ଗୁରୁକୁଳ ଟେନିସ ଚାମ୍ପିୟନଶିପ୍: ଦେବାଶିଷ ସାହୁଙ୍କୁ ଦ୍ୱିମୁକୁଟ
ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- କରୋନା ମହାମାରୀ ଜନିତ ବ୍ରେକ୍ ପରେ ରାଜ୍ୟର ପ୍ରଥମ ଟେନିସ ଟୁର୍ନାମେଣ୍ଟ ମେଣ୍ଢାଶାଳସ୍ଥିତ ଗୁରୁକୁଳ ଟେନିସ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଶନିବାର ଓ ରବିବାର ୨ ଦିନ ଧରି ଗୁରୁକୁଳ ଟେନିସ ଚାମ୍ପିୟନଶିପ୍ ୧୫ ଓ ୧୯…
ପ୍ରଥମ ଟେଷ୍ଟ: ଓ୍ବିଲିୟମସନ୍ଙ୍କ ଶତକ
ମାଉଣ୍ଟ ମାଉନଗାନୁଇ,୨୮।୧୨(ଏପି): ଅଧିନାୟକ କେନ୍ ଓ୍ବିଲିୟମସନ୍ଙ୍କ ଶତକ, ହେନେରୀ ନିକୋଲ୍ସ ଓ ବିଜେ ଓ୍ବାଟଲିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନ୍ୟୁଜିଲାଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ସ୍ଥିତି ଦୃଢ଼ କରିଛି। ଟସ୍ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ…
କୋଟଲା ଷ୍ଟାଣ୍ଡ୍ରୁ ନା ହଟେଇଲେ ଆଇନର ଆଶ୍ରୟ ନେବି: ବିଶନ ସିଂ ବେଦୀ
ନୂଆଦିଲ୍ଲୀ,୨୭।୧୨: ସ୍ଥାନୀୟ ଫିରୋଜ ଶାହ କୋଟଲା ଗ୍ରାଉଣ୍ଡର ଦର୍ଶକଙ୍କ ଷ୍ଟାଣ୍ଡ୍ରୁ ତୁରନ୍ତ ନାମ ହଟାଇବା ପାଇଁ ଦାବି କରିଛନ୍ତି ସ୍ପିନ କିମ୍ବଦନ୍ତୀ ବିଶନ ସିଂ ବେଦୀ। ଯଦି ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କ ଦାବି ପୂରଣ ନ କରେ,…
ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ
ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ…
ମା’ ଦୁର୍ଗାଙ୍କ ଫଟୋ ଶେୟାର କଲେ ଏହି ପାକିସ୍ତାନ କ୍ରିକେଟର୍
ପାକିସ୍ତାନର ପୂର୍ବତନ ବୋଲର ଦାନିଶ କାନେରିଆ ନିଜ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡର ଜଣେ ସମାଲୋଚକ କାନେରିଆ ଆଜିକାଲି ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଖୋଲାଖୋଲି ନିଜ ମତ ଦେଉଛନ୍ତି। ଏହା ବ୍ୟତୀତ ହିନ୍ଦୁ ଧର୍ମରେ…
ରାହାନେଙ୍କୁ ପ୍ରଶଂସା କଲେ କୋହଲି
ମେଲବୋର୍ନ,୨୭।୧୨: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟର ଦ୍ୱିତୀୟ ଦିନ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଛନ୍ତି। ତାଙ୍କ କ୍ୟାରିୟରର ଦ୍ୱାଦଶ ଶତକ ଯୋଗୁ ଦ୍ୱିତୀୟ ଟେଷ୍ଟକୁ ନିୟନ୍ତ୍ରଣକୁ ଆଣିପାରିଛି ଟିମ୍…
ପିତାଙ୍କ ଶେଷ ଇଚ୍ଛା ପୂରଣ କଲେ ଏହି କ୍ରିକେଟର୍
ମେଲବୋର୍ନ,୨୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ପକ୍ଷରୁ ବୋଲର୍ ମହମ୍ମଦ ସିରାଜ୍ ଡେବ୍ୟୁ କରୁଛନ୍ତି। ଭାରତୀୟ ଦଳ ସହ ଅଷ୍ଟ୍ରେଲିଆ ଗସ୍ତରେ ଥିବାରୁ ପିତାଙ୍କ ଅନ୍ତିମ ସଂସ୍କାରରେ ଯୋଗ…
ଦଶନ୍ଧିର ଶ୍ରେଷ୍ଠ ଦଳ ଘୋଷଣା କଲା ଆଇସିସି, କୋହଲିଙ୍କୁ ପ୍ରତ୍ୟେକ ଦଳରେ ସ୍ଥାନ
ଦୁବାଇ,୨୭।୧୨: ଚଳିତ ଦଶନ୍ଧିର ପ୍ରତ୍ୟେକ ଫର୍ମାଟ ପାଇଁ ରବିବାର ଶ୍ରେଷ୍ଠ ଦଳ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଟି୨୦ ଓ ଦିନିକଆ ଫର୍ମାଟରେ ଭାରତୀୟ ଦଳର ଅଧିକ ଖେଳାଳିଙ୍କୁ ସ୍ଥାନ ମିଳିଛି। ଆଇସିସିର ଉଭୟ ଦିନିକିଆ ଓ ଟି୨୦…
ଆଇସିସି ଧୋନୀଙ୍କୁ ଦେଲା ବଡ଼ ସମ୍ମାନ
ନୂଆଦିଲ୍ଲୀ,୨୭।୧୨: ଅନ୍ତର୍ଜାତୀୟ କ୍ରିକେଟ୍ ବୋର୍ଡ (ଆଇସିସି) ପୂର୍ବତନ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ଏକ ବଡ଼ ସମ୍ମାନ ଦେଇଛି। ଧୋନୀଙ୍କୁ ଦଶକର ଆଇସିସି ଟି୨୦ ଏବଂ ଏକଦିବସୀୟ ଦଳର ଅଧିନାୟକ ଚୟନ କରାଯାଇଛି। ଆଇସିସି ଟି -୨୦…
ଦ୍ୱିତୀୟ ଟେଷ୍ଟରେ ଶତକ କରି ରେକର୍ଡ କଲେ ରାହାଣେ
ମେଲବୋର୍ନ,୨୭।୧୨: ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆ ଗସ୍ତ ଛାଡ଼ି ସ୍ବଦେଶ ଫେରିଛନ୍ତି ଭାରତୀୟ ଟିମ୍ର ନିୟମିତ ଅଧିନାୟକ ବିରାଟ କୋହଲି। ଏଣୁ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ନେତୃତ୍ୱ ନେଇଛନ୍ତି ଅଜିଙ୍କ୍ୟ ରାହାଣେ। ଅଧିନାୟକ ଭାବେ ରାହାଣେ ଦମ୍ଦାର ବ୍ୟାଟିଂ କରି…
ମେଲବୋର୍ନ ଟେଷ୍ଟରେ ଅଧିନାୟକ ରାହାଣେଙ୍କ ଦମ୍ଦାର ବ୍ୟାଟିଂ: ଅଷ୍ଟ୍ରେଲିଆଠାରୁ ୮୨ ରନ୍ ଆଗରେ ଭାରତ
ମେଲବୋର୍ନ,୨୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ୍ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍ ଜାରି ରହିଛି। ରବିବାର ମ୍ୟାଚ୍ର ଦ୍ୱିତୀୟ ଦିନରେ ଭାରତୀୟ ଦଳ ପ୍ରଥମ ପାଳିରେ ୯୧.୩ ଓଭର ଖେଳି ୨୭୭ ରନ୍ କରିନେଇଛି। ଅଧିନାୟକ ଅଜିଙ୍କ୍ୟ ରାହାଣେ ୧୦୪ ଏବଂ ରବିନ୍ଦ୍ର…
ଏମ୍ଜିଏମ୍ ଓସିଏଲ୍ ଟି୨୦ ଲିଗ୍: ୬ ଦଳ ଅଂଶଗ୍ରହଣ କରିବେ, ଜାନୁୟାରୀ ୧୩ରେ ଫାଇନାଲ
ଭୁବନେଶ୍ୱର,୨୭।୧୨(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି ଏକ ଟି୨୦ ଲିଗ୍। ଏହାର ନାମ ଏମ୍ଜିଏମ୍ ଓଡ଼ିଶା କ୍ରିକେଟ ଲିଗ୍ (ଓସିଏଲ୍) ଟି୨୦ । ଭାରତର ଅନ୍ୟତମ ସ୍ପୋଟର୍ସ ମ୍ୟାନେଜମେଣ୍ଟ କମ୍ପାନୀ ଟିସିଏମ୍ ଓ…

