ଖେଳ

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍‌...

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ: ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କଲା ଆୟର୍ଲାଣ୍ଡ

ଡବ୍ଲିନ୍‌,୧୧।୭: ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଆୟର୍ଲାଣ୍ଡ ଏକ ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କରିଛି। ଏ ନେଇ କ୍ରିକେଟ ଆୟର୍ଲାଣ୍ଡ ସୂଚନା ଦେଇଛି। କୋଭିଡ୍‌-୧୯ ପ୍ରୋଟୋକଲ...

ଇଡେନ୍‌ ଗାର୍ଡେନ୍‌ରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

କୋଲକତା, ୧୧।୭: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର କୋଲକତାର ଲୋକପ୍ରିୟ କ୍ରିକେଟ ଷ୍ଟାଡ଼ିୟମ୍‌ରେ କରୋନା ଆକ୍ରାନ୍ତଙ୍କ ପାଇଁ ଇଡେନ୍‌ ଗାର୍ଡେନ୍‌ରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିବାକୁ ଯୋଜନା କରିଛନ୍ତି। ଏନେଇ ପୋଲିସ...

ବିଦେଶରେ ଫସି ରହିବାର ଫାଇଦା ଉଠାଇଲେ ଲିଅନ

ଚେନ୍ନାଇ, ୧୧।୭(ପି.ଟି.)-କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ କଟକଣା ଯୋଗୁ ବିଦେଶରେ ଫସି ରହିବାର ଫାଇଦା ନେଇଛନ୍ତି ଭାରତର ଯୁବ ଅନ୍ତର୍ଜାତୀୟ ଚେସ୍‌ ମାଷ୍ଟର ଲିଅନ ଲ୍ୟୁକ ମେଣ୍ଡୋଙ୍କା। ସର୍ବିୟାରେ ଅନୁଷ୍ଠିତ ପାରାସିନ୍‌ ଓପନ ଚେସ୍‌ ଟୁର୍ନାମେଣ୍ଟରେ ସେ ରନର୍ସଅପ୍‌...

ଓ୍ବିମ୍ବେଲଡନ ପୁରସ୍କାର ବାଣ୍ଟି ଦିଆଯିବ

ଓ୍ବିମ୍ବେଲଡନ, ୧୧ା୭ (ଏପି): କରୋନା ଭାଇରସ୍‌ ମହାମାରୀ ଯୋଗୁ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ଚାମ୍ପିୟନଶିପ୍‌ ବାତିଲ କରିଦିଆଯାଇଛି। ଏହା ସତ୍ତ୍ୱେ ୧୨.୫ ନିୟୁତ ଡଲରା ପୁରସ୍କାର ରାଶିକୁ ୬୨୦ ଖେଳାଳିଙ୍କ ମଧ୍ୟରେ ବାଣ୍ଟି ଦିଆଯିବ ବୋଲି ଅଲ୍‌ ଇଂଲଣ୍ଡ କ୍ଲବ...

ଫର୍ମୁଲା ଓ୍ବାନ୍‌ କ୍ୟାଲେଣ୍ଡରରେ ଟସ୍କାନ ଗ୍ରାଁ ପ୍ରି

ସ୍ପିଲବର୍ଗ (ଅଷ୍ଟ୍ରିଆ),୧୧ା୭ (ଏପି)-ଚଳିତବର୍ଷର ଫର୍ମୁଲା ଓ୍ବାନ କ୍ୟାଲେଣ୍ଡରରେ ଶୁକ୍ରବାର ପ୍ରଥମ ଥର ଟସ୍କାନ ଗ୍ରାଁ ପ୍ରିକୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ଦର୍ଶକଙ୍କ ଉପସ୍ଥିତିରେ ରଷିଆନ ଗ୍ରାଁ ପ୍ରି ଆୟୋଜନ କରିବା ଲାଗି ଯୋଜନା ହୋଇଛି। ମୋଞ୍ଜାରେ ଇଟାଲିଆନ ଗ୍ରାଁ ପ୍ରି...

ବେନ୍‌ ଷ୍ଟୋକ୍ସଙ୍କ ଜର୍ସିରେ ବିକାଶ କୁମାର

ଲଣ୍ଡନ,୧୧ା୭: କୋଭିଡ୍‌-୧୯ ମହାମାରୀ ଯୋଗୁ ଦୀର୍ଘ ୧୧୭ ଦିନ ପରେ ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ମ୍ୟାଚ ସହ ଅନ୍ତର୍ଜାତୀୟ କ୍ରିକେଟ ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରାକ୍ଟିସ ସେସନରେ ଇଂଲଣ୍ଡ ଖେଳାଳି ବେନ୍‌ ଷ୍ଟୋକ୍ସ ପରିଧାନ କରିଥିବା ଜର୍ସିରେ ନିଜ ନାମ ଦେଖି...

ପ୍ରଥମ ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ ଅଗ୍ରଣୀ

ସାଉଥାମ୍ପଟନ, ୧୦।୭-ସ୍ଥାନୀୟ ରୋଜ ବାଓଲ ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। କ୍ରେଗ୍‌ ବ୍ରାଥ୍‌ଓ୍ବେଟ ଅର୍ଦ୍ଧଶତକ ହାସଲ କରିଥିବାବେଳେ ଶାମରା ବ୍ରୁକ୍ସ, ରଷ୍ଟନ ଚେଜ୍‌ ଏବଂ ଶେନ ଡୋରିଚ୍‌...

ଅଟୋଗ୍ରାଫ୍‌ ମାଗିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ଗାଭାସ୍କର; ଏମିତି କରିଥିଲେ ନିଜର

ନୂଆଦିଲ୍ଲୀ, ୧୦।୭: ୧୯୪୯ ମସିହା ଆଜିର ଦିନରେ ବମ୍ବେରେ ଜନ୍ମଗ୍ରହଣ କରିଥିଲେ ଲିଟିିଲ୍‌ ମାଷ୍ଟର ସୁନିଲ ଗାଭାସ୍କର। ଆଜି ବି ସେ କ୍ରିକେଟ ଜଗତରେ ସକ୍ରିୟ ଅଛନ୍ତି। ଏକାଧିକ ରେକର୍ଡ ନିଜର ନାମରେ କରିଥିବା ଗାଭାସ୍କରଙ୍କ ଲଭଷ୍ଟୋରୀ ବେଶ୍‌ ନିଆରା।...

ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି ଦୂତି

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଧାବିକା ଦୂତି ଚାନ୍ଦ ନିଜର ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି। ଏନେଇ ସେ ନିଜର ସୋସିଆଲ ପୃଷ୍ଠା(ଫେସବୁକ୍‌)ରେ ଏକ ପୋଷ୍ଟ କରିଛନ୍ତି। ମୋ ବିଏମ୍‌ଡବ୍ଲୁ କାର୍‌ ବିକିବାକୁ ଚାହୁଁଛି। ଯଦି କିଏ କିଣିବାକୁ ଚାହୁଁଛନ୍ତି...

୨୦୧୯ ବିଶ୍ୱକପ୍‌ ବିପର୍ଯ୍ୟୟ ଦୁଃଖଦ ଥିଲା: ଜାଡେଜା

ନୂଆଦିଲ୍ଳୀ,୧୦।୭: ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ ବିଶ୍ୱକପ୍‌ରେ ଭାରତ ସେମି ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଦାୟ ନେଇଥିଲା। ଏହି ବିପର୍ଯ୍ୟୟ ସବୁଠୁ ଦୁଃଖଦ ଥିଲା ବୋଲି ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା କହିଛନ୍ତି। ଗତବର୍ଷ ଆଜିର ଦିନରେ ଭାରତ ଏହି...

ସବୁଜ, ମେରୁନ୍‌ ଜର୍ସି ବଜାୟ ରଖିବ ଏଟିକେ ମୋହନ ବାଗାନ

କୋଲକାତା,୧୦।୭(ପି.ଟି.): ଏଟିକେ ମୋହନ ବାଗାନ ପୂର୍ବପରି ତା’ର ପ୍ରସିଦ୍ଧ ସବୁଜ ଓ ମେରୁନ୍‌ ଜର୍ସିକୁ ବଜାୟ ରଖିବାକୁ ନିଷ୍ପତ୍ତି ନେଇଛି। ଏହି ଜର୍ସି ମୋହନ ବାଗାନ ସହ ୧୩୧ ବର୍ଷଧରି ଜଡିତ ରହିଆସିଥିଲା। ବିଲୟ ହେବା ପରେ କ୍ଲବର ନାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri