଦେଇ ରହିବା ତାଙ୍କ ପରିବାର ପକ୍ଷେ...

ଓଲି ରବିନସନଙ୍କ ଡାକରା

ସାଉଥାମ୍ପଟନ, ୯ା୮ (ପି.ଟି.)- ଅଗଷ୍ଟ ୧୩ରୁ ଏଜାସବାଓଲଠାରେ ହେବାକୁଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ ପାଇଁ ଇଂଲଣ୍ଡର ରୁଦ୍ଧଦ୍ୱାର ଟ୍ରେନିଂ କ୍ୟାମ୍ପରେ ଯୋଗଦେବା ଲାଗି ଉଦୀୟମାନ ପେସ୍‌ ବୋଲର ଓଲି ରବିନସନଙ୍କୁ କୁହାଯାଇଛି। ଏହି ଖେଳାଳି ଆସନ୍ତା...

ବୋଟାସଙ୍କୁ ପୋଲ୍‌ ପୋଜିଶନ

ସିଲଭରଷ୍ଟୋନ୍‌, ୯ା୮ (ଏପି)-ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ ଟିମ୍‌ମେଟ୍‌ ଲିଓ୍ବିସ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଏଠାରେ ପୋଲ ପୋଜିଶନ ହାସଲ କରିଛନ୍ତି। ଗତ ରବିବାର ଏହି ସିଲ୍‌ଭରଷ୍ଟୋନ୍‌ ସର୍କିଟ୍‌ରେ ବ୍ରିଟିଶ ଗ୍ରାଁପ୍ରି...

ଇଂଲଣ୍ଡର ଲଢ଼ୁଆ ବିଜୟ

ମାଞ୍ଚେଷ୍ଟର,୯।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ୩ ଉଇକେଟରେ ରୋମାଞ୍ଚକ ବିଜୟ ହାସଲ କରିଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀ...

ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଖେଳାଯିବ

ମେଲବୋର୍ନ,୯ା୮(ପି.ଟି.): ଯଦି ଦର୍ଶକଙ୍କୁ ଷ୍ଟାଡିୟମ ଭିତରକୁ ଯିବାକୁ ଅନୁମତି ଦିଆଯାଏ ତା’ହେଲେ ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଆୟୋଜନ ହେବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟବର୍ତ୍ତିକାଳୀନ କାର୍ଯ୍ୟ ନିର୍ବାହୀ ନିକ୍‌ ହୋକ୍‌ଲି କହିଛନ୍ତି। ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଯିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri