ଖେଳ

ବିବାହର ଛଅ ମାସ ଭିତରେ ମାତ୍ର ୨୧ ଦିନ ସାଙ୍ଗରେ ରହିଥିଲେ ଅନୁଷ୍କା-ବିରାଟ; ହେଲେ..

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ବିବାହ ବାର୍ଷିକୀ। ୨୦୧୭ ଡିସେମ୍ବର ୧୧ରେ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ହାତ ଧରିଥିଲେ ବିରାଟ। ୨୯ ବର୍ଷରେ ବିବାହ କରୁଥିବା ହେତୁ ଅନୁଷ୍କାଙ୍କ ପ୍ରଶଂସକ ସେତେବେଳେ ନିରାଶ ହୋଇଥିଲେ।…

ଖୁବଶୀଘ୍ର ଆମେ ୩ ହୋଇଯିବା, ତୁମକୁ ବହୁତ୍‌ ମିସ୍‌ କରୁଛି

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜି ବିବାହ ତୃତୀୟ ବାର୍ଷିକୀ ପାଳନ କରିଛନ୍ତି ୨୦୧୭ ଆଜିର ଦିନରେ ଇଟାଲୀରେ ବିରାଟା ଓ ଅନୁଷ୍କା ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ବାର୍ଷିକୀରେ…

ବିରାଟ କୋହଲିଙ୍କ ବଢିଲା ଟେନସନ୍‌

ସିଡନୀ,୧୧।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ଦ୍ୱିତୀୟ ୱାର୍ମ ଅପ ମ୍ୟାଚ ଖେଳୁଛି। ତିନି ଦିନିଆ ଏହି ଦିନିଆ ମ୍ୟାଚରେ ଅଷ୍ଟ୍ରେଲିଆ ଏ ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଭାରତ। କିନ୍ତୁ…

କୋହଲୀ ନୁହେଁ, ହେଡେନଙ୍କ ପସନ୍ଦ ଧୋନୀ

ନୂଆଦିଲ୍ଲୀ,୧୧।୧୨: ଶେଷ ହେବାକୁ ଯାଉଛି ବର୍ଷ ୨୦୨୦। ଏହାସହ ଏକ ଦଶନ୍ଧି ସମୟ ବିତିଯିବ। ତେବେ ଗତ ୧୦ ବର୍ଷ ମଧ୍ୟରେ ଅନେକ କିଛି ବଦଳିଛି। ବିଶେଷକରି ଭାରତୀୟ କ୍ରିକେଟ ଟିମ୍‌ ଅନେକ ଉତ୍ଥାନ-ପତନ ଦେଇ ଗତି କରିଛି। ତେବେ ବିଗତ…

ବିବାହ ମୁଦି ହାତରେ ନୁହେଁ, ଏଠାରେ ପିନ୍ଧିଥାନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିବାହକୁ ୩ ବର୍ଷ ପୂରିଛି। ଏହି ଅବସରରେ ଉଭୟଙ୍କୁ ଚାରିଆଡ୍‌ୁ ଶୁଭେଚ୍ଛା ବାର୍ତ୍ତା ମିଳିଛି। ବିରାଟ ଏବେ ଅଷ୍ଟ୍ରେଲିଆରେ ଥିବାବେଳେ ଅନୁଷ୍କା ଭାରତରେ ଅଛନ୍ତି। ଖୁବ୍‌ଶୀଘ୍ର ଉଭୟଙ୍କ…

ଏହି ୩ଟି ମ୍ୟାଚ୍‌କୁ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସେ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୧୦୦ ଶତକ ଏବଂ ୩୪,୦୦୦ ଆନ୍ତର୍ଜାତୀୟ ରନ ସ୍କୋର କରିଛନ୍ତି। ତେବେ ଏହା ମଧ୍ୟରୁ କେଉଁଟା ସର୍ବୋତ୍ତମ ଇନିଂସ ପ୍ରଶ୍ନରେ ସଚିନ କହିଛନ୍ତି ଯେ ତାଙ୍କ…

୫ ଦିନ ପର୍ଯ୍ୟନ୍ତ ଏହି ଗୀତ ଶୁଣିଥିଲେ ତେନ୍ଦୁଲକର: ମାରିଥିଲେ ଦ୍ୱିଶତକ

୨୦୦୪ରେ ବର୍ଡର ଗାଭାସ୍କର ଟ୍ରଫିର ଏକ ମ୍ୟାଚ୍‌ ସିଡନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ଖେଳାଯାଇଥିଲା। ଏହି ନଟ୍‌ଆଉଟ୍‌ ମ୍ୟାଚ୍‌ରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ୨୪୧ ରନ୍‌ କରି ଇନିଂସ ଖେଳିଥିଲେ। ତେନ୍ଦୁଲକରଙ୍କ ଏହି ଇନିଂସ ଯୋଗୁ ଭାରତ ଅଷ୍ଟ୍ରେଲିଆ ଏହି ସିରିଜ୍‌…

ବିରାଟଙ୍କ ପାଇଁ ଲକି ଅନୁଷ୍କାଙ୍କ ଏହି ଜିନିଷ: ଦେଖିବାକୁ ମିଳେ ଖେଳପଡ଼ିଆରେ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଡିସେମ୍ବର ୧୧ରେ ତୃତୀୟ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଚଳିତ ବର୍ଷ ତାଙ୍କର ଏହି ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ଅନୁଷ୍କା ବିରାଟଙ୍କୁ ବାପା ହେବାର ଖୁସି ଖବର…

ବକ୍ସିଂ ଡେ’ ଟେଷ୍ଟ: ଦୈନିକ ୩୦,୦୦୦ଦର୍ଶକଙ୍କୁ ଅନୁମତି

ମେଲବୋର୍ନ, ୧୧ା୧୨ (ପି.ଟି.)-ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ଆଇକନିକ ବକ୍ସିଂ ଡେ’ ଟେଷ୍ଟକୁ ଷ୍ଟାଡିୟମରେ ଦୈନିକ ୩୦,୦୦୦ ଦର୍ଶକ ଉପଭୋଗ କରିପାରିବେ। କୋଭିଡ୍‌ ଯୋଗୁ ଭିକ୍ଟୋରିଆ ପ୍ରଦେଶ ସରକାର ଦର୍ଶକଙ୍କ ସଂଖ୍ୟା ଉପରେ ଯେଉଁ କଟକଣା ଜାରି କରିଥିଲେ, ସେଥିରେ…

ଦ୍ୱିତୀୟ ଟେଷ୍ଟରେ ଖେଳିବେନି ଓ୍ବିଲିୟମସନ

ଓ୍ବେଲିଂଟନ, ୧୧ା୧୨ (ଏପି)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଖେଳିବେ ନାହିଁ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। ତାଙ୍କ ସ୍ତ୍ରୀ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଥିବାରୁ ସେ ତାଙ୍କ ସହିତ ସମୟ ଦେବାକୁ ଚାହଁୁଛନ୍ତି। ଓ୍ବିଲିୟମସନ ପ୍ରଥମ ଟେଷ୍ଟରେ…

ସତ୍ୟସାଗର ଚେନ୍ନାଇ ସିଟି ଏଫ୍‌ସିର ନୂଆ କୋଚ୍‌

ଚେନ୍ନାଇ, ୧୧ା୧୨ (ପି.ଟି.)-ଆଗାମୀ ଆଇ-ଲିଗ୍‌ ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସିଟି ଏଫ୍‌ସି ଗୁରୁବାର ସତ୍ୟସାଗରଙ୍କୁ ଏହାର ମୁଖ୍ୟ କୋଚ ୍‌ ଭାବେ ନିଯୁକ୍ତି ଦେଇଛି। ସତ୍ୟସାଗର ପୂର୍ବରୁ କ୍ଲବର ସହକାରୀ କୋଚ୍‌ ଭାବେ କାର୍ଯ୍ୟ କରିସାରିଛନ୍ତି। ସିଙ୍ଗାପୁରର ଆକବର…

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେଲେ ପାର୍ଥିବ

ମୁମ୍ବାଇ, ୧୧ା୧୨ (ପି.ଟି.)-ଭାରତ ଓ ଗୁଜରାଟର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସରେ ଜଣେ ଟ୍ୟାଲେଣ୍ଟ ସ୍କାଉଟ ଭାବେ ଯୋଗଦାନ କରିଛନ୍ତି। ଭାରତ ତରଫରୁ ୨୫ ଟେଷ୍ଟ, ୩୮ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?