ଖେଳ

ଫାଇନାଲରେ ଖେଳିବେ ଏହି ଦୁଇ ଦଳ, ଭବିଷ୍ୟବାଣୀ କଲେ କ୍ରିକେଟର…

ନୂଆଦିଲ୍ଲୀ,୧୧।୧୧ : ବିଶ୍ୱକପର ଫାଇନାଲରେ କେଉଁ ଦୁଇ ଦଳ ମୁହାଁମୁହିଁ ହେବେ ସେ ନେଇ ନାନା କଳ୍ପନାଜଳ୍ପନା ଜାରି ରହିଛି। ପାକିସ୍ତାନ କ୍ରିକେଟ ଦଳର ଦୁଇ ପୂର୍ବତନ ଅଧିନାୟକ ସେମାନଙ୍କ ଅଭିଜ୍ଞତା ଆଧାରରେ ଏହାର ଉତ୍ତର ଦେଇଛନ୍ତି । ଏକ...

ବିଶ୍ୱକପରୁ ପାକିସ୍ତାନ ବାହାର, ସେମିଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ…

ନୂଆଦିଲ୍ଲୀ,୧୧।୧୧ : ବିଶ୍ୱକପ ୨୦୨୩ରୁ ପାକିସ୍ତାନ ବାହାର ହୋଇଯାଇଛି। ଇଂଲଣ୍ଡ ବିପକ୍ଷ ମ୍ୟାଚ ଶେଷ ହେବା ପୂର୍ବରୁ ଏହା ଜଣାପଡ଼ିଛି। ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିବାକୁ ପାକିସ୍ତାନ ଦଳ ସଂଘର୍ଷ କରୁଥିଲା। ଏହି ସମୟରେ, ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ବଡ...

ଅଷ୍ଟ୍ରେଲିଆ ଆଗରେ ୩୦୭ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଲା ବାଂଲାଦେଶ

ପୁଣେ,୧୧।୧୧: ପୁଣେ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡ଼ିୟମରେ ଶନିବାର ଖେଳାଯାଉଥିବା ୨୦୨୩ ବିଶ୍ୱପକର ୪୩ତମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ବାଂଲାଦେଶ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮...

ଶେଷ ମ୍ୟାଚ୍‌ରେ ଟସ୍‌ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି

କୋଲକାତା,୧୧।୧୧: କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ୍ସ ଷ୍ଟାଡ଼ିୟମରେ ଶନିବାର ଖେଳାଯାଉଥିବା ୨୦୨୩ ବିଶ୍ୱକପର ୪୪ତମ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ପାକିସ୍ତାନ ବୋଲିଂ କରିବ। ଅନ୍ୟପକ୍ଷେ ଇଂଲଣ୍ଡ ବିଶ୍ୱପକର ଶେଷ...

ଭାରତ ଛାଡିବା ପୂର୍ବରୁ ଖୁବ ଶପିଂ କଲେ ବାବର ଆଜମ

ନୂଆଦିଲ୍ଲୀ,୧୧।୧୧: ଭାରତ ଦ୍ୱାରା ଆୟୋଜିତ ବିଶ୍ୱକପ ୨୦୨୩ରେ ପାକିସ୍ତାନ କ୍ରିକେଟ ଦଳର ଅବସ୍ଥା ଖରାପ ରହିଛି। ଯଦିଓ ପାକିସ୍ତାନ ସେମିଫାଇନାଲ ପାଇଁ ଆନୁଷ୍ଠାନିକ ଭାବେ ଦୌଡ଼ରୁ ବାହାରି ନାହିଁ, ତଥାପି ଟପ -୪ ରେ ପହଞ୍ଚିବାର ସମ୍ଭାବନା ବହୁତ କମ।...

ଟସ୍‌ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି: ୧୩ ଓଭରରେ ୮୪ ରନ୍‌

ପୁଣେ,୧୧।୧୧: ପୁଣେ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍‌ ଷ୍ଟାଡ଼ିୟମରେ ଶନିବାର ଖେଳାଯାଉଥିବା ୨୦୨୩ ବିଶ୍ୱପକ୍‌ର ୪୩ତମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ବାଂଲାଦେଶ ବ୍ୟାଟିଂ ଆରମ୍ଭ କରିଛି। ୧୩ ଓଭର ଖେଳ...

ଦିନିକିଆ କ୍ରିକେଟରୁ ସନ୍ୟାସ ନେଲେ ଏହି ଆଫଗାନିସ୍ତାନର ଦ୍ରୁତ ବୋଲର

କାବୁଲ,୧୧।୧୧: ଆଫଗାନିସ୍ତାନ ଦ୍ରୁତ ବୋଲର ନବୀନ ଉଲ ହକ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି। ୨୦୨୩ ବିଶ୍ୱକପରେ ଆଫଗାନିସ୍ତାନର ଯାତ୍ରା ଶେଷ ହେବା ମାତ୍ରେ ସେ ଏହି ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି, ସେ ବିଶ୍ୱକପ ପୂର୍ବରୁ ଏହା ଘୋଷଣା...

ପୂର୍ବତନ ଜାତୀୟ ଫୁଟ୍‌ବଲରଙ୍କ ଦେହାନ୍ତ

ଭୁବନେଶ୍ୱର, ୧୧ା୧୧ (ବିଜୟ ରଣା): ଓଡ଼ିଶାର ପୂର୍ବତନ ଜାତୀୟ ଫୁଟ୍‌ବଲ ଖେଳାଳି ୟୁନୁସ ବେଗ୍‌ଙ୍କ ଶୁକ୍ରବାର କଟକ ସୂତାହାଟସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ସେ ସନ୍ତୋଷ ଟ୍ରଫି(ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ୍‌)ରେ ବହୁ ବର୍ଷ...

ଆଫଗାନିସ୍ତାନର ଅଭିଯାନ ଶେଷ: ଷଷ୍ଠରେ ରହି ସନ୍ତୁଷ୍ଟ

ଅହମଦାବାଦ, ୧୧।୧୧ ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପରେ ୩ ଥର ବିପର୍ଯ୍ୟୟ ଘଟାଇ ଟିପ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହେଉଥିବା ଆଫଗାନିସ୍ତାନ ୯ ମ୍ୟାଚରୁ ୫ମ ପରାଜୟ ସହ ଷଷ୍ଠ ସ୍ଥାନରେ ସନ୍ତୁଷ୍ଟ ରହିଛି। ଅନ୍ୟପକ୍ଷେ ବିଜୟ ସହ...

ସେମିଫାଇନାଲରେ ପ୍ରତିଶୋଧ ନେବାକୁ ଟିମ ଇଣ୍ଡିଆ ପାଖରେ ରହିଛି ସୁଯୋଗ

ନୂଆଦିଲ୍ଲୀ,୧୧।୧୧: ବିଶ୍ୱକପ ୨୦୨୩ ଶେଷ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ ୧୫ ନଭେମ୍ବରରେ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ ସେମିଫାଇନାଲ ପଏଣ୍ଟ ଟେବୁଲରେ ଶୀର୍ଷରେ ଥିବା ଦଳ ଏବଂ ଚତୁର୍ଥ ଦଳ ମଧ୍ୟରେ ଖେଳାଯିବ। ଟିମ...

ଆହାନଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): କୋଲକାତାରେ ଅନୁଷ୍ଠିତ ଫ୍ୟୁଚର ଷ୍ଟାର ଏଆଇଟିଏ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଟାଇଟଲ ବିଜୟୀ ହୋଇଛନ୍ତି। ବାଳିକା ସିଙ୍ଗଲ୍ସ ଫାଇନାଲରେ ସେ ପଶ୍ଚିମବଙ୍ଗର ରିୟା ରୟଙ୍କୁ ୬-୦,...

ଭାରତ-କାତାର ଫୁଟ୍‌ବଲ ମ୍ୟାଚ: ଅନ୍‌ଲାଇନ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): ଭାରତ ଓ କାତାର ମଧ୍ୟରେ ଫିଫା ବିଶ୍ୱକପ ୨୦୨୬/ଏଏଫ୍‌ସି ଏସିଆନ କପ୍‌ ୨୦୨୭ ଯୁଗ୍ମ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ ମ୍ୟାଚ ଆସନ୍ତା ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ଶୁକ୍ରବାରଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri