ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ
ମାଉଣ୍ଟ ମାଙ୍ଗନୁଇ,୩୦।୧୧: ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଘରୋଇ ନ୍ୟୁଜିଲାଣ୍ଡ ୭୨ ରନରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ୨-୦ରେ ଅଗ୍ରଣୀ ହେବା ସହ…
ଦିଲ୍ଲୀ ହାଫ୍ ମାରାଥନ: ଓ୍ବାଲେନ୍, ୟେହୁଲାଙ୍କୁ ଟାଇଟଲ
ନୂଆଦିଲ୍ଲୀ, ୩୦ା୧୧ (ପି.ଟି.)-କୋଭିଡ୍ ଯୋଗୁ ଜୈବସୁରକ୍ଷିତ ପରିବେଶ ମଧ୍ୟରେ ରବିବାର ଏୟାରଟେଲ ଦିଲ୍ଲୀ ହାଫ୍ ମାରାଥନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଥିଓପିଆର ଆମେଡଓ୍ବର୍କ ଓ୍ବାଲେନ୍ ଏବଂ ୟାଲେନ୍ଜର୍ଫ ୟେହୁଲା ଯଥାକ୍ରମେ ପୁରୁଷ ଓ ମହିଳା ଟାଇଟଲ ଜିତିଛନ୍ତି। ଏହି ଓ୍ବାଲର୍ଡ ଆଥଲେଟିକ୍ସ…
ଟାଇସନ-ଜୋନ୍ସ ଲଢେଇ ଡ୍ର’
ଲସ୍ଏଞ୍ଜେଲ୍ସ, ୩୦ା୧୧ (ପି.ଟି.)-ଦୀର୍ଘ ୧୫ ବର୍ଷ ପରେ ପ୍ରଥମ ଥର ବକ୍ସିଂ ରିଙ୍ଗକୁ ଫେରିଛନ୍ତି ମାଇକ ଟାଇସନ । ୫୪ ବର୍ଷୀୟ ପୂର୍ବତନ ହେଭିିଓ୍ବେଟ୍ ଚାମ୍ପିୟନ ଏବଂ ୫୧ବର୍ଷୀୟ ରୟ ଜୋନ୍ସ ଜୁନିୟରଙ୍କ ମଧ୍ୟରେ ଶନିବାର ଏକ ପ୍ରଦର୍ଶନୀ ବାଉଟ୍ ଅନୁଷ୍ଠିତ…
ମୌରିସିଓଙ୍କ ଡବଲ ଗୋଲ ସମ୍ମାନ ରଖିଲା: ଓଡ଼ିଶା ଏଫସି-ଜାମସେଦପୁର ଏଫସି ମ୍ୟାଚ ଡ୍ର
ଭାସ୍କୋ, ୩୦।୧୧- ଡିଏଗୋ ମୌରିସିଓଙ୍କ ଡବଲ ଗୋଲ ଚଳିତ ଇଣ୍ଡିଆନ ସୁପରଲିଗ୍(ଆଇଏସଏଲ)ର ରବିବାର ମ୍ୟାଚରେ ଓଡ଼ିଶା ଏଫସିର ସମ୍ମାନ ରଖିଛି। ପ୍ରଥମାର୍ଦ୍ଧରେ ୦-୨ ଗୋଲରେ ପଛୁଆ ରହିବାସତ୍ତ୍ୱେ ଜାମସେଦପୁର ଏଫସି ବିପକ୍ଷ ମ୍ୟାଚକୁ ଓଡ଼ିଶା ଏଫସି ୨-୨ରେ ଡ୍ର ରଖିବାରେ ସକ୍ଷମ…
ରାଜ୍ୟ ଓପନ ଚେସ୍: ସୌମ୍ୟଙ୍କୁ ୫୯ତମ ଟାଇଟଲ
ଭୁବନେଶ୍ୱର, ୩୦।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଓ ବାଙ୍କି ଚେସ୍ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ରବିବାର ମା’ ଚର୍ଚ୍ଚିକା ରାଜ୍ୟ ଓପନ ଚେସ୍ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇ ଯାଇଛି। କରୋନା କଟକଣା ଜନିତ ଦୀର୍ଘ ୯ ମାସର ବ୍ରେକ୍…
ବାହାରିନ୍ ଗ୍ରାଁ ପ୍ରି: ଅଳ୍ପକେ ବର୍ତ୍ତିଗଲେ ଗ୍ରସ୍ଜେଁ
ସାଖିର (ବାହାରିନ୍), ୩୦ା୧୧ (ଏପି)-ରବିବାର ଅନୁଷ୍ଠିତ ବାହାରିନ୍ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟରରେସିଂ ଆରମ୍ଭରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ହାସ୍ ଟିମ୍ର ରୋମେନ ଗ୍ରସ୍ଜେଁ। ପ୍ରଥମ ଲ୍ୟାପ୍ରେ ୩୪ ବର୍ଷୀୟ ଫ୍ରେଞ୍ଚ୍ ଡ୍ରାଇଭରଙ୍କ ହାତମୁଠା ଖସିଯାଇଥିଲା। ତାଙ୍କ କାର୍ଟି ଡାହାଣପଟକୁ…
ସ୍ମିଥ୍ଙ୍କ ଶତକ: ଅଷ୍ଟ୍ରେଲିଆ ସିରିଜ ବିଜୟୀ
ସିଡ୍ନୀ, ୩୦।୧୧- ଷ୍ଟିଭେନ୍ ସ୍ମିଥ୍ଙ୍କ କ୍ରମାଗତ ଦ୍ୱିତୀୟ ଶତକ ସହାୟତାରେ ଅଷ୍ଟ୍ରେଲିଆ ରବିବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ୫୧ ରନରେ ଭାରତକୁ ପରାସ୍ତ କରିଛି। ଫଳରେ ୨-୦ରେ ଅଗ୍ରଣୀ ଲାଭ କରି ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଘରୋଇ…
ଗ୍ୟାଲୋରୀରେ ଗର୍ଲଫ୍ରେଣ୍ଡଙ୍କୁ ଚୁମ୍ବନ ଦେଇ ପ୍ରପୋଜ କରୁଥିଲେ ଭାରତୀୟ ଦର୍ଶକ, ଖେଳାଳି ମାରିଲେ ତାଳି
ସିଡନୀ,୨୯।୧୧: ଆୟୋଜକ ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳକୁ ପୁଣି ୫୧ ରନ୍ରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ କୋହଲି ୮୯ରନ୍ର ଇଂନିଶ ଖେଳିଥିଲେ। ଅର୍ଦ୍ଧଶତକ ପରେ କୋହଲିଙ୍କ ବ୍ୟାଟିଂ ଅଧିକ ଆକ୍ରମଣାତ୍ମକ ହୋଇଥିଲା। କୋହଲି ତାଙ୍କ ଅର୍ଦ୍ଧଶତକ ଆଡକୁ ଯାଉଥିବାବେଳେ…
ପୁଣି ହାରିଲା ଭାରତ, ସିରିଜ ଜିତିବା ଆଶା ଧୂଳିସାତ୍
ସିଡନୀ,୨୯।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଘରୋଇ ଦଳ ୫୧ ରନରେ ବିଜୟ ହାସଳ କରିଛି। ଅଷ୍ଟ୍ରେଲିଆ ତିନିମ୍ୟାଚ ବିଶିଷ୍ଟ ସିରିଜରେ ଗୋଟିଏ ମ୍ୟାଚ ବାକି ଥାଇ ୨-୦ରେ ଆଗୁଆ ଜିତି ନେଇଛି। ଅଷ୍ଟ୍ରେଲିଆ ଷ୍ଟିଭ ସ୍ମିଥଙ୍କ…
୯୭୮ ମ୍ୟାଚ୍ ଇତିହାସରେ ଭାରତୀୟ ଦଳର ସବୁଠୁ ଲଜ୍ଜାଜନକ ପ୍ରଦର୍ଶନ: କେନିଆ, ଜିମ୍ବାଓ୍ବେଠାରୁ ଖରାପ ବୋଲିଂ
ସିଡନୀ,୨୯।୧୧: ଭାରତୀୟ ଦଳର ବୋଲିଂ ଆକ୍ରମଣ କ୍ରମାଗତ ଭାବରେ ବିରୋଧୀ ଦଳ ଉପରେ ଚାପ ପକାଇବାରେ ଏବଂ ସେମାନଙ୍କ ଖେଳାଳିଙ୍କୁ ଆଉଟ୍ କରିବାରେ ବିଫଳ ହେଉଛି। ଦଳର ଷ୍ଟାର ବୋଲର ଜସପ୍ରୀତ ବୁମ୍ରା ମଧ୍ୟ ପ୍ରାରମ୍ଭିକ ଉଇକେଟ ନେବାରେ ବିଫଳ ରହିଛି।…
ମ୍ୟାଚ୍ ଚାଲିଥିବାବେଳେ ହସ୍ପିଟାଲ୍ ଗଲେ ଏହି ଖେଳାଳି
ସିଡନୀ,୨୯।୧୧: ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଓପନର୍ ଡେଭିଡ ଓ୍ବାର୍ନର ଆହତ ହୋଇଛନ୍ତି। ତାଙ୍କ ମାଂଶପେଶୀରେ ଯନ୍ତ୍ରଣା ଯୋଗୁ ମ୍ୟାଚ୍ ଚାଲିଥିବା ବେଳେ ତାଙ୍କୁ ହସ୍ପିଟାଲ ନିଆଯାଇଛି। ଭାରତୀୟ ପାଳିର ୪ର୍ଥ ଓଭରର ଚତୁର୍ଥ ବଲ୍ରେ ଶିଖର ଧାଓ୍ବନଙ୍କ…
ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କ ଆଉ ଏକ ଉପଲବ୍ଧି
ସିଡନୀ,୨୯।୧୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଘରୋଇ ଦଳ ସ୍ଥିତି ମଜଭୁତ ହୋଇଛି। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଭାରତ ବିପକ୍ଷରେ ୩୯୦ରନର ବିଶାଳ ଲକ୍ଷ୍ୟ ରଖିଛି। ଡେଭିଡ ଓ୍ବାର୍ନର ଏବଂ ଆରୋନ ଫିଞ୍ଚ୍…

