ଖେଳ

ଆଇଏସ୍‌ଏଲ୍‌ : ହ୍ୟାଟ୍ରିକ୍‌ ବିଜୟ ସହ ଶୀର୍ଷରେ ମୁମ୍ବାଇ

ବାମ୍ବୋଲିମ୍‌, ୬।୧୨: ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ ଓଡ଼ିଶା ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ମୁକାବିଲାରେ ମୁମ୍ବାଇ ଦମ୍‌ଦାର ପ୍ରଦର୍ଶନ କରି କ୍ରମାଗତ ତୃତୀୟ ବିଜୟ…

ଖେଳରତ୍ନ ପୁରସ୍କାର ଫେରାଇବାକୁ ଧମକ ଦେଲେ ବକ୍ସର ବିଜେନ୍ଦର ସିଂ

ନୂଆଦିଲ୍ଲୀ,୬।୧୨: ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନରେ ରବିବାର ସାମିଲ ହୋଇଛନ୍ତି ଅଲିମ୍ପକ୍‌ ପଦକ ବିଜେତା ହରିୟାଣର ବକ୍ସର ବିଜେନ୍ଦର ସିଂ । ଆୟୋଳନରତ କୃଷକଙ୍କୁ ରବିବାର ଭେଟଛନ୍ତି ବିଜେନ୍ଦର। ସେ ନୂଆ କୃଷି ଆଇନକୁ ବିରୋଧ କରିବା ସହ ଏହାକୁ…

ରୋହିତ ଶର୍ମାଙ୍କୁ ମନେ ପକାଇଲେ ବିରାଟ କୋହଲି

ସିଡନୀ,୬।୧୨: ଦିନିକିଆ ପ୍ରତିଶୋଧ ଟି-୨୦ରେ ନେଲା ଟିମ ଇଣ୍ଡିଆ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ଶିଖର ଧୱନ ଓ କ୍ୟାପଟେନ ବିରାଟ କୋହଲିଙ୍କ ଦମଦାର ଇନିଂସ ବଳରେ ଟିମ ଇଣ୍ଡିଆ ଏଠାରେ ଖେଳାଯାଇଥିବା ୨ୟ ଟି-୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬…

ସହଜ କ୍ୟାଚ୍‌ ହାତଛଡା କଲେ ବିରାଟ କୋହଲି, ତଥାପି ଆଉଟ୍‌ ହେଲେ ଖେଳାଳି

ସିଡ୍‌ନୀ,୬।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଏକ ମଜାଦାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଟିମ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ରବିବାର ଅତି ସହଜ କ୍ୟାଚ ଛାଡିଥିଲେ ସୁଦ୍ଧା ଖେଳାଳି ଆଉଟ୍‌ ହୋଇଥିଲେ। ୱାଶିଂଟନ ସୁନ୍ଦର ଅଷ୍ଟ୍ରେଲୀୟ ଇନିଂସର ୭.୬…

‘ଖେଳ ରତ୍ନ’ ପୁରସ୍କାର ଫେରାଇ ଦେବାକୁ ଚେତାବନୀ ଦେଲେ ଏହି ଖେଳାଳି

ଚଣ୍ଡିଗଡ,୬।୧୨: ନୂଆ କୃଷି ଆଇନ ବିରୋଧରେ କୃଷକ ଆନ୍ଦୋଳନର ସମର୍ଥନ ବୃଦ୍ଧି ପାଉଛି। ଦିଲ୍ଲୀ ସୀମାରେ ଘେରି ରହିଥିବା ହଜାର ହଜାର କୃଷକ ଛାଉଣି ହୋଇଥିବାବେଳେ ଡିସେମ୍ବର ୮ରେ କୃଷକମାନେ ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏଥି ସହିତ ସିଂଘୁ ସୀମାରେ…

ଟି୨୦ ସିରିଜ ଜିତିଲା ଭାରତ

ସିଡ୍‌ନୀ,୬।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ ଭଳି ଦ୍ୱିତୀୟ ମ୍ୟାଚ୍‌କୁ ମଧ୍ୟ ଅତି ସହଜରେ ଜିତି ପ୍ରତିଶୋଧ ନେବାରେ ସଫଳ ହୋଇଛି ଟିମ୍‌ ଇଣ୍ଡିଆ। ସ୍ଥାନୀୟ ଏସ୍‌ସିଜିଠାରେ ଖେଳାଯାଇଥିବା ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୬ ଉଇକେଟରେ…

ହ୍ବାଟ୍ସଆପ୍‌ରେ ଚାଟିଂ କରୁ କରୁ ପ୍ରେମରେ ପଡିଥିଲେ ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ।…

ଆରମ୍ଭ ପୂର୍ବରୁ ବାତିଲ ହେଲା ଦ. ଆଫ୍ରିକା-ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା-ଇଂଲଣ୍ଡ ମଧ୍ୟରେ ରବିବାର ଖେଳାଯିବାକୁ ଥିବା ମ୍ୟାଚ୍‌କୁ ବାତିଲ କରି ଦିଆଯାଇଛି। ଇଂଲଣ୍ଡ ଟିମ୍‌ ଥିବା ହୋଟେଲର କର୍ମଚାରୀ କୋଭିଡ୍‌ ପଜିଟିଭ୍‌ ଆସିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏବେ ସମସ୍ତ ଖେଳାଳିଙ୍କ କୋଭିଡ୍‌ ପରୀକ୍ଷା କରାଯିବ। ପୂର୍ବରୁ…

ଜନ୍ମଦିନରେ ଭାରତ ଏକାଦଶକୁ ଫେରିଲେ ଶ୍ରେୟସ: ଏହି କାରଣରୁ ବାହାରିଲେ ମନିଷ ପାଣ୍ଡେ

ସିଡ୍‌ନୀ,୬।୧୨: ସ୍ଥାନୀୟ ସିଡ୍‌ନୀ କ୍ରିକେଟ ପଡ଼ିଆରେ ରବିବାର ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳରେ ତିନୋଟି ପରିବର୍ତ୍ତନ କରାଯାଇଥିଲା। ଅଧିନାୟକ ବିରାଟ କୋହଲି ରବିନ୍ଦ୍ର ଜାଡେଜା, ମହମ୍ମଦ ସାମୀ ଏବଂ…

ମାରାଡୋନାଙ୍କ ନାମରେ ଷ୍ଟାଡିୟମର ନାମକରଣ

ନାପଲ୍ସ, ୬ା୧୨ (ଏପି)-ଇଟାଲିଆନ କ୍ଲବ ନାପୋଲି ଏହାର ପୂର୍ବତନ ଅଧିନାୟକ ଡଏଗୋ ମାରାଡୋନାଙ୍କୁ ସମ୍ମାନିତ କରିବାକୁ ଯାଇ ନିଜ ଷ୍ଟାଡିୟମର ନାମ ବଦଳାଇ ଦେଇଛି। ନାପଲ୍ସ ସିଟି କାଉନ୍‌ସିଲର ସର୍ବସମ୍ମତି ନିଷ୍ପତ୍ତିକ୍ରମେ ଷ୍ଟାଡିଓ ସାନ୍‌ ପାଓଲୋର ନାମ ପରିବର୍ତ୍ତନ କରାଯାଇ ଷ୍ଟାଡିଓ…

ପ୍ରଥମ ଟେଷ୍ଟ: ଇନିଂସ ବିଜୟର ଦ୍ୱାରଦେଶରେ ନ୍ୟୁଜିଲାଣ୍ଡ

ହାମିଲଟନ,୬।୧୨(ଏପି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଇନିଂସ ବିଜୟର ଦ୍ୱାରାଦେଶରେ ପହଞ୍ଚିଛି। ତେବେ ଦ୍ୱିତୀୟ ଇନିଂସରେ ଓ୍ବେଷ୍ଟଇଣ୍ଡିଜର ଦୁଇ ବ୍ୟାଟ୍ସମ୍ୟାନ ଜର୍ମେନ ବ୍ଲାକଉଡ୍‌ ଓ ଅଲଜାରି ଜୋଶେଫ୍‌ ଲଢୁଆ ବ୍ୟାଟିଂ କରି ନ୍ୟୁଜିଲାଣ୍ଡର ବିଜୟକୁ ବିଳମ୍ବିତ କରିଛନ୍ତି।…

କୋରେ ଆଣ୍ଡରସନଙ୍କ ଅବସର

ଖ୍ରୀଷ୍ଟଚର୍ଚ୍ଚ, ୬ା୧୨ (ପି.ଟି.)-ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାପରେ ନ୍ୟୁଜିଲାଣ୍ଡ ଅଲରାଉଣ୍ଡର କୋରେ ଆଣ୍ଡରସନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ର ମେଜର ଲିଗ୍‌ କ୍ରିକେଟ (ଏମ୍‌ସିଏଲ୍‌) ସହ ଏକ ୩ ବର୍ଷିଆ ଚୁକ୍ତି କରିଛନ୍ତି। ଏକଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?