ଡେବ୍ୟୁ ମ୍ୟାଚ୍ରେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ
ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ…
ମାରାଡୋନାଙ୍କୁ ଅନ୍ତିମ ବିଦାୟ
ବୁଏନସଏରିଜ୍: ଶୋକାକୁଳ ପରିବେଶରେ ଗୁରୁବାର ଡିଏଗୋ ମାରାଡୋନାଙ୍କ ଶେଷକୃତ ସମ୍ପନ୍ନ ହୋଇଛି। ଫୁଟ୍ବଲପ୍ରେମୀମାନେ ସେମାନଙ୍କ ପ୍ରିୟ ଫୁଟ୍ବଲରଙ୍କୁ ଅନ୍ତିମ ବିଦାୟୀ ଜଣାଇବା ଲାଗି ପ୍ରବଳ ଭିଡ଼ ଜମାଇଥିଲେ। ବୁଏନସଏରିଜର କେନ୍ଦ୍ରସ୍ଥଳରେ ଅବସ୍ଥିତ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ କାସା ରୋସାଡାଠାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ…
କେସିଏ ପ୍ରେସିଡେଣ୍ଟ୍ସ କପ୍ ଖେଳିବେ ଶ୍ରୀସନ୍ଥ୍
କୋଚି : ଭାରତର ପୂର୍ବତନ ପେସ୍ ବୋଲର ଏସ୍. ଶ୍ରୀସନ୍ଥ୍ ପ୍ରତିଯୋଗିତାମୂଳକ କ୍ରିକେଟକୁ ଫେରିବେ। କେରଳ କ୍ରିକେଟ ଆସୋସିଏଶନ (କେସିଏ) ଦ୍ୱାରା ଆୟୋଜିତ ସ୍ଥାନୀୟ ଏକ ଟୁର୍ନାମେଣ୍ଟରେ ସେ ଖେଳିବେ। ଆଇପିଏଲ୍ ସ୍ପଟ ଫିକ୍ସିଂ ମାମଲାରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…
ପ୍ରଭଞ୍ଜନ ସିନିୟର ଚୟନ କମିଟି ଅଧ୍ୟକ୍ଷ
ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସମ୍ବିଧାନ ଅନୁସାରେ ଏହାର ପରାମର୍ଶଦାତା କମିଟି ରାଜ୍ୟ ସିନିୟର କ୍ରିକେଟ ପାଇଁ ଗୁରୁବାର ଚୟନ କମିଟି ଗଠନ କରିଛି। ୮୮ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳିଥିବା ପୂର୍ବତନ ରଣଜୀ ଟ୍ରଫି ଅଧିନାୟକ ପ୍ରଭଞ୍ଜନ ମଲିକଙ୍କୁ ଚୟନ କମିଟିର…
କେରଳ ୨, ନର୍ଥଇଷ୍ଟ ୨
ବାମ୍ବୋଲିମ୍(ଗୋଆ): ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ର ଗୁରୁବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ଓ ନର୍ଥଇଷ୍ଟ ୟୁନାଇଟେଡ ପଏଣ୍ଟ ଭାଗ କରିଛନ୍ତି। ପ୍ରଥମାର୍ଦ୍ଧରେ କେରଳ ଦଳ ୨-୦ ଗୋଲରେ ଅଗ୍ରଣୀ ରହିଥିଲେ ହେଁ ନର୍ଥଇଷ୍ଟ ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି…
ଶୁକ୍ରବାର ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ..
ସିଡନୀ,୨୬।୧୧: କରୋନା ମହାମାରୀ କାରଣରୁ ଦୀର୍ଘ ୯ ମାସ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ଦୂରରେ ରହିବା ପରେ ଏବେ ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍ ଖେଳିବେ ଭାରତୀୟ ଖେଳାଳି। ବିରାଟ କୋହଲୀଙ୍କ ଅଧନାୟକତ୍ୱରେ ଭାରତୀୟ ଟିମ୍ ଶୁକ୍ରବାର ପ୍ରଥମ ମ୍ୟାଚ୍ ଖେଳିବ। ୩…
ଅଷ୍ଟ୍ରେଲିଆ ବିପକ୍ଷରେ ଓପନିଂ କରି ଚମକିପାରନ୍ତି ଏହି ପ୍ରତିଭାଶାଳି କ୍ରିକେଟର, ମାରିପାରନ୍ତି ଦ୍ୱିଶତକ: ଚୋପ୍ରା
ନୂଆଦିଲ୍ଲୀ,୨୬।୧୧: ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ମ୍ୟାଚ୍ରେ ଭାରତୀୟ ଟିମ୍ ପକ୍ଷରୁ ଓପନିଂ କରିବେ ଶିଖର ଧଓ୍ବନ। ତେବେ ତାଙ୍କ ସହ କେ.ଏଲ୍. ରାହୁଲ ପଡ଼ିଆକୁ ଓହ୍ଲାଇବା ଉଚିତ। ଏଭଳି କହିଛନ୍ତି ଭାରତୀୟ ଦଳର ପୂର୍ବ ଓପନର୍ ତଥା କ୍ରିକେଟ ବିଶ୍ଳେଷକ ଆକାଶ…
ଆର୍ଜେଣ୍ଟିନାର ‘ଗୋଲ୍ଡେନ ବୟ’
୧୯୬୦ ଅକ୍ଟୋବର ୩୦ରେ ଆର୍ଜେଣ୍ଟିନାର ବୁଏନ୍ସ ଆରିଜରେ ଜନ୍ମଗ୍ରହଣ କରିଥିବା ମାରାଡୋନା ୧୯୭୭ରୁ ୧୯୯୪ ପର୍ଯ୍ୟନ୍ତ ଆର୍ଜେଣ୍ଟିନା ତରଫରୁ ପ୍ରତିନିଧିତ୍ୱ କରି ୯୧ ମ୍ୟାଚ୍ ଖେଳି ୩୪ଟି ଗୋଲ ସ୍କୋର କରିଥିଲେ। ୫ ଫୁଟ ୫ ଇଞ୍ଚ ଉଚ୍ଚତା ବିଶିଷ୍ଟ ଏହି…
ସୁପର୍ ଫ୍ରାଇଡେକୁ ଅପେକ୍ଷା: ଗୋଟିଏ ଦିନରେ ଖେଳାଯିବ ୩ଟି ଅନ୍ତର୍ଜାତୀୟ ମ୍ୟାଚ୍
ସିଡନୀ,୨୬।୧୧: ମହାମାରୀ କରୋନା ଯୋଗୁ କ୍ରିକେଟ ଆୟୋଜନ ଦୀର୍ଘ ସମୟ ଧରି ବ୍ରେକ ଲଗାଯାଇଥିଲା। ଏହା ପରେ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟେଷ୍ଟ ସିରିଜ ସହିତ ଅନ୍ତର୍ଜାତୀୟ କ୍ରିକେଟ ପ୍ରତ୍ୟାବର୍ତ୍ତନ ହୋଇଥିଲା। ତା’ପରେ ଆଇପିଏଲ, ସିପିଏଲ, ବିବିଏଲ ଏବଂ କିଛି…
ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା
ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ପୂର୍ବ ଜିଲାର ଉପକୂଳବର୍ତ୍ତି ଅଞ୍ଚଳରେ ଏହି ପ୍ରତିମା ସ୍ଥାନନ…
କ୍ରିକେଟର ସ୍ତ୍ରୀଙ୍କୁ ଧମକ ଦେବା ପଡିଲା ମହଙ୍ଗା
କୋଲକାତା,୨୬।୧୦: ଭାରତୀୟ ଦଳର ପେସର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ଧମକ ଅଭିଯୋଗରେ କୋଲକାତା ପୋଲିସ ବୁଧବାର ୨୫ ବର୍ଷ ଯୁବକଙ୍କୁ ଗିରଫ କରିଛି। ଗତ ଦୁଇ ମାସ ମଧ୍ୟରେ ହସିନଙ୍କୁ ଅନେକ ଥର ଧମକ ଦେଇଥିବା ସେ ପୋଲିସରେ…
ମୋ ହିରୋ ଚାଲିଗଲେ
କିମ୍ବଦନ୍ତୀ ଫୁଟବଲର୍ ଡିଏଗୋ ମାରାଡୋନାଙ୍କର ବୁଧବାର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା ଏବଂ ସେ ହୃଦଘାତରେ ପୀଡିତ ଥିଲେ। ମାରାଡୋନାଙ୍କ ମୃତ୍ୟୁ ପରେ ସାରା ବିଶ୍ୱରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଭାବ ଦେଖାଯାଇଛି। ଭାରତରେ…

