ଖେଳ

ଦିନିକିଆ ଦଳରେ ନଟରାଜନ ସାମିଲ

ସିଡ୍‌ନୀ, ୨୮।୧୧(ପି.ଟି.)- ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ୫୦ ଓଭର ଫର୍ମାଟରେ ଅନ୍ତର୍ଭୁକ୍ତ କରାଯାଇଛି…

ମୁଖ୍ୟ କୋଚ୍‌ ପଦରେ ରହିଲେ ରଶ୍ମି : ଦୀପକ ବୋଲିଂ ଓ ଗୋପାଳ ଫିଲ୍ଡିଂ କୋଚ୍‌

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ରାଜ୍ୟ ସିନିୟର ଦଳପାଇଁ କୋଚିଂ ଷ୍ଟାଫ୍‌ ନିଯୁକ୍ତ କରାଯାଇଛି। ରଶ୍ମିରଞ୍ଜନ ପରିଡ଼ା ମୁଖ୍ୟ କୋଚ୍‌ ପଦରେ ଅପରିବର୍ତ୍ତିତ ରହିଥିବାବେଳେ ଦୀପକ ମଙ୍ଗରାଜ ବୋଲିଂ ଏବଂ ଗୌତମ ଗୋପାଳ ଫିଲ୍ଡିଂ କୋଚ୍‌ଭାବେ…

ଇଷ୍ଟବେଙ୍ଗଲକୁ ହରାଇଲା ଏଟିକେ ମୋହନବାଗାନ

ଭାସ୍କୋର, ୨୮।୧୧- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଷ୍ଟବେଙ୍ଗଲ ଓ ଏଟିକେ ମୋହନବାଗାନ ମଧ୍ୟରେ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ ଶୁକ୍ରବାର ଆୟୋଜିତ ହୋଇ ଯାଇଛି। କୋଲକାତାର ଏହି ଦୁଇ ଫୁଟବଲ ମହାଶକ୍ତି ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ଏଟିକେ ମୋହନବାଗାନ…

ଫିଞ୍ଚ୍‌, ସ୍ମିଥ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ବିଜୟୀ, ପ୍ରଥମ ଦିନିକିଆରେ ଭାରତ ପରାସ୍ତ

ସିଡନୀ, ୨୮।୧୧(ପି.ଟି.)- କରୋନା ମହାମାରୀ ଜନିତ ବ୍ରେକ୍‌ ପରେ ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଖେଳିଥିବା ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି। ଦୁର୍ବଳ ବୋଲିଂ ଟିମ୍‌ଇଣ୍ଡିଆ ପାଇଁ ମହଙ୍ଗା ପଡ଼ିଛି। ଫଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ…

ଫିଫା ର଼୍ୟାଙ୍କିଙ୍ଗ୍‌: ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିଲା ବେଲଜିୟମ

ଜୁରିଚ୍‌,୨୮ା୧୧(ଏପି)-ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ତରଫରୁ ୨୦୨୦ ବର୍ଷର ଫାଇନାଲ ର଼୍ୟାଙ୍କିଙ୍ଗ ତାଲିକା ଶୁକ୍ରବାର ପ୍ରକାଶ ପାଇଛି। ବେଲଜିୟମ ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିଛି। ଏହି ତାଲିକାକୁ ଭିତ୍ତି କରି ୟୁରୋପ ଅଞ୍ଚଳ ପାଇଁ ବିଶ୍ୱକପ୍‌ କ୍ୱାଲିଫାଇଂ ଡ୍ର…

ପଡ଼ିଆରେ ୨ବିକ୍ଷୋଭକାରୀ

ସିଡ୍‌ନୀ, ୨୮ା୧୧(ପି.ଟି.)-ଶୁକ୍ରବାର ଏଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଚାଲିଥିବାବେଳେ ପଡ଼ିଆରେ ପ୍ରବେଶ କରିଥିବା ୨ଜଣ ବିକ୍ଷୋଭକାରୀଙ୍କୁ ସୁରକ୍ଷାକର୍ମୀମାନେ କାବୁ କରିନେଇଥିଲେ। ଜଣେ ଅନୁପ୍ରବେଶକାରୀଙ୍କ ହାତରେ ଧରିଥିବା ପ୍ଲାକାର୍ଡରେ ଅଷ୍ଟ୍ରେଲିଆରେ ଆଦାନି ଗ୍ରୁପ୍‌ କୋଇଲା…

ଟେଷ୍ଟ ସିରିଜ: ଈଶାନ୍ତ ଆଉଟ, ୧୧ରେ ରୋହିତଙ୍କୁ ନେଇ ନିଷ୍ପତ୍ତି

ସିଡ୍‌ନୀ,୨୮।୧୧ (ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ଭାରତର ସବୁଠାରୁ ଅଭିଜ୍ଞ ବୋଲର ଈଶାନ୍ତ ଶର୍ମା ବାଦ୍‌ ପଡିଛନ୍ତି। ସିରିଜ ବେଳକୁ ସେ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ଫିଟ୍‌ ହୋଇ ନ ଥିବେ। ତେଣୁ ତାଙ୍କୁ ବାଦ୍‌ ଦିଆଯାଇଛି ଭାରତୀୟ…

ପ୍ରଥମ ଟି୨୦: ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟୀ

ଅକଲାଣ୍ଡ,୨୮।୧୧(ଏପି): ସ୍ଥାନୀୟ ଇଡେନ ପାର୍କ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ…

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁ- ହାଇଦ୍ରାବାଦ୍‌ ମ୍ୟାଚ ଡ୍ର’

ଫାଟୋର୍ଡା,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ବେଙ୍ଗାଲୁରୁ ଏଫ୍‌ସି ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଶେଷ ହୋଇଛି। ଗୋଆର ଫାଟୋର୍ଡା ଷ୍ଟାଡିୟମରେ ଖେଳଯାଇଥିବା ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ନିର୍ଦ୍ଧାରତି ସମୟ…

ଦଳରେ କରାଯାଇଥିଲା ଅଣଦେଖା: ଗୋଟିଏ ଓଭରରେ ୨ ଆଇପିଏଲ୍‌ ଅଧିନାୟକଙ୍କ ଉଇକେଟ ନେଇ ଚର୍ଚ୍ଚାରେ ହେଜଲଉଡ୍‌

ସିଡନୀ,୨୭।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ଏକଦିବସୀୟ ସିିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯାଇଛି। ଏଥିରେ କଙ୍ଗାରୁ ଟିମ୍‌ ଜବରଦସ୍ତ ପ୍ରଦର୍ଶନ କରି ଭାରତ ସମ୍ମୁଖରେ ୩୭୫ ରନ୍‌ର ବିଶାଳ ସ୍କୋର ରଖିଛି। ଏହାର ଜବାବ ଦେବାକୁ ଯାଇ ପଡ଼ିଆକୁ ଓହ୍ଲାଇଥିବା ଭାରତୀୟ ଦଳ…

କୋହଲି-ରୋହିତଙ୍କ ମଧ୍ୟରେ ଯାହା ଚାଲିଛି ତାହା ଦୁଃଖଦ: ନେହେରା

ନୂଆଦିଲ୍ଲୀ,୨୭।୧୧: ଗୋଟିଏ ପଟେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଏକଦିବସୀୟ କ୍ରିକେଟ ସିରିଜ୍‌ ଆରମ୍ଭ ହୋଇଥିବା ବେଳେ ଅନ୍ୟପକ୍ଷେ ରୋହିତ ଶର୍ମାଙ୍କୁ ନେଇ ବୟାନବାଜି ଜାରି ରହିଛି। ଅଷ୍ଟ୍ରେଲିଆ ପାଇଁ ଚୟନ କରାଯାଇଥିବା ଖେଳାଳି ତାଲିକାରେ ରୋହିତଙ୍କ ନାମ ନ ଥିବାରୁ ପ୍ରଶଂସକଙ୍କୁ ଝଟକା…

ଗାଙ୍ଗୁଲିଙ୍କ ନଜରରେ ଏହି ଦୁଇ ଖେଳାଳି ଭାରତର ଶ୍ରେଷ୍ଠ ଉଇକେଟକିପର: ପ୍ରଶଂସାରେ କହିଲେ ଏଭଳି

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅଗଷ୍ଟରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହାପରେ ଭାରତୀୟ ଦଳରେ ଉଇକେଟ୍‌କିପର କିଏ ହେବ ସେ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏଥିପାଇଁ ପ୍ରଥମ ପସନ୍ଦ ଋଷଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?