ପୂର୍ବତନ ଇଂଲଣ୍ଡ କ୍ରିକେଟର ରବିନ ଜ୍ୟାକ୍ମ୍ୟାନଙ୍କ ପରଲୋକ
ଲଣ୍ଡନ,୨୭।୧୨(ଏପି): ଇଂଲଣ୍ଡର ପୂର୍ବତନ କ୍ରିକେଟର ରବିନ୍ ଜ୍ୟାକ୍ମ୍ୟାନ ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ସେ ଇଂଲଣ୍ଡ ପାଇଁ ୧୫ଟି ଦିନିକିଆ ମ୍ୟାଚ ଖେଳିଛନ୍ତି। ପ୍ରଥମଶ୍ରେଣୀ କ୍ରିକେଟରେ ସେ ଅତ୍ୟନ୍ତ ସଫଳ ପ୍ରଦର୍ଶନ କରିଥିଲେ। ୩୯୯ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି…
ରାହାନେଙ୍କୁ ଗାଭାସ୍କରଙ୍କ ପ୍ରଶଂସା
ମେଲବୋର୍ନ,୨୭ା୧୨(ପି.ଟି.)-ଅଜିଙ୍କ୍ୟ ରାହାନେଙ୍କ ଫିଲ୍ଡିଂ ସଜ୍ଜାକୁ ଉଚ୍ଚ ପ୍ରଶଂସା କରିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର। ରାହାନେଙ୍କର ଅଧିନାୟକତ୍ୱ ଦକ୍ଷତାକୁ ନେଇ ସେ ଏବେଠାରୁ କୌଣସି ମନ୍ତବ୍ୟ ଦେବାକୁ ଚାହାନ୍ତି ନାହିଁ। କାରଣ ସେ ନିଜେ ମୁମ୍ବାଇର ହୋଇଥିବାରୁ ଅନେକେ ଏହାକୁ…
ଇଣ୍ଡିଆନ ସୁପର ଲିଗ୍: ଇଷ୍ଟ ବେଙ୍ଗଲ- ଚେନ୍ନାଇନ୍ ମ୍ୟାଚ୍ ଡ୍ର
ଭାସ୍କୋଡାଗାମା, ୨୭।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଶନିବାର ଇଷ୍ଟ ବେଙ୍ଗଲ ଓ ଚେନ୍ନାଇନ୍ ଏଫ୍ସି ମଧ୍ୟରେ ଖେଳଯାଇଥିବା ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଏହି ୩୯ତମ ମ୍ୟାଚରେ ଜବରଦସ୍ତ ସଂଘର୍ଷ ଦେଖିବାକୁ…
କୁରୁଭିଲ୍ଲାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ
ମୁମ୍ବାଇ, ୨୭ା୧୨ (ପି.ଟି.)- ନବ ନିଯୁକ୍ତ ଜାତୀୟ ଚୟନକର୍ତ୍ତା ଆବେ କୁରୁଭିଲ୍ଲାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ପୂର୍ବତନ ସଦସ୍ୟ ସଞ୍ଜୀବ ଗୁପ୍ତା। କୁରୁଭିଲ୍ଲା ବର୍ତ୍ତମାନ ଦୁଇଟି ପଦବୀରେ ରହିଥିବା ସେ ଉଲ୍ଲେଖ କରିଛନ୍ତି।…
ଶ୍ରୀଲଙ୍କା ବିପକ୍ଷରେ ଦକ୍ଷିଣ ଆଫ୍ରିକା ୩୪୦/୬
ସେଞ୍ଚୁରିଅନ୍, ୨୭ା୧୨ – ସ୍ଥାନୀୟ ସୁପର ସ୍ପୋଟର୍ସ ପାର୍କଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭ୍ରମଣକାରୀ ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଦଳ ଶନିବାର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ପ୍ରଥମ ଇନିଂସରେ…
ନ୍ୟୁଜିଲାଣ୍ଡ ୨୨୨/୩
ମାଉଣ୍ଟ ମଙ୍ଗାନୁଇ, ୨୭ା୧୨ (ଏପି)-ସ୍ଥାନୀୟ ବେ’ ଓଭାଲଠାରେ ଘରୋଇ ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ କ୍ରିକେଟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଛି। ଏଥିରେ ଟସ୍ରେ ହାରି ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଦିନ ଖେଳ ଶେଷ…
ମୁସ୍ତାକ ଅଲୀ ଟ୍ରଫି : ଦିଲ୍ଲୀ ଦଳରେ ଧାଓ୍ବନ, ଈଶାନ୍ତ
ନୂଆଦିଲ୍ଲୀ ୨୬ା୧୨- ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ପାଇଁ ଘୋଷଣା କରାଯାଇଥିବା ଦିଲ୍ଲୀ ଦଳରେ ସ୍ଥାନ ପାଇଛନ୍ତି ଭାରତୀୟ ପେସର ଈଶାନ୍ତ ଶର୍ମା। କିନ୍ତୁ ସେ ଦିଲ୍ଲୀ ଦଳର ସମସ୍ତ ମ୍ୟାଚ ପାଇଁ ଉପଲବ୍ଧ ହେବେ ନାହିଁ। ସିନିୟର ଓପନର…
ଓ୍ବିଲିୟମସନଙ୍କ ଶତକ ରୋକିଦେଲେ ଫ୍ୟାନ୍
ମାଉଣ୍ଟ ମାଉଙ୍ଗାନୁଇ,୨୬।୧୨: ଏଠାରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନ ଦୁଇ ଦଳ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ଘରୋଇ ଦଳର ଅଧିନାୟକ କେନ ଓ୍ବିଲିୟମସନ ୯୪ ରନ୍ କରି ଅପରାଜିତ ଅଛନ୍ତି।…
ରାହାନେଙ୍କୁ ପ୍ରଶଂସା କଲେ ମୋ ବିରୋଧରେ ମୁମ୍ବାଇ ଖେଳାଳିଙ୍କୁ ସମର୍ଥନ କରୁଥିବା ଅଭିଯୋଗ ଆସିବ : ଗାଭାସ୍କର
ମେଲବୋର୍ନ, ୨୬।୧୨- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ଏହି ତାଲିକାରେ ଅଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର। ହେଲେ…
ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କଲେ ସେହ୍ବାଗ
ମେଲବୋର୍ନ,୨୬।୧୨- ବକ୍ସିଂ ଡେ’ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୧୯୫ ରନ୍ରେ ଅଲଆଉଟ୍ କରିବା ପରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ। ରାହାନେଙ୍କ ଜବରଦସ୍ତ ବୋଲିଂ ଚେଞ୍ଜ ଓ ସ୍ମାର୍ଟ…
ପୁଅ ସହ ନଜର ଆସିଲେ ସାନିଆ ମିର୍ଜା
ମୁମ୍ବାଇ,୨୬।୧୨-ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା ନିଜ ପୁଅ ଇଜହାନ ମିର୍ଜା ମଲ୍ଲିକ ସହ ନଜର ଆସିଛନ୍ତି। ଦୀର୍ଘଦିନ ପରେ ସାନିଆଙ୍କୁ ଇଜହାନଙ୍କ ଦେଖିବାକୁ ମିଳିଛି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଏକ ସୁଇମିଂ ପୁଲ…
ମେଲବୋର୍ନରେ ଟେଷ୍ଟ ଡେବ୍ୟୁ କରି ଭାବବିହ୍ବଳ ହେଲେ ଏହି କ୍ରିକେଟର: ବାପାଙ୍କ ମୃତ୍ୟୁ ପରେ ବି ଅନ୍ତିମ ସଂସ୍କାରରେ ଯୋଗ ଦେଇପାରି ନ ଥିଲେ
ମେଲବୋର୍ନ,୨୬।୧୨: ବିଶ୍ୱର ପ୍ରତ୍ୟେକ କ୍ରିକେଟ ଖେଳାଳି ଦିନେ ନା ଦିନେ ଦେଶ ପାଇଁ ଟେଷ୍ଟ କ୍ରିକେଟ ଖେଳିବାକୁ ସ୍ବପ୍ନ ଦେଖିଥାନ୍ତି। ଏହା ପୂରଣ ହେବା ବେଶ୍ ଖୁସି ଦେଇଥାଏ। ହେଲେ ହାଇଦ୍ରାବାଦର ୨୬ ବର୍ଷୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ କ୍ଷେତ୍ରରେ…

