ଖେଳ

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ ଆଫ୍ରିକା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି, ଟୋନି ଡି ଜୋର୍ଜି ଏବଂ ନାଣ୍ଡରେ…

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ ସମାନ। ତଥାପି, ଶନିବାର ଭାରତୀୟ ବୋର୍ଡର ଏହି କାର୍ଯ୍ୟାନୁଷ୍ଠାନ ହଇଚଇ ସୃଷ୍ଟି କରିଛି। ଆଜି,…

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦ ଦିନିକିଆ ପରେ ଟସ ଜିତିଥିଲା। ଏଥିରେ ଖୁସି ହୋଇ ରାହୁଲ ସେଲିବ୍ରେଶନ୍‌ କରିଥିଲେ। ଭାରତ…

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ପୂର୍ବରୁ ଅଶ୍ୱିନ କହିଛନ୍ତି ଯେ ଗୌତମ ଗମ୍ଭୀରଙ୍କୁ ନିଶ୍ଚିତ କରିବା ଉଚିତ…

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ ଦଳ ଖରାପ ବୋଲିଂ ବ୍ୟତୀତ ୫ କ୍ୟାଚ ହାତଛଡ଼ା କରିବାରୁ ଅଷ୍ଟ୍ରେଲିଆ ବ୍ୟାଟର ଏଥିରୁ…

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ରେ…

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦ କ୍ରିକେଟ ମଧ୍ୟ ଫେରିବାକୁ ଆଗ୍ରହୀ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୋହିତ ଶର୍ମା ୨୦୨୫ରେ…

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ ସମୟରେ, ଖେଳାଳିଙ୍କ ସୁରକ୍ଷା ଦାୟିତ୍ୱ ଡଜନ ଡଜନ ମାମଲାରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ ଦିଆଯାଇଥିଲା।…

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ ପେସର ହେବାର ରେକର୍ଡ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ୬…

IPL ନିଲାମ ପୂର୍ବରୁ ମାତ୍ର ୪ଟି ମ୍ୟାଚ ଖେଳିବା ପାଇଁ ଏତେ କୋଟି ଟଙ୍କା ମାଗିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି, ଜାଣିଲେ…

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡିସେମ୍ବର ୯, ୨୦୨୫ରୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସମସ୍ତେ ଏହି ସିରିଜ ସମୟରେ ହେବାକୁ ଥିବା IPL ୨୦୨୬ ପାଇଁ ମିନି ନିଲାମକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।…

ସ୍ମୃତି-ପଲାଶଙ୍କ ବିବାହ ସ୍ଥଗିତ ରହିବା ପରେ ପ୍ରଥମ ଥର ଏମିତି କହିଲେ ଭଉଣୀ ପଲକ, କଲେ ବଡ଼ ଖୁଲାସା

ମୁମ୍ବାଇ,୫।୧୨: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ ବିଶ୍ୱକପ ବିଜୟୀ ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହକୁ ନେଇ ବହୁତ ଆଲୋଚନା ଚାଲିଛି। ନଭେମ୍ବର ୨୩ ତାରିଖରେ ହେବାକୁ ଥିବା ସେମାନଙ୍କ ବିବାହ ହଠାତ୍‌ ସ୍ଥଗିତ ହୋଇଯାଇଥିଲା,…

ବାରବାଟୀ ଟି୨୦ ପାଇଁ ଆଜିଠୁ ଅଫଲାଇନ ଟିକେଟ ବିକ୍ରି: ରାତିରୁ ଅସମ୍ଭାଳ ଭିଡ଼

କଟକ,୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଜିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି ଆରମ୍ଭ ହେବ। ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଅସମ୍ଭାଳ ଭିଡ଼ ଦେଖାଯାଇଛି। ଦିନ ୯ଟାରୁ ଟିକେଟ ବିକ୍ରି ହେବ। ଏହାପୂର୍ବରୁ ଷ୍ଟାଡିୟମ ବାହାରେ ପ୍ରବଳ ଭିଡ଼ ଲାଗିରହିଛି। ରାଜ୍ୟ ତଥା ବାହାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?