କରୋନାରେ ଆଖିବୁଜିଲେ ତେନ୍ଦୁଲକରଙ୍କ ବନ୍ଧୁ: ୮୦ ଦଶକରେ ଖେଳୁଥିଲେ ଏକାଠି
ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କର ବନ୍ଧୁ ବିଜୟ ଶିର୍କେଙ୍କୁ ହରାଇଛନ୍ତି। ମହାମାରୀ କରୋନାରେ ଅକ୍ରାନ୍ତ ହୋଇ ବିଜୟ ଥାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶନିବାର ସେ ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ ଜଣେ…
ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର
ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି। ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍ରେ ଚମତ୍କାର ପ୍ରଦର୍ଶନ ପରେ ହାର୍ଦ୍ଦିକ ଏବେ ନିଜ ପରିବାର ପାଖକୁ…
ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର
ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପ୍ରକୃତ ନାଁ ହେଉଛି ବିଜୟ କୁମାର ମହେଶ। ମହେଶ…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ସ୍ମିଥ୍-କୋହଲି ବ୍ୟବଧାନ କମିଲା
ଦୁବାଇ, ୨୧ା୧୨ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ଓପନରରେ ଭାରତ ହୁଏତ ଲଜ୍ଜାଜନକ ପରାଜୟ ବରଣ କରିଥାଇପାରେ ହେଲେ ଆଡିଲେଡ୍ଠାରେ ପ୍ରଥମ ଇନିଂସରେ ୭୪ରନ ସ୍କୋର କରିଥିବାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଟେଷ୍ଟ ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ଙ୍କ ନିକଟତର…
ଭାରତର ବ୍ୟାଟିଂ ବିପର୍ଯ୍ୟୟ ନେଇ ପୂର୍ବତନ ପାକ୍ ଖେଳାଳି ଚକିତ
କରାଚି,୨୧।୧୨(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତ ମାତ୍ର ୩୬ ରନ କରି ଅଲଆଉଟ ହେବା ପରେ ବିଶ୍ୱବ୍ୟାପୀ କ୍ରିକେଟ ଜଗତର ଜଣାଶୁଣା ଖେଳାଳିମାନେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପାକିସ୍ତାନ ପୂର୍ବତନ କ୍ରିକେଟର ଜାଭେଦ ମିଆଁଦାଦ, ମହସୀନ ଖାଁ…
ବକ୍ସିଂ ଡେ ଟେଷ୍ଟ: ଗିଲ୍, ରାହୁଲ, ପନ୍ତ ଖେଳିବାକୁ ପ୍ରସ୍ତୁତ; ରିଦ୍ଧିମାନ, ପୃଥ୍ବୀ ବାଦ୍ ପଡ଼ିବା ସମ୍ଭାବନା
ନୂଆଦିଲ୍ଲୀ, ୨୧।୧୨(ପି.ଟି.): ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳରେ ବଡ଼ ଧରଣର ପରିବର୍ତ୍ତନ ଆଶା କରାଯାଉଛି। ଯୁବ ଓପନର ପୃଥ୍ବୀ ଶ ଓ ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ବାଦ୍ ପଡିବା ସମ୍ଭାବନା ସୃଷ୍ଟି ହୋଇଛି। ଡିସେମ୍ବର…
ଓସିଏ ଆନ୍ତଃ ଜିଲା ସିନିୟର ଟି ୨୦: ସୁପରଲିଗ୍ ମ୍ୟାଚରେ କଟକ-ଏ, ଇକୋର୍ସା ବିଜୟୀ
ଭୁବନେଶ୍ୱର,୨୧।୧୨(ସ୍ପୋର୍ଟ୍ସ ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି ୨୦ କ୍ରିକେଟ ଲିଗ୍ରେ ରବିବାର ସୁପରଲିଗ୍ର ଦୁଇଟି ମ୍ୟାଚ ଖେଳାଯାଇଛି। ଏଥିରେ କଟକ-ଏ ଓ ଇକୋର୍ସା ବିଜୟ…
ପାକିସ୍ତାନକୁ ୯ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ
ହାମିଲ୍ଟନ, ୨୧ା୧୨ (ଏପି)-ସ୍ଥାନୀୟ ସେଡନ ପାର୍କଠାରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ୯ ଉଇକେଟରେ ବିଜୟ ଲାଭ କରିଛି। ଓପନର ଟିମ୍ ସିଫର୍ଟଙ୍କ ଉପଯୋଗୀ ୮୪ରନ ଏବଂ କେନ୍ ଓ୍ବିଲିୟମସନଙ୍କ ସହ ତାଙ୍କର ୧୨୯ରନର ପାର୍ଟନରଶିପ୍…
ତୃତୀୟ, ଚତୁର୍ଥ ଟେଷ୍ଟ ଭେନ୍ୟୁ ଅଦଳବଦଳ ସମ୍ଭାବନା
ଆଡିଲେଡ୍,୨୧।୧୨(ପି.ଟି.): ସିଡ୍ନୀରେ କୋଭିଡ୍-୧୯ ମହାମାରୀ ପ୍ରକୋପ ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବୃଦ୍ଧି ଘଟିଛି। ଫଳରେ ତୃତୀୟ ଓ ଚତୁର୍ଥ ଟେଷ୍ଟର ଭେନ୍ୟୁରେ ଅଦଳବଦଳ କରିବାକୁ ଅଷ୍ଟ୍ରେଲିଆ ବିଚାର କରୁଛି। ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍ସିଜି)ରେ ତୃତୀୟ ଓ ବ୍ରିସ୍ବେନର ଗାବା…
ଅଲ୍ଭାରେଜଙ୍କୁ ସୁପର-ମିଡିଲଓ୍ବେଟ୍ ଟାଇଟଲ
ସାନ୍ ଆଣ୍ଟୋନିଓ, ୨୧ା୧୨ (ଏପି): ଅଲାମୋଡମଠାରେ ପୂର୍ବରୁ ଅପରାଜିତ ରହିଥିବା କାଲମ ସ୍ମିଥ୍ଙ୍କୁ ପରାସ୍ତ କରି ମେକ୍ସିକୋ ବକ୍ସର କାନେଲୋ ଅଲ୍ଭାରେଜ ଡବ୍ଲ୍ୟୁବିଏ ଓ ରିଙ୍ଗ୍ ସୁପର ମିଡିଲଓ୍ବେଟ୍ ଚାମ୍ପିୟନଶିପ୍ ଏବଂ ଖାଲିପଡ଼ିଥିବା ଡବ୍ଲ୍ୟୁବିସି ସୁପର ମିଡିଲଓ୍ବେଟ୍ ଟାଇଟଲ ଜିତିଛନ୍ତି। ଚଳିତବର୍ଷରେ…
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ: ୪ ସ୍ବଦେଶୀ ଖେଳ ସାମିଲ ହେବ
ନୂଆଦିଲ୍ଲୀ,୨୧।୧୨(ପି.ଟି.): ହରିୟାଣାରେ ୨୦୨୧ରେ ଆୟୋଜନ ହେବାକୁ ଯାଉଥିବା ଖେଲେ ଇଣ୍ଡିଆ ୟୁଥ୍ ଗେମ୍ସରେ ୪ଟି ସ୍ବଦେଶୀ ଖେଳ ସାମିଲ ହେବ। ଏ ନେଇ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ଅନୁମୋଦନ ଦେଇଛି। ଗଟ୍କା, କାଲାରିପାୟାଟ୍ଟୁ, ଥାଙ୍ଗ୍-ଟା ଓ ମାଲ୍ଲାଖମ୍ବାକୁ ଏହି ୟୁଥ୍ ଗେମ୍ସରେ ସାମିଲ…
ଇଣ୍ଡିଆନ ସୁପର ଲିଗ୍: ହାଇଦ୍ରାବାଦ୍ର ପ୍ରଥମ ପରାଜୟ
ଭାସ୍କୋ,୨୧।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ମୁମ୍ବାଇ ସିଟି ଏଫ୍ସି ୨-୦ ଗୋଲରେ ହାଇଦ୍ରାବାଦ ଏଫ୍ସିକୁ ପରାସ୍ତ କରିଛି। ହାଇଦ୍ରାବାଦ ଚଳିତ ସେସନରେ ପ୍ରଥମ ପରାଜୟ ବରଣ କରିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି…

