ଖେଳ

ୟୁଏସ୍‌ ଓପନରୁ ଓହରିଲେ ଏହି ୨ ମହିଳା ଟେନିସ ଖେଳାଳି

ନ୍ୟୁୟର୍କ, ୮ା୮ (ଏପି)-କରୋନା ଭାଇରସ ଆଶଙ୍କାରେ ଆଉ ଦୁଇଜଣ ଟପ୍‌ ମହିଳା ଟେନିସ ଖେଳାଳି ଏଲିନା ସ୍ବିତୋଲିନା ଓ କିକି ବର୍ଟେନ୍ସ ୟୁଏସ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ପୂର୍ବରୁ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଶଲେ ବାର୍ଟି ଇଭେଣ୍ଟରୁ ଓହରିଯାଇ...

ଭାରତୀୟ କ୍ରିକେଟ୍‌ ଦଳର କିଟ୍‌ ପ୍ରାୟୋଜକ ଦୌଡ଼ରେ ପୁମା ସର୍ବାଗ୍ରେ

ନୂଆଦିଲ୍ଲୀ,୮।୮(ପି.ଟି.): ଭାରତୀୟ କ୍ରିକେଟ ଦଳର କିଟ୍‌ ପ୍ରାୟୋଜକ ଦୌଡ଼ରେ ବିଶ୍ୱର ଦୁଇ କ୍ରୀଡ଼ା ପୋଷାକ ଉତ୍ପାଦନକାରୀ କମ୍ପାନୀ ପୁମା ଓ ଆଡିଡାସ ସାମିଲ ହୋଇଛନ୍ତି। ଜର୍ମାନୀ କମ୍ପାନୀ ପୁମା କିନ୍ତୁ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛି। ଆଡିଡାସ୍‌ ମଧ୍ୟ...

କୋରିଓଗ୍ରାଫର ଧନଶ୍ରୀଙ୍କୁ ବିବାହ କରିବେ ଚହଲ

ନୂଆଦିଲ୍ଲୀ, ୮।୮: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ପ୍ରମୁଖ ସ୍ପିନର ୟୁଜବେନ୍ଦ୍ର ଚହଲ। ସେ ତାଙ୍କ ଜୀବନ ସାଥୀ ବାଛିସାରିଛନ୍ତି। କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ବିବାହ କରିବେ ଚହଲ। ଇତିମଧ୍ୟରେ ଚହଲ...

ବିବାହ ବନ୍ଧନରେ ଆବଦ୍ଧ ହେଲେ ଏହି ଭାରତୀୟ କ୍ରିକେଟର୍‌

ବିଶାଖାପାଟନମ, ୮।୮: ଆନ୍ଧ୍ରପ୍ରଦେଶ ଦଳର ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ କୋନା ଶ୍ରୀକର (କେଏସ୍‌) ଭରତ ବିବାହିତ ଭାରତୀୟ କ୍ରିକେଟର୍‌ ତାଲିକାରେ ଯୋଡ଼ି ହୋଇଛନ୍ତି। ଭାରତୀୟ ଘରୋଇ କ୍ରିକେଟ୍‌ର ଏହି ପ୍ରମୁଖ ଉଇକେଟ୍‌କିପର ଦୀର୍ଘ ଦିନର ବାନ୍ଧବୀ ଅଞ୍ଜଳୀଙ୍କ ସହ ବିବାହ ବନ୍ଧନରେ...

ବାସନ୍ଦ ପରେ ପ୍ରତ୍ୟାବର୍ତ୍ତନ ଲାଗି ଟ୍ରେନିଂ ଆରମ୍ଭ କରିବେ ଏହି କ୍ରିକେଟର୍‌

ଢାକା, ୮।୮: ପ୍ରତିଯୋଗିତାମୂଳକ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ବାଂଲାଦେଶ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ ହାସନ ଆସନ୍ତା ମାସରୁ ଅଭ୍ୟାସ ଆରମ୍ଭ କରିବେ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସମୟରେ ମ୍ୟାଚ୍‌ ଫିକ୍ସିଂ ଲାଗି ବୁକିଙ୍କ...

ଇଂଲଣ୍ଡ ସାମ୍ନାରେ ୨୭୭ ରନର ଟାର୍ଗେଟ୍‌ ରଖିଲା ପାକିସ୍ତାନ

ମାଞ୍ଚେଷ୍ଟର, ୮।୮- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଷ୍ଟାଡିୟମରେ ପାକିସ୍ତାନ ଓ ଘରୋଇ ଇଂଲଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଭ୍ରମଣକାରୀ ପାକିସ୍ତାନ ଶନିବାର ୪ର୍ଥ ଦିବସରେ ୨ୟ ଇନିଂସରେ ୧୬୯ ରନରେ ଅଲ୍‌ଆଉଟ୍‌ ହୋଇଯାଇଛି।...

ପାକିସ୍ତାନ ଦଳରେ ସାମିଲ ହେବେ ସୋଏବ ମଲିକ

କରାଚୀ, ୮ା୮ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅଗଷ୍ଟ ୨୮ରୁ ସାଉଥାମ୍ପଟନରେ ଆରମ୍ଭ ହେବ। ଟି୨୦ ସ୍ପେଶାଲିଷ୍ଟ ସୋଏବ ମଲିକ ଅଗଷ୍ଟ ୧୫ରେ ଦଳ ସହିତ ଯୋଗ ଦେବେ। ତେବେ ଏହା ପୂର୍ବରୁ ତାଙ୍କୁ...

ରାଞ୍ଚି ରେ ଧୋନୀଙ୍କ ଅଭ୍ୟାସ

ନୂଆଦିଲ୍ଲୀ, ୮।୮-ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ସେପ୍ଟେମ୍ବରରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଆରମ୍ଭ ହେବାକୁ ଯାଉଛି। କରୋନା ଭାଇରସ ସଂକ୍ରମଣ ଜନିତ ଗାଇଡଲାଇନ୍‌କୁ ଦୃଷ୍ଟିରେ ରଖି ବିଭିନ୍ନ ଫ୍ରାଞ୍ଚାଇଜ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କ୍ରିକେଟରୁ ଦୀର୍ଘଦିନଧରି ଦୂରେଇ ରହିଥିବା...

ଅନ୍ତର୍ଜାତୀୟ ଅନ୍‌ଲାଇନ୍‌ ଟାଏକୋଣ୍ଡୋ: କବିତାଙ୍କୁ ରୌପ୍ୟ, ଆକାଂକ୍ଷାଙ୍କୁ ବ୍ରୋଞ୍ଜ

କଟକ ଅଫିସ,୮ା୮- ପଶ୍ଚିମବଙ୍ଗର ସିଲିଗୁଡ଼ିସ୍ଥିତ ଚଙ୍ଗମୁକ୍‌ୱାନ୍‌ ଟାଏକୋଣ୍ଡୋ ଏକାଡେମୀ ଅଫ ଇଣ୍ଡିଆ ପକ୍ଷରୁ ଅନ୍ତର୍ଜାତୀୟ ଅନ୍‌ଲାଇନ୍‌ ଟାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାର ସିନିୟର ବର୍ଗରେ କଟକର କବିତା ଜେନା ଓ ଆକାଂକ୍ଷା ଜୟସ୍ବାଲ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ...

ପେରେଜ ପୁଣି ପଜିଟିଭ୍‌

ସିଲଭରଷ୍ଟୋନ୍‌, ୮ା୮ (ଏପି)-ସର୍ଗିଓ ପେରେଜଙ୍କର ପୁଣି କରୋନା ଭାଇରସ୍‌ ଟେଷ୍ଟରେ ପଜିଟିଭ୍‌ ଆସିଛି। ଫଳରେ ରବିବାର ସିଲ୍‌ଭରଷ୍ଟୋନ୍‌ରେ ହେବାକୁଥିବା ଦ୍ୱିତୀୟ ଫର୍ମୁଲା ଓ୍ବାନ ରେସ୍‌ରେ ସେ ଭାଗ ନେଇ ପାରିବେ ନାହିଁ। ମେକ୍ସିକୋର ଏହି ଡ୍ରାଇଭର ୭ ଦିନ କ୍ୱାରାଣ୍ଟାଇନ୍‌ରେ...

ଆଇସିସି ବୋର୍ଡ ବୈଠକ: ଭାରତରେ ୨୦୨୧ ଟି୨୦ ବିଶ୍ୱକପ୍‌

ଦୁବାଇ, ୮ା୮(ପି.ଟି.)-ଭାରତ ଟି୨୦ ବିଶ୍ୱକପ୍‌ ୨୦୨୧ ଆୟୋଜନ ଅଧିକାର ବଜାୟ ରଖିଛି। ଅନ୍ୟପକ୍ଷରେ କୋଭିଡ୍‌-୧୯ ଯୋଗୁ ଚଳିତବର୍ଷ ସ୍ଥଗିତ ରହିଥିବା ସଂସ୍କରଣ ୨୦୨୨ରେ ଅଷ୍ଟ୍ରେଲିଆ ଆୟୋଜନ କରିବ। ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ବୋର୍ଡ ବୈଠକରେ ଏ ସମ୍ପର୍କରେ...

ମନପ୍ରୀତ୍‌ଙ୍କ ସମେତ ୫ ହକି ଖେଳାଳିଙ୍କୁ କରୋନା

ନୂଆଦିଲ୍ଲୀ, ୮ା୮ (ପି.ଟି.)- ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂ ଓ ଅନ୍ୟ ୩ଜଣ ଖେଳାଳି କରୋନା ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ବେଙ୍ଗାଲୁରୁରେ ଏକ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri