ଖେଳ

ବୁମରାହ, କ୍ୟୁମିନ୍ସ କିମ୍ବା ଷ୍ଟାର୍କ ନୁହନ୍ତି; ଆଫଗାନିସ୍ତାନର ଏହି ବୋଲରଙ୍କ ସାମ୍ନା କରିବାକୁ ଚାହାନ୍ତି ସଚିନ

ନୂଆଦିଲ୍ଲୀ,୧୨।୧୨: କ୍ରିକେଟର ଭଗବାନ କୁହାଯାଉଥିବା ଭାରତୀୟ ବ୍ୟାଟ୍ସମ୍ୟାନ୍‌ ନିଜ କ୍ୟାରିୟରରେ ଅନେକ ବୋଲରଙ୍କ ବଲ୍‌କୁ ଖେଳିଛନ୍ତି। ସେନ ଓ୍ବାର୍ନ, ମୁଥୟା ମୁରଲୀଧରନ୍‌, ଗ୍ଲୋନ୍‌ ମୈକ୍ସୋ, ଓ୍ବକାର ୟୁନିସ, ଓ୍ବାସିମ୍‌ ଅକ୍ରମ ଏବଂ ଏଲନ୍‌ ଡୋନାଲ୍ଡଙ୍କ ଭଳି ଦିଗ୍ଗଜଙ୍କ ବଲ୍‌ରେ ଚଉକା-ଛକା ମାରିଛନ୍ତି।…

ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛନ୍ତି ପେସ୍‌

କୋଲକାତା, ୧୨ା୧୨ (ପି.ଟି.)- ଭାରତୀୟ ଟେନିସ୍‌ ଆଇକନ୍‌ ଲିଆଣ୍ଡର ପେସ୍‌ ଆସନ୍ତାବର୍ଷ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ଲାଗି ପ୍ରସ୍ତୁତ ହେଉଛନ୍ତି। ଜଣେ ପ୍ରଫେସନାଲ ଖେଳାଳି ହିସାବରେ ୨୦୨୦ ତାଙ୍କର ଶେଷବର୍ଷ ହେବ ବୋଲି ୨୦୧୯ ଖ୍ରଷ୍ଟମାସ୍‌ ଡେ’ରେ ସେ ଘୋଷଣା…

ଡି’କକ୍‌ ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସବର୍ଗ, ୧୨ା୧୨ (ପି.ଟି.)- ଆଗାମୀ ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି’କକ୍‌ଙ୍କୁ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର ଅଧିନାୟକ ଭାବେ ମନୋନୀତ କରାଯାଇଛି। ୧୬ ଜଣିଆ ଦଳରେ ୩ଜଣ ନୂଆ ଖେଳାଳି ଓପନର…

ନିକୋଲ୍ସଙ୍କ ଅପରାଜିତ ଶତକ

ଓ୍ବେଲିଂଟନ, ୧୨ା୧୨ (ଏପି)-ସ୍ଥାନୀୟ ବେସିନ ରିଜର୍ଭଠାରେ ଶୁକ୍ରବାରଠାରୁ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଆରମ୍ଭ ହୋଇଛି। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୬ଉଇକେଟ ବିନିମୟରେ ୨୯୪ରନ କରିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ହେନରୀ…

୨୦୨୩ ହକି ବିଶ୍ୱକପ ପ୍ରସ୍ତୁତି

ରାଉରକେଲା ଅଫିସ/ସୁନ୍ଦରଗଡ଼ (ଡି.ଏନ.ଏ), ୧୨।୧୨- ୨୦୧୮ରେ ପୁରୁଷ ହକି ବିଶ୍ୱକପ ସଫଳତାର ସହ ଆୟୋଜନ ହେବାପରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ କ୍ରମାଗତ ଦ୍ୱିତୀୟ ଥରପାଇଁ ଏହି ମେଗା ପ୍ରତିଯୋଗିତା ଓଡ଼ିଶାରେ ହେବ ବୋଲି ଗତବର୍ଷ ଘୋଷଣା କରାଯାଇଥିଲା। ପୂର୍ବଥର…

ଯୁବରାଜଙ୍କୁ ୩୯ : ୬ ବଲରେ ୬ଟି ଛକ୍କା ମାରି ରଚିଥିଲେ ଇତିହାସ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ…

କ୍ୟାନସର୍‌ ଆଶଙ୍କା କମ କରେ ଏହି ପରିବା

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିଫରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ମ, ସି ଏବଂ ଅନେକ ପୋଷକ…

ପଏଣ୍ଟ ବାଣ୍ଟିଲେ ଏଟିକେ, ହାଇଦ୍ରାବାଦ

ଫତୋର୍ଦା, ୧୧।୧୨- ଇଣ୍ଡିଆନ ସୁପରଲିଗ୍‌ରେ ଶୁକ୍ରବାର ଏଟିକେ ମୋହନ ବାଗାନ ଓ ହାଇଦ୍ରାବାଦ ଏଫସି ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ…

ଦିବାରାତ୍ର ଓ୍ବାର୍ମଅପ୍‌ ମ୍ୟାଚ୍‌ : ପ୍ରଥମ ଦିନରେ ପଡ଼ିଲା ୨୦ ଉଇକେଟ

ସିଡ୍‌ନୀ, ୧୧।୧୨(ପି.ଟି.)- ଶୁକ୍ରବାର ଏଠାରେ ଆରମ୍ଭ ହୋଇଯାଇଛି ଭାରତ ଓ ଅଷ୍ଟ୍ରେଲିଆ ‘ଏ’ ଦିବାରାତ୍ର ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିନରେ ପଡ଼ିଛି ୨୦ଟି ଉଇକେଟ। ଭାରତ ପ୍ରଥମ ଇନିଂସରେ ୧୯୪ ରନ କରିଥିବାବେଳେ ଅଷ୍ଟ୍ରେଲିଆ ‘ଏ’ ୧୦୮ରେ…

ପୁଣି ଖେଳାଳିଙ୍କ ମୁଣ୍ଡରେ ବାଜିଲା ବଲ୍‌

ସିଡ୍‌ନୀ,୧୧।୧୨- ଚଳିତ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା କ୍ରିକେଟ ସିରିଜ୍‌ରେ ଖେଳାଳିଙ୍କ ମୁଣ୍ଡରେ ବଲ ବାଜିବା ଘଟଣା ପୁଣି ଥରେ ସାମ୍ନାକୁ ଆସିଛି। ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଭାରତ ବିପକ୍ଷରେ ଆରମ୍ଭ ହୋଇଥିବା ଅଭ୍ୟାସ ମ୍ୟାଚ୍‌ର ପ୍ରଥମ ଦିନ…

ପ୍ରଥମ ଶ୍ରେଣୀ କ୍ରିକେଟରେ ବୁମରାଙ୍କ ପ୍ରଥମ ଅର୍ଦ୍ଧଶତକ

ସିଡ୍‌ନୀ,୧୧।୧୨- ଭାରତୀୟ ଦଳର ବୋଲିଂ ବିଭାଗର କର୍ଣ୍ଣଧାର ଯଶପ୍ରୀତ ବୁମରା ଏଥର ବ୍ୟାଟ୍‌ରେ କମାଲ ଦେଖାଇଛନ୍ତି। ଏଠାରେ ଶୁକ୍ରବାରଠାରୁ ଅଷ୍ଟ୍ରେଲିଆ ଏ’ ବିପକ୍ଷରେ ଆରମ୍ଭ ହୋଇଥିବା ପିଙ୍କ୍‌ ବଲ୍‌ ଓ୍ବାର୍ମ ଅପ୍‌ ମ୍ୟାଚ୍‌ରେ ପୂରା ଫେଲ ମାରିଛି ଟିମ ଇଣ୍ଡିଆ। ସିଡ୍‌ନୀ…

ରୋହିତ ଏବେ ଫିଟ୍‌: ଏନ୍‌ସିଏ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଆଘାତ ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରୁ ବାହାର ହୋଇଥିବା ରୋହିତ ଶର୍ମା ଏବେ ଫିଟ୍‌ ବୋଲି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ଘୋଷଣା କରିଛି। ଫଳରେ ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଦୁଇଟି ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?