ଖେଳ

ପରଲୋକରେ ଧୋନୀଙ୍କ ମେଣ୍ଟର ଦେବଲ ସହାୟ

ରାଞ୍ଚି,୨୪।୧୧: ବିହାର କ୍ରିକେଟ ଆସୋସିଏସନର ଉପାଧ୍ୟକ୍ଷ ଦେବଲ ସହାୟଙ୍କ ମଙ୍ଗଳବାର ନିଧନ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଝାଡ଼ଖଣ୍ଡ ରାଞ୍ଚି ସ୍ଥିତ ଏକ ହସ୍ପିଟାଲରେ ମଙ୍ଗଳବାର ସେ ଅନ୍ତିମ ନିଶ୍ୱାସ ତ୍ୟାଗ କରିଥିଲେ। ଗତ ୩ମାସରୁ ସେ…

ଡ୍ରଗ୍ସ ନେବାକୁ ଏହି ଖେଳାଳିଙ୍କ ଉପରେ ପକାଯାଇଥିଲା ଚାପ

କ୍ରିକେଟ ଦୁନିଆର ଦ୍ରୁତତମ ବୋଲରମାନଙ୍କ ମଧ୍ୟରେ ଅନ୍ୟତମ ଶୋଏବ ଅଖତର। ଅନ୍ତର୍ଜାତୀୟ କ୍ରିକେଟରେ ଦ୍ରୁତତମ ବଲ ପକାଇବାର ରେକର୍ଡ ଆଜି ବି ତାଙ୍କ ନାମରେ ରହିଛି। ଅଖତର କ୍ରିକେଟ ସହ ଜଡିତ ଅନେକ କାରଣ ପାଇଁ ବିବାଦ ଘେରକୁ ଆସିଛନ୍ତି। ଏବେ…

୩୪ଟି ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା କରିବେ ରାଇନା

ନୂଆଦିଲ୍ଲୀ, ୨୪ା୧୧ : ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଉତ୍ତରପ୍ରଦେଶ, ଜମ୍ମୁ ଓ ଏନ୍‌ସିଆର (ନ୍ୟାଶନାଲ କ୍ୟାପିଟାଲ ରିଜିଅନ) ଅନ୍ତର୍ଗତ ୩୪ଟି ସରକାରୀ ସ୍କୁଲ ହାତକୁ ନେଇଛନ୍ତି। ଏହି ସ୍କୁଲଗୁଡ଼ିକରେ ସେ ସ୍ବଚ୍ଛତା ଏବଂ ପାନୀୟ ଜଳଯୋଗାଣ ବ୍ୟବସ୍ଥା କରିବେ।…

ପ୍ରଜନେଶ ରନର୍ସଅପ୍‌

ଓର୍ଲାଣ୍ଡୋ ୨୪ା୧୧:ଓର୍ଲାଣ୍ଡ ଓପନ୍‌ ଟେନିସ ପ୍ରତିଯୋଗିତାରେ ଭାରତୀୟ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ରନର୍ସଅପ୍‌ ହୋଇଛନ୍ତି। ୫୨,୦୮୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଏହି ଏଟିପି ଚ୍ୟାଲେଞ୍ଜର ଇଭେଣ୍ଟର ଟାଇଟଲ ମୁକାବିଲାରେ ସେ ଆମେରିକାର ବ୍ରାଣ୍ଡନ ନାକାଶିମାଙ୍କଠାରୁ ୩-୬, ୪-୬ ସେଟ୍‌ରେ…

ଷ୍ଟୋଇନିସ୍‌ଙ୍କୁ ପଣ୍ଟିଂଙ୍କ ପ୍ରଶଂସା

ମେଲବୋର୍ନ, ୨୪ା୧୧:ଅଷ୍ଟ୍ରେଲିଆର ବ୍ୟାଟିଂ କିମ୍ବଦନ୍ତୀ ରିକି ପଣ୍ଟିଂ ତାଙ୍କ ଦେଶର ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଷ୍ଟୋଇନିସ ବର୍ଷକ ପୂର୍ବେ ଯେପରି ଖେଳୁଥିଲେ ଏବେ ସେ ତା’ଠାରୁ ୫ ଗୁଣା ଉନ୍ନତ ପ୍ରଦର୍ଶନ କରୁଛନ୍ତି। ଫିନିଶର ଦାୟିତ୍ୱ ତୁଲାଇବା…

ଏଟିପି ଫାଇନାଲ୍ସ: ମେଡ୍‌ଭେଡେଭ ଚାମ୍ପିୟନ

ଲଣ୍ଡନ, ୨୪।୧୧: ରୁଷିଆର ଡାନିଲ ମେଡ୍‌ଭେଡେଭ୍‌ ନିଜ କ୍ୟାରିୟରର ସବୁଠାରୁ ବଡ଼ ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ବର୍ଷଶେଷ ଏଟିପି ଫାଇନାଲ୍ସ ଟେନିସ ଟୁର୍ନାମେଣ୍ଟରେ ସେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ୟୁଏସ ଓପନ ଚାମ୍ପିୟନ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ଙ୍କୁ…

ଅଲିମ୍ପିକ୍ସ ଆର୍ଚେରି ଚୟନ ଶିବିରକୁ ରଞ୍ଜିତ ମନୋନୀତ

ଭୁବନେଶ୍ୱର,୨୪।୧୧: ଅନ୍ତର୍ଜାତୀୟ ତୀରନ୍ଦାଜ ରଞ୍ଜିତ ନାଏକ ୨୦୨୦ ଟୋକିଓ ଅଲିମ୍ପିକ୍ସ ଚୟନ ଶିବିରକୁ ମନୋନୀତ ହୋଇଛନ୍ତି। ଫଳରେ ଝାଡ଼ଖଣ୍ଡର ଜାମସେଦପୁରସ୍ଥିତ ଜେଆରଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ସୋମବାରଠାରୁ ଆରମ୍ଭ ହୋଇଥିବା ଚୟନ ଶିବିରରେ ସେ ଯୋଗଦେଇଛନ୍ତି। ଏଥିରୁ ୪ଜଣ ରିକର୍ଭ ପୁରୁଷ…

ଆଇଏସ୍‌ଏଲ୍‌ ୨୦୨୦: ପ୍ରଥମ ମ୍ୟାଚରେ ଓଡ଼ିଶା ଏଫସି ପରାସ୍ତ

ଭୁବନେଶ୍ୱର, ୨୪।୧୧: ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ଗତ ସଂସ୍କରଣରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଓଡ଼ିଶା ଏଫସି ଏଥର ପ୍ରଥମ ମ୍ୟାଚରେ ପରାଜିତ ହୋଇଛି। ବାମ୍ବୋଲିମ୍‌ସ୍ଥିତ ଜିଏମ୍‌ସି ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ଭିତ୍ତିକ ଏହି ଦଳ ୦-୧ ଗୋଲରେ ହାଇଦ୍ରାବାଦ…

ସ୍ତ୍ରୀଙ୍କ ଚମତ୍କାର ଶତକ ଦେଖି ଝୁମିଉଠିଲେ ଏହି ପ୍ରସିଦ୍ଧ ଖେଳାଳି

ବିଗ୍‌ ବାସ୍‌ ଲିଗ୍‌ରେ ରବିବାର ଏଲିସା ହିଲିଙ୍କ ଚମତ୍କାର ଶତକୀୟ ଇନିଂସ ଯୋଗୁ ସିଡନୀ ସିକ୍ସର୍ସ ମେଲବୋର୍ଣ୍ଣକୁ ୫ ଉଇକେଟ୍‌ରେ ବିଜୟ ହାସ କରିଛି। ଏହି ମ୍ୟାଚ ବର୍ଷା ପ୍ରଭାବିତ ହୋଇଥିଲା ଏବଂ ମେଲବୋର୍ଣ୍ଣ ୧୯ ଓଭରରେ ୧୭୯ ରନ ସଂଗ୍ରହ…

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ ବୋଲି କିମ୍ବଦନ୍ତୀ ଅଷ୍ଟ୍ରେଲୀୟ କ୍ରିକେଟର ଇଆନ ଚାପେଲ କହିଛନ୍ତି। ଏହାପରେ ଭାରତ ପାଇଁ…

ହାଇ ପରଫର୍ମାନ୍ସ ନିର୍ଦ୍ଦେଶକ ହରମାନଙ୍କ ଇସ୍ତଫା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ହାଇ ପରଫର୍ମାନ୍ସ ନିର୍ଦ୍ଦେଶକ ଭୋଲକର ହରମାନ ଇସ୍ତଫା ଦେଇଛନ୍ତି। ୨୦୨୪ ଅଲିମ୍ପିକ୍ସ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳକୁ କ୍ରୀଡ଼ା ମନ୍ତ୍ରଣାଳୟ ବୃଦ୍ଧି କରିଥିଲେ ମଧ୍ୟ ସେ ଏହି ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି।…

ଏଟିପି ଫାଇନାଲ୍ସ: ଥିମ୍‌- ମେଡ୍‌ଭେଡେଭ ଫାଇନାଲ ମୁକାବିଲା

ଲଣ୍ଡନ,୨୩।୧୧(ଏପି): ବର୍ଷ ଶେଷରେ ଏଠାରେ ଚାଲିଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଏହି ଇନ୍‌ଡୋର ହାର୍ଡକୋର୍ଟ ଟୁର୍ନାମେଣ୍ଟ ଫାଇନାଲରେ ଏଥର ବିଶ୍ୱର ୩ ନମ୍ବର ଖେଳାଳି ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଓ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?