ଖେଳ

ଚେସ୍‌ ଏକାଡେମୀ ପ୍ରତିଷ୍ଠା କରିବେ ଆନନ୍ଦ

ଚେନ୍ନାଇ, ୧୧ା୧୨ (ପି.ଟି.)- ଭାରତର କିମ୍ବଦନ୍ତୀ ଚେସ୍‌ ଖେଳାଳି ବିଶ୍ୱନାଥନ ଆନନ୍ଦ ଏକ ଏକାଡେମୀ ପ୍ରତିଷ୍ଠା କରିବେ। ଏଥିଲାଗି ସେ ଓ୍ବେଷ୍ଟବ୍ରିଜ୍‌ କ୍ୟାପିଟାଲ୍ସ ସହ ହାତ ମିଳାଇଛନ୍ତି। ୫ଥର ବିଶ୍ୱ ଚାମ୍ପିୟନ ଯୁବ ଖେଳାଳିମାନଙ୍କୁ ଟ୍ରେନିଂ ଦେବେ। ଏକାଡେମୀର ନାମ ଓ୍ବେଷ୍ଟବ୍ରିଜ୍‌-ଆନନ୍ଦ…

ପୂର୍ବ ୨ ବିବାହ ବାର୍ଷିକୀରେ ଅନୁଷ୍କାଙ୍କୁ ଏହି ସ୍ବତନ୍ତ୍ର ଉପହାର ଦେଇଥିଲେ କୋହଲି: ଏଥର…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କର ଆଜି ଅର୍ଥାତ୍‌ ଡିସେମ୍ବର ୧୧ ହେଉଛି ୩ୟ ବିବାହ ବାର୍ଷିକୀ। ଚଳିତ ବର୍ଷ ତାଙ୍କର ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ସ୍ତ୍ରୀ ଅନୁଷ୍କା ଶର୍ମା ତାଙ୍କୁ ସବୁଠାରୁ ବଡ଼…

କମ୍‌ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩ ବର୍ଷ ପୂର୍ବେ ଇଟାଲିରେ ବିବାହ କରିଥିଲେ। ବିରୁଷ୍କା ନାମରେ ଜଣାଶୁଣା ଏହି ଯୋଡି ନିଜ…

ଇଣ୍ଡିଆନ ସୁପରଲିଗ୍‌ : ଜାମଶେଦପୁର-ଇଷ୍ଟବେଙ୍ଗଲ ମ୍ୟାଚ୍‌ ଡ୍ର

ଭାସ୍କୋ, ୧୦।୧୨- ଚଳିତ ଆଇଏସ୍‌ଏଲ୍‌ (ଇଣ୍ଡିଆନ ସୁପରଲିଗ୍‌)ରେ ଗୁରୁବାର ଖେଳାଯାଇଥିବା ଜାମଶେଦପୁର ଏଫ୍‌ସି ଓ ଇଷ୍ଟବେଙ୍ଗଲ ମ୍ୟାଚ ଡ୍ର ରହିଛି। ଦୁଇ ଦଳର କୌଣସି ଖେଳାଳି ଗୋଲ ଦେବାରେ ସଫଳ ହୋଇ ନ ଥିଲେ। ଫଳରେ ଉଭୟ ଦଳକୁ ପଏଣ୍ଟ ଭାଗ…

ଦିନିକିଆ ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ କୋହଲି, ରୋହିତ

ଦୁବାଇ,୧୦।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ପୁରୁଷ ଦିନିକିଆ ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ ନିଜ ସ୍ଥାନ ଦୃଢ଼ିଭୂତ କରିଛନ୍ତି। ନିକଟରେ ଶେଷ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ କୋହଲି ଦୁଇଟି ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏଥିଯୋଗୁ ତାଙ୍କ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ…

ଦୁନିଆର ସବୁଠାରୁ ବଡ଼ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍‌: ଜୟ ଶାହ

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃୟାରୀ ୨୪ରୁ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଫେବୃୟାରୀରୁ ଆରମ୍ଭ ହେବ। ଦୁନିଆର ସବୁଠାରୁ ବଡ଼ କ୍ରିକେଟ ପଡ଼ିଆ କୁହାଯାଉଥିବା ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଏହି ମ୍ୟାଚ୍‌…

ଫିଫା ବିଶ୍ୱକପ୍‌ ବିଜେତା ଇଟାଲି ତାରକା ପାଓଲୋ ରୋସିଙ୍କ ଦେହାନ୍ତ

ଜୁଭେଣ୍ଟସ,୧୦।୧୨- ଆର୍ଜେଣ୍ଟିନାର କିମ୍ବଦନ୍ତୀ ଖେଳାଳି ଡିଏଗୋ ମାରାଡୋନାଙ୍କ ବିୟୋଗ ବିଶ୍ୱ ଫୁଟ୍‌ବଲ ମନରୁ ଲିଭି ନ ଥିବା ବେଳେ ଛାଡ଼ି ଚାଲି ଯାଇଛନ୍ତି ଆଉ ଜଣେ ମହାନ ଫୁଟବଲର। ଇଟାଲିର ପୂର୍ବତନ ଚାମ୍ପିୟନ ଷ୍ଟ୍ରାଇକର ପାଓଲୋ ରୋସିଙ୍କ ଗୁରୁବାର ମୃତ୍ୟୁ ଘଟିଛି।…

ଅଡ଼ୁଆରେ ପିସିବି: ମୁଖ୍ୟ ଚୟନକର୍ତ୍ତା ଦୌଡ଼ରୁ ହଟିଲେ ଅକ୍ରମ

କରାଚି,୧୦।୧୨: ଅଡ଼ୁଆରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବ ଦ୍ରୁତ ବୋଲର ମହମ୍ମଦ ଅକ୍ରମ ବର୍ତ୍ତମାନର ଚୟନ ବ୍ୟବସ୍ଥାରେ କାମ କରିବାକୁ ମନା କରି ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ଫଳରେ ପିସିବିକୁ ନୂଆ ମୁଖ୍ୟ ଚୟନକର୍ତ୍ତା ମିଳିପାରୁନାହିଁ। ଅକ୍ରମ ଏହି…

ଏହି ମାମଲାରେ କୋହଲି-ରୋହିତଙ୍କୁ ପଛରେ ପକାଇଲେ ଧୋନୀ

ନୂଆଦିଲ୍ଲୀ,୧୦।୧୨: ଆଇପିଏଲ୍‌ ଇତିହାସରେ ସବୁଠାରୁ ଅଧିକ ପାଉଣା ପାଇଥିବା ଖେଳାଳିଙ୍କ ତାଲିକା ଶୀର୍ଷରେ ଅଛନ୍ତି ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ସେ ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ଶୀର୍ଷରେ ରହିଆସୁଥିଲେ। ଏବେ ଆଇପିଏଲ୍‌ରେ ମଧ୍ୟ ପ୍ରଥମ ନାମ ଧୋନୀଙ୍କ…

ଏପର୍ଯ୍ୟନ୍ତ କ୍ରିକେଟରୁ ଅବସର ନେଇନାହାନ୍ତି ୨୦୦୩ ବିଶ୍ୱକପ୍‌ର ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ଉଇକେଟକିପର-ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ସେ ଶେଷ ଥର ପାଇଁ ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ପାଇଁ ଖେଳିଥିଲେ। ପାର୍ଥିବ କ୍ରିକେଟ ବିଦାୟ ଦେବା ପରେ ବୁଧବାର ୨୦୦୩…

କ୍ରିକେଟ୍‌ ପଡିଆରେ ଅଳସୁଆ ଏହିସବୁ କ୍ରିକେଟର୍‌, ରନ୍‌ ନେବାକୁ କରନ୍ତି କୁଣ୍ଠାବୋଧ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ ମଧ୍ୟ ସେମାନେ ଫିଲ୍ଡିଂରେ ଦୁର୍ବଳ ଥାନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ……

ଆସନ୍ତାବର୍ଷ ଆଇପିଏଲ୍‌ ଖେଳିବେ କି ସୁରେଶ ରାଇନା, କଲେ ବଡ ଖୁଲାସା

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବା ସୁରେଶ ରାଇନା ପୁଣିଥରେ ପଡ଼ିଆକୁ ଫେରିବାକୁ ଯାଉଛନ୍ତି। ଖୁବଶୀଘ୍ର ତାଙ୍କୁ କ୍ରିକେଟ ଖେଳୁଥିବା ଦେଖିବାକୁ ମିଳିବ। ରାଇନା ନିଜେ ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପାରିବାରିକ କାରଣ ଦର୍ଶାଇ ରାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?