ଖେଳ

ମେଡିକାଲ ପ୍ରଫେସନାଲଙ୍କୁ ସ୍ବର୍ଣ୍ଣ ପଦକ ଅଫର କଲେ ମାରିନ

ମାଡ୍ରିଡ, ୭।୭: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ପେନ୍‌ରେ ଉଦ୍ୟମ ଜାରି ରହିଛି। ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ମେଡିକାଲ ପ୍ରଫେସନାଲଙ୍କୁ ଉତ୍ସାହିତ କରିବାକୁ ଆଗେଇ ଆସିଛନ୍ତି ଅଲିମ୍ପିକ୍‌ ଚାମ୍ପିୟନ ଗୋଲ୍ଡେନ ଗର୍ଲ କାରୋଲିନା ମାରିନ।...

ଉଚ୍ଚ ସରକାରୀ ପଦରେ ଚାକିରି କରିଥିବା ୭ ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୬।୭- କ୍ରିକେଟ୍‌ ଭାରତରେ ଏକ ଲୋକପ୍ରିୟ ଖେଳ। ଶ୍ରେଷ୍ଠ ଖେଳାଳିଙ୍କୁ ଭାରତୀୟ ଯୁବପୀଢ଼ି ନିଜର ଆଦର୍ଶ ଭାବେ ଗ୍ରହଣ କରନ୍ତି। ଫିଲ୍ମ ଷ୍ଟାର୍‌ ଓ ରାଜନେତାଙ୍କ ପରି କ୍ରିକେଟର୍‌ମାନେ ମଧ୍ୟ ସାଧାରଣରେ ବହୁତ ଲୋକପ୍ରିୟ ହୋଇଥାନ୍ତି। ତେବେ ଅନେକ...

ଆଇପିଏଲ୍‌ ଆୟୋଜନ କରିବାକୁ ଏହି ଦେଶ ଆଗ୍ରହୀ

ନୂଆଦିଲ୍ଲୀ,୬।୭(ପି.ଟି.): ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଓ ଶ୍ରୀଲଙ୍କା ପରେ ନ୍ୟୁଜିଲାଣ୍ଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରିବାକୁ ପ୍ରସ୍ତାବ ଦେଇଛି। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅଷ୍ଟ୍ରେଲିଆରେ ଅକ୍ଟୋବର-ନଭେମ୍ବରରେ...

ସଚିନ କାହିଁକି ଇନିଂସର ପ୍ରଥମ ବଲ୍‌ ସାମ୍ନା କରି ନ ଥାନ୍ତି; ଗୁମର ଖୋଲିଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୬।୭- ଭାରତୀୟ କ୍ରିକେଟ୍‌ରେ ସଚିନ ତେନ୍ଦୁଲକର ଓ ସୌରଭ ଗାଙ୍ଗୁଲି ଓପନିଂ ଯୋଡ଼ିରେ ଯେଉଁ ସଫଳତା ପାଇଛନ୍ତି ତାହା ଆଉ କୌଣସି ପ୍ରାରମ୍ଭିକ ଯୋଡ଼ିଙ୍କୁ ମିଳିନି କହିଲେ କିଛି ଅତ୍ୟୁକ୍ତି ହେବ ନାହିଁ। ୧୯୯୬ରୁ ୨୦୦୭ ପର୍ଯ୍ୟନ୍ତ ସଚିନ...

ଗୋଟିଏ ମ୍ୟାଚ୍‌ରେ ଏକାଠି ବ୍ୟାଟିଂ କରିଥିଲେ ଗାଭାସ୍କର-ଇମ୍ରାନ ଖାନ

ନୂଆଦିଲ୍ଲୀ,୬।୭- ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଦେଖିବାକୁ କ୍ରିକେଟ୍‌ପ୍ରେମୀ ସବୁବେଳେ ଉତ୍କଣ୍ଠାର ସହ ଚାହିଁ ରହିଥାନ୍ତି। ଯେତେବେଳେ ଏହି ଦୁଇ ଦେଶ ମଧ୍ୟରେ ମ୍ୟାଚ୍‌ ହୁଏ ସେତେବେଳେ ସାରା ଦେଶରେ ମାହୋଲ ଅଲଗା ପ୍ରକାର ହୋଇଥାଏ। ଅଷ୍ଟ୍ରେଲିଆ ଓ...

ଟି୨୦ ବିଶ୍ୱକପ ବଦଳରେ ଆଇପିଏଲ ଆୟୋଜନ ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ: ଇଞ୍ଜାମାମ୍‌

କରାଚୀ,୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଯଦି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ବାତିଲ ହୁଏ ଓ ଏହା ସ୍ଥାନରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରାଯାଏ ତା’ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ ବୋଲି ପୂର୍ବତନ ପାକିସ୍ତାନ...

ସଂସ୍କୃତିରେ ପରିବର୍ତ୍ତନ, ଫିଟ୍‌ନେସ୍‌ର ଉନ୍ନତି ଯୋଗୁ ଭାରତୀୟ ଦ୍ରୁତ ବୋଲିଂରେ ଉନ୍ନତି ହୋଇଛି: ଗାଙ୍ଗୁଲି

ନୂଆଦିଲ୍ଲୀ,୬।୭: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଦ୍ରୁତ ବୋଲିଂରେ ଦୃଷ୍ଟାନ୍ତମୂଳକ ଉନ୍ନତି ହୋଇଛି। ଭାରତୀୟ ଦ୍ରୁତ ବୋଲିଂ ଏବେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ପେସ୍‌ ଆଟକ ଭାବେ ବିବେଚିତ ହେଉଛି। ତବେ ଏହା ପଛର ରହସ୍ୟ ଖେଳିଛନ୍ତି ଭାରତୀୟ...

ଅଲିମ୍ପିକ୍ସ ଆୟୋଜନ ହେବନି ବୋଲି ୭୭ ପ୍ରତିଶତ ଜାପାନୀ ଭାବୁଛନ୍ତି

ଟୋକିଓ,୬।୭: ଟୋକିଓ ଅଲିମ୍ପିକ୍ସ ଆସନ୍ତାବର୍ଷ ଆୟୋଜନ ହୋଇପାରିବ ନାହିଁ ବୋଲି ଜାପାନର ୭୭ ପ୍ରତିଶତ ବ୍ୟକ୍ତି ଭାବୁଛନ୍ତି। ଏକ ସର୍ଭେରୁ ଏହା ଜଣାପଡିଛି। ଜାପାନ ନ୍ୟୁଜ୍‌ ନେଟଓ୍ବର୍କ (ଜେଏନ୍‌ଏନ୍‌) ଦ୍ୱାରା ଏହି ସର୍ଭେ କରାଯାଇଥିଲା। ଟୋକିଓ ୨୦୨୦ ଅଲିମ୍ପିକ୍ସ ପ୍ରଥମେ...

ଧୋନୀଙ୍କ ସହ ସୁଖୀ ଦାମ୍ପତ୍ୟ ଜୀବନ ବିତାଇବାର ରାଜ୍‌ ଖୋଲିଲେ ସାକ୍ଷୀ

ନିକଟରେ ମହେନ୍ଦ୍ର ସିଂ ଧୋନୀ ଏବଂ ସାକ୍ଷୀ ଧୋନୀ ସେମାନଙ୍କର ଦଶମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ୨୦୧୦ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଧୋନୀ ଡେରାଡୁନରେ ମନୋନୀତ ବ୍ୟକ୍ତିଙ୍କ ଉପସ୍ଥିତିରେ ବିବାହ କରିଥିଲେ। ବିବାହର ଏକ ଦଶନ୍ଧି ସମାପ୍ତ ହେବାପରେ,...

ଗାଲ ଧରିବାକୁ ହେଲେ ସ୍ତ୍ରୀଙ୍କ ଅନୁମତି ଆଣିବାକୁ ପଡିବ, ଯୁବରାଜଙ୍କୁ କାହିଁକି ଏମିତି କହିଲେ ରୋହିତ୍‌ ଶର୍ମା

ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ସ୍ତ୍ରୀ ରିତିକା ସଜଦେହଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି। ଏହା ଦେଖି ତାଙ୍କୁ ଟ୍ରେଲ କରିଛନ୍ତି ପୂର୍ବତନ ଅଲରାଉରାଉଣ୍ଡର ଯୁବରାଜ ସିଂ। ରୋହିତ ଯେଉଁ ଫଟୋ ଶେୟାର କରିଛନ୍ତି ସେଥିରେ...

ଆଜିକୁ ଠିକ୍‌ ବର୍ଷେ ପୂର୍ବେ ଇତିହାସ ରଚିଥିଲେ ରୋହିତ ଶର୍ମା

ଆଇସିସି ବିଶ୍ୱକପ ୨୦୧୯ରେ ରୋହିତ ଶର୍ମା ଦମଦାର ଫର୍ମରେ ଥିଲେ। ଆଜିକୁ ବର୍ଷେ ପୂର୍ବେ ବିଶ୍ୱକପରେ ଇତିହାସ ସେ ଏକ ରେକର୍ଡ ସୃଷ୍ଟି କରିଥିଲେ। ରୋହିତ ଗୋଟିଏ ବିଶ୍ୱକପରେ ଲଗାତର ୫ଟି ଶତକ ମାରିବାରେ ବିଶ୍ୱର ଏକମାତ୍ର କ୍ରିକେଟର ଥିଲେ।...

ଶିଖର ଧାଓ୍ବନଙ୍କ ବଦାନ୍ୟତା: ହିନ୍ଦୁ ଶରଣାର୍ଥୀଙ୍କୁ ସହାୟତା ପାଇଁ ଆଗେଇ ଆସିଲେ

ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କୁ ସହାୟତା ଦେବାକୁ ଆଗେଇ ଆସିଛନ୍ତି ଭାରତୀୟ କ୍ରିକେଟ ଖେଳାଳି ଶିଖର ଧାୱନ। ରାଜଧାନୀ ଦିଲ୍ଲୀର ମଜଲିସ ପାର୍କ ମେଟ୍ରୋ ଷ୍ଟେଶନ ନିକଟ କଲୋନୀରେ ପହଞ୍ଚି ହିନ୍ଦୁ ଶରଣାର୍ଥୀଙ୍କ ସହ କିଛି ସମୟ ବିତାଇ ଥିଲେ। ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri