ଖେଳ

ଭାରତ ବିପକ୍ଷ ମ୍ୟାଚ୍‌ରେ ଏହି କାରନାମା ଯୋଗୁ ଇତିହାସ ରଚିଲେ ଷ୍ଟିଭ୍‌ ସ୍ମିଥ୍‌

ନୂଆଦିଲ୍ଲୀ,୨୯।୧୧: ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ର ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥ୍‌ ଟେଷ୍ଟ କ୍ରିକେଟ ଫର୍ମାଟର ଏକ ନଂ ଖେଳାଳି। ହେଲେ ସେ ଦିନିକିଆ କ୍ରିକେଟରେ ମଧ୍ୟ ନିଜର ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି। ଲଗାତାର ଦ୍ୱିତୀୟ ଥର ପାଇଁ ଭାରତ ବିପକ୍ଷ ଦିନିକିଆରେ…

୧୦ ବର୍ଷ ଧରି ଯୌନ ନିର୍ଯାତନା ଦେଇ ଆସୁଥିଲେ ପାକିସ୍ତାନ ଅଧିନାୟକ ! ଖବରଦାତା ସମ୍ମିଳନୀରେ ମହିଳା କହିଲେ ଏଭଳି..

ନୂଆଦିଲ୍ଲୀ,୨୯।୧୧: ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ୍‌ଙ୍କ ବିରୋଧରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ବାବର ୧୦ ବର୍ଷ ଧରି ତାଙ୍କୁ ନିର୍ଯାତନା ଦେଇ ଆସୁଥିବା ସେ ଏକ ଖବରଦାତା ସମ୍ମିଳନୀରେ…

ସ୍ଲୋ ଓଭର ରେଟ୍‌ ପାଇଁ ଭାରତକୁ ଜରିମାନା

ଦୁବାଇ, ୨୯ା୧୧ (ପି.ଟି.)-ସିଡ୍‌ନୀଠାରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର ରେଟ୍‌ ବୋଲିଂ ପାଇଁ ଭାରତୀୟ କ୍ରିକେଟ ଦଳକୁ ମ୍ୟାଚ ଫି’ର ୨୦ ପ୍ରତିଶତ ଜରିମାନା କରାଯାଇଛି। ୬୬ରନରେ ପରାଜିତ ଏହି ମ୍ୟାଚରେ ଭାରତ ସେମାନଙ୍କର…

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା…

ରେସ୍‌ଲର ନରସିଂହଙ୍କୁ କରୋନା

ସୋନେପତ, ୨୯ା୧୧ (ପି.ଟି.)-ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରଥମ ଅନ୍ତର୍ଜାତୀୟ ଇଭେଣ୍ଟରେ ଭାଗନେବା ଲକ୍ଷ୍ୟରେ ଥିବା ରେସଲ୍‌ର ନରସିଂହ ଯାଦବ ଶନିବାର କୋଭିଡ୍‌୍‌ ଟେଷ୍ଟରେ ପଜିଟିଭ ହୋଇଛନ୍ତି। ଗ୍ରୀକୋ ରୋମାନ ରେସ୍‌ଲର ଗୁରପ୍ରୀତ୍‌ ସିଂ…

ମହିଳା ବିଗ୍‌ ବାସ୍‌ ଲିଗ୍‌: ସିଡ୍‌ନୀ ଥଣ୍ଡରକୁ ଦ୍ୱିତୀୟ ଟାଇଟଲ୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ରେ ସିଡ୍‌ନୀ ଥଣ୍ଡର ଏଥର ଚାମ୍ପିୟନ ହୋଇଛି। ଶନିବାର ସ୍ଥାନୀୟ ନର୍ଥ ସିଡ୍‌ନୀ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସିଡ୍‌ନୀ ଥଣ୍ଡର ୭ ଉଇକେଟରେ ମେଲବୋର୍ନ ଷ୍ଟାର୍ସକୁ ପରାସ୍ତ…

ଆଇଏସ୍‌ଏଲ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା, ଜାମଶେଦ୍‌ପୁର

ଭାସ୍କୋ,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣରେ ଓଡ଼ିଶା ଏଫ୍‌ ଓ ଜାମ୍‌ଶେଦପୁର ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ତିଳକ ମଇଦାନରେ ଏହି ଦୁଇ ଦଳ ସେମାନଙ୍କର ଦ୍ୱିତୀୟ ମ୍ୟାଚ୍‌ରେ ରବିବାର ପରସ୍ପରକୁ ଭେଟିବେ। ଏହି ମୁକାବିଲାରେ…

ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ

କେପ୍‌ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ଧୂଆଁଧାର ବ୍ୟାଟିଂ ବଳରେ ୫ ଉଇକେଟରେ ବିଜୟ ହାସଲ କରିଛି। ଟସ୍‌ ହାରି…

ଦ୍ୱିତୀୟ ଦିନିକିଆ: ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଭାରତ

ସିଡ୍‌ନୀ,୨୯।୧୧(ପି.ଟି.): ଦ୍ୱିତୀୟ ଦିନିକିଆରେ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ରବିବାର ପରସ୍ପରକୁ ଭେଟିବେ। ପୁଣି ଥରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ମ୍ୟାଚ୍‌ ଖେଳାଯିବ। ପ୍ରଥମ ଦିନିକିଆରେ ୬୬ ରନରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ବିଜୟୀ ହୋଇ…

ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ ଏହି କ୍ରିକେଟରଙ୍କ ମା’, କ୍ରିକେଟ କିଟ୍‌ କିଣିବାକୁ ନ ଥିଲା ପଇସା; ଏଭଳି ବଦଳିଲା ଭାଗ୍ୟ

ନୂଆଦିଲ୍ଲୀ,୨୮।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିଲେ ବାମହାତୀ ପେସର ଟି ନଟରାଜନ। ଏବେ ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ ଯନ୍ତ୍ରଣା…

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ନିଜ ନାମରେ ଏହି ଲଜ୍ଜାଜନକ ରେକର୍ଡ କଲେ ଚହଲ

ନୂଆଦିଲ୍ଲୀ,୨୮।୧୧: ଟିମ୍‌ଇଣ୍ଡିଆର ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଏକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି। ସେ ଦିନିକିଆ ମ୍ୟାଚ୍‌ରେ ସବୁଠାରୁ ଅଧିକ ରନ୍‌ ଦେଇଥିବା ଭାରତୀୟ ସ୍ପିନ୍‌ ବୋଲର ପାଲଟିଛନ୍ତି। ଶୁକ୍ରବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ…

ବ୍ୟାଟିଂ କରୁଥିବା ସମୟରେ କେ.ଏଲ୍‌. ରାହୁଲଙ୍କୁ କ୍ଷମା ମାଗିଥିଲେ ମ୍ୟାକ୍ସଓ୍ବେଲ, କାରଣ ଜାଣିଲେ..

ନୂଆଦିଲ୍ଲୀ,୨୮।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଜବରଦସ୍ତ ବ୍ୟାଟିଂ କରିଥିଲେ। ମାତ୍ର ୧୯ ବଲରେ ସେ ୪୫ ରନ୍‌ କରି ସମସ୍ତଙ୍କୁ ଚକିତ କରିଥିଲେ। ତେବେ ନିକଟରେ ଶେଷ ହୋଇଥିବା ଆଇପିଏଲ୍‌ରେ କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?