ଖେଳ

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୬ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲର ୪ର୍ଥ ବୈଠକ ଚଳିତମାସ ୧୭ ତାରିଖରେ ବସିବ। ଏଥିରେ ଭାରତର ସଂଶୋଧିତ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ ଏବଂ ଘରୋଇ କ୍ରିକେଟ ସିଜନର ସଂଶୋଧିତ କାର୍ଯ୍ୟସୂଚୀ ନେଇ...

ପୂର୍ବତନ ଫୁଟ୍‌ବଲର ବାହାଦୁର ସିଂଙ୍କ ପରାଲୋକ

ଭୁବନେଶ୍ୱର, ୬ା୭ (ସ୍ପୋଟର୍‌ସ ବ୍ୟୁରୋ)-ଓଡ଼ିଶାର ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ସମ୍ବଲପୁର ବାସିନ୍ଦା ବୀର୍‌ ବାହାଦୁର ସିଂଙ୍କ ରବିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ସେ ବରଗଡ଼ସ୍ଥିତ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ‘ବଚନ’...

ବୋଟାସ ଜିତିଲେ ଅଷ୍ଟ୍ରିଆନ ଗ୍ରାଁ ପ୍ରି

ସ୍ପେଲବର୍ଗ(ଅଷ୍ଟ୍ରିଆ), ୬।୭: ରବିବାର ଅନୁଷ୍ଠିତ ସିଜନ ଆରମ୍ଭ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ମର୍ସିଡିଜ୍‌ ଡ୍ରାଇଭର ଭାଲ୍‌ଟେରି ବୋଟାସ। ପୋଲ୍‌ ପୋଜିଶନରୁ ରେସ୍‌ ଆରମ୍ଭ କରିଥିବା ବୋଟାସ ୧:୩୦:୫୫.୭୩୯ ସେକେଣ୍ଡ ସମୟ ନେଇ...

ଇଂଲଣ୍ଡ ୪୯, ଓ୍ବେଷ୍ଟଇଣ୍ଡିଜ ୫୭

ମାଞ୍ଚେଷ୍ଟର, ୬।୭: କରୋନା ଭାଇରସ ସଂକ୍ରମଣ ଜନିତ ୩ ମାସର ବ୍ରେକ୍‌ ପରେ ଇଂଲଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୮ ତାରିଖରୁ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନୁଷ୍ଠିତ...

ବାସ୍କେଟବଲ ଲିଗ୍‌ ସପକ୍ଷରେ ଭୃଗୁବଂଶୀ

ନୂଆଦିଲ୍ଲୀ, ୬।୭(ପି.ଟି.): ଭାରତରେ ପ୍ରତିଭାସମ୍ପନ୍ନ ଖେଳାଳିଙ୍କ ଅଭାବ ନାହିଁ। ଏକ ପେସାଦାର ବାସ୍କେଟବଲ ଲିଗ୍‌ ହୋଇପାରିଲେ ଖେଳାଳିଙ୍କ ପ୍ରଦର୍ଶନ ଅଧିକ ମାର୍ଜିତ ହୋଇପାରିବ ବୋଲି ଅନୁଭବ କରୁଛନ୍ତି ଭାରତୀୟ ବାସ୍କେଟବଲ ଅଧିନାୟକ ବିଶେଷ ଭୃଗୁବଂଶୀ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର...

କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଭାରତର କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ଏହାର ସତ୍ୟତା ନେଇ ଯାଞ୍ଚ ଚାଲିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

ଆଇପିଏଲ୍‌ରେ ୧୫.୫ କୋଟିରେ ନିଲାମୀ ସତ୍ତ୍ୱେ ବଦଳିନି ଏହି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ, ୫।୭- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଆଇପିଏଲ୍‌ ଖେଳିବା ଦ୍ୱାରା ଅନେକ ଖେଳାଳିଙ୍କ ଜୀବନରେ ପରିବର୍ତ୍ତନ ଆସିଛି। ଆଇପିଏଲ୍‌ର ଗତ ଖେଳାଳି ନିଲାମୀରେ...

କରୋନା ଲାଗି କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ ଅଫିସ ୭ ଦିନ ବନ୍ଦ

କୋଲକାତା, ୫।୭- ସ୍ଥାନୀୟ ଐତିହାସିକ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡର ଜଣେ ଅସ୍ଥାୟୀ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) କାର୍ଯ୍ୟାଳୟକୁ ରବିବାରଠାରୁ ୭ ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।...

ଆଫ୍ରିଦୀଙ୍କ ବିବାଦୀୟ ବୟାନ: ହାରିବା ପରେ ପାକିସ୍ତାନ ନିକଟରେ କ୍ଷମା ମାଗୁଥିଲା ଭାରତ

କରାଚୀ, ୫।୭- ୨୦୧୬ରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇସାରିଥିବା ପାକିସ୍ତାନର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାହିଦ୍‌ ଆଫ୍ରିଦୀ ନିଜର ବିବାଦୀୟ ବୟାନ ଲାଗି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଭାରତ ବିପକ୍ଷରେ ବୟାନ ଦେବାକୁ ମଧ୍ୟ ସେ ସବୁବେଳେ ଭଲ ପାଇଥାନ୍ତି। ନିକଟରେ...

ପିଭି ସିନ୍ଧୁଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ୭୦ ବର୍ଷୀୟ ବୃଦ୍ଧ, ଦେଇଥିଲେ ଏଭଳି ଧମକ

ଭାରତୀୟ ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁଙ୍କ ଜୁଲାଇ ୫ ଅର୍ଥାତ ଆଜି ଜନ୍ମଦିନ। ସେ ବ୍ୟାଡ୍‌ମିଣ୍ଟନରେ ଓ୍ବାଲ୍ଡ ଚାମ୍ପିୟନଶିପ୍‌ ଜିତିଥିବା ଏକମାତ୍ର ଭାରତୀୟ ଖୋଳାଳି। ସାଇନା ନେହଓ୍ବାଲଙ୍କ ଭଳି ପିଭିଙ୍କ ମଧ୍ୟ କୋଟି କୋଟି ପ୍ରଶଂସକ ଅଛନ୍ତି। ୨୦୧୯ରେ ସେ...

ଗୁରୁପୂର୍ଣ୍ଣିମାରେ ଏହି ୩ ବ୍ୟକ୍ତିଙ୍କୁ ମନେ ପକାଇଲେ ସଚିନ

କ୍ରିକେଟରେ ଅନେକ ରେକର୍ଡ ଭାଙ୍ଗିଥିବା ସଚିନ ତେନ୍ଦୁଲକର ରବିବାର ଗୁରୁପୂର୍ଣ୍ଣିମା ଅବସରରେ ଏକ ଭିଡିଓ ଶେୟାର ନିଜ ଗୁରୁଙ୍କୁ ସଲାମ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସଚିନ ଗୁରୁ, ଶିକ୍ଷକ ଏବଂ ବରିଷ୍ଠ କ୍ରିକେଟରଙ୍କୁ ମନେ ପକାଇ କହିଛନ୍ତି, ମଁୁ...

ନିଜ ଠାରୁ ୭ ବର୍ଷ ବଡ ଧୋନୀଙ୍କ ପ୍ରେମରେ କେମିତି ପଡିଥିଲେ ସାକ୍ଷୀ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିବାହର ୧୦ ବର୍ଷ ପୂରଣ କରିଛନ୍ତି। ଜୁଲାଇ ୪, ୨୦୧୦ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ନିଜଠାରୁ ୭ ବର୍ଷ ସାନ ସାକ୍ଷୀ ସିଂଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ମିଡିଆରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri