ଖେଳ

ଦିଲ୍ଲୀ କ୍ୟାପିଟାଲ୍ସର ୬ଷ୍ଠ ବିଜୟ

ଦୁବାଇ, ୧୫।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୧୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୧୬୧ ରନ କରିଥିବାବେଳେ ରାଜସ୍ଥାନ ୨୦ ଓଭରରେ ୮ ଉଇକେଟ ହରାଇ ୧୪୮…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ୍‌ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ପଦ ଛାଡ଼ିଲେ ମିସ୍‌ବା-ଉଲ୍‌-ହକ୍‌

ଲାହୋର,୧୪।୧୦: ମିସ୍‌ବା-ଉଲ୍‌-ହକ୍‌ ପାକିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ ଚୟନକର୍ତ୍ତା ପଦରୁ ଓହରି ଯାଇଛନ୍ତି। ପାକିସ୍ତାନ ଦଳର ମୁଖ୍ୟ କୋଚ୍‌ ଭାବେ ନିଜ ଦାୟିତ୍ୱ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟ ଚୟନକର୍ତ୍ତା ପଦ ଛାଡ଼ିବାକୁ ମିସ୍‌ବା ଏହି ନିଷ୍ପତ୍ତି ନେଇଛନ୍ତି। ତେବେ…

ଗୋଟିଏ ବଲ୍‌ରେ ୨ଥର ଆଉଟ୍‌ ହେଲେ ଏହି ବ୍ୟାଟ୍ସମ୍ୟାନ; ଦେଖନ୍ତୁ ଭିଡିଓ

ଦୁବାଇ, ୧୪।୧୦: ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ସିଜନର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ୨୦ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ମାତ୍‌ ଦେଇଥିଲା। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୬ ଉଇକେଟ୍‌ରେ ୧୬୭ ରନ କରିଥିଲା। ଜବାବରେ ହାଇଦ୍ରାବାଦ୍‌…

ଆଇପିଏଲ୍‌ରେ ଏହି କୀର୍ତ୍ତିମାନ କରିବାରେ ଚେନ୍ନାଇ ପ୍ରଥମ ଟିମ୍‌

ଦୁବାଇ, ୧୪।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ନୈରାଶ୍ୟଜନକ ଆରମ୍ଭ କରିଥିବା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଏବେ ଲୟକୁ ଫେରିଛି। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ୨୦ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପ୍ରଥମେ…

ପୁଣି ରାଗିଲେ ଧୋନୀ

ଦୁବାଇ,୧୪।୧୦: ଆଇପିଏଲ୍‌ ୨୦୨୦ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ପ୍ରଦର୍ଶନ ସେତେଟା ଉତ୍ସାହଜନକ ନାହିଁ। ଦଳ ୮ଟି ମ୍ୟାଚ୍‌ ଖେଳି ମାତ୍ର ୩ଟି ବିଜୟ ହାସଲ କରିଛି। ଚେନ୍ନାଇର ଏଭଳି ପ୍ରଦର୍ଶନରେ ଖୁସି ନାହାନ୍ତି ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଫଳରେ…

ଧୋନୀଙ୍କ ଭଳି ହେଲିକପ୍ଟର ଶର୍ଟ ମାରୁଥିଲେ ଏହି ଖେଳାଳି, ଘଟିଲା ଏମିତି

ଆଇପିଏଲ ୨୦୨୦ର ଏକ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୨୦ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଚେନ୍ନାଇ ବ୍ୟାଟ୍ସମ୍ୟାନଙ୍କ ଭଲ ପ୍ରଦର୍ଶନ ପରେ ବୋଲର ମଧ୍ୟ ଉନ୍ନତମାନର ବୋଲିଂ କରିଥିଲେ। ସନରାଇଜର୍ସ ହାଇଦ୍ରାବାଦ ଇନିଂସର ୧୯ତମ ଓଭରର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ଅଚାନକ ଦେଖି କାନ୍ଦିବାକୁ ଲାଗିଲେ ଦିଲ୍ଲୀ କ୍ୟାପିଟାଲ୍ସର ଏହି ଖେଳାଳି

ଦୁବାଇ,୧୪।୧୦; ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ଚମତ୍କାର ପ୍ରଦର୍ଶନ କରୁଛି। ପଏଣ୍ଟ ଟେବୁଲ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ପରେ ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ ରହିଛି। ଶ୍ରେୟାସ ଆୟରଙ୍କ ନେତୃତ୍ୱରେ ଏହି ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚ ମଧ୍ୟରୁ ୫ଟି ଜିତିଛି।…

ଓଡ଼ିଶା ଭାରତୀୟ ରଗ୍‌ବୀ ଦଳର ପ୍ରାୟୋଜକ

ଭୁବନେଶ୍ୱର,୧୪।୧୦(ସ୍ପୋଟର୍‌ସ ବ୍ୟୁରୋ): ହକି ପରେ ଏବେ ରଗ୍‌ବୀ। ଓଡ଼ିଶା ସରକାର ୨୦୦୮ ମସିହାରେ ଭାରତୀୟ ହକି ଦଳର ପ୍ରାୟୋଜକ ରହିଆସିଥିବା ବେଳେ ଏବେ ଆଗାମୀ ୩ ବର୍ଷ ପାଇଁ ରଗ୍‌ବୀ ଇଣ୍ଡିଆର ପ୍ରାୟୋଜକ ହୋଇଛି। ଏ ନେଇ ଓଡ଼ିଶା ସରକାର ଓ…

ବାଙ୍ଗାଲୋର ବିପକ୍ଷରେ ଗେଲ୍‌ ଖେଳିବେ

ଦୁବାଇ,୧୪।୧୦ (ପି.ଟି.): କିଙ୍ଗ୍ସ ଏକାଦଶ ପଞ୍ଜାବର ବରିଷ୍ଠ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଏଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ ମ୍ୟାଚ୍‌ ଖେଳିବେ। ଇତିମଧ୍ୟରେ ସେ ଫୁଡ ପଏଜନିଂରୁ ଆରୋଗ୍ୟ ଲାଭ କରିଛନ୍ତି। ଗୁରୁବାର ସେ ରୟାଲ ଚ୍ୟାଲେଞ୍ଜର୍ସ ବିପକ୍ଷରେ ପଡିଆକୁ…

ଲକ୍ଷ୍ୟଙ୍କ ସଫଳ ପ୍ରତ୍ୟାବର୍ତ୍ତନ

ଓଡେଞ୍ଜ୍‌, ୧୪ା୧୦ (ପି.ଟି.)-ଭାରତର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ପ୍ରତିଯୋଗିତାକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୭୫୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଡେନମାର୍କ ଓପନ୍‌ର ଓପନିଂ ରାଉଣ୍ଡରେ ସେ ଖ୍ରୀଷ୍ଟୋ ପୋପୋଭ୍‌ଙ୍କୁ ୨୧-୧୯, ୨୧-୧୫ରେ ହରାଇ ଦେଇଛନ୍ତି। ୧୯ବର୍ଷୀୟ ଲକ୍ଷ୍ୟ…

ରୋନାଲ୍‌ଡୋଙ୍କୁ କରୋନା

ଲିସ୍‌ବନ୍‌, ୧୪ା୧୦ (ଏପି)-ପର୍ତ୍ତୁଗୀଜ୍‌ ଷ୍ଟାର ଫୁଟ୍‌ବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍‌ଡୋ କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌ ଟେଷ୍ଟରୁ ଏହା ସ୍ପଷ୍ଟ ହୋଇଛି। ତାଙ୍କ ନିକଟରେ ରୋଗର କୌଣସି ଲକ୍ଷଣ ନ ଥିଲା। ସେ ଦ୍ରୁତ ଆରୋଗ୍ୟ ଲାଭ କରୁଛନ୍ତି। ବୁଧବାର ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri