ଖେଳ

ଦିଲ୍ଲୀ ହାଫ୍‌ ମାରାଥନ: କୋସ୍‌ଗେଇ, ୟେଶାନେ ଭାଗନେବେ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଏୟାରଟେଲ ଦିଲ୍ଲୀ ହାଫ୍‌ ମାରାଥନରେ ବିଶ୍ୱରେକର୍ଡ କରିଥିବା ବ୍ରିଗିଡ୍‌ କୋସ୍‌ଗେଇ ଏବଂ ଆବାବେଲ୍‌ ୟେଶାନେ ଅଂଶଗ୍ରହଣ କରିବେ। ଶନିବାର ଆୟୋଜକଙ୍କ ତରଫରୁ ଏ ବିଷୟରେ ସୂଚନା ଦିଆଯାଇଛି। ଏହି ଇଭେଣ୍ଟ ଓ୍ବାଲର୍‌ଡ ଆଥଲେଟିକ୍ସ ଗୋଲ୍ଡ ଲେବଲ ରେସ୍‌ କାଉଣ୍ଟ…

ଆଇପିଏଲ୍‌ ପ୍ରଦର୍ଶନ ଯୋଗୁ ଚାପ ହଟିଛି: ଶାମି

ସିଡ୍‌ନୀ, ୨୨ା୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପାଇଁ ସେ ଚାପରେ ନ ଥିବା କହିଛନ୍ତି ଭାରତର କୌଶଳୀ ପେସ୍‌ ବୋଲର ମହମ୍ମଦ ଶାମି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ…

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ପାକିସ୍ତାନ ପ୍ରସ୍ତୁତ

ଇସ୍‌ଲାମାବାଦ୍‌,୨୨।୧୧(ଏପି): ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ କ୍ରିକେଟ ମ୍ୟାଚ୍‌ ତଥା ସିରିଜ ଆୟୋଜନ ନେଇ ରାସ୍ତା ଖୋଲିଛି। ୨୦୦୯ରେ ଆତଙ୍କବାଦୀ ଘଟଣା ପରେ କ୍ରିକେଟ ଖେଳୁଥିବା ଦେଶଗୁଡିକ ପାକିସ୍ତାନ ଗସ୍ତ କରିବାକୁ ଅମଙ୍ଗ ହେଉଥିଲେ। ତେବେ ଆସନ୍ତା ୨୦୨୧ରେ ପାକିସ୍ତାନ…

ଦେବାଶିଷ, ଦିବ୍ୟଦର୍ଶିନୀ କ୍ରିକେଟର ଅଫ୍‌ ଦି ଇୟର

ଭୁବନେଶ୍ୱର,୨୨ା୧୧(ସ୍ପୋଟର୍‌ସ ବ୍ୟୁରୋ)-ସିଜନ ୨୦୧୯-୨୦ ପାଇଁ ସହିଦ ସ୍ପୋର୍ଟିଂ ମାରୁତି ଇଷ୍ଟେଟ ଇଣ୍ଡିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସିଲେକ୍ସନ କମିଟି ଗତ ସିଜନରେ ସଫଳତା ହାସଲ କରିଥିବା ଦେବାଶିଷ ସାମନ୍ତରାୟ ଓ ସୁଶ୍ରୀ ଦିବ୍ୟଦର୍ଶିନୀଙ୍କୁ…

ଜାତୀୟ ମହିଳା ଫୁଟ୍‌ବଲ କ୍ୟାମ୍ପ : ଓଡ଼ିଶାରୁ ଯବାମଣି, ପ୍ୟାରୀ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଭାରତୀୟ ସିନିୟର ମହିଳା ଦଳର କ୍ୟାମ୍ପ ଡିସେମ୍ବର ୧ରୁ ଗୋଆରେ ଆରମ୍ଭ ହେବ। କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ ପରେ ଏହା ମହିଳା ଖେଳାଳିଙ୍କର ପ୍ରଥମ ଜାତୀୟ କ୍ୟାମ୍ପ। ଏଥିପାଇଁ ୩୦ଜଣ ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ଦୁଇଜଣ ଯବାମଣି…

ଇଣ୍ଡିଆନ ସୁପର ଲିଗ୍‌: ନର୍ଥଇଷ୍ଟ ୟୁନାଇଟେଡ୍‌ର ବିଜୟ ଅଭିଯାନ

ଭାସ୍କୋ,୨୨।୧୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଟେଡ୍‌ କ୍ଲବ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶନିବାର ସ୍ଥାନୀୟ ତିଳକ ମଇଦାନ ଷ୍ଟାଡିୟମରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ନର୍ଥଇଷ୍ଟ ୧-୦ ଗୋଲରେ ଶକ୍ତିଶାଳୀ ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ…

ଭାରତୀୟ କ୍ରିକେଟ ଦଳର ଏହି ଅଧିନାୟକଙ୍କର ଥିଲେ ୧୦ ସ୍ତ୍ରୀ, ୮୮ ସନ୍ତାନ

ସ୍ବାଧୀନତା ପୂର୍ବରୁ ଆମ ଦେଶ ଅନେକ ଛୋଟ ରାଜ୍ୟରେ ବିଭକ୍ତ ହୋଇଥିଲା। ପଟିଆଲା ସେଥିମଧ୍ୟରୁ ମଧ୍ୟରୁ ଗୋଟିଏ। ପଟିଆଲାକୁ ଧନୀ ରାଜ୍ୟଗୁଡ଼ିକ ମଧ୍ୟରେ ଗଣାଯାଉଥିଲା। ମହାରାଜା ଭୂପିନ୍ଦର ସିଂ ଦେଶର ପ୍ରଥମ ବ୍ୟକ୍ତି ଯିଏକି ନିଜର ବ୍ୟକ୍ତିଗତ ବିମାନ ପାଇଥିଲେ। ଖାଲି…

ଅଟୋ ଚଳାଇ ପୁଅକୁ କ୍ରିକେଟର କରିଥିଲେ ମୋହମ୍ମଦ ଗୌସ: ଟେଷ୍ଟରେ ଡେବ୍ୟୁ ଦେଖିବା ପୂର୍ବରୁ ନିଧନ

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଦ୍ରୁତ ବୋଲର ମୋହମ୍ମଦ ସିରାଜଙ୍କ ବାପା ମୋହମ୍ମଦ ଗୌସଙ୍କ ଶୁକ୍ରବାର ନିଧନ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଫୁସଫୁସ ଜନିତ ରୋଗରେ ପୀଡ଼ିତ ଥିଲେ। ଗରିବ ପରିବାରରୁ ଆସିଥିବା ଗୌସ…

ଭାରତୀୟ ଟିମ୍‌ରେ ଚୟନ ନ ହେବା ପରେ ନିରାଶ ହୋଇଥିଲେ ସୂର୍ଯ୍ୟକୁମାର ଯାଦବ; ତେନ୍ଦୁଲକରଙ୍କ ଗୋଟିଏ ପରାମର୍ଶ ବଦଳାଇଦେଇଥିଲା ଚିନ୍ତାଧାରା

ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍‌ର ଗତ ତିନି ସିଜନ୍‌ରେ ୪୦୦ରୁ ଅଧିକା ରନ୍‌ କରିଛନ୍ତି ସୂର୍ଯ୍ୟକୁମାର ଯାଦବ। ରଣଜୀ ଟ୍ରଫି ସହ ଅନ୍ୟ ଘରୋଇ ଟୁର୍ନାମେଣ୍ଟରେ ସେ ଭଲ ପ୍ରଦର୍ଶନ ମଧ୍ୟ କରୁଛନ୍ତି। ହେଲେ ଭାରତୀୟ ଟିମ୍‌ରେ ତାଙ୍କୁ ସ୍ଥାନ ମିଳିପାରୁନାହିଁ। ଅଷ୍ଟ୍ରେଲିୟା ଗସ୍ତକୁ…

ପାକିସ୍ତାନର ଏହି ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହେଲେ ଅଶ୍ୱିନ; ଭାଇରାଲ ହେଉଛି ବୟାନ

ନୂଆଦିଲ୍ଲୀ,୨୧।୧୧: ଭାରତର ଅନୁଭବୀ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପାକିସ୍ତାନର ଜଣେ ଖେଳାଳିଙ୍କ ପ୍ରଶଂସା କରିଛନ୍ତି। ତାଙ୍କର ଏଭଳି ବୟାନ ଏବେ ଭାଇରାଲ ହେଉଛି। ପାକିସ୍ତାନ ଟିମ୍‌ର ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବାବର ଆଜମଙ୍କ ପ୍ରଶଂସା କରି ଅଶ୍ୱିନ କହିଛନ୍ତି, ଜଣେ…

ଲକ୍ଷ୍ୟ ପଥରେ ହର୍ଡଲ୍ସ ପ୍ରତିଭା

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ବୟସ ମାତ୍ର ୧୫ ହୋଇଥିଲେ ହେଁ ସ୍ଥାନୀୟ ରିଲିଆନ୍ସ ଫାଉଣ୍ଡେଶନ ଓଡ଼ିଶା ଆଥଲେଟିକ୍ସ ଆଇ ପରଫର୍ମାନ୍ସ ସେଣ୍ଟର (ଏଚପିସି)ର ସବିତା ଟପ୍ପୋ ପ୍ରଦର୍ଶନର ଛାପ ଛାଡ଼ିବାରେ ସକ୍ଷମ ହୋଇଛନ୍ତି। ଏଚପିସିରେ ନିକଟରେ ଅନୁଷ୍ଠିତ ସ୍ପ୍ରିଣ୍ଟ ଏବଂ ମିଡିଲ…

ଇଣ୍ଡିଆନ ସୁପରଲିଗ୍‌ ଆରମ୍ଭ: କ୍ରିଷ୍ଣାଙ୍କ ଗୋଲରେ ଏଟିକେ ମୋହନବାଗାନ ବିଜୟୀ

ବାମ୍ବୋଲିମ(ଗୋଆ), ୨୧।୧୧- କୋଭିଡ-୧୯ ଗାଇଡ୍‌ଲାଇନ୍‌ ମଧ୍ୟରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ର ୭ମ ସଂସ୍କରଣ ଶୁକ୍ରବାର ଆରମ୍ଭ ହୋଇଛି। ଫିଜିଆନ ଷ୍ଟ୍ରାଇକର ରୟ କ୍ରିଷ୍ଣାଙ୍କ ଗୋଲ ବଳରେ ଏଟିକେ ମୋହନବାଗାନ ଉଦ୍‌ଘାଟନୀ ମ୍ୟାଚରେ କେରଳ ବ୍ଲାଷ୍ଟର୍ସକୁ ୧-୦ ଗୋଲରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?