ଖେଳ

୨୦୨୩ ଫିଫା ମହିଳା ବିଶ୍ୱକପ୍‌: ମିଳିତ ଭାବେ ଆୟୋଜନ କରିବେ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡ

ଜେନିଭା,୨୬।୬(ଏପି): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ୨୦୨୩ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବେ। ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ ଏ ନେଇ ସ୍ପଷ୍ଟ କରାଯାଇଛି। ଯୁଗ୍ମ ଭାବେ ଏହି ମେଗା ଇଭେଣ୍ଟ ଆୟୋଜନ...

ଧୋନୀଙ୍କ ବଡ ଭକ୍ତ ଏହି ବାଂଲାଦେଶ ଖେଳାଳି

ବାଂଲାଦେଶ ଖେଳାଳି ମୁଶଫିକର ରହିମ ଭାରତୀୟ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ନିଜ ଆଦର୍ଶ ବୋଲି କହିଛନ୍ତି। ଉଇକେଟ୍‌ କିପିଂ, ବ୍ୟାଟିଂ ଏବଂ ଅଧିନାୟିକତ୍ୱ ସବୁଥିରେ ସେ ମାହିର। କ୍ରିକେଟ୍‌ରେ ତାଙ୍କ ଭଳି ବ୍ୟକ୍ତିତ୍ୱ ବିରଳ ବୋଲି କହିଛନ୍ତି ରହିମ୍‌।...

ଇଂଲଣ୍ଡ ଦଳରେ ଯୋଗ ଦେଲେ ଜୋଫ୍ରା ଆର୍ଚର

ଲଣ୍ଡନ, ୨୬ା୬ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଦ୍ୱିତୀୟ ଥର ନେଗେଟିଭ୍‌ ଆସିବା ପରେ ଷ୍ଟାର ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କ ଇଂଲଣ୍ଡ କ୍ରିକେଟ ଦଳରେ ଯୋଗଦେଇଛନ୍ତି। ଇଂଲଣ୍ଡ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ସହିତ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ...

କୁକ୍‌ଙ୍କୁ ବହିଷ୍କାର କରିବ କୁସ୍ତି ମହାସଂଘ

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ଅନ୍‌ଲାଇନ୍‌ ସେସନରେ ଅଂଶଗ୍ରହଣ କରିବା ଲାଗି ରାଜି ନ ହେବାରୁ ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମହିଳା ବିଭାଗ କୋଚ୍‌ ଆମେରିକାର ଆଣ୍ଡ୍ର୍ୟୁ କୁକ୍‌ଙ୍କୁ ବହିଷ୍କାର କରିବ। କୋଭିଡ୍‌-୧୯ ମହାମାରୀ...

ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସ୍କ୍ବାଶ ଖେଳାଳି ରନିମଙ୍କ ଅବସର

କାଇରୋ, ୨୬ା୬ (ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ସ୍କ୍ବାଶ ଖେଳାଳି ଇଜିପ୍ଟର ରନିମ୍‌ ଏଲ୍‌. ଓ୍ବିଲିଲି ଗୁରୁବାର ଅବସର ଘୋଷଣା କରିଛନ୍ତି। କୌଣସି କ୍ରୀଡ଼ାରେ ବିଶ୍ୱର ନମ୍ବର ଓ୍ବାନ ମାନ୍ୟତା ହାସଲ କରିବାରେ ସେ ପ୍ରଥମ ଆରବୀୟ ମହିଳା ବୋଲି ପ୍ରଫେସନାଲ...

୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ : ନିଖିଲ ଚାମ୍ପିୟନ, ବିକାଶ ରନର୍ସଅପ୍‌

ଭୁବନେଶ୍ୱର, ୨୬।୬(କ୍ରୀଡ଼ା ପ୍ରତିନିଧି):ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା, ବାହାର ରାଜ୍ୟ ଏବଂ ବିଦେଶର କେତେକ ଖେଳାଳି ଏଥିରେ ଅଂଶଗ୍ରହଣ କରିଥିଲେ। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

୨୩୩ ବର୍ଷ ଇତିହାସରେ କନ୍ନର ଏମ୍‌ସିସିର ପ୍ରଥମ ମହିଳା ସଭାପତି

ଲଣ୍ଡନ, ୨୫ା୬ (ପି.ଟି.): ଇଂଲଣ୍ଡର ମେରିଲବୋନ କ୍ରିକେଟ କ୍ଲବ(ଏମସିସି)ର ଦୀର୍ଘ ୨୩୩ ବର୍ଷର ଇତିହାସରେ ପୂର୍ବତନ ଅଧିନାୟିକା କ୍ଲେୟାର କନ୍ନର ଏହାର ପ୍ରଥମ ମହିଳା ସଭାପତି ଭାବେ ନିଯୁକ୍ତି ପାଇବେ। ବର୍ତ୍ତମାନ ଶ୍ରୀଲଙ୍କାର କୁମାର ସଙ୍ଗକାରା ଏମ୍‌ସିସିର ମୁଖ୍ୟ ଅଛନ୍ତି।...

ମହିଳା ଅବତାରରେ କେମିତି ଦେଖାଯାଉଛନ୍ତି ସିଏସ୍‌କେ ତାରକା ଧୋନୀ-ରାଇନା

ଚେନ୍ନାଇ, ୨୫।୬- ବର୍ତ୍ତମାନ ସୋସିଆଲ ମିଡିଆରେ ଜେଣ୍ଡର ସ୍ବାପ୍‌ ଜରିଆରେ କ୍ରିକେଟର୍‌ଙ୍କ ‘ଫିମେଲ ଭର୍ସନ’ ବା ମହିଳା ଅବତାର ରୂପ ଦେଖିବାକୁ ମିଳୁଛି। ବିଭିନ୍ନ ଷ୍ଟାର୍‌ କ୍ରିକେଟର୍‌ଙ୍କ ମହିଳା ରୂପର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ...

ଲମ୍ବା ବିରତି ପରେ ଟ୍ରେନିଂ ଆରମ୍ଭ କଲେ ରୋହିତ୍‌

ମୁମ୍ବାଇ, ୨୫।୬- ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ଉପଅଧିନାୟକ ରୋହିତ୍‌ ଶର୍ମା ଦୀର୍ଘ ଦିନର ବିରତି ପରେ ଶେଷରେ ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନା ଭାଇରସ ଲାଗି ୩ ମାସ ହେବ ଭାରତରେ କୌଣସି ପ୍ରତିଦ୍ୱନ୍ଦିତାମୂଳକ ପ୍ରତିଯୋଗିତା ଆୟୋଜିତ...

ଭାରତର ସର୍ବଶ୍ରେଷ୍ଠ ମ୍ୟାଚ୍‌ ବିଜେତା ଭାବେ କେଉଁ ଖେଳାଳିଙ୍କ ନାମ କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୨୫।୩- କପିଳ ଦେବଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ଲାଗି ୧୯୮୩ ମସିହାରେ ଦିନିକିଆ ବିଶ୍ୱକପ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ଏହି ସ୍ମରଣୀୟ ବିଶ୍ୱକପ୍‌ ଜିତିବାର ୩୭ ବର୍ଷ ପୂର୍ତ୍ତି ପାଳନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ...

୨୦୧୮ ପାଇଁ ଚାନୁ ପାଇବେ ଅଜୁର୍ନ ପୁରସ୍କାର

ନୂଆଦିଲ୍ଲୀ,୨୫।୬(ପି.ଟି.): ଡୋପିଂ ଅଭିଯୋଗରୁ ମୁକ୍ତ ହୋଇଥିବା ଭାରୋତ୍ତୋଳିକା ସଞ୍ଜିତା ଚାନୁ ଶେଷରେ ୨୦୧୮ ପାଇଁ ସମ୍ମାନଜନକ ଅର୍ଜୁନ ପୁରସ୍କାର ହାସଲ କରିବା ନିଶ୍ଚିତ ହୋଇଛି। ୨ଥର ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ଜିତିଥିବା ଚାନୁଙ୍କୁ ୨୦୧୮ଠାରୁ ଏହି ପୁରସ୍କାର ପ୍ରଦାନ...

ମହିଳା ସ୍ପିଡ୍‌ ଚେସ୍‌: ପୂର୍ବତନ ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ବୈଶାଳୀ

ଚେନ୍ନାଇ,୨୫।୬(ପି.ଟି.): ଫିଡେ ଚେସ୍‌.କମ୍‌ ମହିଳା ସ୍ପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଯୁବ ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ବୈଶାଳୀ ବିପର୍ଯ୍ୟୟ ଘଟାଇ ଏକ ବଡ଼ ବିଜୟ ହାସଲ କରିଛନ୍ତି। ଚାମ୍ପିୟନଶିପ୍‌ର ଫାଷ୍ଟ ଲେଗ୍‌ରେ ବୈଶାଳୀ ପୂର୍ବତନ ବିଶ୍ୱ ଚାମ୍ପିୟନ ଆଣ୍ଟାଓନେଟା ଷ୍ଟିଫାନୋଭାଙ୍କୁ ପରାସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri